Home Left

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଆଜି ଦ୍ୱିତୀୟ ଦିନ। ପ୍ରଶ୍ନ କାଳ ଆରମ୍ଭ ହେବା ମାତ୍ରେ କଂଗ୍ରେସ ନେତା ଅଜୟ କୁମାର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଯାହାକୁ ନେଇ ଭାଜପା…

ଝରକା ଭାଙ୍ଗି ସୁନା, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜୁନାଗଡ଼,୧୪ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ଗ୍ରାମର ଫକୀର ମୋହନ ପଣ୍ଡାଙ୍କ ଘରୁ ଦୁର୍ବୃତ୍ତମାନେ ଝରକା ଗ୍ରୀଲ୍‌ ଭାଙ୍ଗି ସୁନା,ଟଙ୍କା,ମୋବାଇଲ ଚୋରି କରିନେଇଛନ୍ତି। ଏ ନେଇ ଫକୀର ଜୁନାଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘରେ କେହି ନ…

ପୌରପାଳିକା ସଫେଇ କର୍ମଚାରୀଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୧୪ା୭(ସ୍ବ.ପ୍ର.): ବିଭିନ୍ନ ସମସ୍ୟା ନେଇ ଗୁରୁବାର କେନ୍ଦୁଝର ପୌରପାଳିକାର ସଫେଇ କର୍ମଚାରୀମାନେ କାମ ବନ୍ଦ କରି ସକାଳୁ ଅଫିସ ଘେରାଉ କରିଛନ୍ତି। ଫଳରେ ସହରରେ ସଫେଇ କାମ ବାଧାପ୍ରାପ୍ତ ହୋଇଥିବା ବେଳେ ଚାରିଆଡ଼େ ମଇଳା ଆବର୍ଜନା ଜମା ହୋଇରହିଛି। ଦୀର୍ଘ ବହୁ…

ଅପରାହ୍ନରେ ବସିବ କୋଭିଡ୍‌ ସମୀକ୍ଷା ବୈଠକ, ନିଆଯାଇପାରେ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ। ଏହାକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ତେବେ କୋଭିଡ୍‌କୁ କିଭଳି ମୁକାବିଲା କରାଯାଇ ପାରିବ ସେନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନ ୫.୩୦ରେ କୋଭିଡ୍‌ ସମୀକ୍ଷା ବୈଠକ କରିବେ। ଏହି…

ଶୁକ୍ରବାରଠୁ ମାଗଣାରେ ମିଳିବ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେ କହିଛନ୍ତି, ୧୨ରୁ ୧୪ ବର୍ଷ ମଧ୍ୟରେ ୯୮ ପ୍ରଥମ ଡୋଜ୍‌ ନେଇଥିବା ବେଳେ ୨ୟ ଡୋଜ୍‌ ୭୨ ପ୍ରତିଶତ ନେଇସାରିଛନ୍ତି ।…

ଭାରତଠାରୁ ପରାଜୟ ଇଂଲଣ୍ଡର ଭବିଷ୍ୟତ ପାଇଁ ଭଲ: ମୋଇନ ଅଲି

ଲଣ୍ଡନ,୧୪।୭: ଭାରତଠାରୁ ଟି୨୦ ଏବଂ ଦିନିକିଆ ମ୍ୟାଚ୍‌ରେ ପରାଜିତ ହେବା ଭବିଷ୍ୟତ ଲାଗି ଭଲ। କାହିଁକି ନା ପରାଜୟରୁ ହିଁ ବହୁତ କିଛି ଶିଖିବାକୁ ମିଳିଥାଏ ବୋଲି କହିଛନ୍ତି ଅଲରାଉଣ୍ଡର ମୋଇନ ଅଲି। ପ୍ରଥମ ଦିନିକିଆରେ ପରାଜୟକୁ ନେଇ ଖବରଦାତାଙ୍କୁ ପ୍ରତିକ୍ରିୟା…

ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ ହସ୍ପିଟାଲରେ ଭର୍ତ୍ତି…

ଚେନ୍ନାଇ,୧୪।୭ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୁଲାଇ ୧୨ରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ହସ୍ପିଟାଲ ପକ୍ଷରୁ ପ୍ରକାଶ ପାଇଥିବା ବୁଲେଟିନ୍‌ ଅନୁସାରେ ଷ୍ଟାଲିନ୍‌ଙ୍କଠାରେ ଦେଖାଦେଇଥିବା କରୋନା ଲକ୍ଷଣର…

ଦ୍ରୌପଦୀ ମୁର୍ମୁଙ୍କୁ ଅପମାନିତ ମନ୍ତବ୍ୟର ପ୍ରତିବାଦ

କେନ୍ଦୁଝର,୧୪ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରୁ ଜଣେ ଆଦିବାସୀ ମହିଳାଙ୍କୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ କରିଥିବାରୁ କଂଗ୍ରେସ ପକ୍ଷରୁ ଜାତୀୟ ମୁଖପାତ୍ର ଅଜୟ କୁମାର ବିବାଦୀୟ ମନ୍ତବ୍ୟ ଦେବା ପ୍ରତିବାଦରେ ଗୁରୁବାର ଭାଜପା ପକ୍ଷରୁ ଜିଲା…

ହାତୀ ସହ ଉଛୁଳା ନଦୀ ପାର ହେଲେ ମାହୁନ୍ତ, ଭାଇରାଲ ହେଉଛି ଭୟାନକ ଭିଡିଓ

ପ୍ରବଳ ବର୍ଷା ଯୋଗୁ ଦେଶର ଅନେକ ସ୍ଥାନରେ ଲୋକମାନେ ବନ୍ୟା ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି। ରାସ୍ତାଗୁଡ଼ିକ ଜଳମଗ୍ନ ହୋଇଥିବାରୁ ଦୈନନ୍ଦିନ ଜୀବନ ପ୍ରଭାବିତ ହେଉଛି। ଏବେ ବିହାରର ବୈଶାଳୀ ଜିଲାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଏକ…

ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନରେ ବାହାରିଲେ କଂଗ୍ରେସର ବରିଷ୍ଠ ନେତା

ନୂଆଦିଲ୍ଲୀ,୧୪।୭: କଂଗ୍ରେସର ବରିଷ୍ଠ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିଛନ୍ତି। ସେ କଂଗ୍ରେସ ହାଇକମାଣ୍ଡଙ୍କୁ ମଧ୍ୟ ସମର୍ଥନ ଦେବାକୁ ପରାମର୍ଶ ଦେଇଛନ୍ତି। ପ୍ରମୋଦ ଟୁଇଟ୍‌ କରି କହିଛନ୍ତି, ପଣ୍ଡିତ ମୋତିଲାଲ ନେହେରୁଙ୍କଠାରୁ ଆଜି…

ପାକିସ୍ତାନରେ ଜଣେ ହିନ୍ଦୁ ନାବାଳିକାଙ୍କୁ ଅପହରଣ

ଇସଲାମାବାଦ୍‌,୧୪।୭: ପାକିସ୍ତାନରେ ପୁଣି ଜଣେ ହିନ୍ଦୁ ନାବାଳିକାଙ୍କୁ ଅପହରଣ କରିନିଆଯାଇଥିବା ଅଭିଯୋଗ ହୋଇଛି। ସିନ୍ଧ ପ୍ରଦେଶରେ ଜଣେ ୧୬ ବର୍ଷର ହିନ୍ଦୁ ଝିଅଙ୍କୁ ଅପହରଣ କରିନେଇ ଜୋରଜବରଦସ୍ତ ବିବାହ କରିଦିଆଯାଇଛି। ଅପହରଣ ପରେ ପ୍ରଥମେ ଧର୍ମ ପରିବର୍ତ୍ତନ କରି ଜଣେ ମୁସଲମାନ…

‘ଇମରଜେନ୍ସି’ର ପ୍ରଥମ ଲୁକ୍‌ ଜାରି

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଆଗାମୀ ଫିଲ୍ମ ‘ଇମରଜେନ୍ସି’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରଥମ ଲୁକ୍‌ ଆଜି କଙ୍ଗନା ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ତାଙ୍କ ଲୁକ୍‌କୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଏହି ଫିଲ୍ମରେ କଙ୍ଗନା ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?