ପୋଲିସ ଭୟରେ ନାବାଳିକାଙ୍କ ଆତ୍ମହତ୍ୟା
ଜଗତ୍ସିଂହପୁର ଅଫିସ, ୧୫ା୩:ପଞ୍ଚାୟତ ନିର୍ବାଚନର ପୂର୍ବଦିନ ହୋଇଥିବା ମାମଲାରେ ପୋଲିସ ଭୟଭୀତ କରୁଥିବାରୁ ରବିବାର ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଜଗତ୍ସିଂହପୁର ଥାନା ଅନ୍ତର୍ଗତ ହାବେଳିନାଥ ସାହିରେ ଏହି ଘଟଣା ଘଟିଛି। ଗତ ଫେବୃୟାରୀ ୧୭ ରାତିରେ ଏହି…
୧୨-୧୪ ବର୍ଷ ପିଲାଙ୍କୁ ୧୬ରୁ ଟିକା
ନୂଆଦିଲ୍ଲୀ,୧୫ା୩(ପି.ଟି.):ଆସନ୍ତା ୧୬ ତାରିଖ ବୁଧବାରଠାରୁ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କୁ କୋଭିଡ୍ ଟିକା ଦିଆଯିବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୋମବାର ଏହା ଘୋଷଣା କରିଛନ୍ତି। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋର୍ବେଭାକ୍ସ ଟିକା ଏହି ପିଲାମାନଙ୍କୁ ଦିଆଯିବ। ଏନେଇ…
କଟକ ସହର ଯୁବ ବିଜେଡି ସଭାପତି ନିଲମ୍ବିତ
ଭୁବନେଶ୍ୱର,୧୪ା୩(ବ୍ୟୁରୋ)-କଟକ ସହର ଯୁବ ବିଜେଡି ସଭାପତି ମନଜିତ ଦାସଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିବା ବିଜୁ ଯୁବ ଜନତା ଦଳ ସଭାପତି ବ୍ୟୋମକେଶ ରାୟ ସୋମବାର ଏକ ପ୍ରେସ ବିଜ୍ଞପ୍ତି ଜରିିଆରେ…
କାହା ପାଇଁ ହୋଇଥିଲା ଅମିରଙ୍କ ଛାଡ଼ପତ୍ର, ଖୁଲାସା କଲେ ଅଭିନେତା
ବଲିଉଡ ସୁପରଷ୍ଟାର ଅମିର ଖାନଙ୍କ ଆଜି ୫୭ତମ ଜନ୍ମ ଦିନ। ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ଅମିର ନିକଟରେ ତାଙ୍କ ଦିତ୍ୱୀୟ ସ୍ତ୍ରୀ କିରଣ ରାଓଙ୍କ ସହ ୧୫ବର୍ଷର ସମ୍ପର୍କକୁ ଶେଷ କରିଥିଲେ। ପାରସ୍ପରିକ…
ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ ପାଇଁ ଭାଜପା ଚେଷ୍ଟା ଚଳାଇଛି: ବିଜେଡି
ଭୁବନେଶ୍ୱର,୧୪ା୩(ବ୍ୟୁରୋ): ଓଡ଼ିଶା ଭାଜପା ଅଭ୍ୟାସଗତ ଭାବେ ରାଜ୍ୟବାସୀଙ୍କୁ ବିଭ୍ରାନ୍ତ ଓ ଭ୍ରମିତ କରିବା ସହିତ ଦ୍ୱନ୍ଦ୍ୱରେ ପକାଇବାକୁ ଚେଷ୍ଟା କରୁଛି।ଏଭଳି କାର୍ଯ୍ୟ ପାଇଁ ଓଡ଼ିଶାର ଲୋକମାନେ ସେମାନଙ୍କୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଥିବାବେଳେ ଓଡ଼ିଶା ଭାଜପା ଏଥିରୁ କିଛି ଶିଖିପାରୁ ନାହିଁ ବୋଲି…
ବ୍ରିଟିଶ୍ ଏକାଡେମି ଫିଲ୍ମ ଆଓ୍ବାର୍ଡ: ‘ଦି ପାଓ୍ବାର ଅଫ୍ ଡଗ୍’କୁ ଶ୍ରେଷ୍ଠ ଫିଲ୍ମ, ଓ୍ବିଲ୍ ସ୍ମିଥ୍ ଶ୍ରେଷ୍ଠ ଅଭିନେତା
ଲଣ୍ଡନ,୧୪।୩: ଲଣ୍ଡନର ରୟାଲ୍ ଆଲବର୍ଟ ହଲ୍ରେ ରବିବାର ୭୫ତମ ବ୍ରିଟିଶ୍ ଏକାଡେମି ଫିଲ୍ମ ଆଓ୍ବାର୍ଡ (ବିଏଏଫ୍ଟିଏ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ‘ଦି ପାଓ୍ବାର ଅଫ୍ ହଗ୍’କୁ ଶ୍ରେଷ୍ଠ ଚଳଚ୍ଚିତ୍ର ସମ୍ମାନରେ ସମ୍ମାନିତ କରାଯାଇଥିବା ବେଳେ ହଲିଉଡ୍ ଅଭିନେତା ଓ୍ବିଲ୍…
କମ୍ ମୂଲ୍ୟରେ ରୁଷିଆରୁ ତେଲ କିଣିପାରେ ଭାରତ
ନୂଆଦିଲ୍ଲୀ, ୧୪ା୩: ଆମେରିକା, ୟୁରୋପୀୟ ଦେଶ ସମେତ ଅନ୍ୟ ଦେଶଗୁଡ଼ିକ ରୁଷିଆ ଉପରେ କଟକଣା ଲଗାଇବା ଫଳରେ ମସ୍କୋର ଅର୍ଥନୀତିରେ ଉପରେ ଏହାର ବ୍ୟାପକ ପ୍ରଭାବ ପଡ଼ିଛି। ବାଣିଜ୍ୟ କାରବାର ଘୋର ପ୍ରଭାବିତ ହେବା ସହ ରୁଷିଆ ମୁଦ୍ରା ରୁବଲ ମୂଲ୍ୟ…
ପୁଟିନ୍ଙ୍କୁ ମସ୍କଙ୍କ ଚ୍ୟାଲେଞ୍ଜ
ଓ୍ବାଶିିଂଟନ୍, ୧୪ା୩: ବୈଦ୍ୟୁତିକ କାର୍ ନିର୍ମାଣକାରୀ କମ୍ପାନୀ ଟେସ୍ଲା ତଥା ମହାକାଶଯାନ ନିର୍ମାତା ସ୍ପେସ୍ଏକ୍ସର ମାଲିକ ଏଲନ୍ ମସ୍କ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇଛନ୍ତି। ପୁଟିନ୍ ସାମ୍ନାକୁ ଆସି ତାଙ୍କ ସହ ହାତାହାତି ହୁଅନ୍ତୁ। ଏଥିରେ ୟୁକ୍ରେନ୍କୁ…
‘କଂଗ୍ରେସର ପରାଜୟ ପାଇଁ ଗାନ୍ଧୀ ପରିବାର ଦାୟୀ’
ଚଣ୍ଡିଗଡ଼,୧୪।୩: ପଞ୍ଜାବ ସମେତ ୫ ରାଜ୍ୟରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଗାନ୍ଧୀ ପରିବାର ଦାୟୀ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସ ପାର୍ଟିର ମୁଖ୍ୟ ଅମରିନ୍ଦର ସିଂ କହିଛନ୍ତି। କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ପରାଜୟ…
ପଞ୍ଜାବରେ ଦମ୍ଦାର ପ୍ରଦର୍ଶନ ପରେ ଏଏପିର ବଡ଼ ଘୋଷଣା
ନୂଆଦିଲ୍ଲୀ,୧୪।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ନଜର ଏବେ ପଶ୍ଚିମବଙ୍ଗରେ। ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଏଏପି ଏବେଠାରୁ ସଜବାଜ ହେଲାଣି। ଇତିମଧ୍ୟରେ ୨୦୨୩ରେ ପଶ୍ଚିମବଙ୍ଗରେ…
ଚତୁର୍ଥ ପର୍ଯ୍ୟାୟ ଆଲୋଚନା, ଅସ୍ତ୍ରବିରତି ଦାବି କଲା କ୍ୱିଭ୍
କ୍ୱିଭ୍, ୧୪ା୩: ୟୁକ୍ରେନ୍ରେ ରୁଷିଆ ଅଧିକ ଆକ୍ରମଣାତ୍ମକ ହୋଇ ତୁହାକୁ ତୁହା ମିଶାଇଲ, ବୋମା ମାଡ଼ କରୁଥିବାବେଳେ ଉଭୟ ଦେଶର ପ୍ରତିନିଧିଙ୍କ ମଧ୍ୟରେ ସୋମବାର ଚତୁର୍ଥ ପର୍ଯ୍ୟାୟ ଆଲୋଚନା ହୋଇଛନ୍ତି। ମସ୍କୋ ଓ କ୍ୱିଭ୍ର ପ୍ରତିନିଧି ଭିଡିଓ କନ୍ଫରେନ୍ସିଂ ଜରିଆରେ ବୈଠକ…
ଜମ୍ମୁରେ ବଡ଼ ଧରଣର ବିସ୍ଫୋରଣ: ୩ମୃତ, ୧୫ରୁ ଊର୍ଦ୍ଧ୍ୱ ଆହତ
ଶ୍ରୀନଗର,୧୪।୩: ଜମ୍ମୁର ରେସିଡେନ୍ସି ରୋଡ ଅଞ୍ଚଳରେ ସୋମବାର ସନ୍ଧ୍ୟାରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦମକଳ ଓ ପୋଲିସ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।…
Archives


