ଟ୍ରେନିଂ ଆରମ୍ଭ କଲା ସିଏସ୍କେ
ନୂଆଦିଲ୍ଲୀ,୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଆଗାମୀ ସିଜନ ପାଇଁ ସୁରଟର ଲାଲଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ସୋମବାର ଟ୍ରେନିଂ ଆରମ୍ଭ କରିଛି। ସିଏସ୍କେ ପକ୍ଷରୁ ଶେୟାର କରାଯାଇଥିବା ଭିଡିଓରେ ପ୍ରଶଂସକମାନେ ଧାଡ଼ି କରି…
ଅନ୍ତର୍ଜାତୀୟ ମହିଳା ଦିବସରେ ମୁମ୍ବାଇ ମହିଳା ପୋଲିସକୁ ଉପହାର
ମୁମ୍ବାଇ,୮ ।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମୁମ୍ବାଇ ମହିଳା ପୋଲିସକୁ ଏକ ବଡ ଉପହାର ମିଳିଛି । ଏବେ ମୁମ୍ବାଇ ମହିଳା ପୋଲିସ ଦିନକୁ ୮ଘଣ୍ଟା ଡ୍ୟୁଟି କରିବେ । ଏନେଇ ପୋଲିସ କମିଶନର ସଞ୍ଜୟ ପାଣ୍ଡେ ଏକ ନିର୍ଦ୍ଦେଶ…
ଆଇବିଏମ୍ ରୁଷିଆରେ ସମସ୍ତ କାରବାର ଉପରେ ଲଗାଇଲା ପ୍ରତିବନ୍ଧକ
ୱାଶିଂଟନ,୮ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଶେଷ ହେବାର କୌଣସି ଆଭାସ ମିଳୁ ନ ଥିବା ବେଳେ ରୁଷିଆ ଉପରେ ଆମେରିକା ଗୋଟିଏ ପରେ ଗୋଟିଏ ପ୍ରତିବନ୍ଧକ ଲଗାଇ ଚାଲିଛି । ଟେକ କମ୍ପାନୀ ଇଣ୍ଟର ନ୍ୟାଶନାଲ ବିଜନସ ମେଶିନସ୍ କର୍ପୋରେଶନ(ଆବିଏମ୍) ରୁଷିଆରେ…
ସହକର୍ମୀଙ୍କୁ ଗୁଳିକରି ଯବାନଙ୍କ ଆତ୍ମହତ୍ୟା
କୋଲକାତା,୮।୩ : ପଶ୍ଚିମବଙ୍ଗର ମୁର୍ଶିଦାବାଦ ସହରରେ ଥିବା ଏକ ବିଏସ୍ଏଫ୍ କ୍ୟାମ୍ପରେ ସୋମବାର ସକାଳେ ଅଭାବନୀୟ ଘଟଣା ଘଟିଛି। ଜଣେ ବିଏସ୍ଏଫ୍ ଯବାନ ତାଙ୍କ ସହକର୍ମୀଙ୍କୁ ହତ୍ୟା କରିବା ପରେ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ଭାରତ-ବାଂଲାଦେଶ ସୀମାନ୍ତବର୍ତ୍ତୀ କାକମାରିଚର ସୀମା…
ରଣକ୍ଷେତ୍ରରେ ବାହାହେଲେ ଦୁଇ ଯବାନ
କ୍ୱିଭ,୮।୩: ରୁଷିଆର ଘନ ଘନ ଆକ୍ରମଣ ପରେ କ୍ୱିଭ୍ର ସ୍ଥିତି ଏକ ପ୍ରକାର ବିଗିଡ଼ି ଯାଇଛି। ଏଭଳି ସଙ୍କଟାପନ୍ନ ପରିସ୍ଥିତି ଭିତରେ ରାଜଧାନୀରେ ଦେଖିବାକୁ ମିଳିଛି ଏକ ନିଆରା ଦୃଶ୍ୟ। କ୍ୱିଭ୍ର ଜନଗହଳିପୂର୍ଣ୍ଣ ଚେକ୍ପଏଣ୍ଟରେ ଦୁଇ ଯବାନ ବିବାହ ବନ୍ଧନରେ ବାନ୍ଧି…
ଲାଇଭ୍ ମ୍ୟାଚ୍ରେ କ୍ରିକେଟର୍ଙ୍କ ଚିରିଗଲା ପ୍ୟାଣ୍ଟ୍
ରାଉଲପିଣ୍ଡି,୮।୩: ପାକିସ୍ତାନ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ରାୱଲପିଣ୍ଡିରେ ଖେଳାଯାଉଛି। ଓପନର୍ ଇମାମ-ଉଲ-ହକ (୧୫୭) ଏବଂ ଅଜହର ଅଲି (୧୮୫)ଙ୍କ ଚମତ୍କାର ବ୍ୟାଟିଂ ଆଧାରରେ ପାକିସ୍ତାନ ୪୭୬ରେ ନିଜର ପ୍ରଥମ ଇନିଂସ ଘୋଷଣା…
୭ଦିନ ସିବିଆଇ ହାଜତକୁ ଗଲେ ଚିତ୍ରା ରାମକ୍ରିଷ୍ଣା
ନୂଆଦିଲ୍ଲୀ,୮।୩ : କୋ-ଲୋକେଶନ ଦୁର୍ନୀତି ମାମଲାରେ ରବିବାର ରାତିରେ ଗିରଫ ହୋଇଥିବା ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ପୂର୍ବତନ ସିଇଓ ଚିତ୍ରା ରାମକ୍ରିଷ୍ଣାଙ୍କୁ ଦିଲ୍ଲୀର ଏକ ଅଦାଲତ ସୋମବାର ୭ ଦିନ ପାଇଁ ସିବିଆଇ ହାଜତକୁ ପଠାଇ ଦେଇଛନ୍ତି। ସିସିଟିଭି ଆଗରେ…
ଏବେବି ଫସିଛନ୍ତି ୪ ହଜାର
ନୂଆଦିଲ୍ଲୀ:୮।୩: ଅପରେଶନ ଗଙ୍ଗା ଜରିଆରେ କେନ୍ଦ୍ର ସରକାର ୟୁକ୍ରେନ୍ରୁ ଭାରତୀୟଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏବେସୁଦ୍ଧା ୟୁକ୍ରେନ୍ରେ ୪ ହଜାର ଭାରତୀୟ ଫସି ରହିଥିବା କେନ୍ଦ୍ରମନ୍ତ୍ରୀ ଭି. ମୂରଲୀଧରନ କହିଛନ୍ତି। ଫସିଥିବା ଭାରତୀୟଙ୍କ ମଧ୍ୟରୁ ପାଖାପାଖି ୩ ହଜାର କ୍ୱିଭ୍…
ମହିଳାଙ୍କୁ ସ୍ୱାବଲମ୍ବୀ କରାଇଛି ନଡ଼ିଆ କତା ଶିଳ୍ପ
କଟକ ଅଫିସ,୮ା୩:ବର୍ତ୍ତମାନ ସମୟରେ ନାରୀମାନେ ପୁରୁଷଙ୍କ ଭଳି ପ୍ରତି କ୍ଷେତ୍ରରେ କାର୍ଯ୍ୟ କରି ନିଜର ନୂତନ ପରିଚୟ ସୃଷ୍ଟି କରିବା ସହ ସମାଜରେ ଏକ ସ୍ବତନ୍ତ୍ର ଜାଗା କରିସାରିଲେଣି। ଆଗଭଳି ନାରୀ ଆଉ ଅବଳା ନ ହୋଇ ନିଜ ପାଇଁ ନୂଆ…
ଅନ୍ତର୍ଜାତୀୟ ମହିଳା ଦିବସରେ ଗୁଗଲର ସ୍ପେଶାଲ ଡୁଡଲ
ନୂଆଦିଲ୍ଲୀ,୮ ।୩: କିଛି ବିଶେଷ ଅବସରରେ ଗୁଗଲ ସ୍ପେଶାଲ ଡୁଡଲ ପ୍ରସ୍ତୁତ କରୁଥିବା ବେଳେ ଏଥର ବି ଚଳିତ ବର୍ଷର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଗୁଗଲ କରିଛି ସ୍ପେଶାଲ ଡୁଡଲ । ଏକ ଆକର୍ଷଣୀୟ ଓ କ୍ରିଏଟିଭ ଡୁଡଲ ବନାଇଛି…
୧୧ହଜାର ଶିଶୁ, ୨୬୩୧ ଗର୍ଭବତୀ ନେବେ ଟିକା
ଖୋର୍ଦ୍ଧା ଅଫିସ,୮ା୩:କୋଭିଡ୍ ମହାମାରୀ ସମୟରେ ନିୟମିତ ଟିକାକରଣରୁ ବଞ୍ଚିତ ପିଲାମାନଙ୍କୁ ଟିକାକରଣ ନିମନ୍ତେ ସୋମବାର ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ କାର୍ଯ୍ୟାଳୟ ମାତୃ ଓ ଶିଶୁ ଯତ୍ନ କେନ୍ଦ୍ର ପରିସରରେ ରାଜ୍ୟସ୍ତରୀୟ ସଘନ ମିଶନ ଇନ୍ଦ୍ରଧନୁଷ ୪.୦ ଟିକାକରଣ କାର୍ଯ୍ୟକ୍ରମ ଶୁଭାରମ୍ଭ…
ପୌର ନିର୍ବାଚନ: ୧୬୨ ପ୍ରାର୍ଥିପତ୍ର ଦାଖଲ
ଯାଜପୁର ଅଫିସ,୮ା୩:ସୋମବାର ପ୍ରାର୍ଥିପତ୍ର ଦାଖଲର ଅନ୍ତିମ ଦିବସରେ ଯାଜପୁର ଓ ବ୍ୟାସନଗର ମ୍ୟୁନିସିପାଲିଟିରେ ଅଧ୍ୟକ୍ଷା/ଅଧ୍ୟକ୍ଷ ଓ କାଉନସିଲର ପଦବୀ ପାଇଁ ୧୧୮ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହାକୁ ମିଶାଇ ଦୁଇ ମ୍ୟୁନିସିପାଲିଟିରେ ମୋଟ ୧୬୨ ଜଣ ପ୍ରାର୍ଥୀପତ୍ର ଦାଖଲ ହୋଇଛି।…
Archives


