Home Left

ବିଷାକ୍ତ ମଦ ହେଲା କାଳ: ଚାଲିଗଲା ୧୯ ଜୀବନ

ଅହମ୍ମଦାବାଦ୍‌,୨୬।୭: ଗୁଜରାଟର ବୋଟାଡ ଜିଲାର ରୋଜିଦ ଗ୍ରାମରେ ବିଷାକ୍ତ ମଦ ପିଇ ୧୯ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୧୨ରୁ ଅଧିକ ଲୋକଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସର ସୂଚନାନୁସାରେ, ମାମଲାର ତଦନ୍ତ ବେଳେ ତିନି ଜଣଙ୍କୁ ଗିରଫ…

ପାଞ୍ଚ ବର୍ଷରେ ଚାଇନା ସୀମାରେ ନିର୍ମାଣ କରାଯାଇଛି ୨୦୮୮ କିଲୋମିଟର ସଡ଼କ, ଖର୍ଚ୍ଚ ହୋଇଛି ୧୫.୪୭୭ କୋଟି ଟଙ୍କା

ନୂଆଦିଲ୍ଲୀ,୨୬ ।୭: କେନ୍ଦ୍ର ସରକାର ଗତ ୫ ବର୍ଷ ମଧ୍ୟରେ ଚାଇନା ସୀମାକୁ ଲାଗି ରହିଥିବା ଅଞ୍ଚଳରେ ୨୦୮୮ କିଲୋମିଟର ସଡ଼କ ନିର୍ମାଣ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହୋଇଛି ୧୫,୪୭୭ କୋଟି ଟଙ୍କା । ସରକାରଙ୍କ ପକ୍ଷରୁ ସୋମବାର ଲୋକ…

କୋଲକାତା ପହଞ୍ଚିଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୬ ।୭: ପଶ୍ଚିମ ବଙ୍ଗର ଶିକ୍ଷକ ଭ୍‌ର୍ତି ମାମଲାରେ ଘୋଟାଲା ଅଭିଯୋଗର ଅଭିଯୁକ୍ତ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମଙ୍ଗଳବାର ଟିମ ଭୁବନେଶ୍ୱରରୁ କୋଲକତା ଆଣି ପହଞ୍ଚାଇଛନ୍ତି । ମଙ୍ଗଳବାର ସକାଳେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ…

ରଣବୀର ସିଂଙ୍କ ନାଁରେ ଏଫ୍‌ଆଇଆର୍‌

ମୁମ୍ବାଇ,୨୬।୭: ବଲିଉଡ୍‌ ଅଭିନେତା ରଣବୀର ସିଂଙ୍କ ବିରୋଧରେ ମୁମ୍ବାଇ ଥାନାରେ ଦୁଇଟି ଅଭିଯୋଗ ହୋଇଛି। ପେପର୍‌ ମାଗାଜିନ୍‌ ପାଇଁ ସେ କରିଥିବା ନ୍ୟୁଡ୍‌ ଫଟୋଶୁଟ ମହିଳାଙ୍କ ଭାବାବେଗକୁ ଆଘାତ ଦେଇଥିବା ଅଭିଯୋଗରେ ଉଲ୍ଲେଖ ରହିଛି। ନନ୍‌ ଗଭର୍ନମେଣ୍ଟ ଅର୍ଗାନାଇଜେଶନ୍‌ (ଏନ୍‌ଜିଓ) ପକ୍ଷରୁ…

ଫ୍ଲାଗ୍‌ କୋଡ୍‌ ସଂଶୋଧନ ସୁଦୂରପ୍ରସାରୀ : ନବୀନ

ଭୁବନେଶ୍ୱର,୨୬।୭: ଭାରତୀୟ ଗଣତନ୍ତ୍ରର ସର୍ବୋଚ୍ଚ ପ୍ରତୀକ ତ୍ରିରଙ୍ଗାକୁ ଉତ୍ତୋଳନ କରିବାର ଅଧିକାର ନିକଟରେ ଜନସାଧାରଣଙ୍କୁ ପ୍ରଦାନ କରାଯାଇଛି। ଭାରତ ସରକାରଙ୍କ ଦ୍ୱାରା ଫ୍ଲାଗ୍‌ କୋଡ୍‌ ଅଫ୍‌ ଇଣ୍ଡିଆର ସଂଶୋଧନକୁ ନବୀନ ଜିନ୍ଦଲ ସ୍ବାଗତ କରିବା ସହ ବର୍ତ୍ତମାନ ଏହାକୁ ନିଜ ଘର…

୩୦୬ ପଏଣ୍ଟ ଖସିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ,୨୬।୭: ଗତ କିଛି ମାସ ହେବ ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ କାରଣ ଯୋଗୁ ଭାରତୀୟ ଶେୟାର ବଜାରର କାରବାର ଉପର ତଳ ହେଉଛି। ଫଳରେ କେଉଁ ସପ୍ତାହରେ ବଜାର କାରବାର ଭଲ ରହୁଥିବା ବେଳେ ଆଉ କେଉଁ ସପ୍ତାହରେ ଖରାପ…

ଆଜି କଂଗ୍ରେସର ଶାନ୍ତିପୂର୍ଣ୍ଣ ସତ୍ୟାଗ୍ରହ

ଭୁବନେଶ୍ବର, ୨୬ା୭(ବ୍ୟୁରୋ): ନ୍ୟାଶନାଲ୍‌ ହେରାଲ୍ଡ ମାମଲାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ନେତା ରାହୁଲ ଗାନ୍ଧୀଙ୍କୁ ଇଡି ପକ୍ଷରୁ ଏକାଧିକ ଥର ଜେରା କରାଯାଇସାରିଛି। ଦଳୀୟ ହାଇକମାଣ୍ଡଙ୍କୁ ଇଡିର ଏଭଳି ଜେରା ହେବା କଥାକୁ ବିରୋଧ କରି ପ୍ରଦେଶ କଂଗ୍ରେସ…

ଦ୍ୱିତୀୟ ବିବାହ କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ମେଲବୋର୍ନ,୨୬।୭: ଅଷ୍ଟ୍ରେଲିଆର ଅପ ସ୍ପିନର ନାଥନ ଲାୟନ ଦ୍ୱିତୀୟ ବିବାହ କରିଛନ୍ତି। ପ୍ରେମିକା ନାଥନ ମ୍ୟାକାର୍ଥୀଙ୍କ ସହ ତାଙ୍କ ବିବାହ ସମ୍ପନ୍ନ ହୋଇଛି। ବାହାଘର ପରେ ଲାୟନ ନିଜ ସୋଶାଲ ମିଡିଆ ଆକାଉଣ୍ଟରେ ମ୍ୟାକାର୍ଥୀଙ୍କ ସହ ଉଠାଇଥିବା ଫଟୋକୁ ଶେୟାର କରିଛନ୍ତି।…

ସେଲିବ୍ରିଟିଙ୍କ ନ୍ୟୁଡ୍‌ ଫଟୋଶୁଟ୍‌

ପେପର ମାଗାଜିନ୍‌ ପାଇଁ ବଲିଉଡ୍‌ ଅଭିନେତା ରଣବୀର ସିଂ କରିଥିବା ନ୍ୟୁଡ୍‌ ଫଟୋଶୁଟ୍‌କୁ ନେଇ ଏବେ ସବୁ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ଫିଲ୍ମ ଇଣ୍ଡଷ୍ଟ୍ରିର ଅନେକେ ରଣବୀରଙ୍କୁ ପ୍ରଶଂସା କରିଥିବାର ଦେଖାଯାଇଛି। ଅନ୍ୟପଟେ ବର୍ତ୍ତମାନର ସମାଜରେ ନ୍ୟୁଡିଟି କେତେମାତ୍ରାରେ ଗ୍ରହଣୀୟ…

ହିଜାବ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୬ା୭: ଇସ୍‌ଲାମରେ ହିଜାବ ପରିଧାନ ଜରୁରୀ ନୁହେଁ ବୋଲି କର୍ନାଟକ ହାଇକୋର୍ଟ ରାୟକୁ ଚ୍ୟାଲେଞ୍ଜ କରି ହୋଇଥିବା କେତେକ ଛାତ୍ରୀଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଖୁବ୍‌ଶୀଘ୍ର ଶୁଣାଣି କରିବେ। କାହାରିକୁ କ୍ଷତି ନ ପହଞ୍ଚାଇ କଲେଜ କିମ୍ବା ଅନ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକରେ…

କୁୱେତର ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

କୁୱେତ ସିଟି,୨୬ ।୭: ଶେଖ ଅହମଦ ନୱାଫ ଅଲ ଅହମଦ ଅଲ-ସବାଙ୍କୁ କୁୱେତର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୁୱେତର ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟୁଇଟ କରି ଏହି…

ରାସ୍ତାକୁ ପଙ୍କ ମାଟି ବୋହି ଯାତାୟାତରେ ବାଧା

ପଟ୍ଟାମୁଣ୍ଡାଇ,୨୬ା୭(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ରାସ୍ତା ସମ୍ପ୍ରସାରଣ ଓ ନବୀକରଣ ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ଠିକାଦାର ନିଯୁକ୍ତ କରାଯାଇଛି। ସମ୍ପୃକ୍ତ ଠିକାଦାର ବର୍ଷାଋତୁରେ ରାସ୍ତାପାର୍ଶ୍ୱରେ ପଙ୍କୁଆ ମାଟି ପକାଇ ରଖିଥିବାରୁ ଯାତାୟାତରେ ଘୋର ଅସୁବିଧା ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?