Home Left

ହାସ୍ୟ ଅଭିନେତାରୁ ମୁଖ୍ୟମନ୍ତ୍ରୀ: ମାତ୍ର ୧୦ ବର୍ଷ ମଧ୍ୟରେ ବଦଳିଗଲା ସବୁକିଛି

ଚଣ୍ଡିଗଡ,୧୦।୩: ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ବାହାରିବାକୁ ଯାଉଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ, ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିବାକୁ ଯାଉଛି। ଟ୍ରେଣ୍ଡରେ, ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ଅତିକ୍ରମ କରିଛି। ଫଳରେ ଘୋଷଣା ମୁତାବକ,…

ଟିଭି ଚ୍ୟାନେଲ ଉପରେ ଭରସା କର ନାହିଁ

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଗଣତି ଚାଲିଥିବା ବେଳେ ଭାଜପାକୁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିଥିବା କୁହାଯାଇଛି। କିନ୍ତୁ ଟିଭି ଚ୍ୟାନେଲରେ ପ୍ରକାଶିତ ରିପୋର୍ଟ ଉପରେ ଭରସା ନ କରିବାକୁ ସମାଜବାଦୀ ପାର୍ଟି (ସପା) ତା’ର ଦଳୀୟ କର୍ମୀଙ୍କୁ ପରାମର୍ଶ ଦେଇଛି।…

ବାପାଙ୍କ ମୃତ୍ୟୁ ପରେ ଯମଜ ସନ୍ତାନଙ୍କୁ ହରାଇଥିଲେ ଫର୍ଦ୍ଦିନ; ଏବେ ବଖାଣିଲେ ଦୁଃଖ

ବମ୍ବେ: ଦୀର୍ଘ ୧୨ ବର୍ଷର ଲମ୍ବା ବ୍ୟବଧାନ ପରେ ବଲିଉଡ୍‌କୁ ଫେରୁଛନ୍ତି ଅଭିନେତା ଫର୍ଦ୍ଦିନ ଖାନ୍‌। ଚଳଚ୍ଚିତ୍ର ‘ବିସ୍ଫୋଟ’ରେ ନଜର ଆସିବେ ସେ। ଫିଲ୍ମରେ ତାଙ୍କ ସହ ଅଭିନେତା ରିତେଶ ଦେଶମୁଖ ମଧ୍ୟ ଅଛନ୍ତି। ଏହାକୁ ନେଇ ଚର୍ଚ୍ଚାରେ ରହିଛନ୍ତି ଫର୍ଦ୍ଦିନ।…

ବିଦ୍ୟୁତ୍‌ ନାହିଁ, କ୍ରୀଡ଼ା ଛାତ୍ରାବାସ ଛାଡ଼ିଲେ ୨୫ ଛାତ୍ର

ମାଲକାନଗିରି,୧୦ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ଷ୍ଟାଡିୟମ ପରିସରରେ ଥିବା କ୍ରୀଡ଼ା ଛାତ୍ରାବାସରେ ବିଦ୍ୟୁତ୍‌ ସମସ୍ୟା ଯୋଗୁ ୨୫ ଜଣ ଅନ୍ତେବାସୀ ବୁଧବାର ଛାତ୍ରାବାସ ଛାଡିଛନ୍ତି। ଟାଟା ପାଓ୍ବାର ପକ୍ଷରୁ ଗତ ୧୦ ଦିନ ତଳେ ଏହି କ୍ରୀଡ଼ା ଛାତ୍ରାବାସରୁ ବିଦ୍ୟୁତ୍‌…

ଯୋଗୀ ଆଦିତ୍ୟନାଥଙ୍କ ବଡ଼ ରେକର୍ଡ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭାର ୪୦୩ ବିଧାନସଭା ଆସନରେ ଭୋଟ ଗଣତି ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ଭାରତୀୟ ଜନତା ପାର୍ଟି ବହୁମତ ହାସଲ କରିଛି। ଫଳରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣିଥରେ ସରକାର ଗଠନ କରୁଥିବା ଟ୍ରେଣ୍ଡ କହୁଛି। ପୁନର୍ବାର ମୁଖ୍ୟମନ୍ତ୍ରୀ…

ଆସନ ବଞ୍ଚାଇ ପାରିଲେ ନାହିଁ ଦୁଇ ଥର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୦।୩: ପୂର୍ବତନ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପଟିଆଲା ଅର୍ବାନରେ ପରାସ୍ତ ହୋଇଛନ୍ତି। ଦୁଇ ଥର ମୁଖ୍ୟମନ୍ତ୍ରୀଙ୍କୁ ଆମ ଆଦମି ପାର୍ଟି (ଏଏପି) ପ୍ରାର୍ଥୀ ଅଜିତ ପାଲ ସିଂ କୋହଲି ହରାଇ ଦେଇଛନ୍ତି। କେବଳ ଏହି ଆସନରେ ନୁହେଁ ପୂରା ପଞ୍ଜାବରେ…

ଛାତ୍ରଙ୍କ କଟାମୁଣ୍ଡ ରଖି ରାସ୍ତାରୋକୋ କଲେ ଗ୍ରାମବାସୀ

ପିପିଲି,୧୦ା୩(ଡି.ଏନ୍‌.ଏ.): ରାଜରାସ୍ତାରେ କଟାମୁଣ୍ଡ ରଖି ଗ୍ରାମବାସୀ ପୁରୀ ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ ପିପିଲି ଟୋଲ ଗେଟ୍‌ ନିକଟରେ ରାସ୍ତାରୋକୋ କରିଛନ୍ତି। ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ କଟାମୁଣ୍ଡ ରଖି ନ୍ୟାୟ ଭିକ୍ଷା କରିଛନ୍ତି ଅଞ୍ଚଳବାସୀ। ଫଳରେ ରାସ୍ତାର ଉଭୟ…

ଆଜି ଇସ୍ତଫା ଦେଇପାରନ୍ତି ଚନ୍ନି

ଅମୃତସର,୧୦।୩: ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଚରଣଜିତ ସିଂହ ଚନ୍ନି ଇସ୍ତଫା ଦେଇପାରନ୍ତି। ଗୋଟିଏ ପଟେ ଗୁରୁବାର ଭୋଟ ଗଣତି ଚାଲିଥିବା ବେଳେ ଅନ୍ୟପଟେ ଚନ୍ନି ଇସ୍ତଫା ଦେବାକୁ ପ୍ରସ୍ତୁତ ହେଉଛନ୍ତି। ଏଥିପାଇଁ ସେ ଚଣ୍ଡିଗଡ଼ ସ୍ଥିତ ନିଜ ସରକାରୀ ବାସଭବନରେ ପହଞ୍ଚିଛନ୍ତି।…

ଆଇଟିଆଇ ସ୍ଥାପନ କରିବ ଦେଶର ସର୍ବବୃହତ୍‌ ଟାୟାର ଆର୍ଟ ପାର୍କ

ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଆଇଟିଆଇ ବିଭିନ୍ନ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସଫଳତା ପରେ ବର୍ତ୍ତମାନ ଦେଶର ବୃହତ୍ତମ ଟାୟାର ଆର୍ଟ ପାର୍କ ସ୍ଥାପନ କରିବାକୁ ଯାଉଛି। ଏ ନେଇ ଅଧ୍ୟକ୍ଷ ଡ. ରଜତ କୁମାର ପାଣିଗ୍ରାହୀ ବୁଧବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ଆଇଟିଆଇ ପକ୍ଷରୁ…

ରୁଷିଆ ଟ୍ୟାଙ୍କ୍‌ ଉପରେ ଚଢିଗଲେ ୟୁକ୍ରେନ ବ୍ୟକ୍ତି: କଲେ ଏମିତି କାମ

କ୍ୱିଭ୍‌,୧୦।୩:ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧୫ ଦିନରେ ପହଞ୍ଚିଛି। ୟୁକ୍ରେନରେ ନିଜର ଆକ୍ରମଣକୁ ବଜାୟ ରଖିଛି ରୁଷିଆ। ଏହି ଭୟଙ୍କର ଯୁଦ୍ଧରେ ୟୁକ୍ରେନ ସେନା ସହ ଏହାର ନାଗରିକମାନେ ମଧ୍ୟ ରୁଷିଆ ବିରୋଧରେ ବାହାରିଛନ୍ତି। ଅନେକ ଲୋକ ନିଜ ଦେଶର…

ଡିଭାଇଡରରେ ପିଟିହୋଇ ଜଳିଗଲା କଣ୍ଟେନର, ବର୍ତ୍ତିଗଲେ ଡ୍ରାଇଭର

କଟକ ଅଫିସ,୧୦ା୩: ଶିଖରପୁର ଟ୍ରାଫିକ ଛକରେ ଗୁରୁବାର ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ୍‌ ବୋଝେଇ କଣ୍ଟେନର ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯିବାରୁ ଏଥିରେ ନିଆଁ ଲାଗି ଜଳିଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ସୌଭାଗ୍ୟ…

‘ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ହେବେ ’

ନୂଆଦିଲ୍ଲୀ,୧୦।୩: ଆମ ଆଦମି ପାର୍ଟି (ଏଏପି)କୁ ପଞ୍ଜାବରେ ସ୍ପଷ୍ଟ ବହୁମତ ମିଳିବା ନିଶ୍ଚିତ। କାରଣ ୧୧୭  ବିଧାନସଭା ଆସନ ବିଶିଷ୍ଟ ପଞ୍ଜାବରେ ଅପରାହ୍ନ ୧୧ଟା ପର୍ଯ୍ୟନ୍ତ ଗଣତି ସୁଦ୍ଧା ୯୧ ଆସନରେ ଆଗୁଆ ରହିଛି ଏଏପି। ଦିଲ୍ଲୀ ପରେ ଦ୍ୱିତୀୟ ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri