Home Left

ହାଇବ୍ରିଡ୍‌ ଶିକ୍ଷା ମଡେଲ୍‌ର ଲାଭ ଉଠାନ୍ତୁ ଛାତ୍ରୀଛାତ୍ର

ଅନ୍‌ଲାଇନ୍‌ ଶିକ୍ଷା ଦ୍ୱାରା ପିଲାମାନେ ଅନେକ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ମାତ୍ର ଅନ୍‌ଲାଇନ୍‌ ଶିକ୍ଷା ପ୍ରଚଳିତ ହେବା ପରଠାରୁ ଛାତ୍ରୀଛାତ୍ର ହାଇବ୍ରିଡ୍‌ ଶିକ୍ଷା ମଡେଲ୍‌ (ଅଫ୍‌ଲାଇନ୍‌ ଏବଂ ଅନ୍‌ଲାଇନ୍‌ ମୋଡ୍‌ର ମିଶ୍ରିତ ଶିକ୍ଷଣ ବ୍ୟବସ୍ଥା)କୁ ଅଧିକ ପସନ୍ଦ କରୁଛନ୍ତି। ଆଗ୍ରହୀ ପିଲାମାନେ…

କେନ୍ଦ୍ର ନେଉନି: ବାହାରକୁ ଚାଉଳ ରପ୍ତାନି ଯୋଜନା

ଭୁବନେଶ୍ୱର,୮ା୩(ବ୍ୟୁରୋ):ରାଜ୍ୟରେ ଅଧିକ ଧାନ ଉତ୍ପାଦନ ହେଉଛି। ବଳକା ଚାଉଳ କେନ୍ଦ୍ର ସରକାର ନେଉନାହାନ୍ତି। ଯୋଗାଣ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ବଳକା ଚାଉଳ କିଣିବାକୁ କେନ୍ଦ୍ର ମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ବହୁବାର ଅନୁରୋଧ କରିବା ପରେ ମଧ୍ୟ ରାଜ୍ୟରୁ ବଳକା…

ଏକ୍‌ଜିଟ୍‌ ପୋଲ୍‌ରେ ଭାଜପା, ଏଏପି

ନୂଆଦିଲ୍ଲୀ,୮।୩(ପି.ଟି):ଉତ୍ତରପ୍ରଦେଶରେ ସୋମବାର ସପ୍ତମ ପର୍ଯ୍ୟାୟ ମତଦାନ ସରିବା ସହ ୫ ରାଜ୍ୟ ବିଧାନସଭା ନିର୍ବାଚନ ଶେଷ ହୋଇଛି। ଏଥିସହିତ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ଏକ୍‌ଜିଟ ପୋଲ୍‌ ବା ବୁଥ୍‌ଫେରନ୍ତା ଜନମତ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ଉତ୍ତରପ୍ରଦେଶରେ ଭାଜପା…

ଅଶୋଧିତ ତୈଳ ମହଙ୍ଗା, ଟଙ୍କା ଦୁର୍ବଳ

ନ୍ୟୁୟର୍କ,୮ା୩:ଗତ କିଛି ଦିନ ହେଲା ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ନିଅଁା ଲାଗିଛି। ୟୁକ୍ରେନ ଉପରେ ରୁଷିଆ ଚଳାଇଥିବା ଯୁଦ୍ଧର ପ୍ରତ୍ୟକ୍ଷ ପ୍ରଭାବ ଏହା ଉପରେ ଦେଖାଯାଉଛି। ସୋମବାର ଅଶୋଧିତ ତୈଳ ମୂଲ୍ୟ ୨୦୦୮ ମସିହା ପରଠାରୁ ସର୍ବୋଚ୍ଚ ସ୍ତରରେ…

ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ଭାରତ କହିଲା ଶତ୍ରୁତା ଛାଡି କଥାବାର୍ତ୍ତା ଜରିଆରେ ଶେଷ କରାଯାଉ ଯୁଦ୍ଧ

ନୂଆଦିଲ୍ଲୀ,୮ ।୩: ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ଭାରତର ସ୍ଥାୟୀ ପ୍ରତିନିଧି ଥିବା ଟିଏମ ତିରୁମୂର୍ତ୍ତି କହିଛନ୍ତି, ୟୁକ୍ରେନର ସ୍ଥିତି ଓ ମାନବୀୟ ସଙ୍କଟ ଉପରେ ଆମକୁ ଧ୍ୟାନ ଦେବାକୁ ପଡିବ । ମିଳିତ ଜାତିସଂଘ ଅନୁମାନ କରିଛି, ୧୧…

ସହକର୍ମୀଙ୍କୁ ଗୁଳିକରି ଯବାନଙ୍କ ଆତ୍ମହତ୍ୟା

କୋଲକାତା,୭।୩ (ପି.ଟି.): ପଶ୍ଚିମବଙ୍ଗର ମୁର୍ଶିଦାବାଦ ସହରରେ ଥିତ୍ବା ଏକ ବିଏସ୍‌ଏଫ୍‌ କ୍ୟାମ୍ପରେ ସୋମବାର ସକାଳେ ଅଭାବନୀୟ ଘଟଣା ଘଟିଛି। ଜଣେ ବିଏସ୍‌ଏଫ୍‌ ଯବାନ ତାଙ୍କ ସହକର୍ମୀଙ୍କୁ ହତ୍ୟା କରିବା ପରେ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ଭାରତ-ବାଂଲାଦେଶ ସୀମାନ୍ତବର୍ତ୍ତୀ କାକମାରିଚର ସୀମା…

କୋଭିଡ୍‌ ସହାୟତା ଲାଗି ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଉଦ୍‌ବେଗ ଜଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୩(ପି.ଟି.): କୋଭିଡ୍‌-୧୯ରେ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ପ୍ରଦାନର ବ୍ୟବସ୍ଥା ହୋଇଥିବାବେଳେ ଏଥିପାଇଁ ଡାକ୍ତରମାନେ ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରୁଥିବା ଜଣାପଡ଼ିଛି। ଏହାକୁ ନେଇ ସର୍ବୋଚ୍ଚ ଅଦାଲତ ସୋମବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଭଳି ଜାଲିଆତିର ତଦନ୍ତ ଲାଗି ନିର୍ଦ୍ଦେଶ…

ଶେଷଦିନରେ ରମ୍ଭା ଏନ୍‌ଏସିର ୨ଅଧ୍ୟକ୍ଷା-୨୧ କାଉନସିଲରଙ୍କ ନାମାଙ୍କନ ପତ୍ର ଦାଖଲ

ରମ୍ଭା,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭାରେ ସ୍ଥାନୀୟ ନିର୍ବାଚନ କାର୍ଯ୍ୟାଳୟ ପରିସରରେ ଶେଷଦିନରେ ୨ ଅଧ୍ୟକ୍ଷା ଓ ୨୧ଜଣ କାଉନସିଲର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏନେଇ ସୋମବାର ନିର୍ବାଚନ ଅଧିକାରୀ ଜ୍ୟୋର୍ତିମୟ ଦାସ ସୂଚନା ଦେଇଛନ୍ତି। ଭାଜପା ପକ୍ଷରୁ ଆଖଣ୍ଡଳମଣି ମନ୍ଦିରଠାରୁ…

ଗୋଆରେ ସୁଯୋଗ ହାତଛଡ଼ା କରିବାକୁ ଚାହୁଁନି କଂଗ୍ରେସ

ନୂଆଦିଲ୍ଲୀ,୭।୩: ପାଞ୍ଚ ରାଜ୍ୟ ବିଧାନସଭା ନିର୍ବାଚନ ଶେଷ ହୋଇଥିବାବେଳେ ୧୦ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଗତ ୨୦୧୭ ଗୋଆ ବିଧାନସଭା ନିର୍ବାଚନରେ ୪୦ ଆସନରୁ କଂଗ୍ରେସ ୧୭ଟି ଜିତି ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିଲେ ମଧ୍ୟ ସରକାର ଗଠନ କରିବାରେ…

୧୩ ରାଜ୍ୟ ସଭା ଆସନ ପାଇଁ ମାର୍ଚ୍ଚ ୩୧ରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୭।୩: ବିଧାନସଭା ନିର୍ବାଚନ ପରେ ଏବେ ଦେଶର କେତେକ ରାଜ୍ୟରେ ରାଜ୍ୟ ସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟରେ ଖାଲିହେବାକୁ ଥିବା ରାଜ୍ୟ ସଭାର ୧୩ଟି ଆସନ ପାଇଁ ଆସନ୍ତା ମାର୍ଚ୍ଚ ୩୧ରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ସୋମବାର ନିର୍ବାଚନ…

ବାଘଛାଲ ଜବତ: ୩ ଶିକାରୀ ଗିରଫ

ଦେବଗଡ଼, ୭।୩ (ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ଟୁହିଳାମାଲ ଜଙ୍ଗଲ ନିକଟରୁ ଦେବଗଡ଼ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ସୋମବାର ଏକ ବାଘଛାଲ ଜବତ କରିବା ସହ ୩ ବ୍ୟକ୍ତିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ବାଘଛାଲ ସହ ଏକ…

ପରିଣୀତିଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ବଡ଼ ଭଉଣୀ

ବଲିଉଡ୍‌ ଅଭିନେତ୍ରୀ ପରିଣୀତି ଚୋପ୍ରା ସୋସିଆଲ ମିଡିଆରେ ପ୍ରାୟତଃ ସକ୍ରିୟ ଥାନ୍ତି। ତାଙ୍କ କ୍ୟାରିୟର ସହ ଜଡ଼ିତ ପ୍ରତ୍ୟେକ ଛୋଟ ଏବଂ ବଡ ସଫଳତାକୁ ସେ ନିଜ ପ୍ରଶଂସକଙ୍କ ସହ ବାଣ୍ଟିଥାନ୍ତି। ନିକଟରେ ପରିଣୀତି ସୋସିଆଲ ମିଡିଆରେ ନିଜର ଏକ ଫଟୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri