Home Left

ଏମ୍‌ଏସ୍‌ପି ଗ୍ୟାରେଣ୍ଟି ପ୍ରତିଶ୍ରୁତି ଦେଇନାହାନ୍ତି ସରକାର: ତୋମାର

ନୂଆଦିଲ୍ଲୀ,୨୦ା୭: କୃଷକ ସଙ୍ଗଠନ ସଂଯୁକ୍ତ କିଷାନ ମୋର୍ଚ୍ଚା(ଏସ୍‌କେଏମ୍‌)କୁ କେନ୍ଦ୍ର ସରକାର ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ଉପରେ ଆଇନଗତ ଗ୍ୟାରେଣ୍ଟି ନିମନ୍ତେ କମିଟି ଗଠନର ପ୍ରତିଶ୍ରୁତି ଦେଇ ନ ଥିଲେ ବୋଲି କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ମଙ୍ଗଳବାର ଲୋକ ସଭାରେ…

ଇରାନ୍‌ରେ ପୁଟିନ୍‌

ତେହରାନ, ୨୦ା୭: ଇରାନ୍‌ ସର୍ବୋଚ୍ଚ ନେତା ଆୟାତୁଲ୍ଲା ଅଲି ଖାମନେଇଙ୍କୁ ଭେଟିବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ମଙ୍ଗଳବାର ତେହରାନରେ ପହଞ୍ଚିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧ ହେବା ପରେ ପୁଟିନ୍‌ଙ୍କର ଏହା ପ୍ରଥମ ବିଦେଶ ଗ୍ରସ୍ତ। ତେହରାନରେ ପୁଟିନ୍‌ ପ୍ରଥମ…

ଅକ୍ଟୋବରରେ ଭାରତ ଆସିବେ ଜଷ୍ଟିନ ବିବର

ୱାଶିଂଟନ,୨୦ ।୭: କାନାଡିଆନ ପପ ସିଙ୍ଗର ଜଷ୍ଟିନ ବିବରଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର । ଖୁବଶୀଘ୍ର ସେ ଭାରତରେ ପରଫର୍ମ କରିବେ ବୋଲି ଜଣାପଡିଛି । କାରଣ ନିକଟରେ ସେ ପୁଣିଥରେ ଆରମ୍ଭ କରିବାକୁ ଯାଉଛନ୍ତି ତାଙ୍କ ୱାର୍ଲଡ ଟୁର…

‘ରାଜ୍ୟରେ ପୋଲିସ ବି ସୁରକ୍ଷିତ ନୁହନ୍ତି’

ଗୁରୁଗ୍ରାମ,୨୦ା୭: ଡିଏସ୍‌ପି ସୁରେନ୍ଦ୍ର ସିଂ ବିଷ୍ଣୋଇଙ୍କ ଉପରେ ଖଣି ମାଫିଆମାନେ ଡମ୍ପର ମଡ଼ାଇ ହତ୍ୟା କରିବା ଘଟଣାରେ ହରିୟାଣାର ଭାଜପା ସରକାରଙ୍କୁ ବିରୋଧୀ ଘେରିଛନ୍ତି। ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଠାରେ ବିଧାୟକ କି ଖୋଦ ପୋଲିସ ମଧ୍ୟ ସୁରକ୍ଷିତ…

ତିନିରଥରୁ କଢ଼ାହେଲା କନା, କଳସ

ପୁରୀ ଅଫିସ, ୨୦ା୭: ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସରିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥ ରହିଛି। ନୀଳାଦ୍ରି ବିଜେ ପର ଦିନ ତିନି ରଥରୁ ସାରଥି, ଠେକରା ବାଡ଼ ଓ ପାର୍ଶ୍ୱଦେବଦେବୀଙ୍କୁ କଢ଼ାଯାଇଥିଲା। ଠେକରାବାଡ଼ ଓ ପାର୍ଶ୍ୱଦେବଦେବୀଙ୍କୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସର…

ପରୀକ୍ଷାରେ ଛାତ୍ରୀଙ୍କୁ ଅନ୍ତଃବସ୍ତ୍ର ଖୋଲିବାକୁ କହିବା ଘଟଣା: ୫ ମହିଳା ଗିରଫ

ଥିରୁଭାନନ୍ତପୁରମ୍‌,୨୦ା୭: କେରଳର କୋଲାମ ଜିଲାରେ ଥିବା ଘରୋଇ ଶିକ୍ଷାନୁଷ୍ଠାନରେ ମେଡିକାଲ ଏଣ୍ଟ୍ରାନ୍ସ ଟେଷ୍ଟ ଏନ୍‌ଇଇଟି ପାଇଁ ପରୀକ୍ଷା କେନ୍ଦ୍ର ହୋଇଥିବାବେଳେ ସେଠାରେ ଛାତ୍ରୀମାନଙ୍କୁ ଅନ୍ତଃବସ୍ତ୍ର ଖୋଲି ଟେଷ୍ଟ ଦେବାକୁ କୁହାଯିବା ଘଟଣାରେ ପୋଲିସ ୫ ମହିଳାଙ୍କୁ ଗିରଫ କରିଛି। ଏ ନେଇ…

ଟିକା ପଞ୍ଜୀକରଣ ପାଇଁ ଫେକ୍‌ ଲିଙ୍କ୍‌

ଦତ୍ତାତ୍ରେୟ ନାୟକ ପୁରୀ ଅଫିସ, ୨୦ା୭: ରାଜ୍ୟରେ ସମ୍ପ୍ରତି ବୁଷ୍ଟର ଡୋଜ୍‌ ଟିକାକରଣ ଚାଲିଛି। ଟିକା ନେବା ପାଇଁ ଲୋକଙ୍କ ମଧ୍ୟରେ ଧୀରେ ଧୀରେ ଆଗ୍ରହ ପ୍ରକାଶ ପାଉଛି। ଏଥିଲାଗି ଜୁଲାଇ ୧୫ରୁ ଉଭୟ ଅଫ୍‌ଲାଇନ୍‌ ଓ ଅନ୍‌ଲାଇନରେ ନାମ ପଞ୍ଜୀକରଣ…

କେନାଲ ସଫେଇରେ ଅନିୟମିତତା: ଜମିରେ ମାଡୁନି ପାଣି

ପଟ୍ଟାମୁଣ୍ଡାଇ, ୨୦ା୭(ସ୍ବ.ପ୍ର.): ସରକାର କୃଷି ଓ କୃଷକର ଉନ୍ନତି ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏଥିନିମନ୍ତେ ସରକାର ଲକ୍ଷାଧିକ ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ମାତ୍ର ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ସରକାରଙ୍କ ଯୋଜନାଗୁଡିକ ସଫଳ ରୂପାୟନ ହୋଇପାରୁ ନ ଥିବା…

ବ୍ରିଟେନରେ ରେକର୍ଡ ଭାଙ୍ଗିଲା ତାପମାତ୍ରା

ଲଣ୍ଡନ,୨୦ା୭: ବ୍ରିଟେନରେ ଜାରି ରହିଥିବା ଗ୍ରୀଷ୍ମଲହର ଚଳିତ ବର୍ଷ ସବୁ ରେକର୍ଡ ଭାଙ୍ଗିଛି। ପ୍ରଥମ ଥର ପାଇଁ ଏହି ୟୁରୋପୀୟ ଦେଶରେ ତାପମାତ୍ରା ୪୦ଡିଗ୍ରୀ ଟପିଛି। ମଙ୍ଗଳବାର ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୦.୨ ଡିଗ୍ରୀରେ ପହଞ୍ଚିଛି। ପୂର୍ବରୁ ୨୦୧୯ରେ ବ୍ରିଟେନରେ ସର୍ବାଧିକ…

ସମୁଦ୍ର ଜୁଆର ମାଡ଼ରେ ପରିବା, ଧାନ ନଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୨୦ା୭: ଚଳିତ ମୌସୁମୀ ବର୍ଷା କେନ୍ଦ୍ରାପଡ଼ା ଜିଲାକୁ ଆଶାନୁରୂପକ ହୋଇନାହିଁ। ସାମୁଦ୍ରିକ ଝଡ଼ ମଧ୍ୟ ଏବେ ହୋଇନାହିଁ। ଏହାସତ୍ତ୍ୱେ ଜିଲାର ୫ ହଜାର ହେକ୍ଟର ଜମିରେ ଗତ ଗୁରୁବାର ସମୁଦ୍ର ଜୁଆର ପାଣି ମାଡି ଯାଇଛି। ଏହାର ପ୍ରଭାବରେ…

ବର୍ଷାରେ ଦବିଲା ଘାଇ ମରାମତି ସ୍ଥଳ

ରସୁଲପୁର,୨୦ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତରଠାରେ ମୂଳ ଖରସ୍ରୋତା ନଦୀବନ୍ଧର ତଳମୁଣ୍ଡରେ ସ୍ଲୁଇସ୍‌ ଗେଟ୍‌ ନିକଟରେ ଏକ ବଡ ଫାଟ ସୃଷ୍ଟି ହୋଇଛି ା ଏହି ଫାଟ ଯୋଗୁ ସ୍ଲୁଇସ୍‌ ଗେଟ ପ୍ରତି ବିପଦ ସୃଷ୍ଟି କରୁଛି ା…

ଯାଜପୁରରେ ପାଦ ଥାପିଲା ମହା ସିମେଣ୍ଟ କମ୍ପାନୀ

ଯାଜପୁର ଅଫିସ,୨୦ା୭ ଯାଜପୁର ଜିଲାରେ ଅତି ପ୍ରଦୂଷିତ ସିମେଣ୍ଟ କମ୍ପାନୀର ଲମ୍ବାଧାଡି ଲାଗିଛି। ଇମାମୀ(ବର୍ତ୍ତମାନ ନୁଭିଷ୍ଟା ପ୍ରା.ଲି.), ଜେଏସ୍‌ଡବ୍ଲ୍ୟୁ, ରାମ୍‌କୋ, ଯାଜପୁର ସିମେଣ୍ଟ ପରେ ତେଲଙ୍ଗାନା ରାଜ୍ୟର ମାଇହୋମ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିମିଟେଡ ବା ମହା ସିମେଣ୍ଟ କମ୍ପାନୀ ଯାଜପୁର ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?