Home Left

ଶାଗ ତୋଳିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୧୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଛକ ନିକଟ ଚାଷ ଜମିରେ ଥିବା ଏକ ବହଳ ଗଛରୁ ପଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାଉଡୋଳା ଗ୍ରାମର ଜଣେ ତ୍ରିନାଥ ବେମାଲ(୬୦)। ସୂଚନା ଅନୁସାରେ କାଉଡୋଳା ଗ୍ରାମର…

ସୋସିଆଲ ମିଡିଆରେ ଟ୍ରେଣ୍ଡ୍‌ କରୁଛି ଭଗବନ୍ତ-ଜେଲେନ୍‌ସ୍କିଙ୍କ ଜୀବନୀ

ଚଣ୍ଡିଗଡ଼,୧୦।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ସଂଖ୍ୟାଗରିଷ୍ଠତା ସହ ବିଜୟ ହାସଲ କରିଛି। ବହୁମତରେ ବିଜୟ ହାସଲ କରିବା ପରେ ରାଜ୍ୟରେ ଇତିହାସ ସୃଷ୍ଟି କରିଛି ଏଏପି। ନିର୍ବାଚନ ଫଳାଫଳ ଆସିବା ପରେ ଟୁଇଟର ଓ ଫେସ୍‌ବୁକ୍‌ରେ ୟୁକ୍ରେନ…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ସ୍କୁଲ ଅଧ୍ୟକ୍ଷ

ଭବାନୀପାଟଣା,୧୦।୩(ସ୍ବ.ପ୍ର.): ଛାତ୍ରୀଙ୍କୁ ଅସଦାଚରଣ କରିବା ସ୍କୁଲ ଅଧ୍ୟକ୍ଷଙ୍କୁ ମହଙ୍ଗା ପଡ଼ିଛି। କଳାହାଣ୍ଡି ଜିଲା ଭବାନୀପାଟଣାର ଏକ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି। ସ୍କୁଲରେ କାର୍ଯ୍ୟରତ ଅଧ୍ୟକ୍ଷ ରାଜୀବ ଦତ୍ତା ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ସହ ଅଶ୍ଳିଳ ମେସେଜ…

ପୌର ନିର୍ବାଚନ: ଘରକୁ ଘର ବୁଲି ଭୋଟ ଭିକ୍ଷା

ଗଞ୍ଜାମ,୧୦।୩(ଡି.ଏନ.ଏ.): ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ପାର୍ଥୀପତ୍ର ଯାଞ୍ଚ ସରିବା ପରେ ବିଜେଡି ପ୍ରଚାରରେ ଆଗୁଆ ରହିଥିବା ଜଣାପଡିଛିl ଗୁରୁବାର ପୁଇଁତୋଳା ୱାର୍ଡ ନଂ-୮ ଓ୯ ରେ ବିଜେଡି ଚେୟାରମ୍ୟାନ ପାର୍ଥିନୀ ଝୁଲି ପାତ୍ର ଓ ୱାର୍ଡ ନଂ-୮…

ଭୋଟ ଗଣନା ବେଳେ ଲାଠିଚାର୍ଜ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଫଳାଫଳର ଚିତ୍ର ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରୁଥିବା ବେଳେ ଅନେକ ସ୍ଥାନରେ ଦଳକୁ ସଂଘର୍ଷ ମଧ୍ୟ କରିବାକୁ ପଡ଼ିଛି। ଏଭଳି…

‘ପରିଶ୍ରମ କଲୁ ହେଲେ ଭୋଟ ଆଣିପାରିଲୁ ନାହିଁ’

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ନିର୍ବାଚନରେ ଭାଜପା ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ଦଳ ପୁନର୍ବାର କ୍ଷମତାକୁ ଫେରିବାକୁ ଯାଉଛି। ବର୍ତ୍ତମାନ ଭାଜପା ବିଜୟୀ ହୋଇଥିବା ବେଳେ ଏହି ନିର୍ବାଚନରେ କଂଗ୍ରେସକୁ ମାଟି କାମୁଡ଼ିବାକୁ ପଡ଼ିଛି। ଅର୍ଥାତ୍‌…

କିଏ ହେବେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ, ରେସ୍‌ରେ ୪ ଜଣ

ଡେରାଡୁନ,୧୦ ।୩: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବହୁମତ ମିଳିଛି । ହେଲେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଖଟିମା ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭୁବନ ଚନ୍ଦ୍ର କାପଡିଙ୍କଠାରୁ ମାତ୍ର ୬,୫୭୯ ଭୋଟରେ ହାରି ଯାଇଛନ୍ତି ।…

ବିଜେଡିରେ ମିଶିଲେ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି

ଖୋର୍ଦ୍ଧା ଅଫିସ,୧୦।୩: ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି ଲକ୍ଷ୍ମୀଧର ବିଶ୍ବାଳ ବିଧିବଦ୍ଧ ଭାବେ କଂଗ୍ରେସ ଦଳ ଛାଡ଼ି ବିଜୁ ଜନତା ଦଳରେ ଗୁରୁବାର ଯୋଗ ଦେଇଛନ୍ତି। ଜଟଣୀ ପାଖରେ ଥିବା ପାତ୍ରପଡ଼ା ନାଗେଶର ମନ୍ଦିର ପରିସରରେ ବିଜେଡିର ଏହି ମିଶ୍ରଣ…

ଟ୍ରେନ୍‌ରେ ପୁଣି ମିଳିବ କମ୍ବଳ

ନୂଆଦିଲ୍ଲୀ,୧୦।୩: କରୋନା ମହାମାରୀ ଯୋଗୁ ଗତ ୨ବର୍ଷ ଧରି ସରକାର ଅନେକ ପ୍ରତିବନ୍ଧକ ଲଗାଇଥିଲେ। ଏହାକୁ ଏବେ ଧିରେ ଧିରେ ପ୍ରତ୍ୟାହାର କରାଯାଉଛି। ଇତିମଧ୍ୟରେ ନିକଟରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ଅନୁମୋଦନ ମିଳିିବା ପରେ ସରକାର ରେଲୱେରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ…

ପରାଜୟ ସ୍ବୀକାର କଲେ ରାୱତ

ନୂଆଦିଲ୍ଲୀ,୧୦।୩: ୨୦୧୭ ପରେ ୨୦୨୨ରେ ମଧ୍ୟ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ସିଂ ରାୱତଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି । ଲାଲଙ୍କୁଆ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ମୋହନ ସିଂଙ୍କ ୧୪ ହଜାରରୁ ଅଧିକ ଭୋଟ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୨୮୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ମେଳା ଦେଖିବାକୁ ଯାଇ ନଦୀରେ ବୁଡିଗଲେ

ଆନନ୍ଦପୁର,୧୦।୩(ସ୍ବ.ପ୍ର.): ବାଲିଘାଟ ପାଇଁ ନଦୀଗର୍ଭରେ ସୃଷ୍ଟି ହୋଇଥିବା ଗର୍ତ୍ତରେ ଜଣେ ବ୍ୟକ୍ତି ବୁଡି ପ୍ରାଣ ହରାଇଛନ୍ତି। ଏଭଳି ଘଟଣା ଘସିପୁରା ଥାନା ଦେଓଗାଁ ସ୍ଥିତ କୁଶେଇ ନଦୀରେ ଦେଖିବାକୁ ମିଳିଛି। ମୃତକ ହେଉଛନ୍ତି ଦେଓଗାଁ ସୀମାନ୍ତ ଯାଜପୁର ଜିଲା ଟମକା ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri