ଅଧ୍ୟକ୍ଷ ପଦ ପାଇଁ ଲଢେଇ: ଶାସକ, ବିରୋଧୀଙ୍କ ସହ ସ୍ବାଧୀନ ପ୍ରାର୍ଥୀ
ରେଢ଼ାଖୋଲ,୮ା୩(ଡି.ଏନ.ଏ.): ରେଢ଼ାଖୋଲ ଏନ୍ଏସି ଅଧ୍ୟକ୍ଷ ପଦ ପାଇଁ ବିଜେଡିରୁ ସୁନୀଲ କୁମାର ପ୍ରଧାନ, ଭାଜପାରୁ ଶିବରାମ ସାହୁ ଓ କଂଗ୍ରେସ ଦଳରୁ ଆଇନଜୀବୀ ସଜଲକାନ୍ତ ପାଲ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେହିପରି ବିଜେଡି ଓ ଭାଜପା ପକ୍ଷରୁ ସମସ୍ତ ୧୩ ୱାର୍ଡର…
ସବୁ ନିର୍ବାଚନମଣ୍ଡଳୀରେ ମହିଳା ଦିବସ ପାଳୁଛି ବିଜେଡି
ଭୁବନେଶ୍ୱର,୮।୩(ବ୍ୟୁରୋ): ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ଆଜି ପ୍ରତି ନିର୍ବାଚନମଣ୍ଡଳୀରେ ଏହି ଦିବସ ପାଳନ କରୁଛି ବିଜେଡି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମହିଳା ସଶକ୍ତିକରଣ ପାଇଁ ବିଜୁ…
ଆସନ୍ତା ୯ରେ ପେନ୍ସନ ଅଦାଲତ
ଭୁବନେଶ୍ୱର,୮।୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନ୍ସନ ଓ ସାଧାରଣ ଭବିଷ୍ୟନିଧି ପାଣ୍ଠି ଅଭିଯୋଗ ସମ୍ବନ୍ଧୀୟ ସ୍ବତନ୍ତ୍ର ଶୁଣାଣି ଓ ପେନ୍ସନ ଅଦାଲତ ଆସନ୍ତା ୯ ତାରିଖରେ ଅନୁଷ୍ଠିତ ହେବ । ପ୍ରଧାନ ମହାଲେଖାକାର ବିଭୁଦତ୍ତ ବସନ୍ତିଆଙ୍କ ଅଧ୍ୟକ୍ଷତାରେ ଏ.ଜି ଅଫିସ…
ଥମୁଛି ସଂକ୍ରମଣ
ନୂଆଦିଲ୍ଲୀ,୮।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାର ୯୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦୮ଙ୍କ ମୃତ୍ୟୁ ଘଟିଛି।…
ଆମେରିକାରେ ଥାଇ ବାପାଙ୍କ ଆତ୍ମହତ୍ୟାକୁ ରୋକିଦେଲେ
ମୁମ୍ବାଇ,୮।୩: ଜଣେ ୭୪ ବର୍ଷୀୟ ବ୍ୟକ୍ତି ମୁମ୍ବାଇର ମାତୁଙ୍ଗା ଅଞ୍ଚଳରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ ଆମେରିକାରେ ରହୁଥିବା ତାଙ୍କ ଝିଅ ସ୍ଥାନୀୟ ପୋଲିସକୁ ଜଣାଇ ଦେବାରୁ ଅଘଟଣକୁ ରୋକା ଯାଇପାରିଛି। ବୃଦ୍ଧଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…
‘ପାଇଲଟ୍ଙ୍କ ଯୋଗୁ ମୁଁ ଆଜି ଜୀବିତ ଅଛି’
କୋଲକାତା,୮।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିମାନ ଶୁକ୍ରବାର ବାରାଣସୀରୁ ଫେରୁଥିବା ବେଳେ ଦୁର୍ଘଟଣାରୁ ରକ୍ଷା ପାଇଛି। ପଶ୍ଚିମବଙ୍ଗ ବିଧାନସଭାରେ ସେ କହିଛନ୍ତି, ହଠାତ୍ ତାଙ୍କ ବିମାନ ଆଗରେ ଆଉ ଏକ ବିମାନ ଆସିଲା, ତାଙ୍କ ବିମାନ ୮ ହଜାର ଫୁଟ…
ସିରିଆ ମିଲିଟାରି ଶିବିରକୁ ଏୟାର ଷ୍ଟ୍ରାଇକ୍
ଡାମାସ୍କସ୍,୮।୩: ସିରିଆ ମିଲିଟାରି ଶିବିର ଉପରକୁ ଇସ୍ରାଏଲ ଆକାଶ ମାର୍ଗରୁ ମିଶାଇଲ୍ ଆକ୍ରମଣ କରିଛି। ଫଳରେ ୨ଜଣ ନାଗରିକ ପ୍ରାଣ ହରାଇଛନ୍ତି। ସିରିଆ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆକ୍ରମଣ ପୂର୍ବରୁ ଲେବାନନରେ ଇସ୍ରାଏଲର ଯୁଦ୍ଧ ବିମାନ ପରିକ୍ରମା…
ରାଜ୍ୟରେ ଖସୁଛି କରୋନା ଗ୍ରାଫ୍
ଭୁବନେଶ୍ବର,୮।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲାରେ ସର୍ବାଧିକ ୧୫ ଜଣ…
ରାଖୀ- ରଣବୀରଙ୍କୁ ଗୋଟିଏ ଷ୍ଟେଜରେ ଦେଖି ଏମିତି ଲେଖିଲେ ପ୍ରଶଂସକ
ହର୍ଟ ଗର୍ଲ ରାଖୀ ସାଓ୍ବନ୍ତ ପ୍ରାୟତଃ କିଛିନା କିଛି ଚର୍ଚ୍ଚାରେ ରହିଥାନ୍ତି। ବଲିଉଡ ଅଭିନେତା ରଣବୀର ସିଂ ମଧ୍ୟ କିଛି କମ ନୁହଁନ୍ତି। ରଣବୀର ତାଙ୍କ ଫ୍ୟାଶନ ଷ୍ଟେଟମେଣ୍ଟ ପାଇଁ ଚର୍ଚ୍ଚାରେ ରହିଥାନ୍ତି। ଭିରଲ ଭୟାନୀଙ୍କ ଅଫିସିଆଲ ଇନଷ୍ଟାଗ୍ରାମ୍ ହ୍ୟାଣ୍ଡେଲରୁ ଏକ…
ଗ୍ଲୋବାଲ ଡେବ୍ୟୁ କରିବାକୁ ପ୍ରସ୍ତୁତ ଆଲିଆ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ ଏବେ ହଲିଉଡରେ ଡେବ୍ୟୁ କରିବାକୁ ପୂରାପୂରି ପ୍ରସ୍ତୁତ ହୋଇଗଲେଣି । ନେଟଫ୍ଲିକ୍ସରେ ସେ ‘ହାର୍ଟ ଅଫ୍ ଷ୍ଟୋନ’ ମାଧ୍ୟମରେ ହଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି । ଏଥିରେ ସେ ‘ୱାଣ୍ଡର ଓମ୍ୟାନ’ ଷ୍ଟାର ଗେଲ…
ସ୍ତ୍ରୀହନ୍ତାଙ୍କୁ ଆଜୀବନ କାରାଦଣ୍ଡ
ଝାରସୁଗୁଡ଼ା ଅଫିସ,୮ା୩: ସ୍ତ୍ରୀ ହତ୍ୟା ମାମଲାର ବିଚାର କରି ଝାରସୁଗୁଡ଼ା ଜିଲା ଦୌରାଜଜ୍ ସତ୍ୟବ୍ରତ ମିଶ୍ର ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ସ୍ବାମୀ ହେଲେ ଝାରସୁଗୁଡ଼ା ସେଲ୍ସଟ୍ୟାକ୍ସ କାର୍ଯ୍ୟାଳୟର ଅବସରପ୍ରାପ୍ତ ପିଅନ ଗୋବିନ୍ଦ ଖାତି। ତାଙ୍କୁ ୩୦୨…
ଗୋଆରେ ନିର୍ବାଚନ ପରବର୍ତ୍ତୀ ମେଣ୍ଟ ପାଇଁ କଂଗ୍ରେସ ରାଜି
ନୂଆଦିଲ୍ଲୀ,୮।୩: ୫ ରାଜ୍ୟ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବାକୁ ୨ ଦିନ ଥିବା ବେଳେ ୩୭ ବିଧାୟକ ପ୍ରାର୍ଥୀଙ୍କ ସହିତ ପରିସ୍ଥିତିର ମୂଲ୍ୟାଙ୍କନ କରୁଛି କଂଗ୍ରେସ। ଗୋଆ କଂଗ୍ରେସ ଦାୟିତ୍ୱରେ ଥିବା ଦୀନେଶ ଗୁଣ୍ଡୁ ରାଓ କହିଛନ୍ତି, ଆମେ ଭାଜପା…
Archives


