Home Left

ଭିରକାପଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି: ଗାଁରେ ପହଞ୍ଚିଲା ମେଡ଼ିକାଲ ଟିମ୍‌

କୋକସରା,୧୧।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଭିରକାପଡାରେ ଗତ ଏକ ସପ୍ତାହ ହେବ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଅନେକ ଲୋକ ସଂକ୍ରମିତ ହୋଇ ଚିକିତ୍ସିତ…

4 years ago

ଦୁର୍ଘଟଣାଗ୍ରସ୍ତ ଡିଜେଲ ଭର୍ତ୍ତି ଟ୍ୟାଙ୍କରରୁ ତେଲ ବୋହିନେଲେ ଲୋକେ

କୋରାପୁଟ,୧୧।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲାର କାକିରିଗୁମ୍ମା-ଦାମନଯୋଡି ରାସ୍ତାରେ ଶୁକ୍ରବାର ଅପରାହ୍ନରେ ଏକ ଡିଜେଲ ଭର୍ତ୍ତି ଟ୍ୟାଙ୍କର (ଓଡି-୩୩ଟି-୧୧୫୦) ଭିତରଗଡ ଗ୍ରାମ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଓଲଟି…

4 years ago

ହିଞ୍ଜିଳିରୁ ଆନ୍ତଃ ଜିଲା ଗାଡ଼ି ଚୋର ର଼୍ୟାକେଟ ଠାବ : ୩ ଅଭିଯୁକ୍ତ ଗିରଫ

ପୁରୁଷୋତ୍ତମପୁର,୧୧ା୧୧(ଡି.ଏନ.ଏ.): ପୁରୁଷୋତ୍ତମପୁର ପୋଲିସ ହିଞ୍ଜିଳି ନୂଆଁଗଡ ଶିବ ମନ୍ଦିର ନିକଟରୁ ଏକ ଆନ୍ତଃ ଜିଲା ଗାଡିଚୋର ର଼୍ୟାକେଟକୁ ଠାବ କରିଛି। ଏହି ଘଟଣାରେ ହିଞ୍ଜିଳି ଥାନା ସାହିର…

4 years ago

ଟ୍ରକ୍‌ ପଛପଟୁ ଧକ୍କାଦେଲା ବାଇକ୍‌, ୩ ମୃତ

ସେମିଳିଗୁଡ଼ା/ସୁନାବେଡ଼ା,୧୧।୧୧ (ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା: ନନ୍ଦପୁର ରୋଡ୍‌ ଜାନିଗୁଡ଼ାସ୍ଥିତ ସିତମ କଲେଜ ନିକଟ ରାସ୍ତାରେ ଗୁରୁବାର ସାରେ ଏକ ଟ୍ରକ୍‌-ବାଇକ୍‌ ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଛି।…

4 years ago

ମାଳିପଦର ଜଙ୍ଗଲରେ ମାଓବାଦୀ-ଏସ୍‌ଓଜି ଗୁଳିବିନିମୟ: ୨ ମାଓବାଦୀ ନିହତ

କୋରାପୁଟ ,୧୧।୧୧ (ସ୍ବ.ପ୍ର.):  କୋରାପୁଟ ଜିଲାର ବୈପାରିଗୁଡ଼ା ଥାନା ଅଧୀନ ମାଳିପଦର ଜଙ୍ଗଲରେ ଗୁରୁବାର ରାତିରେ ଏସ୍‌ଓଜି ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ୨ଜଣ ମାଓବାଦୀଙ୍କ…

4 years ago

୨ ବଖରା ସହ ପୋଡ଼ିଗଲେ ମା’

ଖୁଣ୍ଟା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ବଣକାଟୀ ଗ୍ରାମର ମଙ୍ଗଲ ହେମ୍ବ୍ରମଙ୍କ ଘରେ  ଅପରାହ୍ନରେ ନିଆଁ ଲାଗି ୨ବଖରା ପୋଡ଼ି ଯାଇଛି। ଏହି ଅଗ୍ନିକାଣ୍ଡରେ…

4 years ago

ଗାଈ ସହ ପିକ୍‌ଅପ୍‌ ଭ୍ୟାନ ଲୁଟ୍‌ ଘଟଣା: ଧରାପଡ଼ିଲେ ଫେରାର ଅଭିଯୁକ୍ତ

ବୈଶିଙ୍ଗା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଳମାଠାରେ ମୂଲ୍ୟବାନ ଗାଈ ସହ ପିକ୍‌ଅପ୍‌ ଭ୍ୟାନ ଲୁଟ ଘଟଣାରେ ସମ୍ପୃୃକ୍ତ ଅନ୍ୟ ଜଣେ ଫେରାର ଅଭିଯୁକ୍ତଙ୍କୁ ଗୁରୁବାର…

4 years ago

ଏତେ ବଦଳିଗଲେଣି ସମସ୍ତଙ୍କ ପ୍ରିୟ ‘ଗଙ୍ଗୁବାଇ, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ବଦଳିଗଲେଣି ଲୋକପ୍ରିୟ କମେଡି ଶୋ’ ‘କମେଡି ସର୍କସ’ରେ ନଜର ଆସିଥିବା ପ୍ରତିଭାବାନ ସଲୋନୀ ଦାଇନି ଓରଫ ଗଙ୍ଗୁବାଇ। ଏବେ ସେ ୨୦ ବର୍ଷର ହେଲେଣି। ଟ୍ରାନ୍ସଫରମେଶନ…

4 years ago

୫ ବର୍ଷ ପୂର୍ବେ ବିବାହ କରିଥିଲେ ସିଦ୍ଧାନ୍ତ; ହଠାତ୍‌ ମୃତ୍ୟୁକୁ ନେଇ ଶୋକରେ ପରିବାର

ବମ୍ବେ: ଥିଲେ ବେଶ ଫିଟ୍‌ନେସ୍‌ ଫ୍ରିକ୍‌। ହେଲେ ଜିମ୍‌ରେ ଓ୍ବାର୍କଆଉଟ୍‌ କରିବା ବେଳେ ହୃଦ୍‌ଘାତ ଯୋଗୁ ଚାଲିଯାଇଛି ଜୀବନ। ମାତ୍ର ୪୬ ବର୍ଷ ବୟସରେ ଟେଲିପରଦାର ଜଣାଶୁଣା…

4 years ago

ରାଜ୍ୟରେ ନିଯୁକ୍ତି ପାଇବେ ୭,୫୪୦ ଶିକ୍ଷୟିତ୍ରୀ-ଶିକ୍ଷକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟର ୪,୮୪୮ଟି ସରକାରୀ ହାଇସ୍କୁଲରେ ନିଯୁକ୍ତି ପାଇବେ ୭,୫୪୦ ଶିକ୍ଷୟିତ୍ରୀ ଓ ଶିକ୍ଷକ। ଏନେଇ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

4 years ago