Home Left

ସୁପ୍ରିମକୋର୍ଟ ପହଞ୍ଚିଲା ଅସଲ ଶିବସେନା ଲଢେଇ

ମୁମ୍ବାଇ,୨୫ ।୭: ମହାରାଷ୍ଟ୍ରରେ ରାଜନୈତିକ କଳହ ପରେ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ସେଠାରେ ସରକାର ଗଠନ ହୋଇ ସାରିଛି । ହେଲେ ଉଦ୍ଧବ ଠାକରେ ସରକାର ଓ ଏକନାଥ ଶିନ୍ଦେଙ୍କ ନେତୃତ୍ୱର ସରକାରଙ୍କ ମଧ୍ୟରେ ଶିବସେନା ନାମକୁ ନେଇ ଲଢେଇ ଜାରି…

‘ଭାଜପା ଏଜେଣ୍ଡା ପୂରଣ କରିଛନ୍ତି ରାମନାଥ କୋବିନ୍ଦ’

ନୂଆଦିଲ୍ଲୀ,୨୫।୭: ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବରେ ଦ୍ରୌପଦୀ ମୁର୍ମୁ ସୋମବାର ଶପଥ ଗ୍ରହଣ କରିଛନ୍ତି। ସେ ଶପଥ ଗ୍ରହଣ କରିବା ପରେ ପୂର୍ବତନ ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତି ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଟାର୍ଗେଟ…

କ୍ୟାଟ୍ରିନା-ବିକିଙ୍କୁ ହତ୍ୟା ଧମକ

ମୁମ୍ବାଇ,୨୫।୭: ବଲିଉଡର ଷ୍ଟାର୍‌ କପଲ୍‌ କ୍ୟାଟ୍ରିନା କୈଫ ଏବଂ ବିକି କୌଶଲଙ୍କୁ ସୋସିଆଲ ମିଡିଆରେ ମିଳିଛି ହତ୍ୟା ଧମକ। ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ବିକି ମୁମ୍ବାଇର ସାଣ୍ଟାକ୍ରୁଜ ଥାନାରେ ଅଭିଯୋଗ ଆଣିଛନ୍ତି। ପୋଲିସ ଜଣେ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରି…

ପୁଣି ହୃଦୟ ଜିତିଲେ ଧନୁଷ

ସାଉଥ୍‌ ସୁପରଷ୍ଟାର୍‌ ଧନୁଷ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ରୁଷୋ ବ୍ରଦର୍ସଙ୍କ ଆଗାମୀ ଫିଲ୍ମ ‘ଦି ଗ୍ରେ ମ୍ୟାନ’ ଜରିଆରେ ଧନୁଷ ହଲିଉଡରେ ଡେବ୍ୟୁ କରିଛନ୍ତି। ଅନ୍ତର୍ଜାତୀୟ ପରଦାରେ ଧନୁଷଙ୍କ ଜଲଓ୍ବା ଦେଖି ତାଙ୍କର ପ୍ରଶଂସକମାନେ ବେଶ୍‌ ଖଉସି ଅଛନ୍ତି। ନିକଟରେ…

ହାତରେ ହାତ ଛନ୍ଦି ବୁଲୁଛନ୍ତି ହ୍ରିତିକ୍‌-ସବା

ବଲିଉଡ ଅଭିନେତା ହ୍ରିତିକ ରୋଶନ ପୁଣି ପ୍ରେମରେ ପଡିଛନ୍ତି। ସେ ଅଭିନେତ୍ରୀ ତଥା ଗାୟିକା ସବା ଆଜାଦଙ୍କ ଡେଟ୍‌ କରୁଛନ୍ତି। ଉଭୟ ପ୍ରାୟତଃ ପାର୍ଟିରେ ଏକାଠି ନଜର ଆସିଥାନ୍ତି। ସୋସିଆଲ ମିଡିଆରେ ମଧ୍ୟ ପରସ୍ପରକୁ ପ୍ରଶଂସା କରୁଥିବା ଦେଖାଯାଏ। ନିକଟରେ ସବା…

‘ସ୍କ୍ରୁ ଢିଲା’ରେ ଟାଇଗର୍‌ଙ୍କ ଜବରଦସ୍ତ ଆକ୍ସନ

ପ୍ରଶଂସକଙ୍କ ଅପେକ୍ଷା ଶେଷ ହୋଇଛି। ଆଗାମୀ ଫିଲ୍ମକୁ ନେଇ ସର୍ବଦା ସସ୍ପେନ୍ସ ରଖିଆସୁଥିବା କରଣ ଜୋହର ଶେଷରେ ସୋମବାର ଏକ ଭିଡିଓ ଜରିଆରେ ଆଗାମୀ ଫିଲ୍ମର ନାଁ ଘୋଷଣା କରିଛନ୍ତି। କରଣଙ୍କ ଧର୍ମା ପ୍ରଡକ୍ସନ୍ସର ନୂଆ ଫିଲ୍ମ ‘ସ୍କ୍ରୁ ଢିଲା’ର ଏକ…

ଜୋରିମନା ଦେବ ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୫।୭: ରେକର୍ଡ ୩୧୨ ରନ୍‌ର ଟାର୍ଗେଟକୁ ଚେଜ କରି ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ ସହ ସିରିଜ କବଜା କରିଛି ଟିମ ଇଣ୍ଡିଆ। ବରିଷ୍ଠ ଖେଳାଳିଙ୍କ ଅନୁପସ୍ଥିତିରେ ଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ଖେଳୁଥିବା ଭାରତ ଗୋଟିଏ ମ୍ୟାଚ…

ପାକିସ୍ତାନକୁ ପଛରେ ପକାଇ ବିଶ୍ୱରେକର୍ଡ ହାସଲ କଲା ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୫।୭: ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଦଳ ସିରିଜ୍‌ ବିଜୟୀ ହୋଇଛି। ଅକ୍ଷର ପଟେଲ ଭାରତ ପାଇଁ ଅଲରାଉଣ୍ଡର ଖେଳ ପ୍ରଦର୍ଶନ କରି ସମସ୍ତଙ୍କ ହୃଦୟ ଜିତିଥିଲେ। ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତ ୱିଣ୍ଡିସ ଦଳକୁ ୨ ଉଇକେଟରେ ପରାସ୍ତ…

ଆଜି ଶ୍ରାବଣ ଦ୍ୱିତୀୟ ସୋମବାର: ଜଳାଭିଷେକ କରୁଛନ୍ତି କାଉଡ଼ିଆ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଆଜି ଶ୍ରାବଣର ଦ୍ୱିତୀୟ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ବିଭିନ୍ନ ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା। ପାଣି…

ଚମକପ୍ରଦ ବିଜୟ ହାସଲ କଲା ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୫।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଭାରତ ୨ ଉଇକେଟରେ ଜିତିଥିଲା। ଏହି ବିଜୟ ସହିତ ଏହି ସିରିଜ ଭାରତ ହାତେଇଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ କ୍ରମାଗତ ୧୨ଟି ସିରିଜ ଜିତିବାର ରେକର୍ଡ…

ଟ୍ରକ୍‌ ପଛରେ ପିଟିହେଲା ଯାତ୍ରୀବାହୀ ବସ୍‌, ଚାଳକ ଗୁରୁତର

ସୁନ୍ଦରଗଡ଼,୨୫ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ୧୦ ନମ୍ବର ରାଜ୍ୟ ରାଜପଥର ଜରଙ୍ଗଲୋଇ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ସୋମବାର ସକାଳୁ ଏକ ସରକାରୀ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ବସ୍‌ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ୫ ଜଣ…

ଦିନେ ବଢ଼ିଲେ ଦିନେ କମୁଛି: ଆଜି ୭୩୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୭୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୨୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୨ ଜଣ ଚିହ୍ନଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?