ଏପ୍ରିଲ ୧ରୁ ଫ୍ରିରେ ମିଳିବ ବିଦ୍ୟୁତ୍ ସେବା
ଚଣ୍ଡିଗଡ଼,୧୫।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ଲାଭ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ଏବେ ନିଜର ପ୍ରତିଶ୍ରୁତି ପାଳନ କରିବାର ସମୟ ଆସିଛି। ନିର୍ବାଚନ ପୂର୍ବରୁ ପଞ୍ଜାବର ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ କରିବାକୁ ଏବେ ଏଏପି ଘୋଷଣା…
୭ ବର୍ଷ ହେଲା ମିଳୁନି କ୍ଷତି ପୂରଣ, ହାଇଟେନଶନ୍ ଟାଓ୍ବାରରେ ଖଟ ପକାଇଲେ ଚାଷୀ…
ସତନା, ୧୫।୩ : ମଧ୍ୟପ୍ରଦେଶର ସତନା ଜିଲା ପିଥୋରାବାଦ ଗାଁରେ କ୍ଷତିପୂରଣ ଦାବି କରି ଚାଷୀମାନେ ହାଇଟେନ୍ଶନ ବିଦ୍ୟୁତ୍ ଟାଓ୍ବାରରେ ଖଟ ପକାଇ ବିରୋଧ ପ୍ରଦର୍ଶନ କରିଛନ୍ତି। ୨୦୧୫ଠାରୁ ଗତ ୭ ବର୍ଷ ଧରି ସେମାନେ କ୍ଷତିପୂରଣ ଟଙ୍କାକୁ ଚାହିଁ ବସିଛନ୍ତି।…
ପ୍ରଚାର ମଙ୍ଗ ଧରିଲେ ଛତ୍ରପୁର ବିଧାୟକ
ଛତ୍ରପୁର,୧୫।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସିର ବିଜେଡି ଚେୟାରମ୍ୟାନ ପ୍ରାର୍ଥିନୀ ଟି. ଲକ୍ଷ୍ମୀ ଓ ସମସ୍ତ କାଉନସିଲର ପ୍ରାର୍ଥୀ ଓ ପ୍ରାର୍ଥିନୀଙ୍କ ନିମନ୍ତେ ବିଜେଡି ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି । ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମଙ୍ଗଳବାର ଷ୍ଟାର…
ଆଇପିଏଲ୍ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିପାରେ ବଡ଼ ଝଟ୍କା
ନୂଆଦିଲ୍ଲୀ,୧୫।୩: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)। ଏହାପୂର୍ବରୁ ମୁମ୍ବାଇ ଇଣ୍ଡିଆନକୁ ବଡ଼ ଝଟ୍କା ଲାଗିପାରେ ବୋଲି କୁହାଯାଉଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଦଳର ଷ୍ଟାର ଖେଳାଳି ସୂର୍ଯ୍ୟ କୁମାର ଯାଦବ ଏପ୍ରିଲ…
ନିର୍ବାଚନରେ ପରାଜୟ ପରେ ଚନ୍ନିଙ୍କୁ ଦଳରୁ ହଟାଇବାକୁ ଜୋର ଧରିଲା ଦାବି
ଚଣ୍ଡିଗଡ଼,୧୫।୩: ପଞ୍ଜାବ ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ରାଜ୍ୟରେ କଂଗ୍ରେସର କନ୍ଦଳ ବଢ଼ିବାରେ ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂ ଚନ୍ନିଙ୍କ ଉପରେ କଂଗ୍ରେସ ନେତାମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଚନ୍ନିଙ୍କ ମୁହଁ ଯୋଗୁ କଂଗ୍ରେସ ହାରିଛି ବୋଲି ଦଳର…
ସଂଘର୍ଷ ମଧ୍ୟରେ ୟୁକ୍ରେନରୁ ୨୨୫୦୦ରୁ ଊର୍ଦ୍ଧ୍ୱ ଛାତ୍ର ସ୍ବଦେଶ ଫେରିଛନ୍ତି
ନୂଆଦିଲ୍ଲୀ,୧୫।୩: ଲଗାତର ୨୦ ଦିନ ହେଲାଣି ୟୁକ୍ରେନ ଓ ରୁଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଇତିମଧ୍ୟରେ ୟୁକ୍ରେନରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ସମ୍ପର୍କରେ ବର୍ହିବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ରାଜ୍ୟ ସଭାରେ ଏକ ବିବୃତ୍ତି ରଖିଛନ୍ତି। କଠିନ ପରିସ୍ଥିତିରେ ମଧ୍ୟ ୨୨୫୦୦ରୁ…
ଭଂସାଲିଙ୍କ ଅଫିସରେ ଅଲ୍ଲୁ ଅର୍ଜୁନ
ମୁମ୍ବାଇ: ପୁଷ୍ପା ଫେମ ଅଲ୍ଲୁ ଅର୍ଜୁନଙ୍କୁ ନେଇ ଏବେ ଖୁବ୍ ଚର୍ଚ୍ଚା । ସୋମବାର ଅଲ୍ଲୁ ଅର୍ଜୁନଙ୍କୁ ବଲିଉଡର ନାମୀ ନିର୍ଦ୍ଦେଶକ ସଞ୍ଜୟ ଲିଲା ଭଂସାଲିଙ୍କ ଅଫିସରେ ସ୍ପଟ କରାଯାଇଛି । ଭଂସାଲିଙ୍କ ଅଫିସର ଫଟୋ ଇଣ୍ଟନେଟରେ ଆସିବା ପରେ ଏବେ…
ବୁଧବାରଠୁ ଆରମ୍ଭ ହେବ ୧୨-୧୪ ବର୍ଷ ବୟସ୍କଙ୍କ ଟିକାକରଣ
ଭୁବନେଶ୍ୱର,୧୫।୩ (ବ୍ୟୁରୋ): ରାଜ୍ୟରେ ୨୦୧୫ ମାର୍ଚ୍ଚ ୧୦ ପୂର୍ବରୁ ଜନ୍ମ ହୋଇଥିବା ୧୨ରୁ ୧୪ ବର୍ଷ ବୟସ୍କଙ୍କ ଟିକାକରଣ ବୁଧବାରଠୁ ଆରମ୍ଭ ହେବ । ପୂର୍ବରୁ ଜନ୍ମ ବର୍ଷ ଆଧାରରେ ଟୀକା ଦିଆଯାଉଥିଲା । ଏବେ ଜନ୍ମ ତାରିଖ ଆଧାରରେ ଟିକା…
ଆଲିଆଙ୍କ ସମ୍ପତ୍ତି ଜାଣିଲେ…
ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ ତାଙ୍କ ଅଭିନୟରେ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ଆଜି ତାଙ୍କ ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଓ ବୃତିଗତ ସମ୍ପର୍କିତ କିଛି ବିଶେଷ କଥା। ନିକଟରେ ରିଲିଜ ହୋଇଥିବା ତାଙ୍କ ଫିଲ୍ମ, ‘ଗଙ୍ଗୁବାଇ କାଠିଆଓ୍ବାଡି’କୁ ନେଇ…
ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ମନ୍ତ୍ରୀ
ବଲାଙ୍ଗୀର ଅଫିସ,୧୫ା୩: ପୌରାଞ୍ଚଳ ନିର୍ବାଚନ ପାଇଁ ରାଜନୀତି ସରଗରମ ହେଉଛି। ମଙ୍ଗଳବାର ବଲାଙ୍ଗୀର ସହରରେ ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ ବିଜୁ ଜନତା ଦଳର ପୌରାଧ୍ୟକ୍ଷା ପ୍ରାର୍ଥୀ ଲିକା ସାହୁ ଓ କାଉନ୍ସିଲର ପ୍ରାର୍ଥୀ ଶତ୍ରୁଘ୍ନ ବାଗ୍ଙ୍କ ପାଇଁ ୨୧…
‘ଭାଜପା, ଆର୍ଏସ୍ଏସ୍ ଭାଷାରେ କଥା ହେଉଛନ୍ତି କପିଲ ସିବଲ’
ନୂଆଦିଲ୍ଲୀ,୧୫।୩: କଂଗ୍ରେସ ଓ୍ବାର୍କିଂ କମିଟି (ସିଡ୍ଲ୍ୟୁସି)ବୈଠକ ପରେ ପୁଣି ଥରେ କଂଗ୍ରେସରେ ଆନ୍ତଃ କନ୍ଦଳ ଦେଖାଦେଇଛି। ଦଳର ବରିଷ୍ଠ ନେତା କପିଲ ସିବଲ ଭାଜପା ଏବଂ ଆର୍ଏସ୍ଏସ୍ ଭାଷାରେ କଥା ହେଉଥିବା କହିଛନ୍ତି ଲୋକସଭା ନେତା ମାନିକାମ ଟାଗୋର। “ଭାଜପା ଏବଂ…
ହାଇକୋର୍ଟଙ୍କ ନିଷ୍ପତ୍ତିରେ ସହମତ ନାହାନ୍ତି ଓଓ୍ବାଇସି
ନୂଆଦିଲ୍ଲୀ,୧୫।୩: ହିଜାବ ପିନ୍ଧିବା ନେଇ ଚାଲିଥିବା ବିବାଦ ମଧ୍ୟରେ କର୍ନାଟକ ହାଇକୋର୍ଟ ମଙ୍ଗଳବାର ଏକ ବଡ ନିଷ୍ପତ୍ତି ଶୁଣାଇଛନ୍ତି। ହାଇକୋର୍ଟ କହିଛନ୍ତି, ହିଜାବ ଇସଲାମର ଏକ ବାଧ୍ୟତାମୂଳକ ଅଂଶ ନୁହେଁ ଏବଂ ସ୍କୁଲ ଛାତ୍ରୀମାନେ ୟୁନିଫର୍ମ ପିନ୍ଧିବାକୁ ମନା କରିପାରିବେ ନାହିଁ।…
Archives


