Home Left

ବିଜୟ ଦେବରକୋଣ୍ଡାଙ୍କୁ ଡେଟ କରିବାକୁ ଚାହୁଁଛନ୍ତି ସାରା

ମୁମ୍ବାଇ: ବଲିଉଡ ନାୟିକା ସାରା ଅଲି ଖାଁ ତାଙ୍କ ମନ କଥା ଖୋଲି କହିଛନ୍ତି । ନିକଟରେ କରନ ଜୋହରଙ୍କ ଶୋ କଫି ୱିଥ କରନ ସିଜନ ୭ରେ ସାରା ଓ ଜାହ୍ନବୀ କପୁରଙ୍କୁ ଦେଖିବାକୁ ମିଳିବ । ଏହାର ପ୍ରଥମ…

୫ ଦିନର ସନ୍ତାନକୁ ବିକ୍ରି କରି ନିଜର ସଉକ୍‌ ପୂରା କରିବାକୁ ଚାହୁଁଥିଲେ ମହିଳା, କାରଣ ଜାଣିଲେ…

ଦୁନିଆରେ ଯଦି କେଉଁ ସମ୍ପର୍କକୁ ସବୁଠୁ ନିକଟତର କୁହାଯାଏ ତେବେ ତାହା ହେଉଛି ମା-ପିଲାର ସମ୍ପର୍କ। ଗୋଟିଏ ପିଲା ପାଇଁ ତା’ ମା’ର ସ୍ନେହ ସବୁଠୁ ନିଶ୍ଚଳ। ମାତ୍ର ରୁଷିଆର ଜଣେ ମା’ ଏହି ସମ୍ପର୍କରେ ଦାଗ ଲଗାଇଛନ୍ତି। ନିଜର ସଉକ୍‌…

ହୀରାକୁଦ ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ

ଝାରସୁଗୁଡ଼ା ଅଫିସ,୧୨ା୭: ହୀରାକୁଦ ଜଳଭଣ୍ଡାରରୁ ମାଛ ଧରୁଥିବାବେଳେ ଡଙ୍ଗାରୁ ଖସିପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଲଖନପୁର ଥାନା ଅଧୀନ ବଲଣ୍ଡା ଗ୍ରାମର ପ୍ରଫୁଲ୍ଲ ମାଝି(୩୬)। ଖବରପାଇ ଲଖନପୁର ଥାନା ପୋଲିସ ମୃତଦେହ ଜବତ କରି ଝାରସୁଗୁଡ଼ା…

ତାପସୀଙ୍କ ଅଦ୍ଭୁତ ସ୍ୱପ୍ନ

ମୁମ୍ବାଇ: ବଲିଉଡର ଆଗ ଧାଡିର ନାୟିକା ତାପସୀ ପନ୍ନୁ ସୁରମା ସାଂଡ କି ଆଖ, ରଶ୍ମୀ ରକେଟ ଭଳି ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତି ସାରିଛନ୍ତି । ଏବେ ସେ ମହିଳା କ୍ରିକେଟ ଖେଳାଳୀ ମିତାଲି ରାଜଙ୍କ ବାୟୋପିକରେ…

୧୦କିଲୋମିଟର ରୋଡ ଶୋ’ କରି ବୈଦନାଥ ଧାମରେ ପହଞ୍ଚିଲେ ମୋଦି

ରାଞ୍ଚି,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଝାଡ଼ଖଣ୍ଡ ଗସ୍ତ କରିଛନ୍ତି। ଦେଓଘର ପହଞ୍ଚିବା ପରେ ସେଠାରେ ପ୍ରଧାନମନ୍ତ୍ରୀ ମୋଦି ବିମାନବନ୍ଦର ଓ ଅନ୍ୟ ବିକାଶମୂଳକ ଯୋଜନାଗୁଡ଼ିକୁ ଉଦ୍‌ଘାଟନ କରିଛନ୍ତି। ଏଥିସହ ୧୬ହଜାର ୮ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।…

ଘର ଆଜବେଷ୍ଟ ଉପରେ ସିଂହ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ରୂପା ଛାଉଣିରେ ଝଲସୁଛି କଳାହାଟ ଦ୍ୱାର

ପୁରୀ ଅଫିସ,୧୨।୭ ଶ୍ରୀମନ୍ଦିର ଜଗମୋହନରୁ ଗର୍ଭଗୃହକୁ ସଂଯୋଗ କରୁଥିବା କଳାହାଟ ଦ୍ୱାରରେ ରୂପା ଛାଉଣି ହୋଇଛି । ରୂପା ଚାଦର ବିଛାଯିବା ପରେ କଳାହାଟ ଦ୍ୱାର ମହାପ୍ରଭୁଙ୍କୁ ଅପେକ୍ଷା କରିଛି । ରୂପା ଚାଦର ଦ୍ୱାରା ଜଗମୋହନ ଆଉ ଗର୍ଭଗୃହ ଝଲସି…

କରଣଙ୍କୁ ନେଇ ରଣବୀରଙ୍କୁ ସତର୍କ କରିଥିଲେ ବାପା, କାରଣ ଜାଣିଲେ…

ବଲିଉଡ୍‌ ଅଭିନେତା ରଣବୀର କପୁର ବର୍ତ୍ତମାନ ତାଙ୍କ ଫିଲ୍ମକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଅନ୍ୟପଟେ ରଣବୀର ପ୍ରଥମ ଥର ଆଲିଆ ଭଟ୍ଟଙ୍କ ସହ ଫିଲ୍ମ ‘ବ୍ରହ୍ମାସ୍ତ୍ର’ରେ ନଜର ଆସିବେ। ବର୍ତ୍ତମାନ ରଣବୀର କପୁର ଫିଲ୍ମ ‘ଶମଶେରା’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଫିଲ୍ମ…

‘କାହାରିକୁ ସମର୍ଥନ କରି ମୋ ସୁଯୋଗ ହରାଇବାକୁ ଚାହୁଁନାହିଁ ’

ଲଣ୍ଡନ,୧୨।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ବୋରିସ୍‌ ଜନ୍‌ସନ୍‌ ଏହି ପଦ ପାଇଁ କୌଣସି ପ୍ରାର୍ଥୀଙ୍କୁ ସମର୍ଥନ କରିବେ ନାହିଁ ବୋଲି ଘୋଷଣା କରିଛନ୍ତି। ଗତ ଗୁରୁବାର ପଦରୁ ହଟିଥିବା ବୋରିସ୍‌ ଲଣ୍ଡନର ଆୟୋଜିତ ଏକ କାର୍ଯ୍ୟକ୍ରମରେ କହିଛନ୍ତି, ବର୍ତ୍ତମାନ…

ବ୍ରେକ୍‌ଅପ୍‌ ପରେ ବୋଲ୍ଡ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ର୍ରୀ ସୁସ୍ମିତା ସେନ୍‌ ଇଣ୍ଡଷ୍ଟ୍ରିରେ ନିଜର ସୁନ୍ଦର ଚେହେରା ଏବଂ ବୋଲ୍ଡନେସ୍‌କୁ ନେଇ ଆଜିକାଲି ଚର୍ଚ୍ଚାରେ ରହୁଛନ୍ତି। ସୁସ୍ମିତା ପ୍ରଫେଶନାଲ ଲାଇଫ୍‌ଠାରୁ ଆରମ୍ଭ କରି ପର୍ସନାଲ ଲାଇଫ୍‌ ପର୍ଯ୍ୟନ୍ତ ଚର୍ଚ୍ଚାରେ ରହିଥାନ୍ତି। କେତେବେଳେ ସୁସ୍ମିତା ପ୍ରେମ ସମ୍ପର୍କକୁ ନେଇ…

‘ଲାଇଗର୍‌’ର ପ୍ରଥମ ଗୀତ ରିଲିଜ୍‌

ସାଉଥ ସୁପରଷ୍ଟାର ବିଜୟ ଦେବରାକୋଣ୍ଡା ଏବଂ ଅନନ୍ୟା ପାଣ୍ଡେଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଲାଇଗର୍‌’ର ପ୍ରଥମ ଗୀତ ‘ଅକଡି ପକଡି’ ରିଲିଜ୍‌ ହୋଇଛି। ପ୍ରଥମ ଗୀତରେ ବିଜୟ ଏବଂ ଅନନ୍ୟାଙ୍କ କେମେଷ୍ଟ୍ରି ମଧ୍ୟ ଦେଖିବାକୁ ମିଳୁଛି । ଯାହାକୁ ଦେଖିବା ପରେ…

ଟୋଲ୍‌ପ୍ଲାଜା କର୍ମଚାରୀଙ୍କ ସହ ଝଗଡା କଲେ ‘ଦ ଗ୍ରେଟ୍‌ ଖଲି’

ନୂଆଦିଲ୍ଲୀ,୧୨।୭: ଡବ୍ଲ୍ୟୁଡବ୍ଲ୍ୟୁଇର ପୂର୍ବତନ ଚାମ୍ପିଅନ୍‌ ‘ଦି ଗ୍ରେଟ ଖଲି’ ଅର୍ଥାତ ଦଲିପ ସିଂ ରାଣା ବିବାଦରେ ଛନ୍ଦି ହୋଇପଡିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ଟୋଲ୍‌ପ୍ଲାଜା କର୍ମଚାରୀଙ୍କ ସହ ଝଗଡା କରୁଥିବା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?