Home Left

ପୁଣି ଚମକିଲେ ସୌରଭ, ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ପଶ୍ଚିମ ଓଡ଼ିଶା ଟପ୍ପର

ଭବାନୀପାଟଣା,୨୭ା୭(ସ୍ବ.ପ୍ର.): ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ପ୍ରଗତି କଲେଜର ଛାତ୍ର ସୌରଭ କୁମାର ସର୍ବାଧିକ ନମ୍ବର ରଖିଜିଲା ସମେତ ପଶ୍ଚିମ ଓଡ଼ିଶା ଟପ୍ପର ହୋଇଛନ୍ତି। ସେ ମୋଟ୍‌…

କେନ୍ଦୁଝର ଆସିବେ କେନ୍ଦ୍ରମନ୍ତ୍ରୀ

କେନ୍ଦୁଝର,୨୭ା୭(ସ୍ବ.ପ୍ର.): ଗୁରୁବାର କେନ୍ଦୁଝର ଅଭିମୁଖେ ୩ ଦିନିଆ ଗସ୍ତରେ ଆସୁଛନ୍ତି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା। ଏହି ଅବସରରେ କେନ୍ଦୁଝର ଜିଲା ଭାଜପା ପକ୍ଷରୁ ଜୋର୍‌ଦାର୍‌ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ କେନ୍ଦ୍ରମନ୍ତ୍ରୀଙ୍କ ଚମ୍ପୁଆ ନିର୍ବାଚନ ମଣ୍ଡଳୀରେ…

ପୁରୀ ଷ୍ଟେଶନରେ ଅଭାବନୀୟ ଦୃଶ୍ୟ: ଟ୍ରେନ୍‌ ସିଟ୍‌ ତଳୁ ଉଦ୍ଧାର ହେଲା ନବଜାତ ଶିଶୁ

ପୁରୀ ଅଫିସ,୨୭।୭: ପୁରୀ ଷ୍ଟେଶନରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ୪ ନଂ ପ୍ଲାଟଫର୍ମରେ ଛିଡା ହୋଇଥିବା ତପସ୍ବିନୀ ଏକ୍ସପ୍ରେସର ଏକ ବଗି ଭିତର ସିଟ ତଳୁ ଏହି ନବଜାତ ଶିଶୁକୁ ଉଦ୍ଧାର କରାଯାଇଛି। ଆରପିଏଫ୍‌ ପକ୍ଷରୁ ଯାଞ୍ଚ…

ଟସ୍‌ ଜିତିଲା ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୭।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ତ୍ରିନିଦାଦର କ୍ୱିନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଅଧିନାୟକ ଶିଖର ଧାୱନ ଟସ…

କନ୍ଦମୂଳ ଉତ୍ପାଦନରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ରାଜ୍ୟରେ ଉଦ୍ୟାନ କୃଷି ସଫଳତାର ସହ କୃଷକଙ୍କ ନିକଟରେ ପହଞ୍ଚି ପାରିଛି। ଜାତୀୟ ଉଦ୍ୟାନ ବୋର୍ଡ ତଥ୍ୟ ଅନୁଯାୟୀ ସର୍ବ ଭାରତୀୟସ୍ତରରେ ଫଳ ଓ ପନିପରିବା ଉତ୍ପାଦନରେ ଓଡ଼ିଶାର ସ୍ଥାନ ଅନ୍ୟତମ। କନ୍ଦମୂଳରେ ଓଡ଼ିଶା ପ୍ରଥମ ସ୍ଥାନରେ ଥିବାବେଳେ…

ସ୍ପାଇସଜେଟ୍‌ ଉପରେ ଡିଜିସିଏର ବଡ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୭।୭: ସ୍ପାଇସଜେଟ୍‌ ଉପରେ ବୁଧବାର ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଡାଇରେକ୍ଟୋରେଟ ଜେନେରାଲ ସିଭିଲ ଆଭିଏସନ (ଡିଜିସିଏ)। ସ୍ପାଇସଜେଟ୍‌ର ୫୦ ପ୍ରତିଶତ ବିମାନକୁ ୮ ସପ୍ତାହ ପାଇଁ ସ୍ଥଗିତ ରଖାଯାଇଛି। ବିମାନରେ ଥିବା ତ୍ରୁଟିକୁ ଦୃଷ୍ଟିରେ ରଖି ଡିଜିସିଏ ଏହି…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୯୩,୯୫୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ବିଏସଏନଏଲକୁ ପୁନରୁଦ୍ଧାର ପାଇଁ ୧.୬୪ ଲକ୍ଷ କୋଟିର ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୨୭।୭: ମୋଦି କ୍ୟାବିନେଟ ପକ୍ଷରୁ ବୁଧବାର ବିଏସଏନଏଲ ପୁନରୁଦ୍ଧାର ପାଇଁ ପ୍ୟାକେଜ ଅନୁମୋଦନ କରାଯାଇଛି। କ୍ୟାବିନେଟ ବୈଠକ ପରେ ଟେଲିକମ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଏସଏନଏଲ ପାଇଁ ୧.୬୪ ଲକ୍ଷ କୋଟିର ପ୍ୟାକେଜ ଘୋଷଣା…

‘ମୁଁ ଦୁନିଆ ଛାଡ଼ିଦେବି’

ଚପଳ ଶିଶୁ। ସେମାନଙ୍କର ମନ ସର୍ବଦା ଖେଳିବା, ବୁଲିବାରେ ବ୍ୟସ୍ତ। କିନ୍ତୁ ଆଜିର ପିଲାମାନେ ଟିଭି, ମୋବାଇଲ ଦେଖି ଏତେ ବଡ଼ ବଡ଼ କଥା ଶିଖୁଛନ୍ତି, ସେମାନଙ୍କ କଥା ଶୁଣି ବଡ଼ମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି। ସୋସିଆଲ ମିଡିଆରେ ଏହିପରି ଏକ…

ଦୁଇଦିନ ପରେ ସମସ୍ତ କଥା କହିବେ ବାବୁସାନ୍‌

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଅନେକ ତର୍କ, ବିତର୍କ, ଆଶା, ଆଶଙ୍କା ମଧ୍ୟରେ ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ବୁଧବାର ଓଡ଼ିଶା ଫେରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାବୁସାନ୍‌ ସିଧା ଘରକୁ ଯାଇଥିଲେ। ଗଣମାଧ୍ୟମ ଆଗରେ ସେ କିଛି କହି ନ ଥିଲେ। କିନ୍ତୁ…

‘ଭାଜପା ଯୋଗାଯୋଗରେ ଅଛନ୍ତି ୩୮ ଟିଏମ୍‌ସି ଏମ୍‌ପି’

କୋଲକତା,୨୭।୭: ଅଭିନେତାରୁ ରାଜନେତା ପାଲଟିଥିବା ମିଥୁନ ଚକ୍ରବର୍ତ୍ତୀ ବୁଧବାର ବଡ଼ ଦାବି କରିଛନ୍ତି। ୩୮ ଟିଏମସି ବିଧାୟକ ଭାଜପା ସହ ଯୋଗାଯୋଗରେ ଥିବା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀ କହିଛନ୍ତି। ବୁଧବାର କୋଲକତାର ପାର୍ଟି କାର୍ଯ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀ…

ଯମଜ ସନ୍ତାନ ନେଇ ମୁହଁ ଖୋଲିଲେ ଆଲିଆ

ବି ଟାଉନ୍‌ରେ ରଣବୀର କପୁର ଏବଂ ଆଲିଆ ଭଟ୍ଟ ପାଓ୍ବାରଫୁଲ୍‌ ଯୋଡି ଭାବେ ଜଣାଶୁଣା। ଖୁବ ଶୀଘ୍ର ଉଭୟ ନିଜର ପ୍ରଥମ ସନ୍ତାନକୁ ଏହି ଦୁନିଆକୁ ସ୍ବାଗତ କରିବାକୁ ଯାଉଛନ୍ତି। ଏନେଇ ଦୁହେଁ ବେଶ୍‌ ଖୁସି ଅଛନ୍ତି। କିନ୍ତୁ ଉଭୟଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?