Home Left

ନଭଲଖାଙ୍କ ଗୃହବନ୍ଦୀ ମିଆଦ ବଢ଼ିଲା

ନୂଆଦିଲ୍ଲୀ,୧୪।୧୨: ଏଲ୍‌ଗାର ପରିଷଦ-ମାଓବାଦୀ ଲିଙ୍କ୍‌ ମାମଲାରେ ସାମାଜିକ କର୍ମୀ ଗୌତମ ନଭଲଖାଙ୍କ ଗୃହବନ୍ଦୀ ସମୟ ସୀମାକୁ ସୁପ୍ରିମକୋର୍ଟ ଜାନୁୟାରୀ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ମଙ୍ଗଳବାର…

4 years ago

ସଚେତନତା ବାର୍ତ୍ତା ବାଣ୍ଟୁଛି ସାଇକେଲ ଶୋଭାଯାତ୍ରା

ବ୍ରହ୍ମପୁର ଅଫିସ,୧୪।୧୨: ରୁଟ୍‌ସ ଅଫ ଓଡ଼ିଶା ଫାଉଣ୍ଡେଶନ ପକ୍ଷରୁ ମିଶନ ଓଡ଼ିଶା ସହଯୋଗରେ ଗତ ୧୧ ତାରିଖରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମଠାରୁ ଟୁର ଦି କଳିଙ୍ଗ ସାଇକେଲ…

4 years ago

ନାକ୍‌ ମାନ୍ୟତା ପାଇଁ ପ୍ରସ୍ତୁତି ଜୋର୍‌ଦାର

ଗଞ୍ଜାମ,୧୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହର ଦାମୋଦରପୁରଠାରେ ଗଞ୍ଜାମ ମହାବିଦ୍ୟାଳୟ ଅବସ୍ଥିତ। ବର୍ତ୍ତମାନ ଏହି କଲେଜ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ପରିଲକ୍ଷିତ ହୋଇଛି। ଏହି ମହାବିଦ୍ୟାଳୟ ବହୁ…

4 years ago

୫ ପାନୀୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ପୋଲସରା,୧୪ା୧୨(ଡି.ଏନ.ଏ.): ପୋଲସରା ବ୍ଲକର ପ୍ରତ୍ୟେକ ପଞ୍ଚାୟତରେ ଶତ ପ୍ରତିଶତ ଘରୋଇ ପାନୀୟ ଜଳଯୋଗାଣକୁ ନେଇ ମଙ୍ଗଳବାର ୫ଟି ପଞ୍ଚାୟତର ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି।…

4 years ago

ଷ୍ଟାନ୍‌ ସ୍ବାମୀଙ୍କ କମ୍ପ୍ୟୁଟରରେ ପ୍ରମାଣ ଖଞ୍ଜାଯାଇଥିଲା

ନୂଆଦିଲ୍ଲୀ,୧୪।୧୨: ୨୦୨୦ରେ ମାଓବାଦୀଙ୍କ ସହ ସମ୍ପୃକ୍ତ ମାମଲାରେ ଗିରଫ ହୋଇ ଗତବର୍ଷ ଜେଲରେ ପ୍ରାଣ ହରାଇଥିବା ୮୩ ବର୍ଷୀୟ ସାମାଜିକ କର୍ମୀ ତଥା କାଥୋଲିକ୍‌ ଧର୍ମଗୁରୁ ଫାଦର…

4 years ago

ବାରଣ୍ଡାରେ ଅନୁଷ୍ଠିତ ହେଲା ମମତା ଦିବସ

କେନ୍ଦ୍ରାପଡ଼ା ଅଫିସ, ୧୪ା୧୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରଗଡ଼ ପଞ୍ଚାୟତର ଶିଳାପୋଖରୀ ଗ୍ରାମରେ ଅନୁଷ୍ଠିତ ହୋଇଥିବା ମମତା ଦିବସ ଶିବିରରେ ମାତୃ, ଶିଶୁ ଓ ଗର୍ଭବତୀ…

4 years ago

୫ ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟକୁ ପଦୋନ୍ନତି ସୁପାରିସ

ନୂଆଦିଲ୍ଲୀ,୧୪।୧୨: ସୁପ୍ରିମକୋର୍ଟ କଲେଜିୟମ୍‌ ବୈଠକ ମଙ୍ଗଳବାର ବସି ୫ ଜଣ ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ଦେବା ପାଇଁ ସୁପାରିସ କରାଯାଇଛି। ରାଜସ୍ଥାନ ହାଇକୋର୍ଟ…

4 years ago

ବ୍ରେଲ୍‌ ବଦଳରେ ଅଙ୍ଗୁଳି ଏବେ କମ୍ପ୍ୟୁଟର ଚଳାଇବ

କେନ୍ଦ୍ରାପଡ଼ା ଅଫିସ, ୧୪ା୧୨: ଦେହ ମନ କଷ୍ଟ ହେଲେ ଆଖିରୁ ଲୁହ ଝରିପଡେ। ଏହି ଲୁହକୁ ହାତରେ ପୋଛିଲା ସମୟରେ ଅନୁଭବ ହୁଏ। ମାତ୍ର ଏହାକୁ ଦେଖି…

4 years ago

ସମ୍ପ୍ରସାରଣରେ ବାଧକ ସାଜିବ ବାସଗୃହ, ବିଦ୍ୟୁତ୍‌ ଖୁଣ୍ଟ

ନାଉଗଁା,୧୪ା୧୨(ସ୍ବ.ପ୍ର.): ନାଉଗଁା ବ୍ଲକ ଅନ୍ତର୍ଗତ କୋକଢ଼ିହ- ତେଲସରା ରାସ୍ତାର ପୁନଃ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଜଗତ୍‌ସିଂହପୁର ପୂର୍ତ୍ତ ବିଭାଗ ଅଧୀନରେ ଏହି ରାସ୍ତା ରହିଛି। ଏବେ…

4 years ago

ସମ୍ପତ୍ତି ପାଇଁ ବଡ଼ ଭଉଣୀକୁ କଟୁରିରେ ହାଣିଲେ ଭାଇ

ଆଳି,୧୪ା୧୨(ଡି.ଏନ.ଏ.): ଯେଉଁ ହାତ ଭଉଣୀର ବିପଦ ସମୟରେ ସୁରକ୍ଷା ପାଇଁ ବଢି ଆସେ ସେହି ହାତ ମଙ୍ଗଳବାର ଭଉଣୀ ଜୀବନ ନେବାକୁ ଆଗକୁ ଆସିଥିଲା। ପାରିବାରିକ ସମ୍ପତ୍ତି…

4 years ago