Home Left

ଗୁରୁ ସର୍ବଦା ନମସ୍ୟ

କଲେଜବେଳର ଅନେକ ଏଭଳି ଅନୁଭୂତି ରହିଛି, ଯାହା ସତରେ ଅଭୁଲା। ତେବେ ମନେପଡ଼ୁଛି ଗୋଟିଏ ଘଟଣା। ୧୯୭୭ ମସିହାରେ ଇଣ୍ଟରମିଡିଏଟ୍‌ ବିଜ୍ଞାନ ପରୀକ୍ଷା ସରିଥାଏ। ଭଲ ନମ୍ବର ମଧ୍ୟ ରହିଥାଏ। ଏହାପରେ ସାଧାରଣତଃ ପିଲାମାନେ ପରବର୍ତ୍ତୀ ଉଚ୍ଚଶିକ୍ଷା ପାଇଁ ପ୍ରସ୍ତୁତ ହୁଅନ୍ତି।…

ନିଆରା ଦେଶ

ପୃଥିବୀରେ ଅନେକ ଏଭଳି ଦେଶ ରହିଛି, ଯାହାର କିଛି ବିଶେଷତ୍ୱ ଅନ୍ୟମାନଙ୍କଠାରୁ ସ୍ବତନ୍ତ୍ର କରେ। ଜାଣିବା ସେଭଳି କିଛି ଦେଶ ସମ୍ପର୍କରେ… ସ୍ୟାନ୍‌ ମ୍ୟାରିନୋକୁ ପୃଥିବୀର ସବୁଠୁ ପୁରୁଣା ଦେଶ ଭାବେ ଗ୍ରହଣ କରାଯାଏ। ଏହା ଏକମାତ୍ର ଦେଶ, ଯେଉଁଠି ଜନସଂଖ୍ୟା…

ଓ୍ବାଟର ପ୍ରୁଫ୍‌ ଫୁଟ୍‌ଓ୍ବେର

ନିଜକୁ ଟ୍ରେଣ୍ଡି ଏବଂ ଆଇକ୍ୟାଚି ଲୁକ୍‌ ଦେବାକୁ ବିଭିନ୍ନ ଆଉଟ୍‌ଫିଟ୍‌କୁ ନେଇ ଏକ୍ସପେରିମେଣ୍ଟ କରିବାରେ ବେଶ୍‌ ଆଗଭର ଯୁବପିଢ଼ି। ଯେଉଁଥିରୁ ବାଦ୍‌ପଡ଼େନି ସେମାନଙ୍କ ଫୁଟ୍‌ଓ୍ବେର ସିଲେକ୍ସନ। ହେଲେ ବର୍ଷାଦିନ ଆସିଲେ କିଭଳି ଫୁଟ୍‌ଓ୍ବେର ପିନ୍ଧିଲେ ସୁନ୍ଦର ଦେଖାଯିବା ସହ ପାଣି କାଦୁଅରେ…

ସେଲିବ୍ରିଟିଙ୍କ ହାଇଡ୍ରାମା: ୭ ଜଣଙ୍କ ବୟାନ ରେକର୍ଡ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ସେଲିବ୍ରିଟିଙ୍କ ହାଇଡ୍ରାମା ଘଟଣାରେ ପୋଲିସ ୭ ଜଣଙ୍କ ବୟାନ ରେକର୍ଡ କରିଛି। ଶନିବାର ସକାଳେ ବାବୁସାନ ଓ ପ୍ରକୃତି ମିଶ୍ରଙ୍କ ସମ୍ପର୍କକୁ ସନ୍ଦେହ ତାଙ୍କ ସ୍ତ୍ରୀ ତୃପ୍ତି ଶତପଥୀ ପ୍ରକୃତିଙ୍କୁ ପିଟିଥିଲେ । ଏହି ଘଟଣାରେ ଉଭୟ ପକ୍ଷରୁ ୨ଟି…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୦୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୧୦୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୩୦ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୫୯୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୨୦…

ଆହୁରି ଦୁଇଦିନ ବର୍ଷିବ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ସାରା ରାଜ୍ୟରେ ଏବେ ବର୍ଷା ଜାରି ରହିଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଏହିଭଳି ବର୍ଷା ଲାଗି ରହିବ। ଏ ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରବିବାର ଗଜପତି, ଗଞ୍ଜାମ,…

ଜାମୁକୋଳିର ଉପକାରିତା

ଜାମୁକୋଳିରେ ଭିଟାମିନ୍‌ ସି ଏବଂ ଆଇରନ୍‌ର କିଛି ମାତ୍ରା ରହୁଥିବାରୁ ଏହା ଶରୀରରେ ହିମୋଗ୍ଲୋବିନର ସ୍ତରକୁ ବଢାଇବାରେ ବେଶ୍‌ ସହାୟକ ହୋଇଥାଏ। ସେହିପରି ଜାମୁକୋଳି ଖାଇବାଦ୍ୱାରା ପାଚନ ଶକ୍ତି ବୃଦ୍ଧି ପାଇବା ସଙ୍ଗେସଙ୍ଗେ କୋଷ୍ଠକାଠିନ୍ୟ ତଥା ଡାଇରିଆ ସମସ୍ୟାରୁ ବି ଅନେକାଂଶରେ…

ବାଲିଚନ୍ଦ୍ରପୁର-ଦେକୁରି ରାସ୍ତା ମରାମତି ଆରମ୍ଭ

ଚଣ୍ଡିଖୋଲ,୨୪।୭(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ବାଲିଚନ୍ଦ୍ରପୁର-ଦେକୁରି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ରାସ୍ତା ମରଣଯନ୍ତା ପାଲଟିଛି। ଏନେଇ ଗତ ଶୁକ୍ରବାର ‘ଧରିତ୍ରୀ’ରେ ତଥ୍ୟ ଭିତ୍ତିକ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ଚେତା ପଶିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକାରୀମାନେ…

ଡିଜେଲଠାରୁ କିରୋସିନ ମହଙ୍ଗା

ଚଣ୍ଡିଖୋଲ,୨୪।୭(ଡି.ଏନ.ଏ.): ଗରିବ ଲୋକ ଘରେ ଡିବିରି ଓ ଲଣ୍ଠନ ଜାଳିବା ସହ ରନ୍ଧନ ପାଇଁ କିରୋସିନ ବ୍ୟବହାର କରିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ରିହାତିରେ କିରୋସିନ ଯୋଗାଇ ଦିଆଯାଉଛି। ମାତ୍ର ଏବେ ଏହାର ମୂଲ୍ୟ ୧୦୦ ଟପିଗଲାଣି। ୨୦୨୨ରୁ…

ରାସ୍ତାରେ ବାଡ଼, ୧୦ ପରିବାରର ଯାତାୟାତ ଠପ୍‌

ବରୀ,୨୪।୭(ଡି.ଏନ.ଏ.): ରାସ୍ତା ଅବରୋଧ ଯୋଗୁ ବରୀ ବ୍ଲକ୍‌ ଅଧୀନ ଅରଙ୍ଗାବାଦ ପଞ୍ଚାୟତ ୭ନଂ. ଓ୍ବାର୍ଡର ୧୦ରୁ ଊର୍ଦ୍ଧ୍ୱ ପରିବାର ଯାତାୟାତ ନିମନ୍ତେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୧୦ବର୍ଷ ପୂର୍ବରୁ ଏହି ଗ୍ରାମର ଜମିଦାର ଉକ୍ତ ଓ୍ବାର୍ଡର ରାସ୍ତା…

କାଦୁଅରେ ପରିପୂର୍ଣ୍ଣ ସଂଯୋଗୀକରଣ ରାସ୍ତା

ନାଉଗାଁ,୨୪।୭ (ସ୍ବ.ପ୍ର.): ନାଉଗାଁବ୍ଲକ ଅନ୍ତର୍ଗତ ବାଂଶ- ଗୋବରୀକୂଳ ରାସ୍ତା ଅବସ୍ଥା ଶୋଚନୀୟ ହୋଇଯାଇଛି। ରାସ୍ତାଟି କାଦୁଅରେ ପୂରି ଯାଇଥିବାରୁ ଲୋକେ ଯାତାୟାତ ବେଳେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ସୂଚନାଯୋଗ୍ୟ, ଏହି ବ୍ଲକ ଦେଇ ପ୍ରବାହିତ…

ଅବହେଳାରୁ ଆଦର ହରାଉଛି

ଯାଜପୁର ଅଫିସ,୨୪।୭: ଓଡ଼ିଶାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି। ୨୦୧୯ ତୁଳନାରେ ୨୦୨୦ରେ ୬୯.୯୬% ଏବଂ ୨୦୨୧ରେ ୭୬% ପର୍ଯ୍ୟଟକଙ୍କ ସଂଖ୍ୟା ହ୍ରାସ ପାଇଛି, ଯାହାକି ପର୍ଯ୍ୟଟନ କ୍ଷେତ୍ରରେ ନିର୍ଭର କରୁଥିବା ଲୋକଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?