Home Left

ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୨ ପାଇଲଟ ମୃତ

ବାନ୍ଦିପୋରା,୧୧।୩: ଉତ୍ତର କାଶ୍ମୀର ବାନ୍ଦିପୋରା ଜିଲାର ଗୁରେଜ ସେକ୍ଟରରେ ଶୁକ୍ରବାର ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଥିବା ବେଳେ କୋ-ପାଇଲଟ ଗଭୀର ଆହତ ହୋଇଥିବା ଜଣାପଡ଼ିଛି। ଆହତ ପାଇଲଟଙ୍କୁ ଉଦ୍ଧାର…

ମନିଷାଙ୍କ ପ୍ରେମରେ ପାଗଳ ଥିଲେ ନାନା ପାଟେକର; ହେଲେ କରିପାରିଲେନି ବିବାହ

ବମ୍ବେ: ବଲିଉଡ୍‌ରେ ଅନେକ ପ୍ରେମକାହାଣୀ ଶୁଟିଂ ସେଟ୍‌ରୁ ଗଢ଼ି ଉଠିଥିଲେ ହେଁ ପରେ ଭାଙ୍ଗି ଯାଇଛି। ସେଭଳି ଗୋଟିଏ ହେଲା ନାନା ପାଟେକର ଏବଂ ମନିଷା କୋଇରାଲାଙ୍କ ଲଭ୍‌ଷ୍ଟୋରୀ। ଏକ ସମୟରେ ପରସ୍ପରର ପ୍ରେମରେ ପାଗଳ ଥିଲେ ଦୁହେଁ। ସେମାନେ ବିବାହ…

ନକଲି ଡାକ୍ତରଙ୍କ ହେବ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୧୧।୩(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯିବ। ତାଙ୍କ ମିଛ ଧରିବା ପାଇଁ କମିଶନରେଟ ପୋଲିସ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି। ବାରମ୍ବାର ବିଭ୍ରାନ୍ତିକର ତଥ୍ୟ ଦେଉଥିବାରୁ ବୁଧବାର ଲାଏ ଡିଟେକ୍ସନ କରାଯିବ । ଏ ନେଇ…

ମୋ ପାଇଁ ଖାଲ ଖୋଳୁଥିବା ଲୋକେ ୧୦ ଫୁଟ ତଳେ ସମାଧି ନେଇଗଲେ: ସିଦ୍ଧୁ

ଚଣ୍ଡିଗଡ଼,୧୧ ।୩: ଚଳିତ ବିଧାନସଭା ନିର୍ବାଚନରେ ପଞ୍ଜାବରେ କଂଗ୍ରେସ ଶୋଚନୀୟ ଭାବେ ପରାସ୍ତ ହୋଇଛି । କଂଗ୍ରେସ ଶାସିତ ଏହି ରାଜ୍ୟରେ ବହୁ ଦିନ ଧରି ଦଳ କନ୍ଦଳ ଲାଗି ରହିଥିବା ବେଳେ ଏବେ ସେଠାରେ ବାଜି ମାରିଛି ଆମ ଆଦମୀ…

‘ପୃଥ୍ୱିରାଜ’ର ରିଲିଜ୍‌କୁ ନେଇ ଉତ୍ସାହିତ ଅଛନ୍ତି ମାନୁଷୀ

ମୁମ୍ବାଇ: ଡେବ୍ୟୁଟେଣ୍ଟ ମାନୁଷୀ ଛିଲ୍ଲର ଏବେ ଖୁବ୍ ଖୁସି ଅଛନ୍ତି । ଅକ୍ଷୟ କୁମାରଙ୍କ ସହ ଅଭିନୀତ ତାଙ୍କର ପ୍ରଥମ ଫିଲ୍ମ ‘ପୃଥ୍ୱିରାଜ’ ଗୋଟିଏ ସପ୍ତାହ ପୂର୍ବରୁ ରିଲିଜ୍ ହେବାକୁ ଯାଉଛି । ମାନୁଷୀ କହିଛନ୍ତି ଯେତେବେଳେ ମୁଁ ଜାଣିଲି ଯେ…

ନାଏବ ସରପଞ୍ଚ ନିର୍ବାଚନ ବେଳେ ଗୋଷ୍ଠୀ ସଂଘର୍ଷ

କେସିଙ୍ଗା,୧୧।୩: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ବେଳେ ୨ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପରେ ଏହା ଉଗ୍ର ରୂପ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଫଳରେ ଉଭୟ ଗୋଷ୍ଠୀର ଆହତ ହୋଇଥିବା ଜଣାପଡିଛି।…

ଆଇପିଏଲ୍‌ ୨୦୨୨କୁ ଫେରିଲେ ମାଲିଙ୍ଗା; ଖାଲି ବଦଳିଲା…

ନୂଆଦିଲ୍ଲୀ,୧୧।୩: ପୁଣି ଆଇପିଏଲ୍‌କୁ ଫେରିଛନ୍ତି ୟର୍କର କିଙ୍ଗ୍‌ ଭାବେ ଜଣାଶୁଣା ଲାସିଥ ମାଲିଙ୍ଗା। ରାଜସ୍ଥାନ ରୟାଲ୍ସ ଆଇପିଏଲ୍‌-୨୦୨୨ ଆରମ୍ଭ ହେବା ପୂର୍ବରୁ ଏହି ଷ୍ଟାର ଖେଳାଳିଙ୍କୁ ଦଳରେ ସାମିଲ କରାଇଛି। ତାଙ୍କୁ ଫ୍ରାଞ୍ଚାଇଜ ଫାଷ୍ଟ ବୋଲିଂ କୋଚ ଭାବେ ନିଯୁକ୍ତ କରିଛି।…

କ୍ୱିଭ୍‌ କବ୍‌ଜା କରିବାକୁ ରୁଷିଆର ଶେଷ ପ୍ରସ୍ତୁତି

କ୍ୱିଭ୍‌,୧୧।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୧୬ତମ ଦିନରେ ପହଞ୍ଚିଛି। କିନ୍ତୁ ଯୁଦ୍ଧ ବନ୍ଦ ହେବାର ନାଁ ଧରୁନି। ଅନ୍ୟପଟେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଆଖି ୟୁକ୍ରେନର ରାଜଧାନୀ କ୍ୱିଭ୍‌ ଉପରେ ରହିଛି। ଏହାକୁ କବ୍‌ଜା…

ଏପ୍ରିଲ ୨୬ରୁ ସିବିଏସ୍‌ଇ ଟର୍ମ-୨ ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୩(ବ୍ୟୁରୋ): ପରୀକ୍ଷା ପାଇଁ ତାରିଖ ଘୋଷଣା କଲା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ । ଏପ୍ରିଲ ୨୬ରୁ ଉଭୟ ଦଶମ ଏବଂ ଦ୍ୱାଦଶ ଟର୍ମ-୨ ପରୀକ୍ଷା ହେବ। ଏ ନେଇ ସିବିଏସ୍‌ଇ ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦିନ ୧୦ଟା୩୦ରୁ…

କେଜ୍ରିଓ୍ବାଲଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭଗଓ୍ବନ୍ତ

ନୂଆଦିଲ୍ଲୀ,୧୧।୩: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି)କୁ ବିପୁଳ ପରିମାଣରେ ଭୋଟ ମିଳିଛି। ପଞ୍ଜାବରେ ଏଏପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନଙ୍କ ଦମ୍‌ଦାର ବିଜୟ ପରେ ସମସ୍ତଙ୍କ ନଜର ଏବେ ଦଳ ଉପରେ ରହିଛି। ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ ତଥା ଏଏପି ସଂଯଯୋକ ଅରବିନ୍ଦ…

ଅନେକ ରେକର୍ଡ ଭାଙ୍ଗିଲେ ଯୋଗୀ

ଲକ୍ଷ୍ନୌ,୧୧ା୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଛି। ଗୋରଖପୁର ସହରାଞ୍ଚଳ ଆସନରୁ ବିଜୟୀ ହୋଇଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ତାଙ୍କ ଦଳ ନିର୍ବାଚନରେ ଅନେକ ରେକର୍ଡ ସୃଷ୍ଟି କରିଛନ୍ତି।…

ଇସ୍ତଫା ଦେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ଡେରାଡୁନ୍‌,୧୧।୩: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମି ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ନିର୍ବାଚନମଣ୍ଡଳୀ ଖତିମାରୁ ବିଧାନସଭା ନିର୍ବାଚନରେ ହାରିଯିବା ପରେ ଆଜି ରାଜ୍ୟପାଳଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ନୂତନ ସରକାର ଗଠନ ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri