Home Left

ଲୁହ ଭିଜା ଆଖିରେ ନୂଆ ସପନ, ରୁଷିଆ ରକେଟ ମାଡ଼ରୁ ରକ୍ଷା ପାଇଥିବା ଗର୍ଭବତୀ ଶିଶୁକନ୍ୟାଙ୍କୁ ଜନ୍ମ ଦେଲେ…

କ୍ୱିଭ୍‌, ୧୩।୩ : ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଜାରି ରହିଛି। ତେବେ ଯୁଦ୍ଧର ଭୋକ ଶୋଷ ଆଉ ଲୁହ ଭିଜା ଆଖିରେ ବି ନୂଆ ସପନ ଝଲସୁଛି। ୟୁକ୍ରେନ୍‌ର ମାରିଆପୋଲ୍‌ର ଜଣେ ଗର୍ଭବତୀ ମହିଳା ଯିଏକି ରୁଷିଆ ରକେଟ୍‌…

ଟିଏମ୍‌ସିରେ ସାମିଲ ହେଲେ ଶତ୍ରୁଘ୍ନ ସିହ୍ନା

ମୁମ୍ବାଇ,୧୩ ।୩: ବଲିଉଡ୍‌ର ସେ ସମୟର ଆଗଧାଡିର କଳାକାରଙ୍କ ମଧ୍ୟରେ ଅନ୍ୟତମ ଥିଲେ ଶତ୍ରୁଘ୍ନ ସିହ୍ନା । କିଛିଦିନ ହେବ ସେ ମନୋରଞ୍ଜନ ଦୁନିଆରୁ ଦୂରେଇ ଯାଇ ସକ୍ରିୟ ରାଜନୀତି କରୁଥିଲେ । କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ…

‘ସୋନିଆ ଗାନ୍ଧୀଙ୍କୁ କେମିତି ମୁହଁ ଦେଖେଇବି ଜାଣିପାରୁନି’

ଡେରାଡୁନ୍‌,୧୩।୩: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ପରାଜୟ ସହିତ ତାଙ୍କ ରାଜନୈତିକ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ହରିଶଙ୍କ ଏହି ପରାଜୟ ମଧ୍ୟ ଉତ୍ତରାଖଣ୍ଡରେ କଂଗ୍ରେସ ଦଳ ପାଇଁ ଏକ ବଡ଼ ଝଟ୍‌କା ବୋଲି ବିବେଚନା…

ଛକା ମାରି ନାକ ଭାଙ୍ଗିଦେଲେ

ବେଙ୍ଗାଲୁରୁ,୧୩।୩: ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ଶନିବାର ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଛକାରେ ଜଣେ ଦର୍ଶକ ଆହତ ହୋଇଛନ୍ତି। ଟିମ୍‌ ଇଣ୍ଡିଆର ପ୍ରଥମ ଇନିଂସରେ ଏହି ଘଟଣା ଘଟିଥିଲା। ଶ୍ରୀଲଙ୍କା ପେସର ବିଶ୍ୱା ଫର୍ନାଣ୍ଡୋଙ୍କ…

ଇଶାନ୍ତ, ଜାହିରଙ୍କୁ ପଛରେ ଛାଡ଼ିଲେ ବୁମରା

ବେଙ୍ଗାଲୁରୁ,୧୩।୩: ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ୫ ଉଇକେଟ ସଫଳତା ହାସଲ କରିଛନ୍ତି ଭାରତୀୟ ପେସର ଯଶପ୍ରୀତ ବୁମରା। କେବଳ ଏତିକି ନୁହେଁ, ସେ ଏହି ଇନିଂସରେ ଶ୍ରୀଲଙ୍କା ବିପକ୍ଷରେ ଶ୍ରେଷ୍ଠ ପ୍ରଦର୍ଶନ…

ବିଜେଡି ହାତକୁ ଗଲା ବଲାଙ୍ଗୀର ଜିଲା ପରିଷଦ ଅଧ୍ୟକ୍ଷା ପଦ

ବଲାଙ୍ଗୀର ଅଫିସ,୧୩ା୩: ବଲାଙ୍ଗୀର ଜିଲା ପରିଷଦ ଅଧ୍ୟକ୍ଷା ଭାବେ ଆଗଲପୁର ଜୋନ୍‌ ୧ର ବିଜେଡି ଜିଲା ପରିଷଦ ସଦସ୍ୟା ଦେବକୀ ସାହୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ୩୪ ଆସନ ବିଶିଷ୍ଟ ଜିଲା ପରିଷଦରୁ ବିଜେଡି ୨୬ଟି ଆସନରେ ବିଜୟୀ ହୋଇ ଜିଲା…

ନିର୍ଦ୍ୱନ୍ଦ୍ୱରେ ଜିତିଲେ ତୁଳାବତୀ

ଝାରସୁଗୁଡ଼ା ଅଫିସ,୧୩।୩: ଝାରସୁଗୁଡ଼ା ଜିଲା ପରିଷଦ ଅଧ୍ୟକ୍ଷା ପଦବୀପାଇଁ ରବିବାର ନିର୍ବାଚନ ହୋଇଛି। ଏଥିରେ ବିଜେଡିର ଏକମାତ୍ର ପ୍ରାର୍ଥିନୀ ଲଇକେରା ୧ ନଂ ଜୋନ ଜିଲା ପରିଷଦ ସଦସ୍ୟା ତୁଳାବତୀ ମିଞ୍ଜ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ନିର୍ଦ୍ୱନ୍ଦ୍ୱରେ ଜିଲାପରିଷଦ…

ବିଶ୍ୱର ସବୁଠୁ ଲମ୍ବା କାର୍‌, ଛାତ ଉପରେ ଅବତରଣ କରିପାରିବ ହେଲିକପ୍ଟର

ଆପଣ ନିଶ୍ଚିତ ଦୁନିଆରେ ଅନେକ ପ୍ରକାରର କାର୍‌ ଦେଖିଥିବେ। କିଛି କାର୍‌ ବୁଲେଟ ପ୍ରୁଫ ବି। ଆଉ କିଛି କାର୍‌ର ଆକର୍ଷଣୀୟ ଫିଚର ରହିଛି। କିନ୍ତୁ ବିଶ୍ୱରେ ଏମିତି ଏକ କାର୍‌ ରହିଛି, ଯେଉଁଟା ଅନ୍ୟ କାର୍‌ଗୁଡ଼ିକଠାରୁ ଭିନ୍ନ ଏବଂ ସ୍ବତନ୍ତ୍ର।…

୧୦୯ ରନ୍‌ରେ ଅଲଆଉଟ୍‌ ଶ୍ରୀଲଙ୍କା

ବେଙ୍ଗାଲୁରୁ,୧୩।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ ବେଙ୍ଗାଲୁରୁରେ ଖେଳାଯାଉଛି। ଦିନିକିଆ ଟେଷ୍ଟରେ ପ୍ରଥମେ ବ୍ୟାଟିଂ କରି ଭାରତ ୨୫୨ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଶ୍ରୀଲଙ୍କା ୧୦୯ ରନ୍‌ରେ…

ସୁବର୍ଣ୍ଣପୁର ଜିଲା ପରିଷଦ ଅଧ୍ୟକ୍ଷା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ସୋନପୁର,୧୩ା୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ପରିଷଦ ଅଧ୍ୟକ୍ଷା ଭାବେ ସୁପରା ଠେଲା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶ୍ରୀମତୀ ଠେଲା ଜିଲାର ୩ ନମ୍ବର ଜୋନ୍‌ରୁ ଜିଲାପରିଷଦ ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ଚଳିତ ନିର୍ବାଚନରେ ବିଜେଡି ମୋଟ୍‌ ୧୩ ଜିଲାପରିଷଦ ଜୋନ୍‌ରୁ ୧୨ଟିରେ…

ଆକର୍ଷଣୀୟ ହୋଲି ଲୁକ୍‌

ରଙ୍ଗର ପର୍ବ ହୋଲିରେ କିପରି ସଜେଇ ହେଲେ ପରଫେକ୍ଟ ହୋଲି ଲୁକ୍‌ ପାଇହେବ, ସେ ନେଇ ଅନେକଙ୍କର ଚିନ୍ତା ଥାଏ। କାରଣ ଏବେ ଟ୍ରେଣ୍ଡ ବଦଳିଲାଣି। ଆଉ କେହି ପୁରୁଣା ପୋଷାକରେ ହୋଲି ଖେଳିବାକୁ ପସନ୍ଦ କରୁ ନାହାନ୍ତି। ବରଂ ଏହିଦିନ…

ସେଦିନର ହୋଲି…

ପ୍ରତିବର୍ଷ ହୋଲି ଆସେ, ରଙ୍ଗ ବି ଉଡ଼େ। ଅବିର ରଙ୍ଗରେ ମନ ବି ରଙ୍ଗେଇ ହୋଇଯାଏ। ଏମିତି ରଙ୍ଗର ପର୍ବ ହୋଲିକୁ ନେଇ ରହିଛି ବିଭିନ୍ନ ପୌରାଣିକ, ଐତିହାସିକ ଓ ଧାର୍ମିକ କଥା କାହାଣୀ। ରଙ୍ଗ ବୋଳାବୋଳିରେ ପରସ୍ପର ମନରେ ରହେନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri