୧୪ ଥର ଗର୍ଭପାତ କରାଇଥିଲେ ପ୍ରେମିକ
ନୂଆଦିଲ୍ଳୀ ୧୬ା୭: ପ୍ରେମିକ ଜୋରଜବରଦସ୍ତି ଗର୍ଭପାତ କରାଇବା କାରଣରୁ ଦିଲ୍ଲୀର ଜଣେ ୩୩ ବର୍ଷୀୟା ମହିଳା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଗତ ୫ ତାରିଖରେ ଜଇତପୁର ଅଞ୍ଚଳରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପୋଲିସ କହିଛି।…
ନଷ୍ଟହେବ ୫୬ ପ୍ରଜାତିର ବିପୁଳ ଗଛ
ଯାଜପୁର ଅଫିସ,୧୬ା୭: ଯାଜପୁର ଜିଲା ସୁକିନ୍ଦା ତହସିଲ ଅଧୀନ କାଳିଆପାଣି ମହାଗିରି କ୍ରୋମାଇଟ ମାଇନ୍ସର ଉତ୍ପାଦନ କ୍ଷମତା ବାର୍ଷିକ ୩ ଲକ୍ଷ ଟନରୁ ୬ ଲକ୍ଷ ଟନକୁ ସମ୍ପ୍ରସାରଣ ପାଇଁ ପୁଣି ଜନଶୁଣାଣି ପ୍ରକ୍ରିୟା ଚାଲିଛି। ଗତ ୬ ତାରିଖରେ ଅନୁଷ୍ଠିତ…
ନିର୍ଦ୍ଦେଶକ ପ୍ରତାପ ପୋଥେନଙ୍କ ପରଲୋକ
ଥିରୁଭାନନ୍ତପୁରମ୍, ୧୬ା୭: ମାଲୟାଲମ୍ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ପ୍ରତାପ ପୋଥେନ(୬୯)ଙ୍କ ଶୁକ୍ରବାର ସକାଳେ ଚେନ୍ନାଇସ୍ଥିତ ବାସଭବନରେ ପରଲୋକ ଘଟିଛି। ୪ ଦଶନ୍ଧିର ଫିଲ୍ମ କ୍ୟାରିୟର ମଧ୍ୟରେ ସେ ଶତାଧିକ ମାଲୟାଲମ, ତାମିଲ, ତେଲୁଗୁ ଓ ହିନ୍ଦୀ ଫିଲ୍ମରେ…
ଭଗତ ସିଂଙ୍କୁ ଆତଙ୍କବାଦୀ କହିଲେ ପଞ୍ଜାବ ଏମ୍ପି
ଚଣ୍ଡିଗଡ଼, ୧୬ା୭: ସ୍ବାଧୀନତା ସଂଗ୍ରମୀ ଶହୀଦ ଭଗତ ସିଂଙ୍କୁ ଆତଙ୍କବାଦୀ କହି ବିବାଦକୁ ଆସଛନ୍ତି ପଞ୍ଜାବ ଏମ୍ପି ତଥା ଶିରୋମଣି ଅକାଳୀ ଦଳ ନେତା ସିମ୍ରନଜିତ୍ ସିଂ ମାନ୍। ସିମ୍ରନ୍ଜିତ କହିଛନ୍ତି, ‘ଭଗତ ସିଂ ଇଂଲିଶ ନୌସେନାର ଜଣେ ଯୁବ ଅଫିସର…
ଓଡ଼ିଶା ବନ୍ଦ ସଫଳ ପାଇଁ ନିବେଦନ
ଯାଜପୁର ଟାଉନ,୧୬ା୭(ଡି.ଏନ.ଏ.): ଭୁବନେଶ୍ୱର ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ୨ ସପ୍ତାହ ପୂରିବାକୁ ବସିଲାଣି। ମାତ୍ର ଏନେଇ ପୋଲିସ, ପ୍ରଶାସନ, କଲେଜ କର୍ତ୍ତୃପକ୍ଷ ଓ ସରକାର କାହାରି ପାଖରେ ସାମାନ୍ୟତମ ସମ୍ବେଦନଶୀଳତା ନାହିଁ। ନବନିର୍ମାଣ ଯୁବ ଛାତ୍ର…
ଏଯାଏ ପିନ୍ଧିନି ମୋଦିଙ୍କ ମୁଦି
ମୁମ୍ବାଇ: ବଲିଉଡ୍ର ଓ୍ବାଣ୍ଡର ଓମ୍ୟାନ୍ ସୁସ୍ମିତା ସେନ୍ ଓ ୫୬ ବର୍ଷୀୟ ଲଳିତ ମୋଦିଙ୍କ ପ୍ରେମ ସମ୍ପର୍କକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ଇଣ୍ଡିଆନ୍ ପ୍ରିମିୟର ଲିଗ୍ର ପୂର୍ବତନ ଅଧ୍ୟକ୍ଷ ଲଳିତ ମୋଦି ସୁସ୍ମିତାଙ୍କୁ ଡେଟ୍ କରୁଥିବାର ଖବର ପ୍ରକାଶ ପାଇବା…
୩ ମହଲା ବିଶିଷ୍ଟ ବ୍ୟବସାୟିକ ପ୍ରତିଷ୍ଠାନ ସିଲ୍
ଯାଜପୁର ଟାଉନ,୧୬ା୭(ଡି.ଏନ.ଏ.): ଯାଜପୁର ସହରର ମୁଖ୍ୟ ରାସ୍ତା କୁସୁମା ରୋଡ୍ରେ ଥିବା ଏକ ୩ ମହଲା ବିଶିଷ୍ଟ ବ୍ୟବସାୟିକ ପ୍ରତିଷ୍ଠାନକୁ ଟ୍ରେଡ୍ ଲାଇସେନ୍ସ ଓ ବ୍ୟବସାୟିକ ଘର ପାଇଁ ପ୍ଲାନିଂ ଅନୁମତି ନ ଥିବାରୁ ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ଶୁକ୍ରବାର ସିଲ୍ କରିଛନ୍ତି।…
୫-ଟି ନାଁରେ ହରିଲୁଟ ଚାଲିଛି: ବିରୋଧୀ
ଭୁବନେଶ୍ୱର,୧୬ା୭(ବ୍ୟୁରୋ): ପୁରୁଣା ସ୍କୁଲ ଘରେ ରଙ୍ଗ ମାରି ବିଜେଡି ଲୋକ କୋଟି କୋଟି ଟଙ୍କା ହଡ଼ପ କରୁଛନ୍ତି। ସ୍କୁଲ ଶିକ୍ଷାର ଭିତ୍ତିିଭୂମି ଭୁଶୁଡ଼ିି ପଡ଼ିଛି। କୌଣସି ଟେଣ୍ଡର କରାଯାଉ ନାହିଁ। ୫-ଟି ନଁାରେ ହରିଲୁଟ ଚାଲିଛି। କାମ ହେବାର ଅଳ୍ପ ଦିନ…
ଭିକ୍କିଙ୍କ ସହ ପ୍ରଥମ ଜନ୍ମଦିନ ପାଳିବେ କ୍ୟାଟ୍ରିନା
ମୁମ୍ବାଇ: ବଲିଉଡ ସୁନ୍ଦରୀ ତଥା ମୋଷ୍ଟ ଟ୍ୟାଲେଣ୍ଟେଡ ଆକ୍ଟ୍ରେସ କ୍ୟାଟ୍ରିନା କୈଫ ୧୬ ଜୁଲାଇ ୨୦୨୨ରେ ପାଳନ କରୁଛନ୍ତି ତାଙ୍କ ୩୯ ତମ ଜନ୍ମଦିନ । ଭିକ୍କି କୌଶଲଙ୍କ ସହ ବିବାହ ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ । ଏବେ…
କାଲିର ନାୟକ ଆଜି ଖଳନାୟକ
କଲମ୍ବୋ,୧୬ା୭: ଶ୍ରୀଲଙ୍କାର ସାମ୍ପ୍ରତିକ ଦୁର୍ଦ୍ଦଶା ପାଇଁ କାହାକୁ ଦାୟୀ କରାଯିବ? ୨୦୦୫ରେ ମହିନ୍ଦା ରାଜପାକ୍ସେ ପ୍ରଥମେ ରାଷ୍ଟ୍ରପତି ନିର୍ବାଚିତ ହେବା ପରଠୁ ଦ୍ୱୀପରାଷ୍ଟ୍ରର ରାଜନୀତିରେ ଆଧିପତ୍ୟ ବିସ୍ତାର କରିଥିବା ପ୍ରଭାବଶାଳୀ ରାଜପାକ୍ସେ ପରିବାରକୁ? ମହିନ୍ଦାଙ୍କୁ ତୃତୀୟ ଥର ରାଷ୍ଟ୍ରପତି ହେବାରେ ବାଧା…
ଯାଜପୁର ରୋଡ୍ରେ ଟୁଇଟର କ୍ଲବ
ଯାଜପୁର ରୋଡ୍,୧୬ା୭(ଡି.ଏନ.ଏ.): ଯାଜପୁର ରୋଡ୍ଠାରେ ଜିଲାର କେତେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଏବଂ ଯୁବ ସମାଜସେବୀଙ୍କୁ ନେଇ ଶୁକ୍ରବାର ଏକ ଟୁଇଟର କ୍ଲବ ଗଠନ କରାଯାଇଛି। ଏହି ଟୁଇଟର କ୍ଲବକୁ ଯୁବ ସମାଜସେବୀ ବିମଲ ଦାସ, ମୋହନ ମହାରଣା ଓ ସରୋଜ ବେହେରା…
ବିଧାନସଭା ଆଗରେ ମା’ ଝିଅଙ୍କ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଧାନସଭା ସମ୍ମୁଖ ଲୋୟର ପିଏମ୍ଜିରେ ଶୁକ୍ରବାର ମଧ୍ୟାହ୍ନରେ ମା’ ଓ ଝିଅ ଆତ୍ମାହୁତି ଉଦ୍ୟମ କରିଛନ୍ତି। କଂଗ୍ରେସ ଭବନ ନିକଟରେ ଉକ୍ତ ମା’-ଝିଅ ଦେହରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିବାବେଳେ କ୍ୟାପିଟାଲ ପୋଲିସ ସେମାନଙ୍କୁ ଉଦ୍ଧାର କରିଥିଲା। ସେମାନେ…

