Home Left

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ସୋନିଆ

ନୂଆଦିଲ୍ଲୀ,୨୨।୭: ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଓଡ଼ିଶା ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏନଡିଏ ପ୍ରାର୍ଥୀ ନୂତନ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ସେ ଖୁବ୍‌ଶୀଘ୍ର…

ଇଣ୍ଡିଗୋ ବିମାନରେ ବୋମା ଆତଙ୍କ

ପାଟନା,୨୨ ।୭: ପାଟନାରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନରେ ବୋମା ଥିବା କଥା ଜଣେ ବ୍ୟକ୍ତି କହିବାରୁ ବିମାନଟିକୁ ପାଟନାରେ ଅଟକାଇ ଦିଆଯାଇଥିଲା । ବ୍ୟକ୍ତି ଜଣକ କହିଥିଲେ ମୋ ବ୍ୟାଗରେ ବୋମା ରହିଛି । ବିମାନର ଯାତ୍ରା…

ସର୍ବକନିଷ୍ଠ ରାଷ୍ଟ୍ରମୁଖ୍ୟ

ନୂଆଦିଲ୍ଲୀ, ୨୨ା୭:ଓଡ଼ିଶାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁରରୁ ରାଇସିନା ହିଲ୍‌ ଯାତ୍ରା ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସହଜ ନ ଥିଲା। କାଉନସିଲରରୁ ପୌରାଧ୍ୟକ୍ଷା, ରାଜ୍ୟ କ୍ୟାବିନେଟରେ ମନ୍ତ୍ରୀ ହେବା ପରେ ଝାଡ଼ଖଣ୍ଡର ପ୍ରଥମ ମହିଳା ରାଜ୍ୟପାଳ ହେବାର ସୌଭାଗ୍ୟ ଲାଭ କରିଥିଲେ ଦ୍ରୌପଦୀ।…

ବର୍ଷାରେ ଧସିଲା ବୁନ୍ଦେଲଖଣ୍ଡ ଏକ୍ସପ୍ରେସ୍‌ଓ୍ବେ: ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିଥିଲେ ୫ ଦିନ ଗଲାନି

ଲକ୍ଷ୍ନୌ, ୨୨ା୭:ଗତ ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶରେ ଉଦ୍‌ଘାଟନ କରିଥିବା ବୁନ୍ଦେଲଖଣ୍ଡ ଏକ୍ସପ୍ରେସ୍‌ଓ୍ବେର କିଛି ଅଂଶ ବର୍ଷାରେ ଧସିଯାଇଛି। ଚିତ୍ରକୂଟର ଭରତକୋପରୁ କୁର୍ଦ୍ଦେଲକୁ ସଂଯୋଗ କରୁଥିବା ଏହି ୨୯୬ କିଲୋମିଟର ଦୀର୍ଘ ୪ ଲେନ୍‌ ବିଶିଷ୍ଟ ଏକ୍ସପ୍ରେସ୍‌ ଓ୍ବେର…

‘ମୋତେ କ୍ୟାନ୍‌ସର ହୋଇଛି’

ଓ୍ବାଶିଂଟନ୍‌, ୨୧ା୭: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ବୁଧବାର ଦେଇଥିବା ଭାଷଣର ଏକ ଭିଡିଓ କ୍ଲିପ୍‌ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ତାଙ୍କୁ କ୍ୟାନ୍‌ସର ହୋଇଥିବା ନେଇ ବାଇଡେନ୍‌ କହୁଥିବାର ଶୁଣିବାକୁ ମିଳିଛି। ବାଇଡେନ୍‌ଙ୍କ ଏଭଳି ବକ୍ତବ୍ୟକୁ ନେଇ…

୯୪ ୟୁଟ୍ୟୁବ୍‌ ଚ୍ୟାନେଲ, ୧୯ ସୋସିଆଲ ମିଡିଆ ଆକାଉଣ୍ଟକୁ କରାଯାଇଛି ବ୍ଲକ

ନୂଆଦିଲ୍ଲୀ, ୨୧ା୭: ଦେଶ ସ୍ବାର୍ଥ ବିରୋଧୀ କାର୍ଯ୍ୟକଳାପ ପାଇଁ ୨୦୨୧-୨୨ରେ କେନ୍ଦ୍ର ସରକାର ୯୪ ୟୁଟ୍ୟୁବ୍‌ ଚ୍ୟାନେଲ, ୧୯ ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ୭୪୭ ୟୁଆର୍‌ଏଲ୍‌ ତଥା ଓ୍ବେବସାଇଟ୍‌କୁ ବ୍ଲକ କରିଛନ୍ତି। ସୂଚନା ପ୍ରଯୁକ୍ତି ବିଦ୍ୟା ଆଇନ ଅନୁସାରେ ଏହି…

ପାକିସ୍ତାନରୁ ମିଳିଲା ମୁସେଓ୍ବାଲାଙ୍କ ବାପାଙ୍କୁ ହତ୍ୟା ଧମକ

ଚଣ୍ଡିଗଡ଼,୨୧।୭: ପଞ୍ଜାବ ଲୋକପ୍ରିୟ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟାପରେ ବର୍ତ୍ତମାନ ତାଙ୍କ ପିତାଙ୍କୁ ହତ୍ୟା ଧମକ ଦିଆଯାଇଛି। ଏହି ଧମକ ସିଦ୍ଧୁ ମୁସେୱାଲାଙ୍କ ପିତା ବଲକୌର ସିଂଙ୍କୁ ଏକ ପୋଷ୍ଟ ଜରିଆରେ ଦିଆଯାଇଥିବା ଜଣାପଡ଼ିଛି। ଉକ୍ତ ଧମକପୂର୍ଣ୍ଣ ଚିଠିରେ ପରବର୍ତ୍ତୀ ନମ୍ବର…

ନୂତନ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇଲେ ବିରୋଧୀ ନେତା

ନୂଆଦିଲ୍ଲୀ,୨୧।୭: ପ୍ରଥମ ଓଡ଼ିଆ ଓ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ବିରୋଧୀ ନେତାଙ୍କ ଶୁଭେଚ୍ଛାର ସୁଅ ଛୁଟିଛି। ଏହିକ୍ରମରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ…

ନବନିର୍ବାଚିତ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଲେ କୋବିନ୍ଦ-ଶାହା

ନୂଆଦିଲ୍ଲୀ,୨୧।୭: ଓଡ଼ିଶାର ମୟୁରଭଞ୍ଜ ଜିଲା ରାଇରଙ୍ଗପୁର ଝିଅ ଦ୍ରୌପଦୀ ମୁର୍ମୁ ଗୁରୁବାର ଭାରତର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦୁଇ-ତୃତୀୟାଂଶ ଭୋଟ ହାସଲ କରି ପ୍ରଥମ ଆଦିବାସୀ ମହିଳା ରୂପେ…

ବାଲୁକାକଳାରେ ନୂତନ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା

ପୁରୀ ଅଫିସ,୨୧।୭: ଭାରତର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ନିର୍ବାଚନରେ ମୁର୍ମୁଙ୍କ ମହାବିଜୟ ହୋଇଥିବା ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ମୁର୍ମୁଙ୍କ ଏହି ଐତିହାସିକ ବିଜୟରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ତାଙ୍କୁ…

ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଲେ ଯଶଓ୍ବନ୍ତ

ନୂଆଦିଲ୍ଲୀ,୨୧।୭: ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷର ରାଷ୍ଟ୍ରପତି ନିର୍ବାଚନରେ ମୁର୍ମୁଙ୍କ ଐତିହାସିକ ବିଜୟ ପାଇଁ ଯଶଓ୍ବନ୍ତ ଟୁଇଟ…

ନୂଆ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ମୁର୍ମୁଙ୍କ ବିଜୟ ପରେ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟପାଳ ଗଣେଶୀ ଲାଲ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?