ଦବୁଛି ରାସ୍ତା, ପ୍ରଶାସନର ନିଘା ନାହିଁ
ଆରଡ଼ି, ୧୦ା୩ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସାଠିବାଙ୍କୁଡ଼ା ଓ ବୋଡ଼କର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନଂ. ଜାତୀୟ ରାଜପଥରେ ମାସକ ତଳେ ପ୍ରାୟ ୫୦ ଫୁଟ୍ର ରାସ୍ତା ଦବିଥିଲା। ଏଥିସହ ୧୦୦ ଫୁଟ୍ର ଫାଟ ସୃଷ୍ଟି ହୋଇଥିଲା। ଏହି ସ୍ଥାନରେ…
ଆଖିବୁଜିଲେ ଘୁଷୁରି ହାର୍ଟ ଲାଗିଥିବା ବ୍ୟକ୍ତି
ବାଲ୍ଟିମୋର,୧୦।୩: ପ୍ରାୟ ଦୁଇମାସ ପୂର୍ବେ ଆମେରିକାରେ ଏକ ବିରଳ ପରୀକ୍ଷଣ ହୋଇଥିଲା। ଏହି ପରୀକ୍ଷଣରେ ପ୍ରଥମଥର ପାଇଁ ମଣିଷ ଶରୀରରେ ଘୁଷୁରି ହାର୍ଟ ପ୍ରତିରୋପଣ କରାଯାଇଥିଲା। ତେବେ ୨ମାସ ପରେ ପ୍ରତିରୋପଣ ହୋଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅସ୍ତ୍ରୋପଚାର କରିଥିବା ମେରିଲ୍ୟାଣ୍ଡ…
ହନୁମାନ ପଇସା ପାଇଁ ଯୁବକଙ୍କୁ ଅପହରଣ
ଭୁବନେଶ୍ୱର,୧୦ା୩(ବ୍ୟୁରୋ): ହନୁମାନ ପଇସା ରାଜଧାନୀରେ ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। ଅପହୃତ ଯୁବକ ହନୁମାନ ପଇସା ଦେବାକୁ କହି ସାଢ଼େ ତିନି ଲକ୍ଷ ଟଙ୍କା ଠକି ନେଇଥିଲେ। ଏହି ଯୁବକଙ୍କ ନାମ ବିବେକାନନ୍ଦ ମହାଲି। ଖବର ପାଇ ତମାଣ୍ଡୋ ପୋଲିସ ଘଟଣାସ୍ଥଳରେ…
ରାଘବଙ୍କ ଭବିଷ୍ୟବାଣୀ: କଂଗ୍ରେସର ସ୍ଥାନ ନେବ ଏଏପି
ଚଣ୍ଡିଗଡ,୧୦।୩: ଆଜି ୫ ରାଜ୍ୟର ବିଧାସଭା ନିର୍ବାଚନ ଫଳାଫଳ ବାହାରିବାକୁ ଯାଉଛି। ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁଯାୟୀ, ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିବାକୁ ଯାଉଛି। ଟ୍ରେଣ୍ଡରେ, ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ଅତିକ୍ରମ କରିଛି। ଦଳ ଏପର୍ଯ୍ୟନ୍ତ ୮୮…
ଆଇପିଏଲ୍ ପୂର୍ବରୁ ହାତକୁ ଦି’ ହାତ ହେଲେ ରାହୁଲ
ପାଣାଜୀ,୧୦।୩:ଭାରତୀୟ କ୍ରିକେଟର ରାହୁଲ ଚହର ତାଙ୍କ ପ୍ରେମିକା ଇଶାନି ଜୋହରଙ୍କୁ ବିବାହ କରିଛନ୍ତି। ଲେଗ ସ୍ପିନର ରାହୁଲ ଗୋଆରେ ଏକ ନୂତନ ଇନିଂସ ଆରମ୍ଭ କରିଛନ୍ତି। ଆଗ୍ରା ନିବାସୀ ରାହୁଲ ଚହର ଡିସେମ୍ବର ୨୦୧୯ରେ ଜୟପୁରର ବେଙ୍ଗାଲୁରୁର ଇଶାନି ଜୋହରଙ୍କ ସହ…
ପଛରେ ଚାଲିଛନ୍ତି ୩ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୦।୩: ନିକଟରେ ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ ଗଣତି ଚାଲିଛି। ବର୍ତ୍ତମାନ ସୁଦ୍ଧା ୩ ରାଜ୍ୟର ମୁଖ୍ୟମନ୍ତ୍ରୀ ସେମାନଙ୍କ ଆସନରେ ପଛୁଆ ଚାଲିଥିବା ଜଣାପଡ଼ିଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନି ଦୁଇଟି ଆସନରେ ପଛୁଆ ଚାଲିଛନ୍ତି। ସେ…
ୟୁନ୍ ସୁକ୍-ୟୋଲ୍ ଦକ୍ଷିଣ କୋରିଆ ରାଷ୍ଟ୍ରପତି..
ସିଓଲ,୧୦।୩ : ଦକ୍ଷିଣ କୋରିଆର ରାଷ୍ଟ୍ରପତି ଭାବେ ୟୁନ ସୁକ-ୟୋଲ ନିର୍ବାଚିତ ହୋଇଛନ୍ତି। ମୁଖ୍ୟ ବିରୋଧୀ ପିପୁଲ୍ସ ପାୱାର ପାର୍ଟିର ୬୦ବର୍ଷିୟ ୟୁନ୍ ୪୮.୬ ପ୍ରତିଶତ ଭୋଟ ପାଇଛନ୍ତି। ଅପରପକ୍ଷରେ ଶାସକ ଡେମୋକ୍ରାଟିକ ପାର୍ଟିର ଲି ଜେ-ମ୍ୟୁଙ୍ଗ ୪୭.୮ ପ୍ରତିଶତ ଭୋଟ…
ଆଉ ୧୦୮ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କ୍ୱାରାଣ୍ଟାଇନ୍ରୁ ୬୪ ଥିବା ବେଳେ ୪୪ ଲୋକାଲ କେସ୍ ରହିଛି। ଏହାଛଡ଼ା ୩୦ ପିଲା ରହିଥିବା ନେଇ ଗୁରୁବାର ରାଜ୍ୟ ସୂଚନା ଓ…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ଆଶିଷ
ବାଲୁଗାଁ, ୧୦।୩(ଡି.ଏନ୍.ଏ.): ବୟସ ମାତ୍ର ୫ବର୍ଷ। ହେଲେ ଏହି ବୟସରେ ପ୍ରଖର ସ୍ମରଣଶକ୍ତିର ଅଧିକାରୀ ହୋଇପାରିଛନ୍ତି ଖୋର୍ଦ୍ଧା ଜିଲାର ବିସ୍ମୟ ବାଳକ ଆଶିଷ କୁମାର ରଣସିଂହ। ଯେଉଁ ବୟସରେ ଖେଳକୁଦ କରିବା କଥା ସେହି ସମୟରେ ଜଣେ ଏହି ଶିଶୁ ସମଗ୍ର…
ସହରୀ ଭୋଟ: ବିକାଶ, ଦୁର୍ନୀତି ବଡ଼ ପ୍ରସଙ୍ଗ
ଯାଜପୁର ଅଫିସ,୧୦ା୩: ଯାଜପୁର ଜିଲାର ଦୁଇ ସହରବାସୀ ୩ ବର୍ଷ ୩ ମାସ ପର୍ଯ୍ୟନ୍ତ ପୌର ନିର୍ବାଚନକୁ ଅପେକ୍ଷାରେ ରହିଥିଲେ। ୨୦୧୯ ସାଧାରଣ ନିର୍ବାଚନ ଓ ୨୦୨୨ ପଞ୍ଚାୟତ ନିର୍ବାଚନରେ ବିଜେଡିକୁ ବିପୁଳ ସମର୍ଥନ ମିଳିବା ପରେ ଏବେ ପୌର ନିର୍ବାଚନ…
ମତଗଣନା ପୂର୍ବରୁ ନୋଏଡା-ବାରାଣସୀରେ ୧୪୪ ଧାରା
ନୂଆଦିଲ୍ଲୀ,୧୦ ।୩: ଉତ୍ତର ପ୍ରଦେଶ, ପଞ୍ଜାବ, ଗୋଆ, ମଣିପୁର ଓ ଉତ୍ତରାଖଣ୍ଡର ବିଧାନସଭା ନିର୍ବାଚନ ଫଳାଫଳ ଗୁରୁବାର ଘୋଷଣା ହେବାକୁ ଯାଉଛି । ଗତ ପ୍ରାୟ ୨ ମାସ ହେବ ରାଜନୈତିକ ଦଳ ଗୁଡିକ ପରସ୍ପର ଉପରକୁ କାଦୁଅ ଫିଙ୍ଗା ଫିଙ୍ଗି…
‘ଦ କଶ୍ମୀର ଫାଇଲ୍ସ’: ୭୦୦ରୁ ଅଧିକ ପୀଡ଼ିତ ପରିବାରଙ୍କ କାହାଣୀ..
ମୁମ୍ବାଇ,୧୦।୩ : ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ଦ କଶ୍ମୀର ଫାଇଲ୍ସ ଫିଲ୍ମ ଏବେ ବେଶ୍ ଚର୍ଚ୍ଚାରେ ରହିଛି। ଏହା ପଛର କାରଣ ହେଉଛି ଚଳଚ୍ଚିତ୍ରର ବିଷୟବସ୍ତୁ। ଏହି ଚଳଚ୍ଚିତ୍ରଟି କଶ୍ମୀରୀ ପଣ୍ଡିତମାନଙ୍କ ଉପରେ ନିର୍ମିତ। ଏହି ଚଳଚ୍ଚିତ୍ରରେ ୧୯୯୦ରେ କଶ୍ମୀରର ହିଂସା…
Archives


