Home Left

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ/ଜୟପୁର, ୧୨।୩(ସ୍ବ.ପ୍ର./ନି.ପ୍ର.): କୋରାପୁଟ-ବିଶାଖାପାଟଣା ମଧ୍ୟରେ ପାଡୁଆ ଷ୍ଟେଶନର ଭେଜା ଗ୍ରାମ ନିକଟରେ ଏକ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏହା ପରେ ଉକ୍ତ ରୁଟ୍‌ରେ ସମସ୍ତ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଥିଲା। ଲାଇନ୍‌ କ୍ଲିଅର କରାଯାଇ ୧୧ଘଣ୍ଟା ପରେ ଉକ୍ତ ରୁଟ୍‌ରେ…

ପୋଖରୀରେ ବୁଡ଼ି ଦୁଇ ଶିଶୁ ମୃତ

ରାଜକନିକା, ୧୨ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅନ୍ତର୍ଗତ ଡଙ୍କାରୀ ଗାଁର ଏକ ପୋଖରୀରେ ବୁଡି ଦୁଇ ଶିଶୁଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି। ଏନେଇ ଥାନା ପକ୍ଷରୁ ଅପମୃତ୍ୟୁ ମାମଲା ରୁଜୁ ସହ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ପୂର୍ବାହ୍ନ…

ପୂରଣ ହୋଇପାରୁନି ଓଡ଼ିଶା କୋଟା

ଯାଜପୁର ଅଫିସ,୧୨ା୩: ପ୍ରତିରକ୍ଷା ସେବାରେ ଆଗ୍ରହୀ ଛାତ୍ରୀଛାତ୍ରଙ୍କ ପାଇଁ ରାଷ୍ଟ୍ରୀୟ ଇଣ୍ଡିଆନ ମିଲିଟାରୀ କଲେଜ, ଡେରାଡୁନ୍‌ରେ ଜାନୁୟାରୀ ୨୦୨୩ ଶିକ୍ଷାବର୍ଷ ନିମନ୍ତେ ଯୋଗ୍ୟତା ପରୀକ୍ଷା ଆସନ୍ତା ଜୁନ୍‌ ୪ ତାରିଖରେ ଅନୁଷ୍ଠିତ ହେବ। ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସ୍ବତନ୍ତ୍ର…

ସଚେତନତା ଉପରେ ଗୁରୁତ୍ୱାରୋପ

ଯାଜପୁର ଅଫିସ,୧୨ା୩: ଜିଲା ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓସୱାନ ସମ୍ମିଳନୀ କକ୍ଷଠାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ରୌଦ୍ରତାପ, ଅଂଶୁଘାତ, ଜଳ ଓ ବିଜୁଳି କଷ୍ଟ ନିବାରଣ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ…

ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ନିଆଁ

ସଜନାଗଡ଼,୧୨।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ସ୍ଥିତ ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିଛି। ଫଳରେ ବହୁ ବୃକ୍ଷଲତା, କୀଟପତଙ୍ଗ ଓ ବନୌଷଧି ଭସ୍ମୀଭୂତ ହୋଇଯାଇଛି। ତୃଣଭୋଜୀ ପ୍ରାଣୀମାନେ ବିଶେଷ ପ୍ରଭାବିତ ହେବା ସହ ସଂଲଗ୍ନ ଗାଁ ପ୍ରତି ବିପଦ ଆଶଙ୍କା ଦେଖାଦେଇଛି।…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଏନ୍‌ଓସି ଦେଇଛି ଏନ୍‌ଏମ୍‌ଏ

ପୁରୀ ଅଫିସ,୧୨।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ) ନୋ ଅବ୍‌ଜେକ୍ସ ସାର୍ଟିଫିକେଟ (ଏନ୍‌ଓସି) ଦେଇଥିବାବେଳେ ଆଇନସମ୍ମତ ଭାବେ କାର୍ଯ୍ୟ ଚାଲିଛି ବୋଲି ରାଜ୍ୟ ସରକାର ଶୁକ୍ରବାର ଏକ ପ୍ରେସ୍‌ ବିଜ୍ଞପ୍ତିରେ ସ୍ପଷ୍ଟ କରିଛନ୍ତି। ରାଜ୍ୟ ସରକାରଙ୍କ…

କୋର୍ଟରେ ହାଜର ହେଲେ ଅଭିଯୁକ୍ତ ପୁଞ୍ଜିଲାଲ ମେହେର

ବଲାଙ୍ଗୀର ଅଫିସ,୧୨ା୩: ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ପାଟଣାଗଡ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଥିବା ଜଣାପଡିଛି। ପୂର୍ବରୁ ବଲାଙ୍ଗୀର ଜିଲା ପାଟଣାଗଡ ଉପକାରାଗାର ଭିତରୁ ଫେରାର ମାରିବା ଉଦ୍ୟମ କରିବା ନେଇ ଅଭିଯୋଗ…

ପ୍ରାଥମିକ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ଗ୍ରାମବାସୀ

ପଟ୍ଟାମୁଣ୍ଡାଇ,୧୨।୩(ସ୍ବ.ପ୍ର.): ସରକାର ଗ୍ରାମପଞ୍ଚାୟତ ଲୋକମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଏଏନ୍‌ଏମ୍‌ କେନ୍ଦ୍ର ସ୍ଥାପନ କରିଛନ୍ତି। ଲୋକଙ୍କୁ ନିଜ ଘର ପାଖରେ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏହି ବ୍ୟବସ୍ଥା କରାଯାଇଛି। ହେଲେ ଦାୟିତ୍ୱରେ ଥିବା…

ପାକ୍‌ ପାର୍ଲାମେଣ୍ଟ ଲଜ୍‌ରେ ପୋଲିସ

ଇସ୍‌ଲାମାବାଦ,୧୨ା୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଥିବାବେଳେ ଏହା ପୂର୍ବରୁ ଇସ୍‌ଲାମାବାଦ ପୋଲିସ ଗୁରୁବାର ରାତିରେ ପାର୍ଲାମେଣ୍ଟ ଲଜ୍‌ରେ ଧସେଇ ପଶି ୧୯ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ନ୍ୟାଶନାଲ ଆସେମ୍ବ୍ଲିର…

କେନ୍ଦ୍ର, ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୨ା୩: ମୟୂରଭଞ୍ଜ ଜିଲା ବାଦାମପାହାଡ଼ରୁ ବେଆଇନ ଲୁହାପଥର ଉତ୍ତୋଳନ କରାଯିବା ଘଟଣାରେ ହାଇକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ଲାଗି ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ବାଦାମପାହାଡ଼ ଗ୍ରାମର ଏସ୍‌.କେ. ସାଜିଦ୍‌ ଅଲ୍ଲୀ ଏବଂ ଅନ୍ୟମାନଙ୍କ ପକ୍ଷରୁ ଆଗତ…

ନିରୀହଙ୍କ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି

କ୍ୱିଭ୍‌,୧୧ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣରେ ନିରୀହ ନାଗରିକଙ୍କ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ରୁଷୀୟ ସୈନ୍ୟଙ୍କ ଗୁଳିଗୋଳା ଓ ମିଶାଇଲ ମାଡ଼ରେ ଅଦ୍ୟାବଧି ୫୪୯ ୟୁକ୍ରେନୀୟ ନିହତ ଓ ୯୫୭ ଆହତ ହୋଇଥିବାବେଳେ ସାଧାରଣ ଜନତାଙ୍କୁ ଯନ୍ତ୍ରଣା ଭୋଗିବାକୁ ପଡ଼ୁଛି ବୋଲି ଜାତିସଂଘ ମାନବାଧିକାର…

ବୁଲା ବାବାଙ୍କ ଲଡୁ ଖାଇ ୬ ଅସୁସ୍ଥ

ଦଶମନ୍ତପୁର, ୧୧।୩(ଡି.ଏନ୍‌.ଏ.): ହାତ ଦେଖିବାକୁ ଗାଁକୁ ଆସିଥିଲେ ବୁଲା ବାବା। ଲୋକମାନଙ୍କୁ ଖାଇବାକୁ ଦେଲେ ଲଡୁ। ବୁଲା ବାବାଙ୍କଠାରୁ ଲଡୁ ଖାଇଥିବା ୬ଜଣ ଏବେ ଅସୁସ୍ଥ। ସେମାନଙ୍କ ମଧ୍ୟରୁ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଅଛି। ଗୁରୁତରଙ୍କୁ କୋରାପୁଟ ଜିଲା ମୁଖ୍ୟ ଚିକିତ୍ସାଳୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri