ତୁଟିଲା ବିବାଦ, କପିଲଙ୍କ ଶୋ’ରେ ନଜର ଆସିବେ ଅକ୍ଷୟକୁମାର
ମୁମ୍ବାଇ: ସୁପରଷ୍ଟାର ଅକ୍ଷୟ କୁମାର ଏବଂ କମେଡି କିଙ୍ଗ୍ କପିଲ ଶର୍ମାଙ୍କ ମଧ୍ୟରେ ତିକ୍ତତା ଥିବା ଖବର ଶୁଣିବାକୁ ମିଳିଥିଲା। କିନ୍ତୁ ଅକ୍ଷୟ କୁମାରଙ୍କୁ ପୁଣି ଥରେ ‘ଦ କପିଲ ଶର୍ମା ଶୋ’ରେ ଦେଖିବାକୁ ମିଳିଥିଲା। ଏଥର ସେ ଜ୍ୟାକଲିନ ଫର୍ନାଣ୍ଡିଜ,…
ଛୋଟ ହାତ ଲେଖା ଶୁଭେଚ୍ଛା ପଠାଇଥିଲେ କପିଳ ଦେବ
ମୋହାଲି,୯।୩: ଅଗ୍ରଣୀ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିକଟରେ ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ଅଲରାଉଣ୍ଡର କପିଳ ଦେବଙ୍କ ୪୩୪ ଟେଷ୍ଟ ଉଇକେଟ ରେକର୍ଡକୁ ଭାଙ୍ଗ କରିଥିଲେ। ଏହି ଅବସରରେ ପୂର୍ବତନ ଅଧିନାୟକ ଏକ ଛୋଟ୍ ହାତ ଲେଖା ଶୁଭେଚ୍ଛା ପଠାଇଥିବା…
‘ମୋଦି ଭାରତର ସଙ୍କଟମୋଚକ’
ନୂଆଦିଲ୍ଲୀ,୯।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଚାଲିଛି। ୟୁକ୍ରେନରେ ଫସିଥିବା ଲୋକଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଭାରତ ସରକାର ଲଗାତର ଉଦ୍ୟମ କରୁଛନ୍ତି। ତେବେ ବୁଧବାର ଭାରତର ପ୍ରୟାସ ଉପରେ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।…
ଫଡନବିସଙ୍କୁ ଅଟକ ରଖିଲା ମୁମ୍ବାଇ ପୋଲିସ
ମୁମ୍ବାଇ,୯।୩: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ଅଟକ ରଖିଛି ମୁମ୍ବାଇ ପୋଲିସ। ସେ ଏନ୍ସିପି ନେତା ତଥା ମନ୍ତ୍ରୀ ଥିବା ନବାବ ମଲିକଙ୍କ ଇସ୍ତଫା ଦାବି କରି ବୁଧବାର ଶୋଭାଯାତ୍ରା ବାହାର କରିଥିଲେ। ହେଲେ ପୋଲିସ ସେମାନଙ୍କୁ ମେଟ୍ରୋ ଜଙ୍କସନଠାରୁ…
ଘରଘର ବୁଲି ଭୋଟ୍ ଭିକ୍ଷା କରୁଛନ୍ତି ପ୍ରାର୍ଥୀ
ଗଞ୍ଜାମ,୯ା୩(ଡି.ଏନ୍.ଏ.): ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ତାତି ସେତିକି ବଢୁଛି l ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ବିଜେଡି ପ୍ରଥମେ ଦାମୋଦରପୁରରୁ ପ୍ରଚାର ଆରମ୍ଭ କରିଛି l ବିଜେଡି ଚେୟାରମ୍ୟାନ ପାର୍ଥିନୀ ଝୁଲି ପାତ୍ର ଓ୍ବାର୍ଡ ନଂ.୧୧ ଓ…
ସୁନା ଦର ଆକାଶଛୁଆଁ: ୧୮ ମାସର ରେକର୍ଡ ଭାଙ୍ଗିଲା
ନୂଆଦିଲ୍ଲୀ,୯।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସମଗ୍ର ବିଶ୍ୱ ବଜାର ଉପରେ ପଡ଼ିବାରେ ଲାଗିଛି। ଯୁଦ୍ଧର ୧୪ତମ ଦିନରେ ସୁନା ଏବଂ ଅଶୋଧିତ ତୈଳ ରେକର୍ଡସ୍ତରରେ ପହଞ୍ଚିଛି। ବିଶେଷକରି ସୁନା ୧୮ ମାସର ରେକର୍ଡ ଭାଙ୍ଗିଛି। ବୁଧବାର…
ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ରାଜୀବ ଗାନ୍ଧୀ ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ,୯।୩:ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ଏଜି ପେରାରିଭାଲାନଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତେବେ ଅଦାଲତଙ୍କ ଏହି ନିଷ୍ପତ୍ତିକୁ କେନ୍ଦ୍ର ସରକାର ବିରୋଧ କରିଛନ୍ତି। ଏଜି ପେରିଭାଲାନଙ୍କୁ ଜାମିନ ପ୍ରଦାନ କରି ସୁପ୍ରିମକୋର୍ଟ କହିଛନ୍ତି, ତାଙ୍କ ଆଚରଣ,…
ସରିଲା ପ୍ରାର୍ଥିପତ୍ର ଯାଞ୍ଚ ପ୍ରକିୟା
ଗଞ୍ଜାମ,୯ା୩(ଡି.ଏନ୍.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ବୁଧବାର ଥିଲା ପାର୍ଥିପତ୍ର ଯାଞ୍ଚ l ନିର୍ବାଚନ ମଇଦାନରେ ଥିବା ବିଭିନ୍ନ ଦଳର ୩୧ କାଉସିଲର ଓ ୪ ଜଣ ଚେୟାରମ୍ୟାନ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଯାଞ୍ଚ କରିଥିଲେ ନିର୍ବାଚନ ଅଧିକାରୀ…
ବିହାର କ୍ରିକେଟ ମୁଖ୍ୟଙ୍କ ନାମରେ ବଳାତ୍କାର ଉଦ୍ୟମ ଅଭିଯୋଗ
ନୂଆଦିଲ୍ଲୀ,୯।୩: ଏକ ବିଜ୍ଞାପନ ଫାର୍ମ ଡିରେକ୍ଟର ବିହାର କ୍ରିକେଟ ଆସୋସିଏଶନ ମୁଖ୍ୟଙ୍କ ବିରୋଧରେ ବଳାତ୍କାର ଉଦ୍ୟମ ଅଭିଯୋଗ ଆଣିଛନ୍ତି। ପାରଲିଆମେଣ୍ଟ ଷ୍ଟ୍ରିଟ୍ ଥାନାରେ ମହିଳାଙ୍କ ଅଭିଯୋଗ ପରେ ବିସିଏର କାର୍ଯ୍ୟକାରୀ ମୁଖ୍ୟ ରାକେଶ ତିଓ୍ବାରୀଙ୍କ ବିରୋଧରେ ବଳାତ୍କାର ଓ ନିର୍ଯାତନା ମାମଲା…
ଜମ୍ମୁ-କଶ୍ମୀରରେ ବିସ୍ଫୋରଣ: ଜଣେ ମୃତ,୧୪ ଆହତ
ଶ୍ରୀନଗର,୯।୩: ଜମ୍ମୁ-କଶ୍ମୀରର ଉଧମପୁରରେ ବିସ୍ଫୋରଣରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି। ବୁଧବାର ଅପରାହ୍ନରେ ହଠାତ୍ ବଜାରରେ ଏହି ବିସ୍ଫୋରଣ ଘଟିଥିଲା। ଫଳରେ ଲୋକେ ଆତଙ୍କିତ ହୋଇପଡିଥିଲେ। ସମସ୍ତ ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି…
ସ୍ବାମୀ ଭାଗବଣ୍ଟା: ଜଣେ ସ୍ତ୍ରୀଙ୍କ ପାଖରେ ୩ ଦିନ ରହିବାକୁ ଚୁକ୍ତି
ଲକ୍ଷ୍ନୌ,୯ା୩: ଉତ୍ତରପ୍ରଦେଶର ରାମପୁର ଜିଲାରେ ସ୍ବାମୀ ଭାଗବଣ୍ଟାକୁ ନେଇ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ପୁରୁଷଙ୍କୁ ଦୁଇଜଣ ମହିଳା ବିବାହ କରିବାକୁ ଚାହୁଁଥିଲେ। ତାଙ୍କର ଦ୍ୱିତୀୟ ବିବାହ ପ୍ରଥମ ସ୍ତ୍ରୀଙ୍କ ସହମତିରେ ହୋଇଥିଲା। ଆଶ୍ଚର୍ଯ୍ୟକର ବିଷୟ ହେଉଛି…
ଶେଷରେ କ୍ଷମା ମାଗିଲା ଫ୍ଲିପ୍କାର୍ଟ
ନୂଆଦିଲ୍ଲୀ,୯।୩: ଆକର୍ଷଣୀୟ ଅଫର୍ ନେଇ ଗ୍ରାହକଙ୍କୁ ଆକୃଷ୍ଟ କରିବା ଆଜିକାଲିର ଅନ୍ଲାଇନ୍ ସପିଂ କମ୍ପାନୀଗୁଡ଼ିକର ଫର୍ମୁଲା। ହେଲେ ବେଳେବେଳେ ଏହି ଅଫର୍ କମ୍ପାନୀଗୁଡ଼ିକୁ ମହଙ୍ଗା ପଡ଼ୁଛି। ଏଭଳି କିଛି ଘଟିଛି ଅନ୍ଲାଇନ୍ ସପିଂ କମ୍ପାନୀ ଫ୍ଲିପ୍କାର୍ଟ ସହ। ମଙ୍ଗଳବାର ଅନ୍ତର୍ଜାତୀୟ ମହିଳା…
Archives


