Home Left

ସଜାନ୍ତୁ ମେହେନ୍ଦୀରେ ହାତ

କୌଣସି ସ୍ପେଶାଲ ଅବସରରେ ମହିଳାମାନଙ୍କ ସୌନ୍ଦର୍ଯ୍ୟକୁ ଆହୁରି ବୃଦ୍ଧି କରିଥାଏ ମେହେନ୍ଦୀ। ଯଦି ଆପଣ ବି ନିଜ ହାତକୁ ମେହେନ୍ଦୀରେ ସଜାଇବାକୁ ଚାହୁଁଛନ୍ତି ତେବେ ଜାଣିରଖନ୍ତୁ ବର୍ତ୍ତମାନ ଅଧିକ ଲୋକପ୍ରିୟ ଥିବା କେତେକ ଲାଟେଷ୍ଟ ତଥା ସହଜ ମେହେନ୍ଦୀ ଡିଜାଇନ ସମ୍ପର୍କରେ……

ଶାଢ଼ିରେ ଦେଖାଯିବେ ସ୍ଲିମ୍‌

ମହିଳାମାନେ ସାଧାରଣତଃ ନିଜର ମୋଟାପଣକୁ ନେଇ ବହୁ ଚିନ୍ତାରେ ଥାଆନ୍ତି। କେଉଁ ଶାଢ଼ି ପିନ୍ଧିଲେ କେମିତି ଦେଖାଯିବେ, ତାକୁ ନେଇ ସବୁବେଳେ କଳ୍ପନାଜଳ୍ପନା ଲାଗିରହିଥାଏ। ତେଣୁ ଶାଢ଼ିରେ ସ୍ଲିମ୍‌ ଲୁକ୍‌ ଚାହୁଁଥିଲେ ଏହିସବୁ ଟିପ୍ସ ଆପଣାଇପାରିବେ… ପ୍ରିଣ୍ଟ ଶାଢ଼ି- ସାଧାରଣତଃ ମୋଟା…

ୟୁକ୍ରେନକୁ ୭୬ କୋଟି ଟଙ୍କାର ସହାୟତା ଦେଲେ ଅଭିନେତା

ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ଧରୁନି। ରୁଷିଆ ସେନା କ୍ରମାଗତ ଭାବରେ ୟୁକ୍ରେନର ବିଭିନ୍ନ ସହରକୁ ଟାର୍ଗେଟ କରୁଛି। ଦୁଇ ଦେଶ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଫଳାଫଳ ବାହାରିନାହିଁ। ଓସ୍କାର ବିଜେତା ଅଭିନେତା ଲିଓନାର୍ଡୋ ଡି…

ଅଭିଭାଷଣର ପ୍ରଥମ, ଶେଷ ଧାଡ଼ି ପଢ଼ି ଗୃହ ଛାଡ଼ିଲେ

କୋଲକାତା,୮।୩: ପଶ୍ଚିମବଙ୍ଗ ବିଧାନସଭାରେ ସୋମବାର ବଜେଟ ଅଧିବେଶନର ପ୍ରଥମ ଦିନରେ ଅପ୍ରୀତିକର ସ୍ଥିତି ଦେଖିବାକୁ ମିଳିଥିଲା। ପୌର ନିର୍ବାଚନ ପରବର୍ତ୍ତୀ ହିଂସା ଘଟଣାକୁ ନେଇ ଭାଜପା ବିଧାୟକମାନେ ଗୃହ ମଧ୍ୟଭାଗରେ ହଟ୍ଟଗୋଳ କରିଥିଲେ। ରାଜ୍ୟପାଳ ଜଗଦୀପ୍‌ ଧନ୍‌ଖରଙ୍କୁ ତାଙ୍କ ଅଭିଭାଷଣ ରଖିବା…

ଘୋଡା ଚଢି ବିଧାନସଭାରେ ପହଞ୍ଚିଲେ ବିଧାୟିକା

ରାଞ୍ଚି,୮।୩: ଆଜି ବିଶ୍ୱ ମହିଳା ଦିବସ। ପ୍ରତିବର୍ଷ ପରି, ଏଥର ମଧ୍ୟ ମାର୍ଚ୍ଚ ୮କୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବରେ କରାଯାଉଛି। ଏହି ଅବସରରେ ଝାଡଖଣ୍ଡ କଂଗ୍ରେସ ବିଧାୟିକା ଅମ୍ବା ପ୍ରସାଦ ମଙ୍ଗଳବାର ଘୋଡା ଚଢି ବିଧାନସଭାରେ ପହଞ୍ଚିଥିଲେ। ୩୧ ବର୍ଷିୟା…

ଏକାଠି ହସିଲେ ଶାସକ, ବିରୋଧୀ

ଜୁନାଗଡ଼,୮।୩(ଡି.ଏନ.ଏ.): ନିର୍ବାଚନ ସମୟ ଆସିଲେ ଭାଜପା ଓ ବିଜେଡି ମଧ୍ୟରେ ବିଭିନ୍ନ ଘଟଣାକୁ ନେଇ ଆରୋପ, ପ୍ରତ୍ୟାରୋପ ଲାଗିରହେ। ଏପରି କି ବିଜେଡି ଓ ଭାଜପା ନେତାଙ୍କ ମଧ୍ୟରେ କଥା କଟାକଟି ମଧ୍ୟ ହୁଏ। କଳାହାଣ୍ଡି ଜିଲାରେ ମମିତା ମେହେର ହତ୍ୟା…

ପ୍ରଚାର ମଇଦାନରେ ବିଜେଡି ମେୟର ପ୍ରାର୍ଥୀ

ଭୁବନେଶ୍ୱର,୮।୩(ବ୍ୟୁରୋ): ଆଗାମୀ ୨୪ ତାରିଖରେ ରାଜ୍ୟର ପୌରାଞ୍ଚଳରେ ନିର୍ବାଚନ ହେବ। ସୋମବାର ନାମାଙ୍କନର ଶେଷ ହୋଇଥିବାବେଳେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହେବ । ୧୪ରେ ଇଚ୍ଛୁକ ପ୍ରାର୍ଥୀ ନାମାଙ୍କନ ପ୍ରତ୍ୟାହାର କରିପାରିବେ। ତେବେ ଆଜିଠାରୁ ପ୍ରଚାର ମଇଦାନ ସରଗରମ ହୋଇଛି। ଭୁବନେଶ୍ୱର…

ନାରୀ ଶକ୍ତିକୁ ସଲାମ୍‌ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମହିଳାଙ୍କୁ ଶୁଭେଚ୍ଛ ଜଣାଇଛନ୍ତି। ଏହି ଅବସରରେ ସେ ଟୁଇଟ୍‌ କରି କହିଛନ୍ତି, ସମ୍ମାନ ଏବଂ ସୁଯୋଗ ଉପରେ ବିଶେଷ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ଏହାର ବିଭିନ୍ନ ଯୋଜନା ମାଧ୍ୟମରେ…

ସୋସିଆଲ୍‌ ଆକାଉଣ୍ଟ ବନ୍ଦ କଲେ ପୁଟିନ୍‌ଙ୍କ ‘ସିକ୍ରେଟ୍‌ ଝିଅ’

ମସ୍କୋ,୮।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ‘ସିକ୍ରେଟ୍‌ ଝିଅ’ ଭାବରେ ଜଣାଶୁଣା ଲୁଇଜା ରୋଜୋଭା ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟକୁ ଡିଲିଟ କରିଦେଇଛନ୍ତି। ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ୟୁକ୍ରେନକୁ ସମର୍ଥନ କରୁଥିବା ୟୁଜର୍ସମାନେ ଲଗାତାର…

ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ

ଭୁବନେଶ୍ବର,୮।୩(ବ୍ୟୁରୋ): ବିଧାନସଭା ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ୭ ଦିନିଆ ବିଧାନସଭା ଅଧିବେଶନରେ ମାତ୍ର ୬ଟି କାର୍ଯ୍ୟ ଦିବସ ରହିଛି। ତେବେ ୨୫ରୁ ଆରମ୍ଭ ହୋଇ ୩୧ ମାର୍ଚ୍ଚରେ ଅଧିବେଶନ ଶେଷ ହେବ। ମାର୍ଚ୍ଚ ୩୦ରେ ଆର୍ଥିକ ବର୍ଷ ୨୦୨୨-୨୩…

୧୫ କୋଟି ଚିଟଫଣ୍ଡ ଠକେଇ ଅଭିଯୋଗରେ ତପନ ଗିରଫ

ଭୁବନେଶ୍ୱର,୮।୩(ବ୍ୟୁରୋ): ଚିଟଫଣ୍ଡ ସଂସ୍ଥା ନିର୍ଦ୍ଦେଶକ ହ୍ୟୁମାନ ୱେଲଫେୟାର କ୍ରେଟିଟ ଆଣ୍ଡ ଥ୍ରିଫ୍ଟ କୋଅପରେଟିଭ୍‌ ସୋସାଇଟି ଲିମିଟେଡ ନିର୍ଦ୍ଦେଶକ ତପନ କୁମାର ସାମନ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅବରୋଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ୧୫ କୋଟି ଟଙ୍କା ଠକେଇ ଅଭିଯୋଗରେ କୋଲକାତାର ନରେନ୍ଦ୍ରପୁର…

ଯୁଦ୍ଧ ବିରତି ଘୋଷଣା କରିବ ରୁଷିଆ

ମସ୍କୋ,୮।୩: ୟୁକ୍ରେନ ଉପରେ ସାମରିକ କାର୍ଯ୍ୟାନୁଷ୍ଠାନର ୧୩ତମ ଦିନରେ ରୁଷିଆ ସିଜଫାୟାର(ଅସ୍ତ୍ରବିରତି) ଘୋଷଣା କରିବାକୁ ଯାଉଛି। ଏଥିଯୋଗୁ ମଙ୍ଗଳବାର ସକାଳ ୧୦ଟାରୁ ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ ରହିବ। ଯାହା ଫଳରେ ୟୁକ୍ରେନ ରାଜଧାନୀ କ୍ୱିଭ, ଚେରନିଗୋଭ, ସମି ଏବଂ ଅନ୍ୟ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri