ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ
ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ ଗାଁରେ ବନ୍ଧୁ ବାନ୍ଧିବାକୁ କେହି ରାଜି ହେଉନାହାନ୍ତି। ବର ଓ କନ୍ୟା ପକ୍ଷ…
କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA
ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡ୍ (SAIL) ମହଙ୍ଗା ଭତ୍ତା (DA) ବୃଦ୍ଧି ନେଇ ବଡ଼ ଘୋଷଣା କରିଛି।…
ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…
ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ କରନ୍ତି। ପ୍ରକୃତରେ ଏହା ଏକ ଆଶ୍ଚର୍ଯ୍ୟଜନକ କଥା। ଗୋଟିଏ ପଟେ କିଛି ଲୋକ…
ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ
ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ ପୋଲିସ ଗଣ୍ଡତୁରୁମ ଗ୍ରାମର ଅନିଲ ସେଠ (୩୬)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…
୯/୧୧ ପରବର୍ତ୍ତୀ ଯୁଦ୍ଧ
ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ ଉପରେ ଲଦି ଦିଆଯାଇଥିବା ମହଙ୍ଗା ପେଟ୍ରୋଲ ଦରକୁ ନେଇ ମଧ୍ୟ ଅଭିଯୋଗ କରିବା…
ଜୋହିରି ମୋଲା ମିସ୍ ୱାର୍ଲ୍ଡ
ହାନୋଇ,୬ା୯: ଭିଏଟନାମ୍ର ନା ତ୍ରାଙ୍ଗ୍ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍ ରିପବ୍ଲିକ୍ର ଜୋହିରି ମୋଲା ମିସ୍ ଓ୍ୱାଲର୍ଡ ୨୦୨୬ ମୁକୁଟ ବିଜୟିନୀ ହୋଇଛନ୍ତି। ପ୍ରତିଯୋଗିତାରେ ୧୧୦ ଦେଶର ପ୍ରତିଯୋଗୀ ଭାଗ ନେଇଥିବାବେଳେ…
ନୂଆଁଖାଇ ଲଗ୍ନ ଧାର୍ଯ୍ୟ
ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି ନକ୍ଷତ୍ରାନୁସାରେ ସମବେତ ପଣ୍ଡିତ ଓ ଜ୍ୟୋତିର୍ୱିଦମାନଙ୍କ ଗଣନାନୁସାରେ ଆସନ୍ତା ୧୫ ତାରିଖ (ମଙ୍ଗଳବାର)…
୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି
ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର ଅନୁସନ୍ଧାନମୂଳକ ରିପୋର୍ଟ ଅନୁଯାୟୀ ୨୦୨୪ ଲୋକ ସଭା ନିର୍ୱାଚନ ପୂର୍ୱରୁ ୨୦୨୩-୨୪ ଆର୍ଥିକ…
ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି
ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ ସମୟରେ ସୂର୍ଯ୍ୟଙ୍କ ପ୍ରଖର ରୌଦ୍ରତାପ ରହୁଥିବା ବେଳେ ଭୋର ସମୟରେ ଥଣ୍ଡା ଅନୁଭୂତ…
୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ
କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ଶିଶୁ ବାଟିକାରୁ ଆରମ୍ଭ କରି ସ୍ନାତକୋତ୍ତର ପର୍ଯ୍ୟନ୍ତ ‘କେଜିରୁ ପିଜି’…
କଫ୍ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୁଙ୍ଗୁରିପାଲି ଶିବାନନ୍ଦପଡ଼ାର ରିଜେ ସେଠ(୩୨), ଡୁଙ୍ଗୁରିପାଲି ବ୍ଲକ କଲୋନୀର…
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର ନେତୃବୃନ୍ଦକୁ ନେଇ ଗଠିତ କୋର୍ କମିଟି ବୈଠକ ବସିଥିଲା। ୧ ଘଣ୍ଟାରୁ ଅଧିକ…

