ଲେବାନନରେ ଇସ୍ରାଏଲର ସବୁଠାରୁ ବଡ଼ ବିମାନ ଆକ୍ରମଣ! ହିଜବୋଲା ଶୀର୍ଷ କମାଣ୍ଡର ତାବାତାବାଇ ମୃତ
ବେରୁତ,୨୪।୧୧: ରବିବାର (ନଭେମ୍ବର ୨୩) ଲେବାନନର ରାଜଧାନୀ ବେରୁତର ଦକ୍ଷିଣ ପଡ଼ୋଶୀ ଦାହିୟେରେ ଇସ୍ରାଏଲ ଏକ ବଡ଼ ବିମାନ ଆକ୍ରମଣ କରିଥିଲା। ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଦାବି କରିଛି ଯେ ହିଜବୁଲାର ମୁଖ୍ୟ କର୍ମଚାରୀ ହାଇଥାମ ଅଲି ତାବାତାବାଇ ଏହି…
ସିଜେଆଇ ଭାବେ ଆଜି ଶପଥ ନେବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ
ନୂଆଦିଲ୍ଲୀ,୨୪ା୧୧(ପି.ଟି.): ସୁପ୍ରିମକୋର୍ଟର ବରିଷ୍ଠତମ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ ସୋମବାର ଭାରତର ୫୩ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ବିଦାୟୀ ସିଜେଆଇ ବି.ଆର୍. ଗବଇ ରବିବାର ଅବସର ଗ୍ରହଣ କରିବା ପରେ ତାଙ୍କ ସ୍ଥାନରେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ ନୂଆ…
ନିଜକୁ ଗୁଳି କଲେ ଯୁବକ, ଆଉ ତା’ପରେ..
ପାରଳାଖେମୁଣ୍ଡି,୨୩ା୧୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଭୁବୁନି ପଞ୍ଚାୟତ ଅନ୍ତର୍ଗତ ଶିତିରିଗୁଡା ଗ୍ରାମରେ ଗୁଳି ଫୁଟିଛି। ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବିରସାନି ଗମାଙ୍ଗ (୩୪)। ନିଜ ଦେଶୀ ବନ୍ଧୁକରୁ ନିଜ ଉପରକୁ ଗୁଳି…
କରୁଥିଲେ ଗାଡ଼ି ଯାଞ୍ଚ: ଧରାପଡ଼ିଲେ ନକଲି ପୋଲିସ କନ୍ଷ୍ଟେବଲ
ବ୍ରହ୍ମପୁର,୨୩।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ପୋଲିସ ପଦରବାଲି ଛକରୁ ଜଣେ ନକଲି ପୋଲିସ କନ୍ଷ୍ଟେବଲଙ୍କୁ ରବିବାର ଗିରଫ କରିଛି। ସେ ହେଲେ ନାରାୟଣପୁର ଗ୍ରାମର କେଦାରନାଥ ସ୍ବାଇଁ ଓରଫ ମନୋଜ କୁମାର ସ୍ବାଇଁ (୩୭)। ତାଙ୍କଠାରୁ ପୋଲିସ ପୋଷାକ,…
ଆଇନଜୀବୀଙ୍କ ଘର ସମ୍ମୁଖରୁ ବାଇକ ଚୋରି: ଧରାପଡ଼ିଲେ ଅଭିଯୁକ୍ତ
ଦିଗପହଣ୍ଡି,୨୩ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତାରେ ରହୁଥିବା ଓକିଲ ଲକ୍ଷ୍ମୀ ନାରାୟଣ ପାଢ଼ୀଙ୍କ ବାଇକ୍ (ଓଆର ୦୭ ଆର -୬୩୩୪) ଚୋରି ଘଟଣାରେ ଅଭିଯୁକ୍ତଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି…
ଆସୁଛି ବାତ୍ୟା: ସରକାର ପ୍ରସ୍ତୁତ ଥିବା କହିଲେ ମନ୍ତ୍ରୀ
ଭୁବନେଶ୍ୱର,୨୩।୧୧: ନଭେମ୍ବର ଶେଷ ଆଡ଼କୁ ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ମନ୍ତ୍ରୀ ପୂଜାରୀ ରବିବାର ଗଣମାଧ୍ୟମକୁ କହିଛନ୍ତି, ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ରାଜ୍ୟ ସରକାର ଏବଂ ଅଧିକାରୀଙ୍କ ବହୁ…
ଛାଡି ପଳାଇଲେ ସ୍ତ୍ରୀ, ଶ୍ୱଶୁର ଘର ଉପରେ ବୋମାମାଡ଼ କଲେ ଜ୍ୱାଇଁ
ଭଦ୍ରକ,୨୩ା୧୧: ଭଦ୍ରକ ଜିଲା ବାଣ୍ଟ ଅଞ୍ଚଳର ଆପଣ୍ଡା ଗ୍ରାମର ଶ୍ରୀଧର ନାୟକ କରଣପଲ୍ଲୀ ପଞ୍ଚାୟତର ବିଜୟ ପାଟଣା ଗ୍ରାମର ରାମ ଚନ୍ଦ୍ର ମହାଳିକଙ୍କ ଝିଅ ମାମୁନିଙ୍କୁ ପ୍ରେମ ବିବାହ କରିଥିଲେ। କିଛିଦିନ ସୁରୁଖୁରୁରେ ଚଳିବା ପରେ ପାରିବାରିକ କଳହ ଯୋଗୁଁ ଉଭୟଙ୍କ…
ନୀରବରେ ଯନ୍ତ୍ରଣା ସହ ଲଢ଼ୁଥିଲେ ହ୍ୟୁମାନ ସାଗର: ବଡ଼ ଖୁଲାସା କଲେ ଚିକିତ୍ସା କରୁଥିବା ଡାକ୍ତର
ଭୁବନେଶ୍ୱର,୨୩ା୧୧: ଦିବଂଗତ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କୁ ଚିକିତ୍ସା କରୁଥିବା ଡାକ୍ତର ରବିବାର ଦିନ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଡାକ୍ତର ସଞ୍ଜୀବ କୁମାର କର ଏକ ସ୍ୱତନ୍ତ୍ର ସାକ୍ଷାତକାରରେ କହିଛନ୍ତି ଯେ ହ୍ୟୁମାନ ସାଗର ପ୍ରଥମେ ସେପ୍ଟେମ୍ବର ୨୦୨୪ରେ…
ସିଭିଲ କୋର୍ଟ କମ୍ପ୍ଲେକ୍ସରେ ଚିତ୍ରାଙ୍କନ ପ୍ରତିଯୋଗିତା
ଦିଗପହଣ୍ଡି, ୨୩ା୧୧(ଅଶେଷ ନାଥ ମିଶ୍ର): ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ରାଜ୍ୟ ଆଇନ ସେବା ପ୍ରାଧିକରଣ ସହଯୋଗରେ ରବିବାର ଦିଗପହଣ୍ଡି ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ଅଧ୍ୟକ୍ଷା…
ଲକ୍ଷ୍ୟ ସେନ୍ ଅଷ୍ଟ୍ରେଲିଆନ ଓପନ ବ୍ୟାଡ୍ମିଣ୍ଟନ ଚାମ୍ପିୟନ
ସିଡ୍ନୀ,୨୩ା୧୧: ଭାରତର ଷ୍ଟାର ବ୍ୟାଡ୍ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍ ଅଷ୍ଟ୍ରେଲିଆନ ଓପନ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ଟାଇଟଲ ବିଜୟୀ ହୋଇଛନ୍ତି। ରବିବାର ଫାଇନାଲରେ ସେ ଜାପାନର ୟୁଶି ଟନକାଙ୍କୁ ହରାଇ ଦେଇଛନ୍ତି। ୨୦୨୫ ସିଜନରେ ଏହା ହେଉଛି ତାଙ୍କର ପ୍ରଥମ ଟାଇଟଲ। ପ୍ୟାରିସ…
ଭାରତକୁ ପ୍ରଥମଥର ବିଶ୍ୱ ଚାମ୍ପିୟନ କରାଇଲେ ଓଡ଼ିଆ ଝିଅ: ଫାଇନାଲ ମ୍ୟାଚରେ କଲେ ଦମଦାର ପ୍ରଦର୍ଶନ
ନୂଆଦିଲ୍ଲୀ,୨୩ା୧୧: ଭାରତୀୟ ଦୃଷ୍ଟିହୀନ ମହିଳା କ୍ରିକେଟ୍ ଟିମ୍ ଇତିହାସ ରଚି ପ୍ରଥମ ଥର ପାଇଁ ଆୟୋଜିତ ମହିଳା ଟି-୨୦ ବିଶ୍ୱକପ୍ ରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। କଲମ୍ବୋରେ ଅନୁଷ୍ଠିତ ଫାଇନାଲ୍ ମ୍ୟାଚ୍ରେ ଭାରତୀୟ ଦଳ ନେପାଳକୁ ୭ ୱିକେଟ୍ରେ ପରାସ୍ତ…
ପାକିସ୍ତାନରୁ ଡ୍ରୋନ ବ୍ୟବହାର କରି ଆକ୍ରମଣ ଯୋଜନା କରାଯାଇଥିଲା! ଲାଲକିଲ୍ଲା ବିସ୍ଫୋରଣ ପରେ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ
ନୂଆଦିଲ୍ଲୀ,୨୩।୧୧: ନୂଆଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣରେ ଏକ ବଡ଼ ଖୁଲାସା ହୋଇଛି। ସୂତ୍ର ଅନୁଯାୟୀ ପାକିସ୍ତାନୀ ହ୍ୟାଣ୍ଡଲର ଭାରତକୁ ଦୀର୍ଘ ଦୂରଗାମୀ ଡ୍ରୋନର ଏକ କନସାଇନ୍ମେଣ୍ଟ ପହଞ୍ଚାଇବାର ଥିଲା। ଏହି ଡ୍ରୋନଗୁଡ଼ିକର ରେଞ୍ଜ ୧୦ କିଲୋଗ୍ରାମ ପର୍ଯ୍ୟନ୍ତ ଏବଂ ଏହା…
Archives


