ବିପଦସଙ୍କୁଳ ବିଦ୍ୟୁତ୍ ଖୁଣ୍ଟ ସ୍ଥାନାନ୍ତର ଦାବି
ଯାଜପୁର ସଦର,୭ା୩(ଡି.ଏନ.ଏ.): ଯାଜପୁର ସହରର ମହାବୀର ଛକ ମଝିରେ ଏକ ବିଦ୍ୟୁତ୍ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର ନିମ୍ନ ପାର୍ଶ୍ୱରୁ କଳଙ୍କି ଲାଗି ପ୍ରାୟ ୭୫ଭାଗ ନଷ୍ଟ ହୋଇଯାଇଛି। କିନ୍ତୁ ଏହି ଖୁଣ୍ଟରୁ ବିଭିନ୍ନ ଘରକୁ ବିଦ୍ୟୁତ୍ ସଂଯୋଗ କରାଯାଇଛି।…
ବିଜେଡିରେ ବଢୁଛି ଅସନ୍ତୋଷ
ଖୋର୍ଦ୍ଧା ଅଫିସ,୭ା୩: ଖୋର୍ଦ୍ଧା ପୌର ନିର୍ବାଚନରେ ବିଜେଡିର ପୌରାଧ୍ୟକ୍ଷା ପ୍ରାର୍ଥୀଙ୍କୁ ନେଇ ଦଳରେ ଅସନ୍ତୋଷ ବଢିବାରେ ଲାଗିଛି। ଅନ୍ୟପକ୍ଷରେ ଗୋଳିିଆ ପାଣିରୁ ବିରୋଧୀ ଭାଜପା ଏବଂ କଂଗ୍ରେସ ଫାଇଦା ମାରିନେବାର ସମ୍ଭାବନା ରହିଛି ବୋଲି ଆଲୋଚନା ଚାଲିଛି। ଶନିବାର ବିଜୁ ପଟ୍ଟନାୟକଙ୍କ…
ଆଜି ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ
ଭୁବନେଶ୍ୱର,୭ା୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬୯ ଜଣ ଚିହ୍ନଟ…
ଆମେ କ୍ଷମା କରିବୁନି, ଆମେ ଭୁଲିବୁନି: ଜେଲେନ୍ସ୍କି
କ୍ୱିଭ,୭ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ କମ୍ ହେବା ପରିବର୍ତ୍ତେ ବଢି ବଢି ଚାଲିଛି । ଦେଶରେ ବହୁ ପରିମାଣରେ ଧନ ଜୀବନ କ୍ଷୟକ୍ଷତି ହେଲାଣି । ଏହାପରେ ବି ରୁଷିଆ ଆକ୍ରମଣ ଜାରି ରଖିଛି ଆଉ ୟୁକ୍ରେନ୍ ଏହାର…
ଜିଲା ଗଠନର ୨୮ ବର୍ଷ ପରେ ବି ପଛୁଆ
ଖୋର୍ଦ୍ଧା ଅଫିସ,୭ା୩: ଲାଲ୍ମାଟିର ଗଡ଼ ଖୋର୍ଦ୍ଧା। ଐତିହ୍ୟ, କଳା, ସଂସ୍କୃତି, ଭାସ୍କର୍ଯ୍ୟ ସମେତ ହସ୍ତତନ୍ତ ଓ ହସ୍ତଶିଳ୍ପ କ୍ଷେତ୍ରରେ ଖୋର୍ଦ୍ଧାର ଯେପରି ସ୍ବତନ୍ତ୍ର ପରିଚୟ ରହିଛି, ଖୋର୍ଦ୍ଧା ନାଲି ଗାମୁଛାର ସେହିପରି ପ୍ରସିଦ୍ଧି ରହିଛି। ଏହାସତ୍ତ୍ୱେ ବିକାଶ କ୍ଷେତ୍ରରେ ଖୋର୍ଦ୍ଧା ଜିଲା…
ଓଡ଼ିଆ ପିଲାଙ୍କୁ ଉଦ୍ଧାର ଦାୟିତ୍ୱରେ ପୁରୀର ବୈଶାଳୀ
ପୁରୀ ଅଫିସ,୭।୩; ସମ୍ପ୍ରତି ରୁଷ୍ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଲାଗିରହିଛି। ଏଭଳି ପରିସ୍ଥିତି ମଧ୍ୟରେ ୟୁକ୍ରେନ୍ ସମେତ ଏହାର ପଡ଼ୋଶୀ ଦେଶ ହଙ୍ଗେରୀ, ପୋଲାଣ୍ଡ, ରୋମାନିଆ ଓ ସ୍ଲୋଭାକିଆରେ ଓଡ଼ିଶାର ବହୁ ଛାତ୍ରୀଛାତ୍ର ଫସିରହିଛନ୍ତି। ସେମାନେ ସେଠାରେ ଭୟଭୀତ ଅବସ୍ଥାରେ…
ଛେଳି ଚୋରିକୁ ନେଇ କଳି
ପାରଳାଖେମୁଣ୍ଡି,୭ା୩: ଛେଳି ଚୋରିକୁ ନେଇ କଳି ହୋଇଛି। ଘଟଣାକୁ ନେଇ ଆନ୍ଧ୍ର ଓ ଓଡ଼ିଶା ପୋଲିସ ମୁହାଁମୁହିଁ ହୋଇଛନ୍ତି। ଗଜପତି ଜିଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ସୀମାନ୍ତ ଗଙ୍ଗାବାଡ ପଞ୍ଚାୟତ ମାଣିକପାଟଣା ଗାଁରେ ରବିବାର ଏହି ଘଟଣା ଘଟିଛି। ଗତ କିଛି…
ଶୋଭାଯାତ୍ରାରେ ଫସିଲା ଆମ୍ବୁଲାନ୍ସ
ଯାଜପୁର ଅଫିସ,୭ା୩: ଗୋଟିଏ ପଟେ ଚାଲିଥିଲା ବିଜେଡିର ପ୍ରାର୍ଥିପତ୍ର ଦାଖଲ ଶୋଭାଯାତ୍ରା। ଅନ୍ୟପଟେ ସୃଷ୍ଟି ହୋଇଥିଲା ବଡ଼ଧରଣର ଟ୍ରାଫିକ୍ ଜାମ୍। ଫଳରେ ଗୁରୁତର ରୋଗୀଙ୍କୁ ନେଇ ଯାଉଥିବା ଏକ ୧୦୮ ଆମ୍ବୁଲାନ୍ସ ଫସିଯାଇଥିଲା। ଆମ୍ବୁଲାନ୍ସ ପାଇଁ ବାଟ କାଢ଼ିବା ସ୍ଥାନୀୟ ଲୋକଙ୍କ…
୬୪ କୋଟି ଟଙ୍କା ପ୍ରକଳ୍ପରେ ଦୁର୍ନୀତି
ଯାଜପୁର ଅଫିସ,୭ା୩: ଦୀର୍ଘବର୍ଷ ଧରି ଅବହେଳିତ ଅବସ୍ଥାରେ ପଡ଼ି ରହିଥିବା ଯାଜପୁର ଜିଲା ବ୍ୟାସନଗରସ୍ଥିତ ଅନ୍ୟତମ ପର୍ଯ୍ୟଟନସ୍ଥଳୀ ବ୍ୟାସସରୋବର ବିକାଶ କାମ ଆରମ୍ଭ ହୋଇଛି। ଏଥିପାଇଁ ରାଜ୍ୟ ସରକାର ୬୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନ୍ବିସିସି (ନ୍ୟାଶନାଲ ବିଲ୍ଡିଂ କନଷ୍ଟ୍ରକ୍ସନ…
ଯୁଦ୍ଧକୁ ବିରୋଧ କରି ୪୩୦୦ ଅଟକ
ମସ୍କୋ,୭ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧ ୧୨ ଦିନରେ ପହଞ୍ଚିଲାଣି । ଏବେ ରୁଷିଆ ପକ୍ଷରୁ ୟୁକ୍ରେନର ବିଭିନ୍ନ ସହରରେ ଅତ୍ୟଧିକ ମାତ୍ରାରେ ଆକ୍ରମଣ କରାଯାଉଛି । ହେଲେ ଯୁଦ୍ଧ ନୁହେଁ ଆମେ ଶାନ୍ତି ଚାହୁଁ ବୋଲି କେତେଜଣ ରୁଷିଆବାସୀ କହିଛନ୍ତି ।…
ଗଛରେ ପିଟିହେଲା ବରଯାତ୍ରୀ ଗାଡ଼ି: ୨ ଜଣଙ୍କ ଜୀବନ ଗଲା
ସୋନପୁର,୭ା୩(ନି.ପ୍ର.): ସୋନପୁର ଜିଲା ରାମପୁର ଥାନା ବଡ଼କର୍ଲେ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋରେ ବରଯାତ୍ରୀ ଦଳ ଯାଉଥିବା ବେଳେ ଗଛରେ ପିଟି ହୋଇଯାଇଥିଲା। ଫଳରେ ୨ ଜଣଙ୍କ ଜୀବନ ଯାଇଛି।…
ଗୁଳି ଗୋଳା ଗର୍ଜନ ଭିତରରେ ବି ୟୁକ୍ରେନ ଛାଡି ପାରୁ ନାହାନ୍ତି ଜଣେ ଭାରତୀୟ
କ୍ୱିଭ,୭ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୧ ଦିନ ବିତିଗଲାଣି । ଯୁଦ୍ଧ ଭୂମି ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଯୁଦ୍ଧ କାଳୀନ ଭିତ୍ତିରେ କେନ୍ଦ୍ର ସରକାର ଅପରେଶନ ଗଙ୍ଗା ମାଧ୍ୟମରେ ଉଦ୍ଧାର କରି ଚାଲିଛନ୍ତି । ରବିବାର ୧୧ ବିମାନରେ ୟୁକ୍ରେନର…
Archives


