Home Left

ହତ୍ୟା ଧମକ ପରେ ବନ୍ଧୁକ ଲାଇସେନ୍ସ ପାଇଁ ଆବେଦନ କଲେ ସଲମାନ

ବମ୍ବେ: ନିଜର ସୁରକ୍ଷା ଲାଗି ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ଦବଙ୍ଗ ଖାନ୍‌ ସଲମାନ। ସେ ମୁମ୍ବାଇ ପୁଲିସ ନିକଟରେ ବନ୍ଧୁକ ଲାଇସେନ୍ସ ପାଇଁ ଆବେଦନ କରିଛନ୍ତି। ସଲମାନଙ୍କୁ ହତ୍ୟା ଧମକ ମିଳିବା ପରେ ଆତ୍ମ ସୁରକ୍ଷା ପାଇଁ ସେ ପୋଲିସ…

ହଟିଲା ରହିତାଦେଶ: ହାଇସ୍କୁଲରେ ଠିକା ଶିକ୍ଷକ ନିଯୁକ୍ତି ପାଇଁ ବାଟ ଫିଟିଲା

କଟକ ଅଫିସ,୨୨।୭: ହାଇସ୍କୁଲରେ ଠିକା ଶିକ୍ଷକ ନିଯୁକ୍ତି ପାଇଁ ବାଟ ଫିଟିଛି। ୨୦୨୧ ମସିହାରେ ଜାରି ଠିକା ଶିକ୍ଷକ ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତିକୁ ବିରୋଧ କରି ଦାୟର ସମସ୍ତ ମାମଲାକୁ ଶୁକ୍ରବାର ହାଇକୋର୍ଟ ଖାରଜ କରିବା ସହ ଅନ୍ତରୀଣ ରହିତାଦେଶ ହଟାଇଛନ୍ତି।…

ସୂର୍ଯ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୭(ବ୍ୟୁରୋ) : ଓଡ଼ିଶାର ବିଶିଷ୍ଟ ସିନେ ସମୀକ୍ଷକ ସୂର୍ଯ୍ୟ ଦେଓ ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବେ। ‘କାଲି ପାଇଁ କାଲିର ସିନେମା’ ପୁସ୍ତକ ପାଇଁ ସେ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ନବୀନ…

ବିସ୍ଫୋରକ ଫର୍ମରେ ଧାଓ୍ବନ, ଭାରତ ୧୮୩/୧

ପୋର୍ଟ ଅଫ୍‌ ସ୍ପେନ୍‌,୨୨।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲା ଶୁକ୍ରବାର ଖେଳାଯାଉଛି। ଏଥିରେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ନିକୋଲାସ ପୁରାନ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ଭାରତ…

୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ନବୀନ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ଆସନ୍ତା ୨୫ ତାରିଖରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ନେବେ। ଏହି ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ…

‘କୋହଲି ଖେଳୁ ନ ଥିବାରୁ ନିରାଶ ହେଲୁ’

ପୋର୍ଟ ଅଫ୍‌ ସ୍ପେନ୍‌,୨୨।୭: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଏବଂ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି୨୦ ମ୍ୟାଚ୍‌ ଖେଳିବ ଭାରତ। ଶୁକ୍ରବାରଠାରୁ ଦିନିକିଆ ସିରିଜର ପ୍ରଥମ ମୁକାବିଲା ଖେଳାଯିବ। ଏହି ସିରିଜରେ ଭାରତର ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି।…

ପିଲାଙ୍କୁ ପଢ଼ାଇଲେ ବିଧାୟକ

ପାଟଣା,୨୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ସଭାପତି ଜଗନ୍ନାଥ ନାଏକ ଶୁକ୍ରବାର ପିଲାଙ୍କୁ ପାଠ ପଢାଇଥିଲେ। ବିଧକ ନାଏକ ଚାରାରୋପଣ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସାହାରପଡ଼ା ବ୍ଲକ ଖୁଣ୍ଟାପଡ଼ା ପଞ୍ଚାୟତ ଗୋଜିଟାଙ୍ଗିରି ଉଚ୍ଚ ବିଦ୍ୟାଳୟର ନବମ…

ଗିରଫ ହେଲେ ୪ ଲୁଟେରା: ୫ ବାଇକ୍‌ ସହ ଟଙ୍କା ଜବତ

ଭଦ୍ରକ ଅଫିସ,୨୨।୭: ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ୨ଟି ମାମଲାରେ ୪ଜଣ ଲୁଟେରାଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୫ ଚୋରି ବାଇକ୍‌ ଓ ନଗଦ ଟଙ୍କା ଜବତ କରାଯାଇଥିବା ଶୁକ୍ରବାର ଗ୍ରାମାଞ୍ଚଳ ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଭଦ୍ରକ ଏସ୍‌ଡିପିଓ ପ୍ରଭାସ…

ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ: ଜାଣନ୍ତୁ କେବେ, କେଉଁଠି ଆଉ କିଭଳି ଦେଖିପାରିବେ…

ପୋର୍ଟ ଅଫ୍‌ ସ୍ପେନ୍‌,୨୨।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ଖେଳାଯିବ। ଏହି ମ୍ୟାଚ୍‌ରେ ଶିଖର ଧାଓ୍ବନ ଅଧିନାୟକ ଦାୟିତ୍ୱ ନିର୍ବାହ କରିବେ। ଆସନ୍ତୁ ଜାଣିବା ଏହି ମ୍ୟାଚ୍‌ର ଲାଇଭ୍‌ ପ୍ରସାରଣ କେବେ, କେଉଁଠି ଆଉ…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ: ୧୫ ଦିନ ତଳେ କରିଥିଲେ ବିବାହ

ଆରଡି,୨୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଥାନା ଅଧୀନ ଶ୍ୟାମସୁନ୍ଦରପୁର ଗ୍ରାମରେ ଶୁକ୍ରବାର ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଜେନ୍ଦ୍ର ମଲିକ(୨୮)। ମିଳିଥିବା ସୂଚନା ମୁତାବକ, ରାଜେନ୍ଦ୍ର ବିଲରେ କାମ କରୁଥିଲେ। ସେତିକିବେଳେ ଘଡ଼ଘଡି ସହ ବର୍ଷା…

୧୨ ବର୍ଷର ଅପେକ୍ଷା, ହେଲେ ୧୫ ମିନିଟ୍‌ରେ ସରିଥିଲା ବିବାହ

ବମ୍ବେ: ୧୨ ବର୍ଷର ଅପେକ୍ଷା। ହେଲେ ୧୫ ମିନିଟରେ ସରିଥିଲା ବିବାହ। ଆମେ କଥା ହେଉଛୁ ଟେଲିପରଦାର ସବୁଠାରୁ ଲୋକପ୍ରିୟ ଧାରାବାହିକ ‘ଅନୁପମା’ର ଅଭିନେତ୍ରୀ ରୁପାଲି ଗାଙ୍ଗୁଲୀଙ୍କ କଥା। ନିକଟରେ ସେ ‘ସ୍ବୟଂମ୍ବର: ମିକା ଦି ବୋଟି’ରେ ଅତିଥି ଭାବେ ପହଞ୍ଚିଥିଲେ।…

ଚିନି ଭାବି ଖାଇଦେଲେ ୟୁରିଆ ସାର: ଆଈଙ୍କ ସହ ୩ ନାତିନାତୁଣୀ ଗୁରୁତର

ଦେବଗଡ଼,୨୨ା୭(ଡି.ଏନ୍‌.ଏ.): ଚିନି ଭାବି ୟୁରିଆ ସାର ଖାଇଦେବାରୁ ଜଣେ ବୃଦ୍ଧାଙ୍କ ସହ ୩ ଶିଶୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ବମ୍ପରଡା ଗ୍ରାମରେ। ସୂଚନା ଅନୁଯାୟୀ, ବମ୍ପରଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?