Home Left

ଗୁଳିବିଦ୍ଧ ଦନ୍ତାକୁ ଧରିପାରୁନି ବନ ବିଭାଗ

ଭୁବନେଶ୍ୱର(ବ୍ୟୁରୋ)/ ନରସିଂହପୁର(ସ୍ବ.ପ୍ର.), ୨୭।୭: ଆଠଗଡ଼ ବନଖଣ୍ଡରେ ହାତୀ ଶିକାର ରୋକିବାର ନାଁ ଧରୁନି। ଗତ ମାସରେ ମାଟିତଳୁ ୪ଟି ହାତୀ କଙ୍କାଳ ମିଳିବା ଏବଂ ଗୋଟିଏ ଗୁଳିବିଦ୍ଧ ହାତୀର ମୃତ୍ୟୁ ଘଟଣାକୁ ନେଇ ଆଠଗଡ଼ ବନଖଣ୍ଡ କେବଳ ଓଡ଼ିଶା ନୁହେଁ, ସାରା…

ହଠାତ୍‌ ବେହୋସ ହୋଇପଡ଼ିଲେ ଉପସ୍ଥାପକ: ସୁନକ୍‌-ଟ୍ରସ୍‌ ବିତର୍କ ବାତିଲ

ଲଣ୍ଡନ, ୨୭ା୭: ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ ପାଇଁ ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ ଏବଂ ବହିର୍ବ୍ୟାପାର ମନ୍ତ୍ରୀ ଲିଜ୍‌ ଟ୍ରସ୍‌ଙ୍କ ମଧ୍ୟରେ ମଙ୍ଗଳବାର ବିତର୍କ ହୋଇଥିଲା। ଦ ସନ୍‌ ଏବଂ ଟକ୍‌ ଟିଭିରେ ଏହି ଡିବେଟ୍‌ ଚାଲିଥିବା ବେଳେ ଉପସ୍ଥାପକ କେଟ୍‌…

ଆଜି ଅନ୍ତିମ ଦିନିକିଆ: କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଓହ୍ଲାଇବ ଟିମ୍‌ ଇଣ୍ଡିଆ

ପୋର୍ଟ ଅଫ୍‌ ସ୍ପେନ୍‌,୨୬ା୭: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜର ଅନ୍ତିମ ମୁକାବିଲା ବୁଧବାର ଖେଳାଯିବ। ପ୍ରଥମ ୨ ମୁକାବିଲାକୁ ଜିତି ଭାରତ ପ୍ରଥମରୁ ସିରିଜରେ ବିଜୟ ହାସଲ କରିସାରିଛି। ଏବେ ସିରିଜର ଅନ୍ତିମ ମୁକାବିଲାକୁ ଜିତି କ୍ଲିନ୍‌ ସୁଇପ୍‌…

ଫିଲିପିନ୍ସରେ ୭.୦ ତୀବ୍ରତାର ଭୂକମ୍ପ

ମାନିଲା,୨୭ ।୭: ଫିଲିପିନ୍ସରେ ବୁଧବାର ସକାଳୁ ଏକ ବଡ ଧରଣର ଭୂକମ୍ପ ହୋଇଛି । ଭୂକମ୍ପ ୬ଟା ୨୩ ମିନିଟରେ ଅନୁଭୁତ ହୋଇଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୭.୦ ରହିଛି । ତେବେ ଭୂକମ୍ପରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର…

ପରଲୋକରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂ

କଟକ ଅଫିସ,୨୭।୭: ବିଶିଷ୍ଟ ଶ୍ରମିକ ନେତା ତଥା କଟକ ସଦରର ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। କଟକର ଏକ ଘରୋଇ ଚିକିତ୍ସାଳୟରେ ଦେହାନ୍ତ ହୋଇଛି। ସୂଚନାଯୋଗ୍ୟ, ରାଜେନ୍ଦ୍ର ପ୍ରସାଦ…

ଜାମିନରେ ମୁକୁଳିଲେ ଜଗଦ୍ଦେବ

ଖୋର୍ଦ୍ଧା ଅଫିସ,୨୭।୭: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସାଧାରଣ ଲୋକ ଓ ପୋଲିସ ଉପରକୁ ଗାଡ଼ି ମଡ଼ାଇଦେବା ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜାମିନରେ ମୁକୁଳିଛନ୍ତି। ସୁପ୍ରିମକୋର୍ଟ ସୋମବାର ତାଙ୍କୁ ସର୍ତ୍ତମୂଳକ…

ବିଷାକ୍ତ ମଦ ପିଇ ୩୦ ମୃତ୍ୟୁ: ତଦନ୍ତ ପାଇଁ ଗଠନ ହେଲା ୩ଜଣିଆ କମିଟି

ଅହମଦାବାଦ,୨୭ା୭: ଭାଜପା ଶାସିତ ଗୁଜରାଟରେ ବିଷାକ୍ତ ମଦ ପିଇ ୩୦ ଜଣଙ୍କ ଜୀବନ ଯାଇଛି। ଆହୁରି ୫୧ଜଣ ଅସୁସ୍ଥ ହୋଇ ସରକାରୀ ହସ୍ପିଟାଲଗୁଡ଼ିକରେ ଭର୍ତ୍ତି ହୋଇଛନ୍ତି। ଚିକିତ୍ସାଧୀନ ବ୍ୟକ୍ତିଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।…

ମନେ ପଡନ୍ତି କଲାମ

ନୂଆଦିଲ୍ଲୀ,୨୭ ।୭: ଜଣେ ମହାନ ବିଚାରକ, ଲେଖକ ଓ ବୈଜ୍ଞାନିକ ତଥା ଦେଶର ୧୧ତମ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କର ସପ୍ତମ ଶ୍ରାଦ୍ଧ ବାର୍ଷିକୀରେ ସାରା ଦେଶ ତାଙ୍କୁ ମନେପକାଇଛି । ଆଜି ଯଦିଓ ସେ ଆମ ଗହଣରେ ନାହାନ୍ତି…

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର, ୨୭ା୭(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ରୀନା ମହାପାତ୍ରଙ୍କୁ ଡବ୍ଲ୍ୟୁଓ ସିଡି ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ଭଦ୍ରକ ପିଡି, ଡିଆର୍‌ଡିଏ ଇନ୍ଦ୍ରମଣି…

ଦ୍ୱିତୀୟ ରାଉଣ୍ଡ ପରେ ପୁଣିଥରେ ଇଡିରେ ହାଜର ହେବେ ସୋନିଆ

ନୂଆଦିଲ୍ଲୀ,୨୭ ।୭: କଂଗ୍ରେସ ନେତା ଓ କର୍ମୀଙ୍କ ଘୋର ବିରୋଧ ପରେ ବି ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନ୍ୟାଶନାଲ ହେରାଲ୍ଡ ମାମଲାରେ ପୁଣିଥରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାର ହେବେ । ତାଙ୍କୁ ପଚରା ଉଚରା ପାଇଁ ଇଡିର ପ୍ରଶ୍ନର ତାଲିକା…

ମଙ୍କିପକ୍ସ ପାଇଁ ଦାନିଶ ସ୍ମଲ୍‌ପକ୍ସ ଟିକା: ପୁନାଓ୍ବାଲା

ପୁଣେ,୨୭।୭: ଦେଶରେ ମଙ୍କିପକ୍ସ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅଦ୍ୟାବଧି ୪ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଗାମୀ ଦିନରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ନେଇ ଆଶଙ୍କା ଉପୁଜୁଛି। ତେବେ ଏହାର ମୁକାବିଲା ପାଇଁ ଦାନିଶ ସ୍ମଲ୍‌ପକ୍ସ ଟିକା ବ୍ୟବହାର କରାଯାଇପାରିବ…

କଙ୍ଗୋରେ ୨ ଭାରତୀୟ ଯବାନ ନିହତ

ନୂଆଦିଲ୍ଲୀ, ୨୭ା୭: ଆଫ୍ରିକୀୟ ରାଷ୍ଟ୍ର କଙ୍ଗୋ ସାଧାରଣତନ୍ତ୍ରରେ ଜାତିସଂଘ ବିରୋଧୀ ବିକ୍ଷୋଭ ଉଗ୍ର ହେବାରେ ଲାଗିଛି। ସ୍ଥାନୀୟ ବିଦ୍ରୋହୀଙ୍କ ହିଂସାତ୍ମକ ଆନ୍ଦୋଳନବେଳେ ୧୦ ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରେ ୨ ଭାରତୀୟ ଯବାନ ଅଛନ୍ତି। ଉଭୟ ଯବାନ ରାଜସ୍ଥାନ ବାସିନ୍ଦା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?