ଧୋନୀଙ୍କୁ ଏକ ବ୍ୟକ୍ତିଗତ ପ୍ରଶ୍ନ ପଚାରିଲେ ପ୍ରଶଂସକ: ଜବାବ ମିଳିଲା ଏମିତି
ଚେନ୍ନାଇ,୧୭।୩: ଆଇପିଏଲ ୨୦୨୨ ପାଇଁ ଚେନ୍ନାଇ ସୁପର କିଙ୍ଗ(ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରସ୍ତୁତ ହେଉଛନ୍ତି। ତାଙ୍କ ଅଧିନାୟକତ୍ୱରେ ସିଏସ୍କେ ଚାରିଥର ଆଇପିଏଲ ଚାମ୍ପିଅନ ହୋଇଛି। ଏଥର ମଧ୍ୟ ଦଳକୁ ଚାମ୍ପିଅନ୍ କରିବାକୁ ପଡିଆକୁ ଧୋନୀ ଓହ୍ଲାଇବେ। ଧୋନୀ ପଡ଼ିଆରେ…
ଜାଣନ୍ତୁ କିଏ ଆଇପିଏଲ୍ ୧୦ ଟିମ୍ର ଅଧିନାୟକ ଏବଂ ତାଙ୍କ ପାର୍ଟନର; ୩ ଜଣ ଏବେ ବି…
ନୂଆଦିଲ୍ଲୀ,୧୭।୩: ମାର୍ଚ୍ଚ ୨୬ରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)। ଚଳିତ ଥର ଦୁଇଟି ନୂଆ ଟିମ୍ ଯୋଡ଼ି ହୋଇଥିବାରୁ ମୋଟ ୧୦ ଟିମ୍ଙ୍କ ମଧ୍ୟରେ ୭୪ ମ୍ୟାଚ୍ ଖେଳାଯିବ। ନୂଆ ଟିମ୍ ସହ ନୂତନ ଅଧିନାୟକ ଚାହୁଁଥିବା ଫ୍ରାଞ୍ଚାଇଜ୍…
ୟୁକ୍ରେନ ଯୁବତୀଙ୍କ ପ୍ରତି ବଢୁଛି ଚାଇନା ଯୁବକଙ୍କ ରୁଚି, କାରଣ ଜାଣିଲେ…
ବେଜିଂ,୧୭ା୩: ଚାଇନା ଯୁବକ ୟୁକ୍ରେନ ଯୁବତୀଙ୍କ ପାଇଁ ପାଗଳ। ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଥିବାରୁ ୟୁକ୍ରେନ ଲୋକମାନେ ନିଜ ଦେଶ ଛାଡ଼ି ଅନ୍ୟ ସ୍ଥାନରେ ଶରଣ ନେଉଛନ୍ତି। ଏହା ମଧ୍ୟରେ ଏକ ଅନ୍ଲାଇନ୍ ଓ୍ବେବ୍ସାଇଟ୍ରେ ୟୁକ୍ରେନ ଯୁବତୀଙ୍କ ପ୍ରତି ଚାଇନା ଯୁବକଙ୍କ…
‘ଗାନ୍ଧୀ ପରିବାରର ବିଶ୍ୱସ୍ତଙ୍କୁ ପଦ ଛାଡ଼ିବାକୁ ପଡ଼ିବ’
ନୂଆଦିଲ୍ଲୀ,୧୭।୩: ବୁଧବାର ରାତିରେ କଂଗ୍ରେସର ‘ଜି-୨୩’ ବୈଠକରେ ନେତାମାନେ ଏବେ ଦଳ ଛାଡ଼ିବାକୁ ମନା କରି ଦେଇଛନ୍ତି। ଅତ୍ୟନ୍ତ ଦୁର୍ବଳ ଥିବା କଂଗ୍ରେସ ଏବେ ଏହାକୁ ସହ୍ୟ କରିପାରିବ ନାହିଁ। କିନ୍ତୁ ଦେଶର ସର୍ବପୁରାତନ ଦଳର ପୁନରୁତ୍ଥାନ ପାଇଁ ଗାନ୍ଧୀ ପରିବାରକୁ…
ବାବରଙ୍କ ପାଇଁ ତାଳି ମାରିଲା ଅଷ୍ଟ୍ରେଲିଆ ଟିମ୍
କରାଚୀ,୧୭।୩: ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ଚିତ୍ତାକର୍ଷକ ଡ୍ର’ ସହ ବୁଧବାର ଶେଷ ହୋଇଛି। ଅଧିନାୟକ ବାବର ଆଜାମଙ୍କ ୧୯୬ ରନ୍ର ପାଳି ଯୋଗୁ ଏହା ସମ୍ଭବ ହୋଇ ପାରିଥିଲା। ଏହି ଇନିଂସ ଜରିଆରେ ସେ ହାସଲ…
୨୦୧୦ ପରେ ଜନ୍ମିତ ବ୍ୟକ୍ତିଙ୍କୁ ତମାଖୁ ବିକିବା ମନା
କୋପେନହାଗେନ,୧୭।୩: ଭବିଷ୍ୟତ ପିଢିକୁ ତମାଖୁମୁକ୍ତ କରିବାକୁ ଡେନମାର୍କ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ଆରମ୍ଭ କରିଚନ୍ତି। ୨୦୧୦ ପରେ ଜନ୍ମ ହୋଇଥିବା ବ୍ୟକ୍ତିଙ୍କୁ ସିଗାରେଟ ଏବଂ ଅନ୍ୟାନ୍ୟ ନିକୋଟିନ ଉତ୍ପାଦ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇବାକୁ ଚିନ୍ତା କରୁଛନ୍ତି ଡେନମାର୍କ ସରକାର।…
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ,୧୭।୩: ଭିଜିଲାନ୍ସ ଜାଲରେ ଫସିଛନ୍ତି ବାଲେଶ୍ୱର ଜିଲା ସୋରୋ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ବେହୁରିଆ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ତାଙ୍କ ଘର, ଅଫିସ, ଶ୍ୱଶୁର ଘର ସମେତ ୫ଟି ସ୍ଥାନରେ…
ଯୋଗୀଙ୍କ ଶପଥ ଗ୍ରହଣଉତ୍ସବକୁ ରାହୁଲ, ସୋନିଆଙ୍କୁ ନିମନ୍ତ୍ରଣ
ଲକ୍ଷ୍ନୌ,୧୭।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ସହ ଭାଜପା ପୁଣି କ୍ଷମତାକୁ ଫେରିଛି। ଯୋଗୀ ଆଦିତ୍ୟନାଥ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଶପଥ ଗ୍ରହଣ ସମାରୋହ ପାଇଁ ସମସ୍ତ ପ୍ରସ୍ତୁତି ଚାଲିଛି । ଇକାନା ଷ୍ଟାଡିୟମରେ ଏହି…
ବାପା-ମା’-ଭାଇଙ୍କ ପରି ଫିଲ୍ମ ଜଗତକୁ କାହିଁକି ଆସିଲେ ନାହିଁ ଅମିତାଭ ବଚ୍ଚନଙ୍କ ଝିଅ
ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ଝିଅ ଶ୍ୱେତା ବଚ୍ଚନ ନନ୍ଦା ବଡ଼ ପରଦାରୁ ଦୂରରେ ଥିଲେ ମଧ୍ୟ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଶ୍ୱେତା ଆଜି ତାଙ୍କ ୪୮ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ହୁଏତ ଫିଲ୍ମରେ ନିଜର…
ମୁନ୍ମୁନ୍ଙ୍କ ପାଇଁ ଶାର୍ଟ-ପ୍ୟାଣ୍ଟ ଖୋଲିଦେଲେ…
ବମ୍ବେ: ଟେଲି ପରଦାର ଅଭିନେତ୍ରୀ ମୁନ୍ମୁନ୍ ଦତ୍ତାଙ୍କ କ୍ରେଜ୍ କାହିଁରେ କେତେ। ହାସ୍ୟଭିତ୍ତିକ ଧାରାବାହିକ‘ତାରକ ମେହତା କା ଉଲଟା ଚଷମା’ରେ ଅଭିନୟ କରିଥିବା ଏହି ଅଭିନେତ୍ରୀଙ୍କ ମନ ଜିଣିବାକୁ ଅନେକ ଚେଷ୍ଟା କରିଥାନ୍ତି। ଏଥିପାଇଁ ସେମାନେ କିଛି ବି ଉପାୟ ଆପଣାଇଥାନ୍ତି।…
ରାଜ୍ୟ ସଭାକୁ ଯାଇପାରନ୍ତି ହରଭଜନ
ଚଣ୍ଡିଗଡ,୧୭।୩: ପଞ୍ଜାବରେ ଆମ ଆଦମୀ ପାର୍ଟି କ୍ଷମତାକୁ ଆସିଛି। ଭାଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେଇଛନ୍ତି। ଏଏପି ପୂର୍ବତନ କ୍ରିକେଟର ହରଭଜନ ସିଂଙ୍କୁ ରାଜ୍ୟ ସଭାକୁ ପଠାଇବ ବୋଲି ଏବେ ଚର୍ଚ୍ଚା ହେଉଛି। ରାଜ୍ୟର ନବନିର୍ବାଚିତ ଏଏପି ସରକାର…
ବିଶ୍ୱରେକର୍ଡ କଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍
କରାଚି,୧୭।୩: ଅଷ୍ଟ୍ରେଲିଆ ବିପକ୍ଷ କରାଚି ଟେଷ୍ଟରେ ପାକିସ୍ତାନ ଅଧିନାୟକ ବାବର ଆଜାମ ଚମତ୍କାର ପ୍ରଦର୍ଶନ କରିଛନ୍ତି। ୫୦୬ ରନର ଲକ୍ଷ୍ୟର ଜବାବରେ ପାକିସ୍ତାନ ଦଳ ଚତୁର୍ଥ ଇନିଂସରେ ଏକ ସମୟରେ ୨୧ ରନରେ ୨ ଉଇକେଟ ହରାଇଥିଲା। ଏହା ପରେ ବାବର…
Archives


