Home Left

ମଧ୍ୟାହ୍ନ ଭୋଜନ ଦୁର୍ନୀତି: ସିଆର୍‌ସିସିଙ୍କୁ କାର୍ଯ୍ୟାନ୍ତର ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋରାପୁଟ ଓ ବଲାଙ୍ଗିରରେ ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣାରେ ସବୁ ସିଆର୍‌ସିସିଙ୍କୁ କାର୍ଯ୍ୟାନ୍ତର କରିବା ଲାଗି ଗଣଶିକ୍ଷା ବିଭାଗ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି…

ଆର୍‌ଆଇ ଅଫିସ୍‌ ଆଜବେଷ୍ଟସ୍‌ରୁ ପାଣି ଗଳୁଛି

ନିରାକାରପୁର,୨୨।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଗୃହ ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ଲଗାଣ ବର୍ଷା ହେଲେ କାନ୍ଥ ବାଡଠାରୁ ଆରମ୍ଭ କରି ଆଜବେଷ୍ଟସରୁ ପାଣି ଝରୁଛି। ଏଥିସହ ଗୃହର ଚାରିଆଡ ବିରାଟକାୟ ହୁଙ୍କା ରହିଛି। କିଛି…

ଗର୍ଭବତୀ ଥିବା ଦେଖାଇବାକୁ ଯାଇ ଏତେ ମହଙ୍ଗା ଡ୍ରେସ ପିନ୍ଧିଲେ ଆଲିଆ

ମୁମ୍ବାଇ: ବଲିଉଡ ନାୟିକା ଆଲିଆ ଭଟ୍ଟ ମା’ ହେବାକୁ ଯାଉଛନ୍ତି । ଏବେ ସେ ତାଙ୍କ ପ୍ରେଗ୍ନେନସି ଟାଇମକୁ ଖୁବ୍ ଏନଜୟ କରୁଛନ୍ତି । ୨୭ ଜୁନ ୨୦୨୨ରେ ସେ ମାଆ ହେବାକୁ ଯାଉଥିବା ଖବର ଦେଇ ସମସ୍ତଙ୍କୁ ଚମକାଇ ଦେଇଥିଲେ…

ଆଜି ରାଜ୍ୟରୁ ୧୧୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୪୬ ଶିଶୁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୧୭୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୪,୩୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯୦ ଜଣ ଚିହ୍ନଟ ହୋଇଥିବା…

ରାଜ୍ୟ ସରକାର-ଆଇଏଫ୍‌ସି ବୁଝାମଣାପତ୍ର ସ୍ବାକ୍ଷର

ଭୁବନେଶ୍ବର,୨୨ା୭(ବ୍ୟୁରୋ): ରାଷ୍ଟ୍ରାୟତ୍ତ ସମ୍ପତ୍ତି ମୁଦ୍ରୀକରଣ ଓ ପୁନଃ ବିନିଯୋଗ ପାଇଁ ରାଜ୍ୟ ସରକାର ଓ ବିଶ୍ୱବ୍ୟାଙ୍କର ଅନ୍ତର୍ଜାତୀୟ ଅର୍ଥ ନିଗମ (ଆଇଏଫ୍‌ସି) ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଲୋକସେବା ଭବନ ସଭାଗୃହରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ…

୪ ବର୍ଷ ହେଲା ସ୍ଥାୟୀ ଉପନିବନ୍ଧକ ନାହାନ୍ତି

ନାଉଗାଁ , ୨୨ା୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ଉପନିବନ୍ଧକ କାର୍ଯ୍ୟାଳୟରେ ଉପନିବନ୍ଧକଙ୍କ ପଦବୀ ଦୀର୍ଘ ୪ ବର୍ଷ ହେବ ଖାଲି ପଡିଛି। ୨୦୧୮ ସେପ୍ଟେମ୍ବରରେ ମହେଶ୍ୱର ବେହେରା ଉପନିବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କର ଅନ୍ୟତ୍ର ବଦଳି ପରେ ପଦବୀଟି ଖାଲି…

ଗୋଟିଏ ଦଶକ ପରେ ନ୍ୟୁୟର୍କରେ ପ୍ରଥମ ପୋଲିଓ ଆକ୍ରାନ୍ତ ଚିହ୍ନଟ

ନ୍ୟୁୟର୍କ,୨୨ ।୭: ଦଶ ବର୍ଷ ପୂର୍ବେ ଆମେରିକାକୁ ପୋଲିଓ ମୁକ୍ତ ଘୋଷଣା କରାଯାଇଥିଲା । ଏବେ ୧୦ ବର୍ଷ ପରେ ନ୍ୟୁୟର୍କର ରକଲ୍ୟାଣ୍ଡ କାଉଣ୍ଟିରେ ଜଣେ ଯୁବକଙ୍କ ନିକଟରେ ପୋଲିଓ ଭୂତାଣୁ ମିଳିଛି । ସ୍ଥାନୀୟ ସ୍ୱାସ୍ଥ୍ୟ ଅଧିକାରୀ ଗୁରୁବାର ୨୧…

୩ ମାସ ହେବ ମିଳୁନି ଟଙ୍କିକିଆ ଚାଉଳ

ଏରସମା,୨୨ା୭(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ପୋଖରିଆପଡା ପଞ୍ଚାୟତରେ ଯୋଗାଣ ସାମଗ୍ରୀ ପ୍ରଦାନରେ ଅନିୟମିତତା ହୋଇଥିବା ଗୁରୁବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ସ୍ଥାନୀୟ ଲୋକଙ୍କୁ ଯୋଗାଣ ସାମଗ୍ରୀ ପ୍ରଦାନ କରିବା ପାଇଁ ବ୍ଲକ ଯୋଗାଣ ବିଭାଗ ପକ୍ଷରୁ ଭଜନା…

ବାଂଲାଦେଶୀ ଅନୁପ୍ରବେଶକାରୀ ଭର୍ତ୍ତି

କେନ୍ଦ୍ରାପଡ଼ା ଅଫିସ, ୨୨ା୭: ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଆସିଥିବା ୨୯,୨୪୯ଙ୍କ ମଧ୍ୟରୁ ଲାଇସେନ୍ସ ପ୍ରାପ୍ତ ଠିକାଦାରଙ୍କ ମାଧ୍ୟମରେ କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୨୩ ଜଣ ଶ୍ରମିକ କାର୍ଯ୍ୟ କରୁଛନ୍ତି। ଏହି ସୂଚନା ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ…

ବାଲିଚନ୍ଦ୍ରପୁର-ଦେକୁରି ରାସ୍ତା ମରଣଯନ୍ତା

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୨୨ା୭(ଡି.ଏନ୍‌.ଏ./ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ବିଭାଗ ଜାରକା ଡିଭିଜନ୍‌ ଅଧୀନରେ ନିର୍ମାଣ ହୋଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ପାଲଟିଛି ମରଣଯନ୍ତା। ମାତ୍ର ୨ବର୍ଷ ତଳେ କାମ ଶେଷ ହୋଇଥିବାବେଳେ ଏବେ ଏହି ରାସ୍ତାରେ ଆଣ୍ଠୁଏ ଲେଖା ଖାଲ ସୃଷ୍ଟି ହୋଇଛି, ଯଦ୍ଦ୍ବାରା ପୋଖରୀର…

ଦୋକାନ ଗୃହ ଅନିୟମିତତାର ତଦନ୍ତ ହେଉନି

ବାଲିଚନ୍ଦ୍ରପୁର,୨୨ା୭(ସ୍ବ.ପ୍ର.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ବାଲିଚନ୍ଦ୍ରପୁର ବଜାରରେ ନିର୍ମାଣାଧୀନ ଦୋକାନ ଗୃହରେ ବ୍ୟାପକ ଅନିୟମିତତା ହୋଇଛି। ଗୋଟିଏ ଗୃହ ପ୍ରଦାନ ପାଇଁ ବେଆଇନ ଭାବେ ପ୍ରଭାବଶାଳୀ ଲୋକଙ୍କଠାରୁ ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏ ଆଦାୟ କରାଯାଇଛି।…

୪ ମାସ ହେଲା ଆସୁନି ମଧ୍ୟାହ୍ନଭୋଜନ ଅନୁଦାନ

ବିଞ୍ଝାରପୁର,୨୨ା୭(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକରେ ପ୍ରହସନ ପାଲଟିଛି ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ। ମାସମାସ ଧରି ବିଦ୍ୟାଳୟକୁ ଆସୁନି ମଧ୍ୟାହ୍ନଭୋଜନ ବାବଦ ଅନୁଦାନ। ଫଳରେ ଛାତ୍ରୀଛାତ୍ରଙ୍କୁ ଖାଇବାକୁ ଦେଇ ଦୋକାନୀଙ୍କ ନିକଟରେ ବନ୍ଧା ପଡ଼ିଛନ୍ତି ପ୍ରଧାନଶିକ୍ଷୟିତ୍ରୀ,ଶିକ୍ଷକ। ଏପରି ଘଟଣା ଦେଖିବାକୁ ମିଳିଛି ବ୍ଲକର ବିଭିନ୍ନ ସ୍କୁଲରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?