‘ମୋତେ ବିବାହ କର, ୨୦ କୋଟି ଦେବି’
ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ କାର୍ତ୍ତିକ ଇନଷ୍ଟାଗ୍ରାମରେ ତାଙ୍କ କୁନି ସହ କଳାକରଙ୍କ ସହ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ କୁନି ଝିଅଟି ତାଙ୍କ ଫିଲ୍ମର ଏକ ସଂଳାପ କହୁଥିବାର ନଜର ଆସିଛନ୍ତି।…
କୋଭିଡ୍ ମୃତ୍ୟୁ ସହାୟତା ତୁରନ୍ତ ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୧।୩(ବ୍ୟୁରୋ): କୋଭିଡ୍ ମୃତ୍ୟୁ ସହାୟତା ପ୍ରଦାନ ସହ ପ୍ରମାଣପତ୍ର ତୁରନ୍ତ ପ୍ରଦାନ କରିବାକୁ ରାଜ୍ୟ ସରକାର ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ମାର୍ଚ୍ଚ ୧୪ ମଧ୍ୟରେ ଯେଉଁମାନେ ମରିଛନ୍ତି ଓ ଅନୁକମ୍ପା ରାଶି ପାଇନାହାନ୍ତି, ସେମାନଙ୍କୁ…
୧୫ରୁ ଆହୁରି ବଢ଼ିବ ତାତି
ଭୁବନେଶ୍ୱର,୧୧ା୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ଆରମ୍ଭ ହୋଇଗଲାଣି। ପାରଦ ଉପରମୁହାଁ ହୋଇଛି। ଆସନ୍ତା ଦିନେ ଦୁଇଦିନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସକୁ ଛୁଇଁବ। ଦକ୍ଷିଣ ପଶ୍ଚିମ ଦିଗରୁ ଗରମ ବାୟୁ ପ୍ରବାହ ପରିବେଶକୁ ଉତ୍ତପ୍ତ କରିଛି। ଗୁରୁବାର ରାଜ୍ୟର ଅଧିକାଂଶ…
ଏନ୍ଜିଟିରେ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପ ମାମଲା: ୨୦ କୋଟି ଟଙ୍କା ଦାଖଲ ନିର୍ଦ୍ଦେଶ
ଯାଜପୁର ଅଫିସ,୧୧ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ସୁକିନ୍ଦା-ଅନୁଗୋଳ ରେଳପଥ ନିର୍ମାଣରେ ବିପୁଳ ପରିମାଣର ଲଘୁ ଖଣିଜ ଦ୍ରବ୍ୟ ମୋରମ ଓ ମାଟି ବେଆଇନ ଭାବେ ଉତ୍ତୋଳନ କରାଯାଇଛି। ଏନ୍ଭାରକ୍ମେଣ୍ଟ ଇମ୍ପାକ୍ଟ ଅଥରିଟି(ଇଆଇଏ) ଓ ଜଙ୍ଗଲ ସଂରକ୍ଷଣ ଆଇନ-୧୯୮୦ର ଅନୁମତି ବିନା…
୨୪ ଘଣ୍ଟିଆ ଯୁଦ୍ଧବିରତି ପାଇଁ ରୁଷିଆ ଅମଙ୍ଗ
ଇସ୍ତାନବୁଲ, ୧୧ା୩:ଯୁଦ୍ଧବିରତି ପାଇଁ ଗୁରୁବାର ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ତୁର୍କୀର ଆଣ୍ଟାଲ୍ୟାଠାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରୁ କୌଣସି ନିଷ୍କର୍ଷ ବାହାରିପାରିନାହିଁ। ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣକୁ ଗୁରୁବାର ୧୫ ଦିନ ପୂରିଥିବାବେଳେ ଯୁଦ୍ଧପରଠାରୁ ଏହା ୟୁକ୍ରେନ୍ ବହିର୍ବ୍ୟାପାର ମନ୍ତ୍ରୀ ଡିମିଟ୍ରୋ…
ୟୁକ୍ରେନ୍ ହସ୍ପିଟାଲ ଉପରେ ରୁଷିଆର ଆକ୍ରମଣକୁ ନିନ୍ଦା
କ୍ୱିଭ୍,୧୧ ।୩: ରୁଷିଆ ପଟରୁ ୟୁକ୍ରେନ୍ ଉପରେ ଲଗାତାର ଆକ୍ରମଣ ଜାରି ରହିଛି । ଗୋଟିଏ ଦିନ ପୂର୍ବରୁ ୟୁକ୍ରେନର ଏକ ପ୍ରସୂତି ହସ୍ପିଟାଲରେ ରୁଷିଆ ବୋମା ବର୍ଷଣ କରିବାରୁ ଅଧିକାଂଶ ଗର୍ଭବତୀ ଆହତ ହୋଇଛନ୍ତି । ଏହାସହ ଅଧିକାଂଶ ଶିଶୁ…
ଚାହିଦା ଅନୁସାରେ ପ୍ରଡକ୍ଟ ଚୟନ: ଦେବେଶ ପ୍ରସାଦ ନନ୍ଦ
ଦୁର୍ଗେଶ ମୋଟର୍ସ ପ୍ରାଇଭେଟ୍ ଲିମିଟେଡ୍ର ମ୍ୟାନେଜିଂ ଡାଇରେକ୍ଟର ଦେବେଶ ପ୍ରସାଦ ନନ୍ଦ ଭୁବନେଶ୍ୱରସ୍ଥିତ ବିଜେବି କଲେଜରୁ ଅର୍ଥନୀତିରେ ସ୍ନାତକ ଶିକ୍ଷା ଶେଷ କରିଥିଲେ। ସେ ଆମେରିକାର କଲମ୍ବିଆ ୟୁନିଭର୍ସିଟିରେ ବଜେଟ୍ ଫାଇନାନ୍ସ ପାଠ ପଢ଼ି କର୍ପୋରେଟ୍ ସେକ୍ଟରରେ କ୍ୟାରିୟର ଆରମ୍ଭ କରିଥିଲେ।…
ଆଜି ରିଲିଜ୍ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାଧେଶ୍ୟାମ’
ଅପେକ୍ଷାର ହେଲା ଅନ୍ତ। ସାଉଥ୍ ସୁପରଷ୍ଟାର ପ୍ରଭାସ ଏବଂ ପୂଜା ହେଗ୍ଡେଙ୍କ ଅଭୀନିତ ଫିଲ୍ମ ‘ରାଧେଶ୍ୟାମ’ ଶୁକ୍ରବାର ପ୍ରେକ୍ଷାଳୟରେ ରିଲିଜ୍ ହେବ। ଅନେକ ଦିନରୁ ଦର୍ଶକ ଫିଲ୍ମକୁ ଦେଖିବାକୁ ଅପେକ୍ଷା କରି ରହିଥିଲେ। ତେବେ ଫିଲ୍ମଟି ଏକାକାଳୀନ ହିନ୍ଦୀ, ମାଲାୟାଲାମ, କାନ୍ନାଡା…
ବିଏସ୍ପିକୁ ଗୋଟିଏ ସିଟ୍
ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ରାଜନୀତିରେ ୩ଦଶନ୍ଧି ଧରି ପ୍ରଭାବଶାଳୀ ଭୂମିକା ଗ୍ରହଣ କରିଥିବା ମୟାବତୀଙ୍କ ନେତୃତ୍ୱାଧୀନ ବହୁଜନ ସମାଜ ପାର୍ଟି (ବିଏସ୍ପି)କୁ ୨୦୨୨ ବିଧାନସଭା ନିର୍ବାଚନରେ ମାଟି କାମୁଡ଼ିବାକୁ ପଡ଼ିଛି। ଦଳିତ ରାଜନୀତିରେ ଏକଦା ଆଗରେ ରହିଥିବା ମାୟାବତୀ ଓ ତାଙ୍କ ଦଳ…
ଚକିତ କଲା ଲଖିମ୍ପୁର ଖେରି ୮ ଆସନ ଫଳାଫଳ
ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାର ସମସ୍ତ ୮ ଆସନରେ ଭାଜପା ବିଜୟୀ ହୋଇଛି। ଗତ ବର୍ଷ ଅକ୍ଟୋବରରେ ଚାଷୀ ଆନ୍ଦୋଳନ ଚାଲିଥିବା ବେଳେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ଗାଡ଼ି ମାଡ଼ିଯାଇ ୪ ଚାଷୀଙ୍କ ଜୀବନ ଯାଇଥିଲା।…
ଆସନ ବଞ୍ଚାଇପାରିଲେନି ଉପମୁଖ୍ୟମନ୍ତ୍ରୀ
ଲକ୍ଷ୍ନୌ,୧୦।୩ : ଉତ୍ତରପ୍ରଦେଶ ଜନାଦେଶର ଚିତ୍ର ଏବେ ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଥିବା କେଶବ ପ୍ରସାଦ ମୌର୍ଯ୍ୟ ସିରାଥୁ ବିଧାନସଭା ଆସନରୁ ପରାଜିତ ହୋଇଛନ୍ତି। ୭୩୩୭ ଭୋଟରେ ଏସ୍ପି ପ୍ରାର୍ଥୀ ପଲ୍ଲବୀ ପଟେଲ ତାଙ୍କୁ…
ପୁଅର ଗୋଇଠା ମାଡ଼ରେ ଚାଲିଗଲା ଜୀବନ
ଝାରସୁଗଡ଼ା ଅଫିସ୍,୧୦।୩: ଝାରସୁଗୁଡା ସଦର ଥାନା ଅଧୀନ ଏକାତାଳି ଗ୍ରାମରେ ପୁଅର ଗୋଇଠା ମାଡ଼ରେ ବାପା ସୁକୁରୁ ରୋହିଦାସ (୫୧)ଙ୍କ ମୃତ୍ୟୁ ଘଟିଛି। ଖବରପାଇ ପୋଲିସ ସୁକୁରୁଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ…
Archives


