ଅମିର ଖାନ୍ଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
ହିନ୍ଦୀ ସିନେମାର ଜଣେ ଜଣାଶୁଣା ନାମ ହେଉଛନ୍ତି ଅମିର ଖାନ। ଦର୍ଶକମାନେ ଉତ୍ସାହର ସହିତ ତାଙ୍କ ଫିଲ୍ମକୁ ଅପେକ୍ଷା କରନ୍ତି। ସେ ଗୋଟିଏ କିମ୍ବା ଦୁଇ ବର୍ଷରେ ଗୋଟିଏ ଫିଲ୍ମ କରନ୍ତି। ଆଜି ଅମିର ୫୭ ବର୍ଷରେ ପଦାର୍ପଣ କରିଛନ୍ତି। ଫିଲ୍ମ…
ବାରାକ ଓବାମା କରୋନା ପଜିଟିଭ୍, ନେଇଥିଲେ ବୁଷ୍ଟର ଡୋଜ୍…
ଓ୍ବାଶିଂଟନ,୧୪।୩ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା କରୋନା ପଜିଟିଭ୍ ହୋଇଛନ୍ତି। ସେ ବୁଷ୍ଟର ଡୋଜ୍ ମଧ୍ୟ ନେଇଥିଲେ। ନେଇ ଓବାମା ଟୁଇଟ୍ କରି ସୂଚନା ଦେଇଛନ୍ତି। ଗତ ଦୁଇ ଦିନ ଧରି ତାଙ୍କ ଗଳାରେ ସଂକ୍ରମଣ ହେବା ସହିତ…
ଦଳ ପାଇଁ ବଳିଦାନ ଦେବାକୁ ପ୍ରସ୍ତୁତ ଗାନ୍ଧୀ ପରିବାର
ନୂଆଦିଲ୍ଲୀ,୧୪।୩: କଂଗ୍ରେସ ଆନ୍ତରୀଣ ସଭାପତି ସୋନିଆ ଗାନ୍ଧୀ ତାଙ୍କ ପରିବାର ସଦସ୍ୟ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ଅନୁଷ୍ଠିତ କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି)ରେ ଇସ୍ତଫା ପ୍ରସ୍ତାବ ଦେଇଥିଲେ। କିନ୍ତୁ ସିଡବ୍ଲ୍ୟୁସି ସର୍ବସମ୍ମତି କ୍ରମେ ଏହାକୁ ପ୍ରତ୍ୟାଖ୍ୟାନ…
କୋହଲିଙ୍କ ପାଇଁ ପାଗଳ ପ୍ରଶଂସକ; କଲେ ଏମିତି କାମ
ବେଙ୍ଗାଲୁରୁ,୧୪।୩: ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଚାଲିଥିବା ୨ ମ୍ୟାଚ ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଦୃଢ ସ୍ଥିତିରେ ଅଛି। ଭ୍ରମଣକାରୀ ଶ୍ରୀଲଙ୍କା ସମ୍ମୁଖରେ ଟିମ ଇଣ୍ଡିଆ ୪୪୭ ରନର ଏକ ବଡ଼ ଲକ୍ଷ୍ୟ…
ରୋଗୀ-ଡାକ୍ତର ହାତାହାତି
ଭବାନୀପାଟଣା,୧୪ା୩(ସ୍ବ.ପ୍ର.): ଚିକିତ୍ସା ପାଇଁ ଆସିଥିବା ରୋଗୀଙ୍କୁ ଡାକ୍ତର ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ ଏପରି ଅଦ୍ଭୁତ କାଣ୍ଡ ଦେଖିବାକୁ ମିଳିଛି। ଯାହାର ଭିଡିଓ ଭାଇରାଲ ହେବାର ଲାଗିଛି। ସୂଚନାନୁଯାୟୀ, ରବିବାର ରାତିରେ…
ଆଜି ବି ୧୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟରେ ସୋମବାର ବି ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୬୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…
ସ୍ତ୍ରୀଙ୍କୁ ମାଡ଼ମାରି ଗାତରେ ଫିଙ୍ଗିଦେଲେ ସ୍ବାମୀ
କାମାକ୍ଷାନଗର,୧୪ା୩(ଡି.ଏନ୍.ଏ): ପିଶାଚ ସ୍ବାମୀଙ୍କ ଉନ୍ମୁତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ବାଡ଼ିପଟ ଗାତରେ ପକାଇ ଦେଇଛନ୍ତି ସ୍ବାମୀ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ ଦେଖିବାକୁ ମିଳିଛି ଏଭଳି ଅମାନବୀୟ କାଣ୍ଡ। ବାପଘର ଲୋକେ ଗୁରୁତର ଅବସ୍ଥାରେ ଝିଅଙ୍କୁ ଉଦ୍ଧାର…
ଉଚ୍ଚ ଶବ୍ଦ ସୃଷ୍ଟିକାରୀ ବାଇକ ଦେଖିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୪।୩(ବ୍ୟୁରୋ): ସାବଧାନ! ଏଣିକି ବାଇକ୍ରୁ ଉଚ୍ଚ ଶବ୍ଦ ବାହାରୁଥିଲେ ହେବ କାର୍ଯ୍ୟାନୁଷ୍ଠାନ। ଖୋଜି ଖୋଜି ଧରିବ ପୋଲିସ। ରାଜଧାନୀରେ ଅନେକ ଯୁବକ ବାଇକ୍କୁ ମଡେଲିଂ କରିବା ସହ ସେଥିରେ ବିକଟାଳ ବା ଉଚ୍ଚ ଶବ୍ଦ ସୃଷ୍ଟିକାରୀ ସାଇଲେନ୍ସର ପାଇପ୍ ଲଗାଉଛନ୍ତି। କେଉଁ…
ଜେଲେନ୍ସ୍କିଙ୍କ ଚେତାବନି: ଖୁବଶୀଘ୍ର ନାଟୋ ଦେଶ ଉପରେ ରୁଷିଆ କରିବ ଆକ୍ରମଣ
କ୍ୱିଭ୍,୧୪ ।୩: ରୁଷିଆ ଏବେ ୟୁକ୍ରେନର ରାଜଧାନୀ କ୍ୱିଭ ଦଖଲ କରିବା ଯୋଜନାରେ ରହିଛି । କିଛି ସମୟର ଅସ୍ତ୍ର ବିରତି ପରେ ରୁଷିଆ ପୁଣିଥରେ କ୍ୱିଭ ଚାରିପଟୁ ଆକ୍ରମଣ ଜାରି ରଖିଛି । ରବିବାର ରୁଷିଆ ନାଟୋ ସଦସ୍ୟ ଥିବା…
ମଣ୍ଡିରୁ ଧାନ ନ ଉଠିଲେ ଆନ୍ଦୋଳନ
ବୋଲଗଡ଼,୧୪।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲାରେ ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ମଣ୍ଡିରେ ଧାନବସ୍ତା ରଖି ଚାଷୀ ଜଗି ବସିଥିବା ବେଳେ ମିଲର୍ସଙ୍କ ଦେଖା ମିଳୁନାହିଁ। ଫଳରେ ଚାଷୀ ମଣ୍ଡିରେ ଧାନ ଦେଇ ନ ପାରି ଶୋଷଣର ଶିକାର ହେଉଛି। ଟୋକନ…
ୟୁକ୍ରେନ୍ ସେନା ପ୍ରଶିକ୍ଷଣ ଶିବିର ଉପରେ ରୁଷିଆର ମିଶାଇଲ ମାଡ, ଭଡାରେ ଆସିଥିବା ୧୮୦ ବିଦେଶୀ ସେନା ନିହତ!
କ୍ୱିଭ/ମସ୍କୋ/ୱାଶିଂଟନ,୧୪ ।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୨ ସପ୍ତାହରୁ ଅଧିକ ସମୟ ହୋଇଥିଲେ ବି ଏବେବି ଏହା କମ୍ ହୋଇନାହିଁ । ରୁଷିଆ ପକ୍ଷରୁ ୟୁକ୍ରେନର ଏକ ସେନା ପ୍ରଶିକ୍ଷଣ କେନ୍ଦ୍ର ଉପରେ ମିଶାଇଲ ମାଡ କରାଯିବା…
ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୧୪ା୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ରଙ୍କ ଘରେ ଚଢ଼ାଉ ଚାଲିଛି। ଆର୍ ଆଣ୍ଡ ବି ଡିଭିଜନ ଫୋର୍ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ…
Archives


