ଚନ୍ନିଙ୍କୁ ପରାଜିତ କରିଥିବା ଏଏପି ବିଧାୟକଙ୍କ ମା’ ସଫେଇ କର୍ମଚାରୀ ଚାକିରି ଛାଡ଼ିବେ ନାହିଁ…
ଚଣ୍ଡିଗଡ଼, ୧୩।୩ : ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟି( ଏଏପି) ପ୍ରାର୍ଥୀ ଲାବ ସିଂ ଉଗୋକେ ବିଦାୟୀ ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂ ଚନ୍ନିଙ୍କୁ ପରାଜିତ କରିଛନ୍ତି। କିନ୍ତୁ ତାଙ୍କ ମା ଜଣେ ସଫେଇ କର୍ମଚାରୀରଭାବେ କାମ କରୁଛନ୍ତି। ସେ…
ଫିଲ୍ମ ଦ କଶ୍ମୀର ଫାଇଲସକୁ ପସନ୍ଦ କରୁଛନ୍ତି ଲୋକେ, ପ୍ରଧାନମନ୍ତ୍ରୀ ବି ନିଜକୁ ଅଟକାଇ ପାରିଲେନି
ଅନୁପମ୍ ଖେର୍ ଅଭିନୀତ ଫିଲ୍ମ ଦ କଶ୍ମୀର ଫାଇଲସକୁ ଭଲ ରିଭ୍ୟୁଜ ମିଳୁଛି । ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଙ୍କୁ ପ୍ରାୟ ସମସ୍ତେ ପ୍ରଶଂସା କରୁଛନ୍ତି । କେବଳ ସାଧାରଣ ଲୋକେ ନୁହନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଏହି…
ନିବେଶକଙ୍କୁ ଟଙ୍କା ଫେରାଇବାକୁ ଦାବି କରିଛି ସାହାରା
ନୂଆଦିଲ୍ଲୀ,୧୩।୩: ସାହାରା ଇଣ୍ଡିଆ ପରିବାର ପକ୍ଷରୁ ପାଟନା ହାଇକୋର୍ଟଙ୍କୁ ଅବଗତ କରାଯାଇଛି ଯେ ସାହାରା ଗ୍ରୁପ୍ କମ୍ପାନିଜ୍ର ନିବେଶକମାନଙ୍କୁ ଟଙ୍କା ଫେରସ୍ତ କରିବା ଲାଗି ସେବି ପାଖରେ ଜମା ରାଶି ୨୪,୦୦୦ କୋଟି ଟଙ୍କାରୁ ଅଧିକ ପଡ଼ିରହିଛି। ମାତ୍ର ନିବେଶକମାନଙ୍କୁ ସେବି ଟଙ୍କା…
ଅଧ୍ୟକ୍ଷ ପଦ ହାତେଇଲେ ଯତୀନ୍ଦ୍ର, ଦୁଇ ପ୍ରାର୍ଥୀଙ୍କ କ୍ରସିଂଭୋଟ୍କୁ ନେଇ ଜୋର୍ଦାର ଚର୍ଚ୍ଚା
ଲୋଇସିଂହା,୧୩ା୩(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀକୁ ଲାଗି ରହିଥିବା ଦ୍ୱନ୍ଦ୍ୱ ଓ କଳ୍ପନାଜଳ୍ପନା ଶନିବାର ଅନ୍ତ ଘଟିଛି। ଏମ୍ପି କଳିକେଶ ନାରାୟଣ ସିଂଦେଓଙ୍କ ସମର୍ଥିତ ପ୍ରାର୍ଥୀ ଝିଲି ସାହୁଙ୍କୁ ୪ ଖଣ୍ଡ ଭୋଟ୍ରେ ହରାଇ ଯତୀନ୍ଦ୍ର ପଟେଲ…
ରାତି ପାହିଲେ ପାଣି ଚିନ୍ତା
ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ପୌରାଞ୍ଚଳର ୨ନଂ. ୱାର୍ଡବାସୀ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଛନ୍ତି। ଯେଉଁଠି ରାତି ପାହିଲେ ଲୋକଙ୍କୁ ପାଣିର ଚିନ୍ତା ଘାରୁଛି। ପାଇପ୍ ପାଣି ସୁବିଧା ଅଛି, ହେଲେ ବ୍ୟବହାର ଉପଯୋଗୀ ନୁହେଁ। ଅଧିକାଂଶ ସମୟରେ ଗୋଳିଆ ପାଣି ଆସୁଛି।…
ଆଜି ଶ୍ରୀମନ୍ଦିରରେ ଫଗୁ ଦଶମୀ
ପୁରୀ ଅଫିସ,୧୩।୩: ଆଜି ଶ୍ରୀମନ୍ଦିରରେ ଫଗୁ ଦଶମୀ । ଏହି ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ନୀତି କରାଯିବ । ଠାକୁରେ ଝିମିରି ଫଗୁ, ଚନ୍ଦନ ଓ ପ୍ରସାଦ ଲାଗି ହୋଇ ବନ୍ଦାପନା ହେବ । ଚାଚେରୀ…
ଶ୍ରୀଲଙ୍କା ସିରିଜ ପରେ ସନ୍ୟାସ ନେଇପାରନ୍ତି ଏହି ଅଲରାଉଣ୍ଡର, ଏଭଳି ହେଉଛି ଚର୍ଚ୍ଚା
ନୂଆଦିଲ୍ଲୀ,୧୩।୩: ଜାତୀୟ ଦଳ ଭାରତ ପକ୍ଷରୁ ଖେଳିବାର ସ୍ବପ୍ନ ପ୍ରତିଟି କ୍ରିକେଟର ଦେଖିଥାନ୍ତି। ହେଲେ ବହୁତ କମ୍ ଖେଳାଳିଙ୍କୁ ଏହାର ସୁଯୋଗ ମିଳିଥାଏ। ନିକଟରେ ଅଧିନାୟକ ରୋହିତ ଶର୍ମା ଜଣେ ଅଲରାଉଣ୍ଡରଙ୍କୁ ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ବାଦ ଦେଇଛନ୍ତି। ଏବେ…
ଜିଲା ପରିଷଦ ଅଧ୍ୟକ୍ଷା ହେଲେ ଗୀତାଞ୍ଜଳି
କେନ୍ଦ୍ରାପଡ଼ା ଅଫିସ,୧୩ା୩: କେନ୍ଦ୍ରାପଡ଼ା ଜିଲା ପରିଷଦ ଅଧ୍ୟକ୍ଷା ପଦ ରବିବାର ନିର୍ବାଚନ ହୋଇଛି। ଏହି ପଦ ପାଇଁ ବିଜେଡିର ଗୀତାଞ୍ଜଳି ସେଠୀ ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀ ହୋଇଛନ୍ତି। ସେ ଚଳିତ ଥର ୧୩ ନଂ ଜୋନ୍ର ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ଜିଲାରେ…
୧୫ରୁ ବଢ଼ିବ ତାତି
ଭୁବନେଶ୍ୱର,୧୩।୩(ବ୍ୟୁରୋ):ରାଜ୍ୟରେ ତାତି ବଢୁଥିବା ବେଳେ କେତେକ ଜିଲାରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ କେତେକ ଜିଲାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ…
ମାନସିକ ନିର୍ଯାତନାର ଶିକାର ନର୍ସଙ୍କ ଜୀବନଗଲା, ସାଧାରଣରେ ଉତ୍ତେଜନା
ପାରାଦୀପ,୧୩ା୩(ସ୍ବ.ପ୍ର.): ପାରାଦୀପ ପୋର୍ଟ ହସ୍ପିଟାଲରେ ଗତବର୍ଷ ଅଗଷ୍ଟ ୯ରୁ ଘଟିଥିବା ଅସଦାଚରଣ ଘଟଣାର ଦୁଃଖଦ ଖବର ମିଳିଛି। ନିର୍ଯାତନାର ଶିକାର ନର୍ସଙ୍କ ମଧ୍ୟରୁ ରବିବାର ପ୍ରତ୍ୟୁଷରୁ ଜଣଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ଘଟଣା ପରେ ପୋର୍ଟ ହସ୍ପିଟାଲ ଆଗରେ ସିଏମ୍ଓ ଡାକ୍ତର…
ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…
ମିଠା ପ୍ୟାକଟରେ ଗୋ ମାଂସ
ଭୁବନେଶ୍ୱର,୧୩।୩(ବ୍ୟୁରୋ): ମିଠା ପ୍ୟାକଟରେ ଗୋ ମାଂସ ଭରି ହେଉଥିଲା ଚଲାଣ। ଏ ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର କାଇମାଟିଆ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପାଖରେ। ଖବରପାଇ ବଜରଙ୍ଗ ଦଳ ଓ ସ୍ଥାନୀୟ ବାସିନ୍ଦା ଗାଡ଼ିକୁ ଅଟକ ରଖିଛନ୍ତି। ଘଟଣାସ୍ଥଳରୁ…
Archives


