Home Left

ଖତ୍‌ରୋ କେଁ ଖିଲାଡି ଟ୍ରଫିରୁ ବଞ୍ଚିତ ହେଲେ ଜନ୍ନତ୍‌

ମୁମ୍ବାଇ: ନିଜର ଶ୍ରେଷ୍ଠ ପ୍ରଦର୍ଶନ ଦେଇ ମଧ୍ୟ ଟ୍ରଫିରୁ ବଞ୍ଚିତ ହୋଇଛନ୍ତି ବଲିଉଡ୍‌ ଅଭିନେତ୍ରୀ ଜନ୍ନତ ଜୁବୈର। ସେ ଚଳିତବର୍ଷର ଖତ୍‌ରୋ କେଁ ଖିଲାଡି- ୧୨ରେ ଭାଗନେଇ ଖେଳୁଥିଲେ ଏବଂ ସେଥିରେ ଟ୍ରଫି ଜିତିବାକୁ ସମସ୍ତ ଉଦ୍ୟମ, ଶକ୍ତି ଲଗାଇ ଦେଇଥିଲେ।…

ଦ୍ରୌପଦୀଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ, ୨୩ରେ ଯିବେ ଦିଲ୍ଲୀ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ସେ ଆସନ୍ତା ୨୫ ତାରିଖରେ ଶପଥ ଗ୍ରହଣ କରିବେ। ତେବେ ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ ହେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଆସନ୍ତା ୨୩ ତାରିଖରେ…

ରାଇଘରରେ ମାଓବାଦୀ ବ୍ୟାନର, ପୋଷ୍ଟର

ରାଇଘର, ୨୧।୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର କୁନ୍ଦେଇ ମୁଖ୍ୟ ରାସ୍ତାକଡ଼ରେ ଗୁରୁବାର ମାଓବାଦୀମାନେ ବ୍ୟାନର ଓ ପୋଷ୍ଟର ମାରି ନିଜ ଉପସ୍ଥିତି ଜାହିର କରିଛନ୍ତି। ରାଇଘର ବ୍ଲକ ଯୋଡିଙ୍ଗା ନିକଟବର୍ତ୍ତୀ ଶାସ୍ତ୍ରୀନଗର ଛକରେ ଲାଗିଥିବା ବ୍ୟାନର ଓ ପୋଷ୍ଟରରେ ବନ ବିଭାଗର…

ବିଜୟ ଉତ୍ସବ ପାଳନ କଲେ ଭାଜପା କର୍ମକର୍ତ୍ତା

କୋକସରା,୨୧।୭(ଡି.ଏନ୍‌.ଏ): ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୨ୟ ରାଉଣ୍ଡ ସୁଦ୍ଧା ଓଡ଼ିଶାର ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ସୁନିଶ୍ଚିତ ହେବା ଦେଖାଦେଇଛି। ଏହାପରେ ଗୁରୁବାର ଦେଶରେ ଉତ୍ସବର ମାହୋଲ ଖେଳିଯାଇଛି। ଇତିମଧ୍ୟରେ କୋକସରା ବ୍ଲକରେ ଭାଜପା କର୍ମକର୍ତ୍ତାମାନେ…

୧୭ବିରୋଧୀ ଏମ୍‌ପି କରିଛନ୍ତି କ୍ରସ ଭୋଟିଂ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନର ଭୋଟଗଣନା ଜାରି ରହିଛି। ଭୋଟଗଣନାର ଦୁଇ ରାଉଣ୍ଡ ଶେଷ ହୋଇଛି। ଏପର୍ଯ୍ୟନ୍ତ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ପଛରେ ପକାଇଦେଇଛନ୍ତି। ଦ୍ୱିତୀୟ ରାଉଣ୍ଡ ଗଣନାରେ ଦ୍ରୌପଦୀ ମୁର୍ମୁ ମୋଟ ୧୩୪୯ ଭୋଟ…

ରାଜ୍ୟରୁ ସୁସ୍ଥ ହେଲେ ୧୦୨୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୦୨୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ରାଜ୍ୟରେ ୧୨,୮୭,୯୪୧ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା…

ଉପରାଷ୍ଟ୍ରପତି ନିର୍ବାଚନରୁ ଦୂରେଇ ରହିବ ଟିଏମ୍‌ସି

କୋଲକାତା,୨୧।୭: ଅଗଷ୍ଟ ୭ରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଜଗଦୀପ ଧନକର ଏନ୍‌ଡିଏ ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ବେଳେ ବିରୋଧୀ ମେଣ୍ଟ ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି ମାର୍ଗାରେଟ୍‌ ଆଲ୍‌ଭା। ତେବେ ଉପରାଷ୍ଟ୍ରପତି ନିର୍ବାଚନରୁ ଟିଏମ୍‌ସି ଦୂରେଇ ରହିବ। ଏନେଇ ଦଳ…

କେନ୍ଦ୍ର ସରକାରଙ୍କୁ ମମତାଙ୍କ ପ୍ରଶ୍ନ: ଆମ ମୃତ୍ୟୁରେ କେତେ ଜିଏସ୍‌ଟି ନେବ

କୋଲକତା,୨୧।୭: ଖାଦ୍ୟ ସାମଗ୍ରୀ ଉପରେ ଜିଏସ୍‌ଟି ଲାଗୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଗୁରୁବାର ଟାର୍ଗେଟ କରିଛନ୍ତି। ଯଦି ଦହି, ଚାଉଳ, ଏପରିକି ଡାକ୍ତରଖାନା ଶଯ୍ୟା ଉପରେ ଜିଏସ୍‌ଟି ଲାଗୁ କରାଯାଇଛି, ତେବେ ମୃତ୍ୟୁ ଉପରେ କେତେ…

ପ୍ରେମିକାଙ୍କ ଘର ନିକଟରେ କିଣିଥିବା ଫ୍ଲାଟ୍‌ ବିକିଲେ ଅର୍ଜୁନ

ବମ୍ବେ: ପ୍ରେମିକା ମଲାଇକା ଅରୋରାଙ୍କ ଘର ନିକଟରେ ଘର କିଣିଥିଲେ ବଲିଉଡ୍‌ ଅଭିନେତା ଅର୍ଜୁନ କପୁର। ଉକ୍ତ ଚାରି ବଖରା ବିଶିଷ୍ଟ ଫ୍ଲାଟ୍‌ର ମୂଲ୍ୟ ଥିଲା ୨୦ କୋଟି ଟଙ୍କା। ଏବେ ସେ ସେହି ଫ୍ଲାଟ୍‌କୁ ୧୬ କୋଟିରେ ବିକି ଦେଇଥିବା…

ଭାଉଜଙ୍କୁ ସମର୍ଥନ, ଭାଇଙ୍କୁ ଅନ୍‌ଫଲୋ

ବମ୍ବେ: ଅଲଗା ହେବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନଙ୍କ ଭାଇ ଭାଉଜ। ମାତ୍ର ତିନି ବର୍ଷର ବୈବାହିକ ସମ୍ପର୍କ ପରେ ସେମାନେ ଛାଡ଼ପତ୍ର ନେବେ। ତେବେ ଅଭିନେତ୍ରୀଙ୍କ ଭାଇଭାଉଜଙ୍କ ଏଭଳି ନିଷ୍ପତ୍ତି ନେଇ ବଡ଼ ଖବର ସାମ୍ନାକୁ ଆସିଛି। ସୁସ୍ମିତା…

ବେସରକାରୀ ଅଧ୍ୟାପକ, କର୍ମଚାରୀ ସଂଘର ଅନୁଦାନ ସତ୍ୟାଗ୍ରହ

ଗଞ୍ଜାମ,୨୧ା୭(ଡି.ଏନ୍‌.ଏ.): ରାଜ୍ୟ ବେସରକାରୀ ଓ କର୍ମଚାରୀ ସଂଘ ଆହ୍ବାନ କ୍ରମେ ଗୁରୁବାର ଗଞ୍ଜାମ କଲେଜ ଅଧ୍ୟାପକ ଓ କର୍ମଚାରୀଙ୍କ ପକ୍ଷରୁ ମୁଖ୍ୟ ଫାଟକ ସମ୍ମୁଖରେ ଦୁଇ ଘଣ୍ଟା ଧରି ଅନୁଦାନ ସତ୍ୟାଗ୍ରହ ଚାଲୁ ରହିଥିଲା। ଲୋୟର ପିଏମ୍‌ଜି ଭୁବନେଶ୍ୱରଠାରେ ସଂଘ ପକ୍ଷରୁ…

ସିଙ୍ଗାପୁର ଯିବାକୁ କେଜ୍ରିଓ୍ବାଲ୍‌ଙ୍କୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସିଙ୍ଗାପୁର ଗସ୍ତ ପାଇଁ ଅନୁମତି ମିଳିନାହିଁ। ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ନର(ଏଲ୍‌ଜି) ଭି.କେ ସକ୍ସେନା ଏହି ଗସ୍ତ ପାଇଁ ଅନୁମତି ଦେବାକୁ ମନା କରି ଦେଇଛନ୍ତି। ଅଗଷ୍ଟ ୧ରେ ଏକ ସମ୍ମିଳନୀରେ ଯୋଗଦେବା ପାଇଁ ଅରବିନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?