Home Left

୨୦ ବ୍ଲକରେ ଡିଗ୍ରୀ କଲେଜ ନାହିଁ

ଭୁବନେଶ୍ୱର, ୨୦।୭(ବ୍ୟୁରୋ) – ରାଜ୍ୟର ୧୦ଟି ଜିଲାର ୨୦ ବ୍ଲକରେ ଡିଗ୍ରୀ କଲେଜ ନାହିଁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ସୂଚନା ଦେଇଛନ୍ତି। ରାଜ୍ୟରେ କେଉଁ କେଉଁ ସ୍ଥାନରେ ଡିଗ୍ରୀ କଲେଜ ଓ କେତେ ପିଲା ପଢ଼ୁଛନ୍ତି ଏବଂ କେଉଁ…

‘ହସ ଲାଗେ, ଗୋଟିଏ ଦୁଇଟି ମ୍ୟାଚ୍‌ ଖେଳିଥିବା ଲୋକ ଜ୍ଞାନ ଦେଉଛନ୍ତି’

ନୂଆଦିଲ୍ଲୀ,୨୦।୭: ଦୀର୍ଘଦିନ ଧରି ନିଜର ଖରାପ ଫର୍ମ ସହ ଲଢ଼ୁଛନ୍ତି ଭାରତର ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଦେଢ଼ ବର୍ଷ ଧରି ସେ ଶତକଟିଏ ମାରି ନାହାନ୍ତି। ୨୦୧୯ ନଭେମ୍ବରରେ ସେ ବାଲାଂଦେଶ ବିପକ୍ଷରେ ଶତକ ମାରିଥିଲେ। ସେବେଠାରୁ…

ଶ୍ରୀଲଙ୍କା ଉପରେ ବିଜୟ ପରେ ପାକିସ୍ତାନକୁ ଫାଇଦା: ୩ନଂ ସ୍ଥାନକୁ ଉଠିଲା, ୪ର୍ଥରେ ଭାରତ

ଦୁବାଇ,୨୦।୭: ଗାଲେ ଟେଷ୍ଟରେ ବୁଧବାର ଶ୍ରୀଲଙ୍କାକୁ ପରାଜିତ କରିବା ପରେ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ୩ନଂ ସ୍ଥାନରେ ପହଞ୍ଚି ଯାଇଛି ପାକିସ୍ତାନ। ଶ୍ରୀଲଙ୍କା ଦ୍ୱିତୀୟ ଇନିଂସରେ ଦେଇଥିବା ୩୪୨ ରନର ଟାର୍ଗେଟକୁ ପାକିସ୍ତାନ ଶେଷ ଦିନରେ ହାସଲ କରି ସିରିଜ୍‌ରେ…

‘ଗଣତନ୍ତ୍ର ପ୍ରତି କଂଗ୍ରେସର ରହିଛି ବିନାଶକାରୀ ମନୋଭାବ’

ନୂଆଦିଲ୍ଲୀ,୨୦।୭: ପ୍ୟାକଡ୍‌ କ୍ଷୀର, ଦହି, ଅଟା, ଚାଉଳ ଇତ୍ୟାଦି ଦୈନନ୍ଦିନ ଆବଶ୍ୟକ ଖାଦ୍ୟ ଉପରେ ଜିଏସ୍‌ଟି ଲାଗୁ ହେବା ପରେ ବିରୋଧୀ ବାରମ୍ବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ମୁଦ୍ରାସ୍ଫୀତି ଏବଂ ଜିଏସ୍‌ଟି ଉପରେ ଆଲୋଚନାରୁ ସରକାର ପଳାୟନ କରୁଥିବା ବିରୋଧୀ…

ଘାଟିରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା

କୋକସରା,୨୦ା୭(ଡି.ଏନ୍‌.ଏ.): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ନବରଙ୍ଗପୁର ସୀମା ଆମପାଣି ଘାଟିରେ ବୁଧବାର ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି। ଆଜି ଅପରାହ୍ନରେ ଭବାନୀପାଟଣାରୁ ଜୟପୁର ଯାଉଥିବା ଓଆର୍‌୧୦ଏଫ୍‌ ୪୦୦୩ ନମ୍ବର ଏସ୍‌ବିଏମ୍‌ଏସ୍‌ ନାମକ ଏକ…

୯ ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୦।୭: ଭାରତରେ କରୋନା ମାମଲା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇଥିଲେ। ବୈଠକରେ କେରଳ, ପଶ୍ଚିମବଙ୍ଗ, ତାମିଲନାଡୁ, ମହାରାଷ୍ଟ୍ର, ଆସାମ, ଆନ୍ଧ୍ରପ୍ରଦେଶ, ହିମାଚଳ ପ୍ରଦେଶ, ମିଜୋରାମ ଏବଂ…

ନଦୀବନ୍ଧ ମୁକୁଳା, ବନ୍ୟା ଆଶଙ୍କାରେ ଲୋକେ ଭୟଭୀତ

ସିଂହପୁର,୨୦ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅନ୍ତର୍ଗତ ଖରସ୍ରୋତା ନଦୀବନ୍ଧ ପ୍ରସସ୍ତିକରଣ କାର୍ଯ୍ୟ ଚାଲିଛି। ଏହି ନଦୀବନ୍ଧରେ ଠିକାଦାର ପକାଉଥିବା ମାଟି ଦୂରରୁ ନ ଆଣି ନଦୀବନ୍ଧ ପରଠାରୁ ମାଟି ଆଣୁଥିବାରୁ ନଦୀବନ୍ଧ ପ୍ରତି ବିପଦ ସୃଷ୍ଟି ହେଉଛି। ଏ…

ପାଖରେ ଗୋଟିଏ ଘର ରଖି ଦାନ କରିଦେଲେ ୬୦୦ କୋଟିର ସମ୍ପତ୍ତି

ମୁରାଦାବାଦ,୨୦।୭: ଉତ୍ତରପ୍ରଦେଶର ମୁରାଦାବାଦରେ ରହୁଥିବା ସମାଜସେବୀ ତଥା ବ୍ୟବସାୟୀ ଡା. ଅରବିନ୍ଦ କୁମାର ଗୋୟଲ ନିଜର ସମସ୍ତ ସମ୍ପତ୍ତିକୁ ଦାନ କରିଛନ୍ତି। ସେ ତାଙ୍କ ୬୦୦ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତିକୁ ରାଜ୍ୟ ସରକାରଙ୍କୁ ଦାନ କରିଛନ୍ତି। ଏହାକୁ ଦରିଦ୍ର ଲୋକଙ୍କ…

ବିଡିଓଙ୍କୁ ଦାବିପତ୍ର ପ୍ରଦାନ କଲେ ଚୁକ୍ତିଭିତ୍ତିକ କର୍ମଚାରୀ

ରାଇକିଆ,୨୦ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ପକ୍ଷରୁ ବୁଧବାର ବିଡିଓଙ୍କୁ ଦୁଇ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଏହା ସହିତ ଚୁକ୍ତି ଭିତ୍ତିକ କର୍ମଚାରୀ ସଂଘର ବ୍ଲକ ସଭାପତି ସାଧୀନ କୁମାର ପଣ୍ଡାଙ୍କ ନେତୃତ୍ୱରେ…

ବିକ୍ରି ପାଇଁ ଡିଲ୍‌ ବେଳେ ବାଘଛାଲ ଜବତ କଲା ଏସ୍‌ଟିଏଫ୍‌ ଟିମ୍‌

କୋରାପୁଟ,୨୦ା୭(ସ୍ବ.ପ୍ର.): ଏସ୍‌ଟିଏଫ୍‌ ଦ୍ୱାରା କୋରାପୁଟ ଜିଲା ରାମଗିରି ଅଞ୍ଚଳରୁ ବୁଧବାର ଏକ କଲରାପତିଆ ବାଘଛାଲ ଜବତ ହୋଇଛି। ଏହି ବାଘଛାଲ ୬୦ ହଜାର ଟଙ୍କାରେ ବିକ୍ରି ପାଇଁ ଡିଲ ଚାଲିଥିବାବେଳେ ଏସଟିଏଫ ଟିମ୍‌ ଦ୍ୱାରା ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

ମାନସିକ ଅନଗ୍ରସର ଆବାସିକ ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

ଛତ୍ରପୁର,୨୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଥିବା ‘ସମର୍ଥ’ ମାନସିକ ଅନଗ୍ରସର ଆବାସିକ ବିଦ୍ୟାଳୟରେ ଭିଜିଲାନ୍ସ ଟିମ୍‌ ବୁଧବାର ଚଢ଼ାଉ କରିଛି। ଆଜି ଅପରାହ୍ନରେ ବ୍ରହ୍ମପୁର ଭିଜିଲାନ୍ସର ୫ ଜଣିଆ ଟିମ୍‌ ସମର୍ଥ ଶିକ୍ଷାନୁଷ୍ଠାନରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ସୂଚନାଥାଉକି, ସମର୍ଥ…

ଓଲଟା ଲେଖନ୍ତି, ଓଲଟା ଗାଆନ୍ତି; ଦେଖି ନ ଥିବେ ଏଭଳି…

ଓଲଟା ଚାଲିବା, ଓଲଟା ଲେଖିଥିବା ଅନେକ ଲୋକଙ୍କୁ ଆପଣ ଦେଖିଥିବେ। ହେଲେ ଯଦି କୁହାଯାଏ ଓଲଟା ଗୀତ ଗାଉଥିବାର କାହାକୁ ଦେଖିଛନ୍ତି। ଉତ୍ତର ନା ହୋଇପାରେ। ଏହା କିଭଳି ଏପରି ସମ୍ଭବ ବୋଲି ଭାବି ମଧ୍ୟ ପାରନ୍ତି। ହେଲେ ବାସ୍ତବରେ ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?