Home Left

ଗାନ୍ଧିଛକରେ ଉଡୁଛି ଛିଣ୍ଡା ତ୍ରିରଙ୍ଗା: ନୂଆ ଲଗାଇବାକୁ ଦାବି, ଦେଖନ୍ତୁ Video

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଝଡବତାସରେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି ଅଂଶ ଛିଣ୍ଡି ଯାଇଛି। ରବିବାରରୁ ତ୍ରିରଙ୍ଗା ଏଭଳି ଛିଣ୍ଡି ଥିଲେ ସୁଦ୍ଧା ତାକୁ…

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ ବିଭିନ୍ନ ପ୍ରସଙ୍ଗରେ କଡ଼ା ଆପତ୍ତି ଉଠାଇଛନ୍ତି। ସେ କହିଛନ୍ତି ଯେ, ବିଧେୟକଟି କେନ୍ଦ୍ରୀୟ…

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ ଦେଇଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ବିନା ମଧ୍ୟ ଯୁଦ୍ଧର…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ସେ ପୁଣି ଥରେ ପ୍ରମାଣ କରିଛନ୍ତି ଯେ କ୍ଲାସ କାଳଜୟୀ। ପ୍ରାୟ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ ନଚେତ୍‌ ଉଚ୍ଛେଦ ଖର୍ଚ୍ଚ ପ୍ରଭାବଶାଳୀଙ୍କ ନିକଟରୁ ଆଦାୟ କରାଯିବା ନେଇ ତହସିଲ ସବୁକୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର ଅପରାହ୍ନରେ ବାଡ଼ିପଛ ଗୋବରୀ ନଦୀକୁ ଶୌଚ ହେବାକୁ ଯାଇ ନିଖୋଜ ହୋଇଯାଇଥିଲେ। ତାଙ୍କୁ…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ। ପ୍ରଥମ ଥର ପାଇଁ, ଆମେରିକାର…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ ବଡ଼ ଧରଣର କାର୍ଯ୍ୟକ୍ରମ କରୁଛି। ଏହା ମଧ୍ୟରେ, ଇରାନ ଦ୍ୱାରା କୁଏତକୁ କ୍ରମାଗତ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ ନେତା ସତ୍ୟନାରାୟଣ ଭୋଇ ମୁହାଁମୁହିଁ ହୋଇଥିଲେ। ଲୋଇସିଂହା ପଞ୍ଚାୟତ ଅନ୍ତର୍ଗତ ସୁଜିଆ ଗ୍ରାମର…

ପରାଜୟ ପରେ ବାହାନା କରିବା ଆରମ୍ଭ କଲେ ଋତୁରାଜ ଗାୟକୱାଡ; ଦର୍ଶାଇଲେ ଦଳର ନୈରାଶ୍ୟଜନକ ପ୍ରଦର୍ଶନର ପ୍ରମୁଖ କାରଣ

ନୂଆଦିଲ୍ଲୀ,୩୧।୩: ଗୁଆହାଟୀରେ ଖେଳାଯାଇଥିବା ଏକ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦମ ଦାର ପରାଜୟ ପରେ, ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାୟକୱାଡ ପରାଜୟର କାରଣ ବଖାଣିଛନ୍ତି। ଗାୟକୱାଡ କହିଛନ୍ତି ଯେ ସେ ଏହି ପରାଜୟରେ ନିରାଶ ନୁହଁନ୍ତି ଏବଂ…

ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତିତ୍ୱ ଅର୍ଜନ କରିଥିବା ୫ ଛାତ୍ରୀଛାତ୍ର ଭାରତ ସରକାରଙ୍କ କ୍ରୀଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri