Home Left

ପ୍ରଶ୍ନପତ୍ର ଲିକ୍‌: ଆସନ୍ତା ୧୯ରେ ହେବ ବାତିଲ ହୋଇଥିବା ପରୀକ୍ଷା

ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଗୁରୁବାର ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ପରେ ବାତିଲ ହୋଇଥିବା ପରୀକ୍ଷା ଆସନ୍ତା ୧୯ରେ କରାଯିବ । ଏ ନେଇ ସମ୍ବଲପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ନୋଟିସ ଜାରି କରାଯାଇଛି। ୧୯ ତାରିଖରେ ହେବାକୁ ଥିବା ପରୀକ୍ଷା…

ବାହୁବଳୀ ନେତାଙ୍କ ବିଧାୟକ ପଦ ବି ଗଲା

ପାଟନା,୧୫।୭: ବିହାରର ମୋକମାର ଆରଜେଡି ବିଧାୟକ ଅନନ୍ତ ସିଂଙ୍କୁ ନିଷିଦ୍ଧ ଆଧୁନିକ ଅସ୍ତ୍ର ଏକେ-୪୭ ରଖିବା ଏବଂ ହ୍ୟାଣ୍ଡ ଗ୍ରେନେଡ ଜବତ ମାମଲାରେ ୧୦ ବର୍ଷ ଜେଲ ଦଣ୍ଡାଦେଶ ହୋଇଥିଲା। ଏହି ଦଣ୍ଡାଦେଶ ପରେ ଏବେ ତାଙ୍କ ବିଧାୟକ ପଦ ମଧ୍ୟ…

ବସ୍ତିରେ ପଶିଲା ବର୍ଷାଜଳ, ଭୁଶୁଡ଼ିଲା କଲେଜ ପାଚେରି

ପିପିଲି, ୧୫ା୭: ପିପିଲି ଅଞ୍ଚଳରେ ଗୁରୁବାର ମୂଷଳ ଧାରାରେ ବର୍ଷା ହୋଇଛି। ଫଳରେ ଏନ୍‌ଏସି ଅନ୍ତର୍ଗତ ୨ ନମ୍ବର୍‌ ୱାର୍ଡର କିଛି ବସ୍ତି ଜଳମଗ୍ନ ହୋଇଥିଲା। ଖବର ପାଇ ଏନ୍‌ଏସି ଅଧ୍ୟକ୍ଷ ସେକ୍‌ ବାବୁ ଓ କାଉନସିଲର୍‌ ଚନ୍ଦନ ସେଠୀ ପହଞ୍ଚତ୍…

କୋହଲିଙ୍କ ସମର୍ଥନରେ ବାହାରିଲେ ପାକିସ୍ତାନ ଅଧିନାୟକ

ଇସଲାମାବାଦ୍‌,୧୫।୭: ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମରେ ଅଛନ୍ତି। ସେ ଗତ ଅଢେଇ ବର୍ଷ ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଗୋଟିଏ ବି ଶତକ ମାରିପାରିନାହାନ୍ତି। ତାଙ୍କୁ ଦଳରୁ ବାଦ୍‌ ଦେବା ପାଇଁ କ୍ରିକେଟ୍‌ ବିଶେଷଜ୍ଞମାନେ ଦାବି କରିଛନ୍ତି।…

ଯାଞ୍ଚ ପ୍ରକ୍ରିୟାରେ ଅବହେଳା ସନ୍ଦେହ

ପୁରୀ ଅଫିସ,୧୫।୭: ଜାଲ୍‌ ପ୍ରମାଣପତ୍ର ଦେଇ ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ମହାବିଦ୍ୟାଳୟରେ ଆଡ୍‌ମିଶନ କରିଥିବା ୧୧ଜଣ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନକୁ ଉଚ୍ଚଶିକ୍ଷା ବିଭାଗ ଅବୈଧ ଘୋଷଣା କରିବା ପରେ କଲେଜ କର୍ତ୍ତୃପକ୍ଷଙ୍କ ଭୂମିକାକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ସମ୍ପୃକ୍ତ ଛାତ୍ରୀଛାତ୍ରମାନେ ଜାଲ୍‌…

ଏନ୍‌ଜିଟି ନିର୍ଦ୍ଦେଶ କାର୍ଯ୍ୟକାରିତାରେ ପଛଘୁଞ୍ଚା

ଖୋର୍ଦ୍ଧା ଅଫିସ,୧୫ା୭: ଖୋର୍ଦ୍ଧା ଜିଲା ନିଜିଗଡ଼ ତାପଙ୍ଗ ପଞ୍ଚାୟତ ଅନ୍ତର୍ଗତ ତାପଙ୍ଗ, ଅଣ୍ଡା ଓ ଝିଙ୍କିଝାରୀ ପ୍ରଭୃତି ଗ୍ରାମରେ ଶତାଧିକ ଏକର ଜଗନ୍ନାଥ ଜମି ହରିଲୁଟ ହେଉଛି। ଏହି ଅଞ୍ଚଳରୁ ଦୈନିକ ଶହ ଶହ ଟ୍ରକ୍‌ରେ ମାଙ୍କଡ଼ା ପଥର ଚାଲାଣ କରାଯାଉଛି।…

ଲିଜ୍‌ଧାରୀଙ୍କୁ ସୁରକ୍ଷା, ଲୋକେ ଦୋଷୀ

ଯାଜପୁର ଅଫିସ,୧୫ା୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀରେ କଳାପଥର ଖାଦାନ ପରେ ଏବେ ବ୍ରାହ୍ମଣୀ ନଦୀର ରାଇଚନ୍ଦା ବାଲିଘାଟରୁ ବିପୁଳ ବାଲି ଲୁଟର ପର୍ଦ୍ଦାଫାସ ହୋଇଛି। ବଳରାମପୁର-୨ ରାଜସ୍ବ ନୀରିକ୍ଷକ(ଆରଆଇ) ତାଙ୍କ ୧୫ା୧୦ା୨୦୨୧ ଓ ୨୯ା୧ା୨୦୨୨ରେ ତଦନ୍ତ ରିପୋର୍ଟରେ…

୨୦ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ,୧୫।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୦୩୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୭ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…

ବର୍ଷାରେ ଚାଲିଛି ଡ୍ରେନ୍‌ରୁ ଆବର୍ଜନା ସଫେଇ

ଯାଜପୁର ରୋଡ,୧୫ା୭(ଡି.ଏନ.ଏ.): ବର୍ଷା ପୂର୍ବରୁ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପୌର ପ୍ରଶାସକ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେବାରୁ ଏବେ ବ୍ୟାସନଗର ପୌରପରିଷଦବାସୀ ଅଡୁଆରେ ପଡିଛନ୍ତି। ଏନେଇ ୧୦ା୭ା୨୦୨୧ରେ ଧରିତ୍ରୀରେ ସବିଶେଷ ତଥ୍ୟଭିତ୍ତିକ ଖବର ପ୍ରକାଶ…

ରାଜଧାନୀରେ ୧୨ କେନ୍ଦ୍ରରେ ଦିଆଯିବ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯିବ। ରାଜଧାନୀର ୟୁନିଟ-୪ ସହାରଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବିଏମ୍‌ସି କମିଶନର ଏହି ଟିକାକରଣର ଶୁଭାରମ୍ଭ କରିବେ। ସହରରେ ମୋଟ ୧୨ଟି ହସ୍ପିଟାଲରେ ଟିକାକରଣ ବ୍ୟବସ୍ଥା କରାଯାଇଛି। କ୍ୟାପିଟାଲ ହସ୍ପିଟାଲ,…

ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ):ରାଜ୍ୟରେ ଆଜିଠୁ ମାଗଣାରେ ୧୮ ରୁ ୫୯ ବର୍ଷର ଲୋକଙ୍କୁ ବୁଷ୍ଟର ଡୋଜ୍‌ ଦିଆଯିବ। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ ୭୫ ଦିନ ପର୍ଯ୍ୟନ୍ତ ଟିକାକରଣ ମାଗଣାରେ କରାଯିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

ଆଜି ରାଜ୍ୟରେ ୧୦୦୦ ଟପିଲା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଆଜି ରାଜ୍ୟରେ ୧୦୦୦ ଟପିଛି କରୋନା ସଂକ୍ରମଣ। ଶୁକ୍ରବାର ୧୦୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୭,୧୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?