Home Left

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ ଉପରେ ଲଦି ଦିଆଯାଇଥିବା ମହଙ୍ଗା ପେଟ୍ରୋଲ ଦରକୁ ନେଇ ମଧ୍ୟ ଅଭିଯୋଗ କରିବା…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ ୨୦୨୬ ମୁକୁଟ ବିଜୟିନୀ ହୋଇଛନ୍ତି। ପ୍ରତିଯୋଗିତାରେ ୧୧୦ ଦେଶର ପ୍ରତିଯୋଗୀ ଭାଗ ନେଇଥିବାବେଳେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି ନକ୍ଷତ୍ରାନୁସାରେ ସମବେତ ପଣ୍ଡିତ ଓ ଜ୍ୟୋତିର୍ୱିଦମାନଙ୍କ ଗଣନାନୁସାରେ ଆସନ୍ତା ୧୫ ତାରିଖ (ମଙ୍ଗଳବାର)…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର ଅନୁସନ୍ଧାନମୂଳକ ରିପୋର୍ଟ ଅନୁଯାୟୀ ୨୦୨୪ ଲୋକ ସଭା ନିର୍ୱାଚନ ପୂର୍ୱରୁ ୨୦୨୩-୨୪ ଆର୍ଥିକ…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ ସମୟରେ ସୂର୍ଯ୍ୟଙ୍କ ପ୍ରଖର ରୌଦ୍ରତାପ ରହୁଥିବା ବେଳେ ଭୋର ସମୟରେ ଥଣ୍ଡା ଅନୁଭୂତ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ଶିଶୁ ବାଟିକାରୁ ଆରମ୍ଭ କରି ସ୍ନାତକୋତ୍ତର ପର୍ଯ୍ୟନ୍ତ ‘କେଜିରୁ ପିଜି’…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୁଙ୍ଗୁରିପାଲି ଶିବାନନ୍ଦପଡ଼ାର ରିଜେ ସେଠ(୩୨), ଡୁଙ୍ଗୁରିପାଲି ବ୍ଲକ କଲୋନୀର…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର ନେତୃବୃନ୍ଦକୁ ନେଇ ଗଠିତ କୋର୍‌ କମିଟି ବୈଠକ ବସିଥିଲା। ୧ ଘଣ୍ଟାରୁ ଅଧିକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା ଭାରତୀୟ ଦଳର ଏହା ଲଗାତର ତୃତୀୟ ବିଜୟ। ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ ମୃତଦେହ ମିଳିବାରେ ଲାଗିଛି। ତଥାପି ୫୮୯ ବିଦେଶୀଙ୍କ ସମେତ ପ୍ରାୟ ୫,୦୦୦ ଲୋକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆନନ୍ଦପୁର ଉପ ଜିଲାପାଳ ନୀଳମାଧବ ସୁନା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ନଗଦ ୩ ଲକ୍ଷ ୧୫ ହଜାର ଟଙ୍କା ଜବତ କରାଯିବା ସହ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?