Home Left

ଏଲନ୍‌ ମସ୍କଙ୍କ ତିନି ବର୍ଷୀୟା ସାବତ ଭଉଣୀ

ଓ୍ବାଶିଂଟନ୍‌, ୧୬ା୭: ଟେସ୍‌ଲା ଏବଂ ସ୍ପେସ୍‌ଏକ୍ସ ମାଲିକ ଏଲନ୍‌ ମସ୍କଙ୍କର ଜଣେ ୩ ବର୍ଷୀୟା ଭଉଣୀ ଅଛନ୍ତି। ଏଲନଙ୍କ ୭୬ ବର୍ଷୀୟ ବାପା ଏରୋଲ ମସ୍କଙ୍କ ଔରସରୁ ଜନ୍ମିତ ଉକ୍ତ ଶିଶୁକନ୍ୟାଙ୍କ ମା’ ହେଉଛନ୍ତି ବିଶ୍ୱର ଏହି ସବୁଠୁ ଧନୀବ୍ୟକ୍ତିଙ୍କ ସାବତ…

୨ ବର୍ଷ ବିତିଲା, ଚାଲିପାରିଲାନି ପାସେଞ୍ଜର ଟ୍ରେନ୍‌

ଚଣ୍ଡିଖୋଲ,୧୬ା୭(ଡି.ଏନ୍‌.ଏ.): ବହୁ ଆଶା ଭରସା ନେଇ ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପ ଆରମ୍ଭ ହୋଇଥିଲା। ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଲଳିତଗିରି, ରନତ୍ଗିରି, ଉଦୟଗିରି, ଓଳାଶୁଣୀ ଓ ଜାତୀୟ ଉଦ୍ୟାନ ଭିତରକନିକାକୁ ବାହାର ରାଜ୍ୟର ପର୍ଯ୍ୟଟକ ଆସିବେ ବୋଲି ସେତେବେଳେ ଘୋଷଣା କରାଯାଇଥିଲା। ତେବେ…

ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଦେଖି ଏସିଡ୍‌ ପିଇଦେଲେ ସ୍ବାମୀ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଆତ୍ମହତ୍ୟା ଘଟଣା ବଢିବାରେ ଲାଗିଛି। ପାରିବାରିକ କଳହ ହେଉ କି ଅନ୍ୟ କିଛି ସମସ୍ୟାକୁ ନେଇ କିଏ ବେକରେ ରଶି ଲଗାଇ ଝୁଲି ପଡିଲାଣି ତ ପୁଣି କିଏ ରେଳଧାରଣାରେ ଶୋଇ ଆତ୍ମହତ୍ୟା କଲାଣି।…

ସଂସଦରେ ବିକ୍ଷୋଭ ମନା

ନୂଆଦିଲ୍ଲୀ,୧୬ା୭: ଆଗକୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ, ଧାରଣା, ଅନଶନ କିମ୍ବା ଧର୍ମୀୟ ଉତ୍ସବ କରାଯାଇପାରିବ ନାହିଁ। ଏନେଇ ରାଜ୍ୟ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ଗୁରୁବାର ଏକ ସର୍କ୍ୟୁଲାର ଜାରି କରାଯାଇଛି। ଉଭୟ ସଦନରେ ‘ଅସଂସଦୀୟ ଶବ୍ଦ’ ବ୍ୟବହାର ଉପରେ କଟକଣାର ଦିନକ…

ଭୁବନେଶ୍ୱରରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୬।୭ (ବ୍ୟୁରୋ): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଏହାକୁ ପ୍ରତିହତ କରିବା ପାଇଁ ରାଜ୍ୟରେ ଶୁକ୍ରବାରଠାରୁ ବୁଷ୍ଟର ଡୋଜ୍‌ ଆରମ୍ଭ ହୋଇଛି। ୧୮ରୁ ୫୯ବର୍ଷ ବର୍ଗର ହିତାଧିକାରୀମାନେ ମାଗଣାରେ ଏହି ପ୍ରିକସନ ଡୋଜ ନେଇପାରିବେ।…

ନନ୍ଦନକାନନର ନିର୍ମାଣାଧୀନ ପାଚେରି ଭୁଶୁଡ଼ିଲା

ବାରଙ୍ଗ,୧୬।୭ (ଡି.ଏନ୍‌.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ହେଉଥିବା ମାଙ୍କଡ଼ ଏନକ୍ଲୋଜରର ନିର୍ମାଣାଧୀନ ପ୍ରାଚୀର ଶୁକ୍ରବାର ଭୁଶୁଡି ପଡିଛି। ବର୍ଷାରେ ପ୍ରାୟ ୫୦ଫୁଟରୁ ଅଧିକ ଲମ୍ବ ଓ ୨୦ଫୁଟ ଉଚ୍ଚର ଏହି ପ୍ରାଚୀର ଭାଙ୍ଗିଯିବା ପରେ ଏନକ୍ଲୋଜର ପାଇଁ…

ଏନ୍‌ଆଇଆର୍‌ଏଫ୍‌ରେ ଓଡ଼ିଶାର ୪ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ବା ନ୍ୟାଶନାଲ ଇନଷ୍ଟିଚ୍ୟୁଶନାଲ ର଼୍ୟାଙ୍କିଙ୍ଗ୍‌ ଫ୍ରେମ୍‌ଓ୍ବାର୍କ (ଏନ୍‌ଆଇଆର୍‌ଏଫ୍‌) ପ୍ରକାଶ ପାଇଛି। ସାମଗ୍ରିକ ଭାବେ ଆଇଆଇଟି ମାଡ୍ରାସ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମାନ୍ୟତା ପାଇଥିବାବେଳେ ଏହି ର଼୍ୟାଙ୍କିଙ୍ଗ୍‌ରେ ଓଡ଼ିଶାର ୪ ଶିକ୍ଷାନୁଷ୍ଠାନ ସ୍ଥାନ…

ନନ୍ଦନକାନନରେ ପ୍ରଥମଥର ହେବ ଇଣ୍ଟର୍ନଶିପ ପ୍ରୋଗ୍ରାମ

ବାରଙ୍ଗ,୧୬।୭(ଡି.ଏନ୍‌.ଏ): ଜୀବଜନ୍ତୁ, ବୃକ୍ଷଲତା, ଆର୍ଦ୍ରଭୂମି ଓ ପରିବେଶ ଉପରେ ଦେଶ-ବିଦେଶର ସ୍ବୀକୃତିପ୍ରାପ୍ତ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ସ୍ନାତକୋତ୍ତର ଓ ପୋଷ୍ଟ ଗ୍ରାଜୁଏଟ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ରମାନେ ସେମାନଙ୍କ ପୂର୍ବଜ୍ଞାନ ଆହରଣ ପାଇଁ ଓ ପ୍ରାଥମିକ ଶିକ୍ଷା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ…

ଚାଇନା ଠକେଇ ର଼୍ୟାକେଟର ଭାରତୀୟ ମୁଖ୍ୟ ଗିରଫ

ଭୁବନେଶ୍ୱର,୧୬।୭ (ବ୍ୟୁରୋ): ଚାଇନା ନାଗରିକଙ୍କ ଦ୍ୱାରା ଭାରତ ସମେତ ବିଭିନ୍ନ ଦେଶରେ ହୋଇଥିବା ବଡ଼ଧରଣର ଲୋନ୍‌ ଆପ୍‌ ଠକେଇ ଓ ନିର୍ଯାତନା ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଜଣଙ୍କୁ ଦିଲ୍ଲୀରୁ ଗିରଫ କରିଛି। ସେ ହେଲେ ରାଜସ୍ଥାନ ଭରତପୁର…

ସ୍କୁଲ ଯାଇ ଘରକୁ ଫେରିପାରିଲେନି ୧୪ ଛାତ୍ରୀଛାତ୍ର

ବୌଦ୍ଧ, ୧୬ା୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବାଣୀଭୂଷଣପୁର ଗ୍ରାମପଞ୍ଚାୟତ ଡିଗିସିରା ଗ୍ରାମର ୧୪ ଛାତ୍ରୀଛାତ୍ର ଗୁରୁବାର ସ୍କୁଲକୁ ଯାଇ ଘରକୁ ଫେରିପାରି ନ ଥିଲେ। ଅପରାହ୍ନରେ ସ୍କୁଲରୁ ଘରକୁ ଫେରୁଥିବାବେଳେ ଲକ୍ଷ୍ମୀନାଳରେ ଉଛୁଳା ପାଣି ପ୍ରବାହିତ ହେଉଥିବାରୁ ନାଳ ପାରିହୋଇ…

ବିରୁଡି ଦଂଶନରେ ମହିଳାଙ୍କ ମୃତ୍ୟୁ

ଜଳେଶ୍ୱର, ୧୫ା୭(ଡି.ଏନ.ଏ.): ବାଲେଶ୍ୱର ଜିଲାର ଜଳେଶ୍ୱର ପୌର ପାଳିକାର ୧୫ନଂ. ୱାର୍ଡ ନହଞ୍ଜରା ଗାଁର ଗୌରହରି ବ୍ରହ୍ମଙ୍କ ଦ୍ୱିତୀୟ ସ୍ତ୍ରୀ ସୁମତୀ (୫୮) ସବୁଦିନ ପରି ବାଡି ଅଗଣାରେ ଫୁଲ ତୋଳୁଥିବା ବେଳେ ଏକ ବିରୁଡିପଲ ଆକ୍ରମଣ କରିଥିଲେ। ପ୍ରାୟ ୭/୮ଟି…

ସୋନୁଙ୍କ ‘ଜବ୍‌ରା ଫ୍ୟାନ୍‌’

ବମ୍ବେ: କରୋନା କାରଣରୁ ହୋଇଥିବା ଲକ୍‌ଡାଉନ୍‌ ସମୟରେ ଲୋକମାନଙ୍କ ସହାୟତା କରି ଚର୍ଚ୍ଚାରେ ରହିଥିଲେ ଅଭିନେତା ସୋନୁ ସୁଡ। ତାଙ୍କଠାରୁ ସହାୟତା ପାଇବା ପରେ ଦେଶର କୋଣ ଅନୁକଣରେ ତାଙ୍କ ଅନୁଗାମୀଙ୍କ ସଂଖ୍ୟା ବଢ଼ିଥିଲା। କେବଳ ରିଲ୍‌ ନୁହେଁ ରିଅଲ୍‌ ହିରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?