Home Left

ଚାଇନାକୁ ପଛରେ ପକାଇ ବିଶ୍ୱର ସବୁଠୁ ଜନବହୁଳ ଦେଶ ହେବ ଭାରତ

ନୂଆଦିଲ୍ଲୀ,୧୧।୭: ଆସନ୍ତା ବର୍ଷ ବିଶ୍ୱର ସବୁଠାରୁ ଜନବହୁଳ ଦେଶ ଭାବରେ ଭାରତ ଚାଇନାକୁ ଅତିକ୍ରମ କରିବ ବୋଲି ଆକଳନ କରାଯାଇଛି। ମିଳିତ ଜାତିସଂଘର ଏକ ରିପୋର୍ଟରେ ସୋମବାର ଏହି ସୂଚନା ଦିଆଯାଇଛି। ଆଜି ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ମିଳିତ ଜାତିସଂଘ…

ବିଶ୍ୱରେକର୍ଡ କଲା ନ୍ୟୁଜିଲାଣ୍ଡ

ଡବଲିନ୍‌,୧୧।୭: ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରେ ନ୍ୟୁଜିଲାଣ୍ଡ ଦଳ ଏକ ବିଶ୍ୱରେକର୍ଡ ହାସଲ କରିଛି। ଟାର୍ଗେଟ୍‌କୁ ପିଛା କରି ଶେଷ ଓଭରରେ ସର୍ବାଧିକ ରନ ସ୍କୋର କରିବାର ରେକର୍ଡ ନ୍ୟୁଜିଲାଣ୍ଡ ନାଁରେ ହୋଇଛି। ଆୟର୍ଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର…

କୋଭିଡ୍‌ ହସ୍ପିଟାଲ ସ୍ଥିତି ପରଖିଲେ କମିଶନର: ପଚାରିଲେ ରୋଗୀଙ୍କ ଭଲମନ୍ଦ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ପ୍ରତିଶତ ରାଜଧାନୀରୁ ଚିହ୍ନଟ ହେଉଛନ୍ତି। ଭୁବନେଶ୍ୱରରେ କୋଭିଡ ପଜିଟିଭ୍‌ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଏକ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି ।…

ବୋଲେରୋ-କାର ମୁହାଁମୁହିଁ ଧକ୍କା: ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ଛକ ନିକଟରେ ସୋମବାର ବୋଲେରୋକାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ…

ଲଘୁଚାପ ପ୍ରଭାବ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ବର,୧୧।୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳର ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଆହୁରି ୫ ଦିନ ପ୍ରର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ତେବେ ୧୨ ତାରିଖ ସକାଳ ଯାଏ…

ଭାରତକୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କାର ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୧୧।୭: ଆର୍ଥିକ ସଙ୍କଟ ଯୋଗୁ ଶ୍ରୀଲଙ୍କା ଅବସ୍ଥା ବିଗିଡି ଯାଇଛି। ଦେଶର ଲୋକମାନେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଦେଶର ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ତାଙ୍କ ପରିବାର ସହିତ କୁଆଡେ ପଳାଇଛନ୍ତି। ବିକ୍ଷୋଭକାରୀମାନେ ରାଷ୍ଟ୍ରପତିଙ୍କ ଇସ୍ତଫା ଦାବି କରୁଛନ୍ତି। ଏହି ବିକ୍ଷୋଭକାରୀଙ୍କ…

ମୁକୁଳା ଟ୍ରାନ୍ସଫର୍ମର ନେଲା ଦନ୍ତାର ଜୀବନ

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି କିଛି ଦିନ ହେଲା ଉକ୍ତ ଅଞ୍ଚଳକୁ ଆସି ଆତଙ୍କ ଖେଳାଉଥିଲା। ହେଲେ ରବିବାର ରାତିରେ ହାତୀଟି ଗୋଲାବାଇ…

ବୋଲେରୋ-କାର ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ସଙ୍କଟାପନ୍ନ

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ଛକ ନିକଟରେ ସୋମବାର ବୋଲେରୋ-କାର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ୧୩ରୁ ଊର୍ଦ୍ଧ୍ୱ…

ଆଇସିୟୁରୁ ବାହାରିଲେ ଲାଲୁ ଯାଦବ

ନୂଆଦିଲ୍ଲୀ,୧୧।୭: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଧୀରେ ଧୀରେ ସୁସ୍ଥ ହେଉଛନ୍ତି। ଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଲାଲୁ ଏହି ଆଇସିୟୁରୁ ବାହାରିଛନ୍ତି। ଏନେଇ ତାଙ୍କ ବଡ଼ ଝିଅ ମିସା ଭାରତୀ ସୂଚନା ଦେଇଛନ୍ତି। ମିସା କହିଛନ୍ତି ଯେ, ତାଙ୍କ…

ଶ୍ରୀଲଙ୍କାରେ ଆଳୁ କିଲୋ ୮୦୦, ଟମାଟୋ ୧୦୦୦, କାଠ ଚୁଲି ଜାଳୁଛନ୍ତି ଲୋକେ

କଲମ୍ବୋ,୧୧ ।୭: ଏବେ ସାରା ବିଶ୍ୱ ଦେଖି ସାରିଛି ଶ୍ରୀଲଙ୍କା ଆର୍ଥିକ ପରିସ୍ଥିତିର ଭୟାବହତା । ସାଧାରଣ ଜନତା କିଭଳି ଭାବେ ରାଷ୍ଟ୍ରପତି ଭବନ କବଜା କରି ରଖିଛନ୍ତି । ଏବେ ଦେଶରେ ନା ରାଷ୍ଟ୍ରପତି ଅଛନ୍ତି, ନା ପ୍ରଧାନମନ୍ତ୍ରୀ ଏହାସହ…

ଆକ୍ସନ ଥ୍ରୀଲର ମୁଭି ‘ତେହରାନ’ରେ ନଜର ଆସିବେ ଜନ୍‌

ମୁମ୍ବାଇ: ବଲିଉଡ ଅଭିନେତା ଜନ୍ ଅବ୍ରାହମ ନିର୍ମାତା ଦିନେଶ ବିଜାନଙ୍କ ଆକ୍ସନ ଥ୍ରୀଲର ଫିଲ୍ମ ‘ତେହରାନ’ରେ ଖୁବଶୀଘ୍ର ନଜର ଆସିବେ । ସୋସିଆଲ ମିଡିଆ ମାଧ୍ୟମରେ ଫିଲ୍ମଟି ଶୀଘ୍ର ରିଲିଜ ହେବ ବୋଲି ଜଣାପଡିଛି । ଫିଲ୍ମର ଶୁଟିଂ ଏବେ ଆରମ୍ଭ…

ଗଞ୍ଜାମ ବନ୍ଦ ଡାକରାରେ ସାମିଲ ହେବେନି ସାନବଜାର ବଣିକ ସଙ୍ଘ

ଗଞ୍ଜାମ,୧୧।୭(ଡି.ଏନ୍‌.ଏ.) ଗଞ୍ଜାମ ତହସିଲଦାରଙ୍କ କାର୍ଯ୍ୟକୁ ପ୍ରତିବାଦ କରି ସହରବାସୀଙ୍କ ପକ୍ଷରୁ ମଙ୍ଗଳବାର ଗଞ୍ଜାମ ବଜାର ବନ୍ଦ ଡାକରା ଦିଆଯାଇଛି l ହେଲେ ସାନ ବଜାର ବଣିକ ସଙ୍ଘ ବନ୍ଦ ପାଳନରେ ସାମିଲ ହେବ ନାହିଁ। ଏନେଇ ସାନ ବଜାର ବଣିକ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?