Home Left

ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ: ‘ଭ୍ୟାକ୍ସିନେଶନ ଉପରେ ଦିଆଯାଉଛି ଫୋକସ’

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜିଲାପାଳ ଓ ସିଡିଏମଓଙ୍କୁ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟିଂ ଓ ଭ୍ୟାକ୍ସିନେଶନ ବଢ଼ାଇବା ଉପରେ…

କାର୍ତ୍ତିକଙ୍କ ହାତରେ ଆଉ ଏକ ବଡ଼ ପ୍ରୋଜେକ୍ଟ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଦମ୍‌ଦାର ଅଭିନୟ ଏବଂ ଲୁକ୍‌କୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ନିକଟରେ ଫିଲ୍ମ ‘ଭୁଲ ଭୁଲେୟା-୨’ର ଜବରଦସ୍ତ ଅଭିନୟ ପରେ ତାଙ୍କ ପାଖକୁ ଅଫର ଆସିବାରେ ଲାଗିଛି। ବଲିଉଡର ନାମଦାମୀ ପ୍ରଡ୍ୟୁସର ସାଜିଦ ନାଦିଆଦୱାଲାଙ୍କ…

‘ମୁଁ ଅପରାଧୀ ନୁହେଁ, ମୋତେ ସିଙ୍ଗାପୁର ଛାଡ’

ନୂଆଦିଲ୍ଲୀ,୧୮ା୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପୁଣି ସୋମବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସିଙ୍ଗାପୁର ଗସ୍ତକୁ ଅନୁମତି ପ୍ରଦାନରେ ବିଳମ୍ବକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରି ରାଜନୈତିକ କାରଣରୁ ତାଙ୍କୁ ସିଙ୍ଗାପୁରରେ ହେବାକୁ ଥିବା ଏକ…

ଦେଶରେ ଦ୍ୱିତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ଥିରୁଭାନନ୍ତପୁରମ୍‌,୧୮।୭: ସୋମବାର ଦେଶରେ ଦ୍ୱିତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦ୍ୱିତୀୟ ମାମଲା କେରଳରେ ଦେଖିବାକୁ ମିଳିଛି। କେରଳର କନ୍ନୁରଠାରେ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ ସୂଚନା ଦେଇଛନ୍ତି। ପୂର୍ବରୁ ମଧ୍ୟ କେରଳରେ…

ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୋପାଳ,୧୮।୭: ମଧ୍ୟପ୍ରଦେଶରେ ଏକ ବଡ଼ ବସ ଦୁର୍ଘଟଣା ଘଟିଛି। ଧର ଜିଲାରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ନର୍ମଦା ନଦୀରେ ଖସିପଡିଛି। ଏହି ଦୁର୍ଘଟଣାରେ ବସ ଡ୍ରାଇଭରଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଏହାର ଯାଞ୍ଚ୍‌ ନିର୍ଦ୍ଦେଶ ଦେଇଛନ୍ତି…

କୁନି ଝିଅଙ୍କ ପ୍ରଶ୍ନ ଶୁଣି ମୁଖ୍ୟମନ୍ତ୍ରୀ ଆଶ୍ଚର୍ଯ୍ୟ

ପୁଣେ,୧୮।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହ ଏକ କୁନି ଝିଅର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ ଝିଅଟି ମୁଖ୍ୟମନ୍ତ୍ରୀଙ୍କୁ ଏମିତି କିଛି ପ୍ରଶ୍ନ ପଚାରିଛନ୍ତି, ଯାହା ଶୁଣି ସମସ୍ତେ ହସିବାରେ ଲାଗିଛନ୍ତି। ରବିବାର ଏକନାଥ ଶିନ୍ଦେଙ୍କୁ ଭେଟିବାକୁ ଜଣେ…

ଚୁଡ଼ା,ମୁଢ଼ି ଉପରେ ଜିଏସଟିକୁ ବିରୋଧ, ଗ୍ରାହକଙ୍କ ଉପରେ ପ୍ରଭାବ ପଡ଼ିବ ନାହିଁ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଓଡ଼ିଶାର ଲୋକେ ଚୁଡ଼ା, ମୁଢ଼ିକୁ ସକାଳେ ସନ୍ଧ୍ୟାରେ ଜଳଖିଆ ଭାବେ ବ୍ୟବହାର କରନ୍ତି। ତେଣୁ ସେସବୁରେ ଜିଏସ୍‌ଟି ଲାଗିବା ପ୍ରସଙ୍ଗ ସୋମବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା । ଏହାକୁ ଗୁରୁତ୍ୱର ସହ ନେଇ ତୁରନ୍ତ ଜିଏସ୍‌ଟି ହଟାଇବାକୁ କଂଗ୍ରେସ ଦାବି…

ପନ୍ତଙ୍କ ବିସ୍ଫୋରକ ବ୍ୟାଟିଂ ଦେଖି ଗର୍ଲଫ୍ରେଣ୍ଡ୍‌ କହିଲେ…

ଲଣ୍ଡନ,୧୮।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜର ଶେଷ ମ୍ୟାଚ ରବିବାର ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ଏକ ରୋମାଞ୍ଚକର ବିଜୟ ହାସଲ କରି ସିରିଜ ଜିତିଛି। ଭାରତୀୟ ଦଳର ଷ୍ଟାର୍‌ ଉଇକେଟ୍‌କିପର ରିଷଭ ପନ୍ତଙ୍କ…

ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍‌ ଦେଲେ ମୋକିମ୍‌, ପିସିସି ସଭାପତି କହିଲେ ନିଆଯିବ କାର୍ଯ୍ୟନୁଷ୍ଠାନ

କଟକ ଅଫିସ, ୧୮।୭(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ କଟକ ଚେଦ୍ବାର କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଭୋଟ ଦେଇଛନ୍ତି। ଭୋଟ ଦେଇ ମୋକିମ୍‌ କହିଛନ୍ତି, ମୋ ବିବେକ ଅନୁଯାୟୀ ମୁଁ ଭୋଟ ଦେଇଛି ।ଯେହେତୁ ସେ ଓଡ଼ିଶାର ଝିଅ…

ନଦୀକୁ ଖସିଲା ଯାତ୍ରୀବାହୀ ବସ୍‌,୧୩ ମୃତ

ଭୋପାଲ,୧୮।୭: ମଧ୍ୟପ୍ରଦେଶର ଧାର ଜିଲାରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ସୋମବାର ନର୍ମଦା ନଦୀକୁ ଖସି ପଡ଼ିଛି। ଏଥିରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣଙ୍କୁ ପାଣିରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପୋଲିସ ଏବଂ ଅଗ୍ନିଶମବାହିନୀ…

ନାମାଙ୍କନପତ୍ର ଦାଖଲ କଲେ ଜଗଦୀପ ଧନକର

ନୂଆଦିଲ୍ଲୀ,୧୮।୭: ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକର ସୋମବାର ସଂସଦ ଭବନରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଅନେକ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିଥିଲେ। ନାମାଙ୍କନ…

ରାଷ୍ଟ୍ରପତି ନିର୍ବାଚନ: ଭୋଟ୍‌ ଦେଲେ ପୂର୍ବତନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୭: ଦେଶର ୧୫ତମ ରାଷ୍ଟ୍ରପତି ପାଇଁ ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇଛି ମତଦାନ। ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ଦଳର ଏମ୍‌ପିମାନେ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ଇତି ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସଂସଦ ଭବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?