ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା: ପ୍ରିଜାଇଡିଂ ଅଫିସର ଅଟକ
ପୁରୁଷୋତ୍ତମପୁର,୧୧ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପପୁର ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା ପରିସ୍ଥିତି ଉପୁଜିଛି। ମୋଟ ୧୧ ୱାର୍ଡ ବିଶିଷ୍ଟ ଏହି ପଞ୍ଚାୟତରେ ନାଏବ ସରପଞ୍ଚ ଲାଗି ୱାର୍ଡ ନଂ ୧ର ସଭ୍ୟା ହରପ୍ରିୟା…
ଆଚରଣବିଧି ଉଲ୍ଲଂଘନ ଅଭିଯୋଗ
ଆସିକା,୧୧ା୩ (ଡି.ଏନ.ଏ.)- ଆସିକା ଏନଏସିରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧି ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଉଥିବା ଭାଜପା ଆସିକା ନଗର ମଣ୍ଡଳ ପକ୍ଷରୁ ଅଭିଯୋଗ କରାଯାଇଛି। ଶୁକ୍ରବାର ଭାଜପାର ଏକ ପ୍ରତିନିଧି ଦଳ ଆସିକା ଏନଏସିର ନିର୍ବାଚନ ଅଧିକାରୀ ତଥା…
ମହିଳାଙ୍କୁ ହତ୍ୟା ଉଦ୍ୟମ ମାମଲା, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୧ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ହତ୍ୟା ଉଦ୍ୟମ ମାମଲାରେ ସମ୍ପୃକ୍ତ ଥିବା ମହୁଡ଼ା ନିକଟ ବରପଲ୍ଲି ଗାଁର କୃଷ୍ଣ ନାୟକଙ୍କୁ ମାମଲା ନଂ.୧୦୮/୨୨ ଅନୁଯାୟୀ ବ୍ରହ୍ମପୁର ସଦର କୋର୍ଟକୁ ଚାଲାଣ କରିଛି। ଜାମିନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର…
ରାସ୍ତାରେ ଅଟକି ଥିଲା ଟ୍ରକ୍, ପଛରୁ ଆସି ପିଟିଲା ବାଇକ୍;ଘରକୁ ଫେରିଲେନି…
କୋକସରା,୧୧।୩(ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଡଙ୍ଗରିଗୁଡା ଫୁଟବଲ ପଡ଼ିଆ ନିକଟରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇ ରହିଥିବା ଏକ ଟ୍ରକ୍କୁ ପଛ ପଟୁ ଦ୍ରୁତଗତିରେ ଆସି ବାଇକ୍ ଧକ୍କା ଦେବାରୁ ବାଇକ୍…
ଲଭ୍ ପାର୍ଟନରଙ୍କୁ ଦେଇଛନ୍ତି ଧୋକା
ବମ୍ବେ: ପ୍ରେମିକାଙ୍କୁ ଧୋକା ଦେବାରେ ଆଗରେ ଅଛନ୍ତି ବଲିଉଡ୍ର ଅନେକ ଅଭିନେତା। ବଲିଉଡ୍ ସୁପରଷ୍ଟାର ଅକ୍ଷୟ କୁମାରଙ୍କଠାରୁ ଆରମ୍ଭ କରି ରଣବିର କପୁର ପର୍ଯ୍ୟନ୍ତ, ସମସ୍ତେ ନିଜର ଲଭ୍ଷ୍ଟୋରୀକୁ ନେଇ ରହିଥିଲେ ଚର୍ଚ୍ଚାରେ। ତାଲିକାରେ ଏପରି ଜଣେ ଅଭିନେତା ମଧ୍ୟ ଅଛନ୍ତି…
ପେଟିଏମ୍ ଉପରେ ଆର୍ବିଆଇର ବଡ଼ କାର୍ଯ୍ୟାନୁଷ୍ଠାନ; ଜାଣନ୍ତୁ…
ନୂଆଦିଲ୍ଲୀ,୧୧।୩: ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲିମିଟେଡ୍ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)। କମ୍ପାନୀକୁ ନୂଆ ଗ୍ରାହକ ସୃଷ୍ଟି ନ କରିବାକୁ ଶୁକ୍ରବାର ଆର୍ବିଆଇ ନିର୍ଦ୍ଦେଶ ଦେବା ସହ ନିର୍ଦ୍ଦେଶକୁ ତତ୍କାଳ ପାଳନ କରିବାକୁ କହିଛନ୍ତି। ଏହା ସହିତ…
ରାଧେ ଶ୍ୟାମ’ ରିଲିଜର ପ୍ରଥମ ଦିନରେ ମିଳିଲା ଏଭିଳି ପ୍ରତିକ୍ରିୟା, ୟୁଜର୍ସ କହିଲେ ଡିଜାଷ୍ଟର…
ସାଉଥ ଇଣ୍ଡଷ୍ଟ୍ରି ସୁପରଷ୍ଟାର ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାଧେ ଶ୍ୟାମ’ ଆଜି ମୁକ୍ତିଲାଭ କରିଛି। ଏହି ଫିଲ୍ମକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଥିବା ବେଳେ ଆଗରୁ ଟିକେଟ୍ ବୁକିଂ ମଧ୍ୟ ହୋଇଥିଲା। ଫିଲ୍ମ ରିଲିଜ ହେବା ପୂର୍ବରୁ ମଧ୍ୟ…
ରାସ୍ତାକଡ଼ରେ ବେଲୁନ୍ ବିକୁଥିବା ଏହି ଯୁବତୀଙ୍କ ଜୀବନ ବଦଳାଇଲା ସୋସିଆଲ ମିଡିଆ; ପାଲଟିଲେ ଷ୍ଟାର୍
ଆଜିକାଲି ସମୟରେ ସୋସିଆଲ ମିଡିଆର କ୍ରେଜ ଅଧିକ। ସେଥିପାଇଁ ତ ବିଶ୍ୱ ତଥା ଦେଶର କୋଣ ଅନୁକୋଣରେ ଲୁଚି ରହିଥିବା ଅନେକେ ପ୍ରତିଭା ଏହା ଜରିଆରେ ଲୋକଲୋଚନକୁ ଆସୁଛନ୍ତି। ସେମାନେ ରାତାରାତି ଷ୍ଟାର ପାଲଟୁଛନ୍ତି ମଧ୍ୟ। ଉଦାହରଣ ସ୍ବରୂପ ରାନୁ ମଣ୍ଡଳଙ୍କଠାରୁ…
୫ରାଜ୍ୟର ଫଳାଫଳ ପରେ ସଙ୍କଟରେ କଂଗ୍ରେସ
ନୂଆଦିଲ୍ଲୀ,୧୧।୩: ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନରେ ଖରାପ ପ୍ରଦର୍ଶନ ପରେ ଏବେ କଂଗ୍ରେସରେ ବଡ଼ ସଙ୍କଟ ଦେଖାଦେଇଛି। ବର୍ତ୍ତମାନ ସଂସଦର ଉପର ଗୃହ (ରାଜ୍ୟ ସଭା)ର ସଂଖ୍ୟା ଉପରେ ବିଶେଷ ପ୍ରଭାବ ପଡ଼ିବା ସହ କଂଗ୍ରେସ ବିରୋଧୀ ଦଳର ନେତା ମାନ୍ୟତା…
ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ
ବ୍ରହ୍ମପୁର ଅଫିସ,୧୧ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ…
ୟୁପି ପରେ ପ୍ରଧାନମନ୍ତ୍ରୀଙ୍କ ଫୋକସ୍ରେ ଗୁଜୁରାଟ
ଅହମଦାବାଦ,୧୧।୩: ୫ଟି ରାଜ୍ୟ ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫୋକସ୍ରେ ରହିଛି ଗୁଜରାଟ। ଚଳିତ ବର୍ଷ ଶେଷରେ ଗୁଜୁରାଟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେଣୁ ଏହାପୂର୍ବରୁ ଭାଜପା ନିଜର ଅଣ୍ଟା ଭିଡ଼ିଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ନିଜ ଗୃହ…
୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ୪ ଅଭିଯୁକ୍ତ
ବ୍ରହ୍ମପୁର ଅଫିସ,୧୧ା୩: ଅବକାରୀ କମିଶନର ଆଶିଷ ସିଂ ଓ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଟିମ୍ ଶୁକ୍ରବାର ପୃଥକ ୩ଟି ସ୍ଥାନରୁ ୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ସହ ଏକ ଟ୍ରକ…
Archives


