Home Left

ଚଳନ୍ତା କାର୍‌ର ଟାୟାର ପରିବର୍ତ୍ତନ କରି ଗିନିଜ୍‌ ରେକର୍ଡ କଲେ ଦୁଇ ବ୍ୟକ୍ତି

କିଛି ଲୋକ ଅଛନ୍ତି, ଅନେକ ଅଦ୍ଭୁତ କାମ କରି ରେକର୍ଡ କରିବାକୁ ଚାହିଁଥାନ୍ତି। କାମ ଯେତେ କଷ୍ଟ ହେଲେ ମଧ୍ୟ ରିସ୍କ ନେଇ ଇଚ୍ଛା ପୂରଣ କରିଥାନ୍ତି। ଠିକ୍‌ ସେମିତି ଇଟାଲୀର ଦୁଇ ବ୍ୟକ୍ତି ଯେ କି କଠିନ ପରିଶ୍ରମ ଏବଂ…

ସୂକ୍ଷ୍ମ କଳାକୃତିରେ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା

ଖୋର୍ଦ୍ଧା ଅଫିସ,୨୪।୭: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସୂକ୍ଷ୍ମ କଳାକୃତିରେ ଶୁଭେଚ୍ଛା ଜଣାଇଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ଗୋପୀନାଥପୁର ହାଟବଜାର ଅଞ୍ଚଳର ଶିଳ୍ପୀ ଏଲ୍‌. ଈଶ୍ୱର ରାଓ। ଏକ କାଚବୋତଲ ଭିତରେ ସାଢ଼େ ୩ ଇଞ୍ଚ ଉଚ୍ଚ ଏବଂ ସାଢ଼େ ୨ଇଞ୍ଚ…

ଇଣ୍ଡିଆ ଫ୍ୟାଶନ କାର୍ନିିଭାଲ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଓଡ଼ିଶାର କଳା, ସଂସ୍କୃତିର ପ୍ରଚାର ପ୍ରସାର ଲାଗି ‘ଦ ଲିଡିଙ୍ଗ୍‌ ଏଜ୍‌’ ପକ୍ଷରୁ ଶନିବାର ସ୍ଥାନୀୟ ଏକ ହୋଟେଲରେ ‘ଇଣ୍ଡିଆ ଫ୍ୟାଶନ କାର୍ନିଭାଲ’ ଆୟୋଜିତ ହୋଇଯାଇଛି। ଏଭଳି କାର୍ଯ୍ୟକ୍ରମ ରାଜ୍ୟ ତଥା ଦେଶରେ ପ୍ରଥମଥର ଆରମ୍ଭ ହୋଇଛି। ଓଡ଼ିଶାର କଳାକୁ…

ଶୋଷ ବେଳେ ଏମିତି ପାଣି ପିଉଛି ପାରା, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ସେଲିବ୍ରିଟିଙ୍କ ହାଇଡ୍ରାମା

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜଧାନୀ ରାଜରାସ୍ତାରେ ଶନିବାର ଓଲିଉଡ ସେଲିବ୍ରିଟିଙ୍କ ହାଇଡ୍ରାମା ଦେଖିବାକୁ ମିଳିଥିଲା। ଚେନ୍ନାଇ ଯିବା ଲାଗି ଶନିବାର ସକାଳୁ ଅଭିନେତା ବାବୁସାନ ସତ୍ୟନଗର ଅଞ୍ଚଳକୁ ଆସି ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ନେଇ ବିମାନ ବନ୍ଦର ଅଭିମୁଖେ ଯାଉଥିଲେ। ହେଲେ ଏତିକି ବେଳେ…

ଗୃହ ପାଇବାରୁ ୧୭୮୬ ଫାଇଲିନ୍‌ କ୍ଷତିଗ୍ରସ୍ତ ବଞ୍ଚିତ

କୃଷ୍ଣପ୍ରସାଦ,୨୪।୭(ଡି.ଏନ୍‌.ଏ.): ଫାଇଲିନ୍‌ ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ବାସଗୃହ ଯୋଗାଣ ଦାବିରେ ଶୁକ୍ରବାର ଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଓ ବ୍ରହ୍ମଗିରି ଅଞ୍ଚଳର ବାତ୍ୟା ନିରୋଧକ ମଞ୍ଚ ପକ୍ଷରୁ କୃଷ୍ଣପ୍ରସାଦ ବ୍ଲକ ଆଗରେ ଧାରଣା ଦିଆଯାଇଛି। ମଞ୍ଚ ଆବାହକ ସୁବାସ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ…

ଏସ୍‌ଏଚ୍‌ଜି ଗ୍ରୁପ୍‌ଙ୍କୁ ମହୁ ମିଶନରେ ଅନ୍ତର୍ଭୁକ୍ତ କରାଉଛି କେଭିଆଇସି

ଭୁବନେଶ୍ୱର,୨୪।୭: ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ମହୁ ମିଶନ କାର୍ଯ୍ୟକ୍ରମ ଜରିଆରେ ଶନିବାର ଖୋର୍ଦ୍ଧା ଜିଲା, ଧଉଳି ଗ୍ରାମପଞ୍ଚାୟତର ନାଖୁର ଗାଁର ପାଲକ ଏସ୍‌ଏଚ୍‌ଜିର ୧୦ ଜଣ ସଦସ୍ୟଙ୍କୁ ମହୁମାଛି କଲୋନୀ, ଲୁହା ଷ୍ଟାଣ୍ଡ ଏବଂ ୧୦ଟି ସେଟ୍‌ ଟୁଲ୍‌କିଟ୍‌…

କାଶୀପୁରରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଘେରିଲେ

ରାୟଗଡ଼ା ଅଫିସ/ଟିକିରି,୨୪।୭(ଡି.ଏନ୍‌.ଏ.): ରାୟଗଡ଼ା, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଶନିବାର ଆଉ ଜଣେ କଲେରା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡୁଡୁକାବାହାଲ ପଞ୍ଚାୟତ ଡେଘାଗୁଡ଼ା ଗ୍ରାମର ଅର୍ଜୁନ ଜାନି(୫୫)। ଏହାକୁ…

ହ୍ବାଟ୍ସଆପ୍‌ ନମ୍ବର ଦେବେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଚଳିତ ଶିକ୍ଷାବର୍ଷରେ ଯୁକ୍ତ୨ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି। ଗତ ୨୦ ତାରିଖରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିଲା ବେଳେ ଶନିବାର ସୁଦ୍ଧା ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ…

ବାସ୍ତୁ ଅନୁସାରେ କିପରି ହେବା ଦରକାର ପ୍ରବେଶ ଦ୍ୱାର, ଜାଣନ୍ତୁ…

ଘରର ପ୍ରବେଶ ଦ୍ୱାରକୁ ସର୍ବଦା ସଫାସୁତୁରା ଆଉ ସୁନ୍ଦର ରଖିବା ଦରକାର। କାରଣ ଏହା ହେଉଛି ଘର ପାଇଁ ଖୁସିର ଦ୍ୱାର। ତେଣୁ ବାସ୍ତୁଶାସ୍ତ୍ର ଅନୁସାରେ ଘରର ପ୍ରବେଶ ଦ୍ୱାର କିପରି ହେବା ଦରକାର ଆସନ୍ତୁ ଜାଣିନେବା ସେ ସମ୍ପର୍କରେ… *…

ଭୁଲ୍‌ ଇଞ୍ଜେକ୍ସନରୁ ଗର୍ଭସ୍ଥ ଶିଶୁ, ମା’ ମୃତ

ବାରିପଦା ଅଫିସ,୨୪।୭: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲରେ ଭୁଲ୍‌ ଇଞ୍ଜେକ୍ସନ ଯୋଗୁ ଶନିବାର ଗର୍ଭସ୍ଥ ଶିଶୁ ସମେତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିସହ ପ୍ରସବକାଳୀନ ଚିକିତ୍ସାରେ ଅବହେଳା ଓ ମୃତଦେହ ବ୍ୟବଚ୍ଛେଦ ବିଳମ୍ବ ନେଇ…

ଏକୁଟିଆ ଅନୁଭବ କରୁଛନ୍ତି କରନ!

ମୁମ୍ବାଇ: ବଲିଉଡର ଆଗଧାଡିର ନିର୍ଦ୍ଦେଶକ କରନ ଜୋହର ଏବେ ଏକୁଟିଆ ଅନୁଭବ କରୁଛନ୍ତି । ଏକଥା ଆମେ କହୁନୁ ଏକଥା କହୁଛି ତାଙ୍କ ଚାଟ ଶୋ’ କଫି ୱିଥ କରନ । ନିକଟରେ ଏହି ଶୋକୁ ବଲିଉଡ ଖିଲାଡି ବୟ ଅକ୍ଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?