ନୂଆଦିଲ୍ଲୀ,୨୭।୧୧: ହିଂସା ଅପରାଧୀଙ୍କୁ ୨୦୦୨ରେ ଭାଜପା ଶିକ୍ଷା ଦେଇଥିଲା ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କ ମନ୍ତବ୍ୟକୁ ଏଆଇଏମ୍ଆଇଏମ୍ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ନିନ୍ଦା କରିଛନ୍ତି। ଶାହା କ୍ଷମତା…
ସୁରଟ,୨୭ ।୧୧: ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ଦଳ ଯୋରସୋରେ ପ୍ରଚାରରେ ଲାଗି ପଡିଛନ୍ତି । ଏହି କ୍ରମରେ ଶନିବାର ୨୬ ନଭେମ୍ବରରେ ଆମ…
ବରଗଡ଼ ଅଫିସ୍,୨୭।୧୧: ପଦ୍ମପୁର ଉପନିର୍ବାଚନରେ ପ୍ରଚାର ଜୋରଦାର। କଂଗ୍ରେସ, ଭାଜପା ଓ ବିଜେଡି ହେଭିଓ୍ବେଟ୍ ନିର୍ବାଚନମଣ୍ଡଳୀ ଗସ୍ତ କରି ଭୋଟରଙ୍କୁ ଭେଟୁଛନ୍ତି। ସବୁ ନେତାଙ୍କ ମୁହଁରେ ଏବେ…
ପଦ୍ମପୁର,୨୭।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ରବିବାର ପଦ୍ମପୁର ଗସ୍ତ କରୁଛନ୍ତି। ସେମାନେ…
ପଦ୍ମପୁର,୨୭।୧୧(ଡି.ଏନ.ଏ.): ରାଜ୍ୟରେ ୨୨ ବର୍ଷ ହେଲା ବିଜୁ ଜନତା ଦଳ ସରକାର ଶାସନ କରୁଛି। ୨୦୦୦ରୁ ୨୦୦୯ ଭାଜପା-ବିଜେଡି କ୍ଷମତାରେ ଥିବାବେଳେ ପଦ୍ମପୁରର ବିକାଶ କଲେନାହିଁ। ଏବେ…
ଚେନ୍ନାଇ,୨୭।୧୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶନିବାର ଭୂପର୍ଯ୍ୟବେକ୍ଷଣ ସାଟେଲାଇଟ୍ ଓସନସାଟ୍-୩ ସମେତ ଅନ୍ୟ ୮ଟି ଉପଗ୍ରହକୁ ସଫଳତାର ସହ ଦୁଇଟି କକ୍ଷପଥରେ ଅବସ୍ଥାପିତ କରିଛି।…
ଲ୍ୟୁବ୍ଲୟାନା,୨୭ ।୧୧: ଟୁଇଟରର ନୂଆ ମାଲିକ ଏଲନ ମସ୍କ ଏହି ମାଇକ୍ରୋ ବ୍ଲଗିଙ୍ଗ ସାଇଟରେ ଲାଗତାର ପରିବର୍ତ୍ତନ କରି ଚାଲିଛନ୍ତି । ଏଥିରେ ବ୍ଲୁ ଟିକକୁ ଶୁଳ୍କ…
ସାଲେମ,୨୭।୧୧: ତାମିଲନାଡୁରେ ହିନ୍ଦୀ ଭାଷାକୁ ଜବରଦସ୍ତ ଲଦିଦେବା ଲାଗି କେନ୍ଦ୍ର ସରକାରଙ୍କ ଉଦ୍ୟମକୁ ବିରୋଧ କରି ସାଲେମ ଜିଲାର ଜଣେ ୮୫ ବର୍ଷୀୟ ବ୍ୟକ୍ତି ଆତ୍ମାହୁତି ଦେଇଛନ୍ତି।…
ବେଜିଂ,୨୭।୧୧: ଆଂଶିକ ଲକ୍ଡାଉନ୍ ଥିବା ଏକ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟି ୧୦ ଜଣଙ୍କ ଜୀବନ ଯିବା ପରେ ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ଙ୍କ ଜିରୋ-କୋଭିଡ୍ ନୀତି ବିରୋଧରେ…
ନୂଆଦିଲ୍ଲୀ,୨୭।୧୧(ପି.ଟି.): ଦିଲ୍ଲୀ ଅବକାରୀ ନୀତି ମନିଲଣ୍ଡରିଂ ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶନିବାର କୋର୍ଟରେ ପ୍ରଥମ ଚାର୍ଜଶିଟ୍ ଦାଖଲ କରିଛି। ଏଥିରେ ମଦ ବ୍ୟବସାୟୀ…