Home Left

ମାର୍ଚ୍ଚ ଶେଷ ସପ୍ତାହରେ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୭।୩(ବ୍ୟୁରୋ): ଆସନ୍ତା ୨୭ କିମ୍ବା ୨୮ ତାରିଖରେ ବିଧାନସଭାର ବଜେଟ ଅଧିବେଶନ ବସିପାରେ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଅଧିବେଶନ ମାର୍ଚ୍ଚ ୩୧ ତାରିଖ ଯାଏ ଚାଲିବ। ସ୍ବଳ୍ପ ସମୟ ପାଇଁ ବସିବାକୁ ଥିବା ଏହି ଅଧିବେଶନରେ ଭୋଟ…

ଆଇୟୁଏମ୍‌ଏଲ୍‌ ମୁଖ୍ୟ ପାନକ୍କଡ଼ ଥଙ୍ଗଲଙ୍କ ପରଲୋକ

କୋଚି,୭।୩: ଇଣ୍ଡିଆନ ୟୁନିଅନ୍‌ ମୁସ୍‌ଲିମ ଲିଗ୍‌ (ଆଇୟୁଏମ୍‌ଏଲ୍‌) ସଭାପତି ପାନକ୍କଡ଼ ସୟେଦ ହାଇଦରାଲି ଶିହାବ ଥଙ୍ଗଲଙ୍କ ୭୪ ବର୍ଷ ବୟସରେ ପରଲୋକ ଘଟିଛି। ବହୁ ରୋଗରେ ପୀଡ଼ିତ ଥିବା ପାନକ୍କଡ଼ କ୍ୟାନ୍‌ସର ସହ ଲଢ଼େଇ କରୁଥିଲେ। ରବିବାର ମଧ୍ୟାହ୍ନରେ କୋଚିସ୍ଥିତ ଏକ…

ଗାଈ ପାଟିରେ ଫୁଟିଲା ବୋମା

ଖୁଣ୍ଟୁଣୀ, ୭ା୩(ଡି.ଏନ୍‌.ଏ.): ବାର୍‌ହା ଶିକାର ଉଦ୍ଦେଶ୍ୟରେ ବୋମା(ବାର୍‌ହା ଗୁଳା) ଖଞ୍ଜାଯାଇଥିଲା। ହେଲେ ଉକ୍ତ ବୋମାକୁ ଗାଈ ଚୋବାଇ ଦେବାରୁ ତାହା ଫୁଟିଗଲା। ଏଥିରେ ଗାଈର ଥୋମଣି ଓ ତଳ ଅଂଶ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ରବିବାର ଏଭଳି ଏକ ଅଭାବନୀୟ ଘଟଣା…

ପିଲାଙ୍କ ମନୋବଳ ବଢ଼ାଇବାକୁ ପଡ଼ିବ: ଶ୍ରୀରାମ ପଣ୍ଡା

କୋଭିଡ୍‌ ଯୋଗୁ ଅଫ୍‌ଲାଇନ୍‌ ଶିକ୍ଷା ବନ୍ଦ ହେବାରୁ ଅନ୍‌ଲାଇନ୍‌ ଶିକ୍ଷା ପିଲାଙ୍କୁ ଅଳସୁଆ କରିଦେଇଛି । ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ଶିକ୍ଷାନୁଷ୍ଠାନର ପରିବେଶ, ଶିକ୍ଷକ, ସାଙ୍ଗସାଥୀମାନଙ୍କଠାରୁ ଦୂରେଇ ରହିଥିବା ପିଲାମାନଙ୍କୁ ପୁଣିଥରେ ନିଜ ଶିକ୍ଷାନୁଷ୍ଠାନ ସହିତ ଭଲ…

ମୋଦିଙ୍କ ସଭାରେ ରାଜ୍ୟପାଳଙ୍କୁ ସମାଲୋଚନା କଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ

ପୁଣେ,୭।୩: ମହାରାଷ୍ଟ୍ରର ପୁଣେଠାରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ସଭାରେ ଉପସ୍ଥିତ ଥିବା ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର ସମାଲୋଚନା କରିଛନ୍ତି। ଉଚ୍ଚ ପଦ ପଦବୀରେ ଥିବା କେତେଜଣ ଲୋକ ଅନାବଶ୍ୟକ ମନ୍ତବ୍ୟ ଦେଉଛନ୍ତି, ଯାହା…

‘ମ୍ୟାଜିକ୍‌ ପ୍ୟାନ୍‌’ରେ କଶ୍ମୀର ଖାଦ୍ୟ

ଭୁବନେଶ୍ୱର,୭।୩(ବ୍ୟୁରୋ): ରାଜଧାନୀରେ ବର୍ଷତମାମ ବିଭିନ୍ନ ସମୟରେ ମେଳା ପଡ଼ିଥାଏ। ଏସବୁ ମେଳାରେ ଖାଦ୍ୟ ଷ୍ଟଲ ମଧ୍ୟ ଖୋଲିଥାଏ। ରାଜ୍ୟ ତଥା ରାଜ୍ୟ ବାହାର ଖାଦ୍ୟର ପସରା ଗ୍ରାହକଙ୍କୁ ସବୁବେଳେ ଭିନ୍ନ ସ୍ବାଦ ଦେଇଥାଏ। ସେହିଭଳି ବଡ଼ ବଡ଼ ହୋଟେଲ ମଧ୍ୟ ବିଭିନ୍ନ…

ମୌଳିକ ସମସ୍ୟାକୁ ଗୁରୁତ୍ୱ ଦେବି: ସବିତା

ବ୍ରହ୍ମପୁର ଅଫିସ,୭ା୩: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପାଇଁ ଭାଜପାର ମେୟର ପ୍ରାର୍ଥୀ ହେଲେ ଡ.ସବିତା ସୁଆର। ରାଜ୍ୟ କାର୍ଯ୍ୟାଳୟରୁ ତାଙ୍କ ନାମ ରବିବାର ଘୋଷଣା କରାଯାଇଛି। କାହାକୁ ପ୍ରାର୍ଥୀ ଚୟନ କରାଯିବ, ସେନେଇ ଭାଜପାରେ ଯେଉଁ କଳ୍ପନା ଜଳ୍ପନା ଚାଲିଥିଲା…

ରୁଷିଆ-ବେଲାରୁସରେ ସମସ୍ତ ସେବା ବନ୍ଦ କଲା ଆମେରିକାନ ଏକ୍ସପ୍ରେସ୍‌

ୱାଶିଂଟନ,୭ ।୩: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ୧୨ ଦିନରେ ପହଞ୍ଚିଲାଣି । ଏହାରି ଭିତରେ ରୁଷିଆ ଉପରେ ବିଭିନ୍ନ ଦେଶ ପକ୍ଷରୁ ଭିନ୍ନ ଭିନ୍ନ ପ୍ରତିବନ୍ଧକ ଲଗାଗଲାଣି । ଏହାପରେ ବି ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରି ଚାଲିଛି ।…

ବିଏମ୍‌ସି ପାଇଁ ବିଜେଡି ପ୍ରାର୍ଥୀ ତାଲିକା ଘୋଷଣା

ବ୍ରହ୍ମପୁର ଅଫିସ,୭ା୩: ବ୍ରହ୍ମପୁର ପୌର ନିର୍ବାଚନ ପାଇଁ ରବିବାର କର୍ପୋରେଟର ପାଇଁ ୫୬ ଓ ମେୟର ଲାଗି ଜଣେ ମହିଳା ନିତା କୁମାରୀ ପଣ୍ଡା ନାମାଙ୍କନ ଦାଖଲ କରିଛନ୍ତି। କର୍ପୋରେଟର ପ୍ରାର୍ଥୀଙ୍କ ମଧ୍ୟରେ ବିଭିନ୍ନ ଦଳ ଓ ସ୍ବାଧୀନ ଅଛନ୍ତି। ଅପରପକ୍ଷରେ…

ଶେଷ ଦିନରେ ନାମାଙ୍କନ ଭରିବେ ଅଧିକାଂଶ ପ୍ରାର୍ଥୀ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ଲାଗି ସୋମବାର ନାମାଙ୍କନ ଦାଖଲର ଶେଷ ଦିନ। ହେଲେ ଏ ପର୍ଯ୍ୟନ୍ତ ବିଜେଡିର ଏକାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି। ଯଦିଓ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ…

ସରୋଜିନୀ ଆପ୍‌ର ଭୁବନେଶ୍ୱର ମେୟର ପ୍ରାର୍ଥୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ଆମ୍‌ ଆଦମୀ ପାର୍ଟି(ଆପ୍‌) ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମେୟର ପ୍ରାର୍ଥୀ ହେଲେ ସରୋଜିନୀ ଖୁଣ୍ଟିଆ। ରବିବାର ଭୁବନେଶ୍ୱରସ୍ଥିତ ରାଜ୍ୟ ଆପ୍‌ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପାର୍ଟିର ରାଜ୍ୟ ସଂଯୋଜକ ନିଶିକାନ୍ତ ମହାପାତ୍ର ସରୋଜିନୀଙ୍କ ନାମକୁ ଘୋଷଣା…

ଜାଲ ବିଛାଉଛନ୍ତି ଡିଜିଟାଲ ସୁନ୍ଦରୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ପ୍ରତିଦନ ସାଇବର ଠକମାନେ ନୂଆ ନୂଆ ପନ୍ଥା ଆପଣାଇ ଟଙ୍କା ଲୁଟୁଛନ୍ତି। ବିଶେଷ କରି ସୋସିଆଲ ମିଡ଼ିଆରେ ଡିଜିଟାଲ ସୁନ୍ଦରୀମାନେ ମାତିଛନ୍ତି। ସେମାନେ ଜାଲ ବିଛାଇ ଯୁବକଙ୍କୁ ଫାଶରେ ପକାଉଛନ୍ତି। ଯୁବକଙ୍କ ସହ ଅଶ୍ଳୀଳ ଚାଟ୍‌ କରିବା ପରେ ବ୍ଲାକ୍‌ମେଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri