୧୯ ଜୁଲାଇରେ ୮୨ ପ୍ରାଣୀ ସଞ୍ଜିବନୀ ଆମ୍ବୁଲାନ୍ସ୍ ଶୁଭାରମ୍ଭ କରିବେ ସରକାର…
ବେଙ୍ଗାଲୁରୁ,୧୮।୭ : କର୍ନାଟକରେ ରାଜ୍ୟ ସରକାର ପ୍ରାଣୀ ସଞ୍ଜିବନୀ ଆମ୍ବୁଲାନ୍ସ୍ ଶୁଭାରମ୍ଭ କରିବେ । ଏନେଇ ରାଜ୍ୟ ପଶୁପାଳନ ମନ୍ତ୍ରୀ ପ୍ରଭୁ ଚୌହ୍ବାନ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ଗୋହତ୍ୟା ନିୟମ ନିଷେଧାଦେଶ ଲାଗୁ ହେବା ପରେ ଇତିମଧ୍ୟରେ ୨୦ ହଜାରରୁ…
ରିପୋର୍ଟ ସ୍ପଷ୍ଟ କଲା ‘ଦୂଷିତ ପାଣି’
ରାୟଗଡ଼ା ଅଫିସ,୧୮ା୭: ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତିରେ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ୩୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣା ଏବେ ସମଗ୍ର ରାଜ୍ୟରେ ଚିନ୍ତାର ବିଷୟ ହୋଇଛି। ବିଧାନସଭାରେ ଏହି ପ୍ରସଙ୍ଗ ଉଠିବା ପରେ କାଶୀପୁର…
ନଗଡ଼ା ଶିଶୁ ମୃତ୍ୟୁ ଘଟଣା: ତଥ୍ୟ ନ ଦେବାରୁ ୨୫ ହଜାର ଜରିମାନା
ଯାଜପୁର ଅଫିସ,୧୮ା୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ ନଗଡ଼ାରେ ଶିଶୁ ମୃତ୍ୟୁ ଘଟଣା ପରେ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ତଥାପି ନଗଡ଼ାରେ ବାଲ୍ୟ ବିବାହ ସାଙ୍ଗକୁ ପୁଷ୍ଟିହୀନତା ଶତପ୍ରତିଶତ ହ୍ରାସ ପାଇନାହିଁ। ଏହିକ୍ରମରେ ପ୍ରଦୀପ ପ୍ରଧାନ ସୂଚନା…
ଆଜିଠୁ ପରିବର୍ତ୍ତିତ ଜିଏସ୍ଟି
ଭୁବନେଶ୍ୱର,୧୮ା୭: ଗତ କିଛି ଦିନ ତଳେ ସାମଗ୍ରୀ ଓ ସେବା ଟିକସ (ଜିଏସଟି) କାଉନସିଲ ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୧୮ରୁ ସାରା ଦେଶରେ ନୂଆ ପରୋକ୍ଷ କର ହାର ଲାଗୁ ହେବାକୁ ଯାଉଛି। ଫଳରେ ଅନେକ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ପୂର୍ବ…
ଶ୍ରୀଲଙ୍କା ସଙ୍କଟ: କେନ୍ଦ୍ର ଡାକିଲା ସର୍ବଦଳୀୟ ବୈଠକ
ନୂଆଦିଲ୍ଲୀ,୧୮ା୭: ଶ୍ରୀଲଙ୍କାରେ ଉପୁଜିଥିବା ରାଜନୈତିକ ଓ ଅର୍ଥନୈତିକ ସଙ୍କଟ ଉପରେ ଆଲୋଚନା ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ରବିବାର ସୂଚନା ଦେଇଛନ୍ତି। ଉକ୍ତ ବୈଠକରେ ଅର୍ଥମନ୍ତ୍ରୀ ନିର୍ମଳା…
ଶାନ୍ତିଦୂତ ମଣ୍ଡେଲା
ନେଲ୍ସନ ମଣ୍ଡେଲା ଅନ୍ତର୍ଜାତୀୟ ଦିବସ ଅର୍ଥାତ୍ ମଣ୍ଡେଲା ଦିବସ ହେଉଛି ନେଲ୍ସନ ମଣ୍ଡେଲାଙ୍କ ସମ୍ମାନାର୍ଥେ ବାର୍ଷିକ ଅନ୍ତର୍ଜାତୀୟ ଦିନ, ଯାହା ପ୍ରତିବର୍ଷ ୧୮ ଜୁଲାଇ, ଶାନ୍ତିଦୂତ ମଣ୍ଡେଲାଙ୍କ ଜନ୍ମଦିନରେ ପାଳନ କରାଯାଇଥାଏ। ମିଳିତ ଜାତିସଂଘ ପକ୍ଷରୁ ନଭେମ୍ବର ୨୦୦୯ ମଣ୍ଡେଲାଙ୍କ ୯୧ତମ…
ଡ୍ୟାମ୍ରେ ବୁଡ଼ିଲା ବୋଟ୍: ଗୋଟିଏ ପରିବାରର ୮ ମୃତ
କୋଡରମା,୧୭।୭: ଝାଡ଼ଖଣ୍ଡର ଗିରିଡିହ ପଞ୍ଚିଖେରୋ ଡ୍ୟାମ୍ରେ ରବିବାର ଏକ ବୋଟ୍ ବୁଡ଼ି ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଗିରିଡିହ ଅଞ୍ଚଳର ଏକ ପରିବାର ବୁଲିବା ପାଇଁ ଆସିଥିଲେ। ହେଲେ ରବିବାର ମଧ୍ୟାହ୍ନରେ ପରିବାର ଲୋକେ ଏକ ବୋଟ୍ରେ…
ଗାଁରେ ବୁଲୁଛି ଗୋଠଛଡ଼ା ଦନ୍ତା
ଟେନ୍ସା,୧୭।୭(ଡ଼ି.ଏନ.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଚାଲିଛି ଗୋଠଛଡ଼ା ଦନ୍ତା। ଗୋଠଛଡ଼ା ଦନ୍ତା ହାତୀକୁ ଟ୍ରାଙ୍କୁଲାଇଜ କରୁନାହାନ୍ତି ବଣାଇ ବନବିଭାଗ। ଦିନରାତି ଗାଁରେ ଆତଙ୍କ ଚଳାଉ ଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ହାତୀଟି ଗାଁ…
ସରପଞ୍ଚଙ୍କ ଘରୁ ମିଳିଲା ଚୋରି ସାମଗ୍ରୀ
ବରପାଲି,୧୭।୭(ଡି.ଏନ୍.ଏ.) ବରଗଡ଼ ଜିଲା ବରପାଲି ବ୍ଲକ କୁମ୍ଭାରୀ ପଞ୍ଚାୟତ ଅଫିସ୍ରୁ ଗୋଟିଏ ପୁରୁଣା ଟ୍ରେଜେରି ଓ ଡିଜେଲ ରାଇସ ହଲର ଚୋରି ହୋଇଥିବା ନେଇ ଗତ ୧୪ ତାରିଖରେ ବରପାଲି ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଏହି ଘଟଣାରେ ଏକ ମାମଲା…
ନଦୀ ଟାପୁରେ ଫସିଛନ୍ତି ଶତାଧିକ ହରିଣ
ମାଲକାନଗିରି,୧୭ା୭(ଡି.ଏନ୍.ଏ.): ଲଗାଣ ବର୍ଷା ଯୋଗୁ ଓଡ଼ିଶା ସହ ଆନ୍ଧ୍ରପ୍ରଦେଶରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟାରେ ଅନେକ ଘରଦ୍ୱାର, ଚାଷଜମି ନଷ୍ଟ ହୋଇଥିବା ବେଳେ ଏଥିରୁ ବାଦ ପଡିନାହାନ୍ତି ବନ୍ୟଜନ୍ତୁ। ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଓଡ଼ିଶା ସୀମାନ୍ତ ଆନ୍ଧ୍ରର…
ଜାତୀୟ ଜୁନିଅର ରେକର୍ଡ ଭାଙ୍ଗିଲେ ମାଧବନଙ୍କ ପୁଅ
ନୂଆଦିଲ୍ଲୀ,୧୭।୭: ଅଭିନେତା ଆର ମାଧବନଙ୍କ ପୁଅ ବେଦାନ୍ତ ପୁଣି ଏକ ରେକର୍ଡ ହାସଲ କରିଛନ୍ତି। ଜୁନିଅର ନ୍ୟାଶନାଲ ଆକ୍ୱାଟିକ୍ସର ୧୫୦୦ ମିଟର ଫ୍ରିଷ୍ଟାଇଲ ବିଭାଗରେ ବେଦାନ୍ତ ଜାତୀୟ ଜୁନିଅର ରେକର୍ଡ ଭାଙ୍ଗିଛନ୍ତି। ସେ ୧୬ ମିନିଟର ପୂର୍ବ ଧାରକଙ୍କ ରେକର୍ଡ ଭାଙ୍ଗି…
ଯମଜ ସନ୍ତାନର ମା’ ହେବେ କି ଆଲିଆ
ବି ଟାଉନ୍ରେ ରଣବୀର କପୁର ଏବଂ ଆଲିଆ ଭଟ୍ଟ ପାଓ୍ବାରଫୁଲ୍ ଯୋଡି ଭାବେ ଜଣାଶୁଣା। ଖୁବ ଶୀଘ୍ର ଉଭୟ ନିଜର ପ୍ରଥମ ସନ୍ତାନକୁ ଏହି ଦୁନିଆକୁ ସ୍ବାଗତ କରିବାକୁ ଯାଉଛନ୍ତି। ଏନେଇ ଦୁହେଁ ବେଶ୍ ଖୁସି ଅଛନ୍ତି। କିନ୍ତୁ ଉଭୟଙ୍କ ପାଇଁ…

