ରାଜ୍ୟରେ ୬୯୫୭.୫୭ କୋଟିର ବିଦ୍ୟୁତ୍ ବିଲ୍ ବାକି
ଭୁବନେଶ୍ୱର,୪ା୧୨(ସୁନିତ୍ ମିଶ୍ର):ରାଜ୍ୟର ସକ୍ରିୟ ଗ୍ରାହକ ଏବଂ ସକ୍ରିୟ ଶିଳ୍ପ ଓ ବାଣିଜି୍ୟକ ଗ୍ରାହକଙ୍କ ଉପରେ ୬୯୫୭.୫୭ କୋଟି ଟଙ୍କାର ବିଦ୍ୟୁତ୍ ବିଲ୍ ବାକିପଡ଼ିଛି। ଏହି ତଥ୍ୟ ବିଦ୍ୟୁତ୍ ବିତରଣ ସଂସ୍ଥାଗୁଡ଼ିକ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ...
ଭିନ୍ନକ୍ଷମଙ୍କୁ ସଶକ୍ତ କରିବାରେ ମିଳିତ ଯୋଗଦାନ ଲୋଡ଼ା
ବରଗଡ,୪।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପ୍ରଶାସନ ତଥା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ବୁଧବାର ସ୍ଥାନୀୟ ଯଦୁମଣି ଅଡିଟୋରିୟମ ପରିସରରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ...
ଆଗ ଥଇଥାନ, ପରେ ଉଚ୍ଛେଦ
ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବିଭିନ୍ନ ପଡ଼ାରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଗୋଟିଏ ପଟେ ଉଚ୍ଚ ନ୍ୟାୟାଳୟରେ ବିଚାରାଧିନ ଥିବା ଯୋଗୁ ସହରବାସୀଙ୍କ ଦୀର୍ଘବର୍ଷର ଦାବି ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ ପର୍ଯ୍ୟନ୍ତ ରାସ୍ତା ଜବରଦଖଲ...
ବିଡିଓ ନ ପହଞ୍ଚିବାରୁ ହେଲାନି ଅନାସ୍ଥା ଭୋଟ, ରାତିସାରା ପଞ୍ଚାୟତ ସାମ୍ନାରେ ବସିଲେ ସଭ୍ୟାସଭ୍ୟ
ଆନନ୍ଦପୁର,୪।୧୨( ସୁଶାନ୍ତ କୁମାର ସାହୁ ): କଣ୍ଟିପାଳ ସରପଞ୍ଚ ପଦ୍ମିନୀ ନାଏକଙ୍କ ବିରୁଦ୍ଧରେ ୮ ଜଣ ସଭ୍ୟ ଅନାସ୍ଥା ଆଣିଥିବା ବେଳେ ଗତ କାଲି ଏହାର ଭୋଟିଂ ହେବା ବଦଳରେ ବିଡିଓଙ୍କ ଦେହ ଅସୁସ୍ଥ ଦର୍ଶାଇ ଭୋଟିଂ କାର୍ଯ୍ୟ ଭଣ୍ଡୁର...
ନାଗୀନ ଡ୍ୟାନ୍ସ କଲେ ବିରାଟ କୋହଲି, ଭିଡିଓ ଭାଇରାଲ୍
ରାୟପୁର,୩।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ବ୍ୟାଟର ବିରାଟ କୋହଲି କେବଳ ଲଗାତାର ଦ୍ୱିତୀୟ ଶତକ ହାସଲ କରିନାହାଁନ୍ତି, ବରଂ ତାଙ୍କର ପୁରୁଣା ଆକ୍ରମକ ଶୈଳୀର ପ୍ରତ୍ୟାବର୍ତ୍ତନ ମଧ୍ୟ ଦେଖିବାକୁ ମିଳିଛି। ତାଙ୍କର କ୍ରିକେଟର ଏହି ଫର୍ମକୁ...
ନାବାଳିକାଙ୍କୁ ଘରକୁ ଖାଇବାକୁ ଡାକି ବଳାତ୍କାର, ଚିତ୍କାର କରିବାରୁ…
ଲାଞ୍ଜିଗଡ଼,୩ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ବଳ ପୂର୍ବକ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତ ବ୍ୟକ୍ତି ଫେରାର ଥିବା ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ପୋଲିସର...
ନଦୀକୁ ଖସିପଡ଼ିଲା କାର୍, ଭିତରେ ଅଛନ୍ତି…
କଟକ,୩ା୧୨: ବିରୂପା ନଦୀରେ ବୁଧବାର ସନ୍ଧ୍ୟାରେ ଏକ ବ୍ୟାଟେରୀ ଚାଳିତ କାର୍ ଖସିପଡ଼ିଛି। ତିନି ଘଣ୍ଟା ଧରି ପାଣି ଭିତରେ ଏହି କାର୍ ଫସିରହିଛି। ଜଣେ ଯୁବକଙ୍କୁ ସ୍ଥାନୀୟ ଖେଳ ପ୍ରଶିକ୍ଷଣ ପିଲା ଉଦ୍ଧାର କରିଥିବାବେଳେ ଆଉ ଜଣେ କାର୍...
ଟ୍ରାନ୍ସଫର୍ମର ଅଚଳ: ବିଦ୍ୟୁତ୍ କାର୍ଯ୍ୟାଳୟ ସମ୍ମୁଖରେ ଅଞ୍ଚଳବାସୀଙ୍କ ବିକ୍ଷୋଭ
ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗ୍ରାମ ଗଣିଆ ସାହିରେ ଗତ ୨ ଦିନ ପୂର୍ବେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡ଼ିଯାଇଛି। ଫଳରେ ବିଦ୍ୟୁତ ସରବରାହ ବନ୍ଦ ରହିବା ସହ ଅନ୍ଧକାରରେ ବିତୁଛି ସାହି ବାସିନ୍ଦାଙ୍କ...
ଯୌତୁକ ପାଇଁ ବୋହୂଙ୍କୁ ମାଡ଼: ଶାଶୁଘର ଲୋକଙ୍କ ନାଁରେ ମାମଲା
ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁମାରଡ଼ା ଗ୍ରାମର ଶିକ୍ଷକ ସନ୍ତୋଷ ଓରଫ ଦେବୀ ପ୍ରସାଦ ପଟ୍ଟନାୟକ ତାଙ୍କ ସ୍ତ୍ରୀ ସାଲୋନିଙ୍କୁ ଯୌତୁକ ନିର୍ଯାତନା ଦେବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ...
ମହଙ୍ଗା ପଡ଼ିଲା ଜମି ମାଲିକଙ୍କୁ ଲାଞ୍ଚ ମାଗିବା, ଏତିକି ବର୍ଷ କାରାଦଣ୍ଡ ସହ ଜରିମାନା ରହିଛି…
ବରଗଡ଼,୩ା୧୨(ପ୍ରେମାନନ୍ଦ ଖମାରୀ): ଜମି ଅଧିଗ୍ରହଣ ବାବଦକୁ କ୍ଷତିପୂରଣ ପ୍ରଦାନରେ ଜଣେ ଜମି ମାଲିକଙ୍କଠାରୁ ଲାଞ୍ଚ ନେବା ବରଗଡ଼ ଅଶୋକା ବିଲ୍ଡକନର ଲିଆସୋନିଙ୍ଗ ଆସିଷ୍ଟାଣ୍ଟ ଶାନ୍ତନୁ ନାଏକଙ୍କୁ ମହଙ୍ଗା ପଡ଼ିଛି। ବରଗଡ଼ ଭିଜିଲାନ୍ସ କୋର୍ଟରେ ସ୍ବତନ୍ତ୍ର ବିଚାରପତି ବୁଧବାର ଏହି ଲାଞ୍ଚ...
ପୋଲିସକୁ ଧମକ ଦେଇ ବନ୍ଧା ହେଲେ ୩
ଭଞ୍ଜନଗର,୩ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଜାମପଲ୍ଲୀ ବିଦେଶୀ ମଦ ଦୋକାନ ନିକଟରେ ପୋଲିସକୁ ଅସଦ ବ୍ୟବହାର ଦେଖାଇବା ଏବଂ ପୋଲିସକୁ ଆକ୍ରମଣ ଉଦ୍ୟମ କରିବା ଅଭିଯୋଗରେ ପୋଲିସ ବୁଧବାର ୩ ଜଣକୁ ଗିରଫ କରିଛି। ସେମାନେ...
ମୁଖ୍ୟମନ୍ତ୍ରୀଙ୍କ ୪୩ ଲକ୍ଷ ଟଙ୍କିଆ ଘଣ୍ଟାକୁ ନେଇ ବିବାଦ
ବେଙ୍ଗାଲୁରୁ,୩।୧୨: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ପୁଣି ଥରେ ଏକ ଦାମୀ ଘଣ୍ଟା ପିନ୍ଧିବାକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ନିଜକୁ ଜଣେ ସମାଜବାଦୀ ନେତା ଭାବେ ଉପସ୍ଥାପନ କରୁଥିବା ସିଦ୍ଧରମେୟା ମଙ୍ଗଳବାର ଏକ ବୈଠକ ସମୟରେ ୪୩ ଲକ୍ଷ ୨୦ ହଜାର...
Archives


