ଡରି ଯାଇଥିଲେ ମଲାଇକା!
ମୁମ୍ବାଇ: ପର୍ସନାଲ ହେଉ ବା ପ୍ରଫେସନାଲ । କିଛି ନା କିଛି କାରଣ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ରହିଥାଆନ୍ତି ମଲାଇକା ଆରୋରା । ନିକଟରେ ସେ ଏକ ସାକ୍ଷାତ୍କାରରେ ଏମିତି କିଛି କଥା କହିଛନ୍ତି ଯାହା ତାଙ୍କ ପ୍ରଶଂସକଙ୍କୁ ଚମକାଇ…
କରହଲରୁ ଜିତିଲେ ଅଖିଲେଶ
ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭାଜପା ବୃହତ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କରହଲ ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଏସ୍ ପି ସିଂ ବାଗେଲଙ୍କୁ ଅଖିଲେଶ…
‘ଗାନ୍ଧୀ ନେତୃତ୍ୱ କଂଗ୍ରେସ ପାଇଁ କାମ ଦେଉନି’
ନୂଆଦିଲ୍ଲୀ,୧୦।୩: ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ନିଶ୍ଚିତ ହୋଇସାରିଛି। ପ୍ରତ୍ୟେକ ରାଜ୍ୟରେ କଂଗ୍ରେସକୁ କ୍ଷତି ସହିବାକୁ ପଡ଼ିଛି। ଏହି ଫଳାଫଳ ଦର୍ଶାଉଛି କଂଗ୍ରେସ ପାଇଁ ଗାନ୍ଧୀ ପରିବାର ନେତୃତ୍ୱ ଆଉ କାମ ଦେଉନି। ଏଭଳି କହି ଗାନ୍ଧୀ ପରିବାରକୁ ସମାଲୋଚନା…
ପଞ୍ଜାବବାସୀଙ୍କ ନିଷ୍ପତ୍ତିକୁ ବିନମ୍ରତାର ସହ ସ୍ୱୀକାର କରୁଛି, ଏଏପିକୁ ଶୁଭେଚ୍ଛା: ଚନ୍ନି
ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ପରାଜୟକୁ ସ୍ୱିକାର କରି ନେଇଛି କଂଗ୍ରେସ । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ହାରିବା ପରେ ଦଳିୟକର୍ମୀଙ୍କୁ ଧନ୍ୟବାଦ ଦେବା ସହ ପଞ୍ଜାବବାସୀଙ୍କ ନିଷ୍ପତ୍ତିକୁ ଗ୍ରହଣ କରି ନେଇଛନ୍ତି । ସେ ଦୁଇଟି ଯାକ…
ଲକ୍ଷେରୁ ଊର୍ଦ୍ଧ୍ୱ ଭୋଟ୍ରେ ଜିତିଲେ ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ୧୮ ତମ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ଟ୍ରେଣ୍ଡ ଅନୁଯାୟୀ, ୟୁପିରେ ୨୭୩ ଟି ଆସନରେ ଭାଜପା ଆଗୁଆ ରହିଛି। ସେଠାରେ ସମାଜବାଦୀ ପାର୍ଟି କେବଳ ୧୨୩ଟି ଆସନରେ ସୀମିତ ରହିବା ଜଣାପଡୁଛି। ତେବେ ଉତ୍ତର…
ହାରିଗଲେ ସ୍ବାମୀ ପ୍ରସାଦ ମୌର୍ଯ୍ୟ
ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳ ଆସିବାରେ ଲାଗିଛି। ଭାଜପା ମ୍ୟାଜିକ ନମ୍ବରଠାରୁ ଯଥେଷ୍ଟ ଅଧିକ ଆସନରେ ଆଗୁଆ ରହିଛି। ଏଭଳି ସ୍ଥିତିରେ ଭାଜପା ଛାଡି ସମାଜବାଦୀ ପାର୍ଟିରେ ଯୋଗ ଦେଇଥିବା ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କୁ ବଡ ଝଟକା ଲାଗିଛି ।…
ଭାଜପା ପ୍ରାର୍ଥୀଠୁ ହାରିଲେ ପାରିକରଙ୍କ ପୁଅ
ପାଣାଜି,୧୦।୩: ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ତଥା ସ୍ବର୍ଗତ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକରଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ତାହା ପୁଣି ଭାଜପା ପ୍ରାର୍ଥୀ ଆତାନାସିଓ ମନସେରାଟେଙ୍କ ଠାରୁ। ତେବେ ଖୁବ୍ କମ୍ ବ୍ୟବଧାନରେ ଭାଜପା ପ୍ରାର୍ଥୀ ବିଜୟୀ ହୋଇଥିବା…
ଜିତିଲେ ଗୋଆ ମୁଖ୍ୟମନ୍ତ୍ରୀ
ପାଣାଜି,୧୦।୩: ୨୦୨୨ ବିଧାନସଭା ନିର୍ବାଚନରେ ସାଙ୍କୁଲିମ ଆସନରୁ ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ବିଜୟୀ ହୋଇଛନ୍ତି। ପ୍ରମୋଦ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀଙ୍କଠାରୁ ମାତ୍ର ୧ ହଜାର ଭୋଟରେ ବିଜୟୀ ହୋଇଥିବା ଜଣାପଡିଛି। ଭାଜପା ୧୯ଟି ଅସନରେ ଆଗରେ ଥିବା ବେଳେ…
ଦ୍ୱିତୀୟ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଅଭିନେତ୍ରୀ
ସାଉଥ୍ ସୁନ୍ଦରୀ ସାମନ୍ଥା ରୁଥ୍ ପ୍ରଭୁ ତାଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ତେବେ ଏବେ ସାମନ୍ଥାଙ୍କୁ ଦ୍ୱିତୀୟ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଅଭିନେତ୍ରୀ ବୋଲି ଜଣାଯାଇଛି। ନୟନଥାରା ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଅଭିନେତ୍ରୀ ହୋଇଥିବାବେଳେ ସାମନ୍ଥା…
ହାରିଲେ ମାଳବିକା
ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନର ଫଳାଫଳ ଧିରେ ଧିରେ ସମ୍ନାକୁ ଆସିବାରେ ଲାଗିଛି । ଏଠାରେ କଂଗ୍ରେସ ଶାସନ ଥିବା ସତ୍ତ୍ୱେ ଏଥର କିନ୍ତୁ ଭାଙ୍ଗିଯାଇଛି କଂଗ୍ରେସର ଗଡ । ପଞ୍ଜାବରେ ଏଥର ବାଜି ମାରି ନେଇଛି ଆମ ଆଦମୀ…
ପୁଣି ଚର୍ଚ୍ଚାରେ କୁନି କେଜ୍ରିଓ୍ବାଲ୍
ଚଣ୍ଡିଗଡ,୧୦।୩: ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିଛି। ଦଳ ୯୨ ଆସନ ସହ ରାଜ୍ୟରେ ସରକାର ଗଢିବାକୁ ଯାଉଛି। ଦଳର ବିୟରେ କର୍ମୀମାନେ ସେଲିବ୍ରେଶସ ଆରମ୍ଭ କରିଦେଇଛନ୍ତି। ଏସବୁ ଭିତରେ ଦିଲ୍ଲୀ ସଡକରେ କୁନି କେଜ୍ରିଓ୍ବାଲ ଦେଖିବାକୁ ମିଳିଥିଲା।…
ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାହୁଲ
ନୂଆଦିଲ୍ଲୀ,୧୦ ।୩: ଦେଶର ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ଭଲ ପ୍ରଦର୍ଶନ କରି ନ ଥିବା ବେଳେ ଏଥର ବି ଦଳକୁ ନିରାଶ ହେବାକୁ ପଡିଛି । ହେଲେ ବିଜୟୀ ପ୍ରାର୍ଥୀଙ୍କୁ ଟୁଇଟ୍ କରି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ…
Archives


