ଇତିହାସ ରଚିବା ଲକ୍ଷ୍ୟରେ ଓହ୍ଲାଇବ ଭାରତ: ଜାଣନ୍ତୁ କେବେ, କେଉଁଠି ଦେଖିବେ ୩ୟ ଟି୨୦
ନୂଆଦିଲ୍ଲୀ,୧୦।୭: ଭାରତ ଓ ଇଂଲଣ୍ଡ ମଧ୍ୟରେ ୩ୟ ତଥା ଶେଷ ଟି-୨୦ ମ୍ୟାଚ ରବିବାର ଟ୍ରେଣ୍ଟ ବ୍ରିଜ୍ରେ ଖେଳାଯିବ। ଏହି ମ୍ୟାଚ୍ରେ ବିଜୟ ସହ ସିରିଜ କ୍ଲିନ ସୁଇପ କରିବାକୁ ଚେଷ୍ଟା କରିବ ଟିମ ଇଣ୍ଡିଆ। ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି-୨୦…
ତାରାତାରିଣୀଙ୍କୁ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବ୍ରହ୍ମପୁର ଅଫିସ,୧୦।୭: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଞ୍ଜାମ ଗସ୍ତରେ ଯାଇଛନ୍ତି । ସେଠାରେ ସେ ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀ ଦର୍ଶନ କରିଛନ୍ତି। ପରେ ସେ ବ୍ରହ୍ମପୁର ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ ଅଫ ସାଇନ୍ସ ଏଜୁକେଶନ…
ପୁଣି ଡରାଇଲାଣି କରୋନା: ରାଜ୍ୟରେ ୫୭୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୫୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୩୭ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୩୯…
ପ୍ରଶଂସକଙ୍କ ପାଇଁ ୟୁଟ୍ୟୁବ୍ର ଗୌରବ ତନିଜା ଗିରଫ
ନୂଆଦିଲ୍ଲୀ,୧୦।୭: ପ୍ରଶଂସକଙ୍କ ଲାଗି ୟୁଟ୍ୟୁବର ଗୌରବ ତନିଜା ଗିରଫ। ଫ୍ଲାଇଂ ବିଷ୍ଟ ନାମରେ ୟୁଟ୍ୟୁବ୍ ବ୍ଲଗିଂ ଚ୍ୟାନେଲ ଚଲାଉଥିବା ଗୌରବଙ୍କୁ ଉତ୍ତରପ୍ରଦେଶ ପୁଲିସ ଗିରଫ କରିଛି। ସେ ଜନ୍ମଦିନ ପାଳନ କରିବାକୁ ଉତ୍ତରପ୍ରଦେଶ ଗୌତମବୁଦ୍ଧ ନଗର ନୋଏଡ଼ାସ୍ଥିତ ସେକ୍ଟର-୫୧ ମେଟ୍ରୋ ଷ୍ଟେଶନକୁ…
ଆବିଲିଟି-ଓ ଥିଲେ ପ୍ରଖର ହୁଏ ସ୍ମରଣଶକ୍ତି
ସାଧାରଣତଃ ଯେଉଁ ବ୍ୟକ୍ତିଙ୍କର ଆଇକ୍ୟୁ (ଇଣ୍ଟେଲିଜେଣ୍ଟ କୋସେଣ୍ଚ) ଯେତେ ଅଧିକ, ସେମାନେ ସେତେ ବୁଦ୍ଧିମାନ୍ ବୋଲି କୁହାଯାଏ। ଏମିତିକି ୧୪୦ ଆଇକ୍ୟୁ ଲେବଲ ଥିଲେ ସେମାନଙ୍କୁ ଜିନିୟସ୍ ବୋଲି ଧରାଯାଏ। ତେବେ ଜିନିୟସ ହେବା ପଛରେ କେବଳ ଆଇକ୍ୟୁ ନୁହେଁ, କିଛି…
ସାପଙ୍କ ବନ୍ଧୁ ସ୍ନେହାଶ୍ରୀ
ପେସାରେ ଜଣେ ଶିକ୍ଷୟିତ୍ରୀ। ହେଲେ ନିଶା ତାଙ୍କର ସାପ ଧରିବା। କେବଳ ସାପ କାହିଁକି ବିଭିନ୍ନ ପଶୁପକ୍ଷୀ ଏବଂ ଜୀବଜନ୍ତ୍ୁଙ୍କ ସୁରକ୍ଷା ପାଇଁ ମଧ୍ୟ ସେ ସର୍ବଦା ତତ୍ପର। ଯେଉଁଥିପାଇଁ ଜଣେ ପ୍ରାଣୀ ସୁରକ୍ଷାକାରୀ ଭାବେ ସେ ସ୍ଥାନୀୟ ଅଞ୍ଚଳରେ ବେଶ୍…
ପ୍ରଥମେ ପଳାୟନ, ଏବେ ଇସ୍ତଫା ଦେବାକୁ ରାଜି ହେଲେ ଶ୍ରୀଲଙ୍କା ରାଷ୍ଟ୍ରପତି
କଲମ୍ବୋ,୧୦।୭: ଘୋର ଆର୍ଥିକ ସଙ୍କଟ ଦେଇ ଗତି କରିବା ପରେ ଶ୍ରୀଲଙ୍କାରେ ରାଜନୈତିକ ସଙ୍କଟ ଏବଂ ଅଚଳାବସ୍ଥା ଜାରି ରହିଛି। ପ୍ରଥମେ ପଳାୟନ ପରେ ଏବେ ଶ୍ରୀଲଙ୍କା ରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାକୁ ରାଜି ହୋଇଛନ୍ତି ଗୋଟାବାୟା ରାଜପାକ୍ସେ। ଆସନ୍ତା ୧୩…
ରେନିଡେ’ ଆଉଟିଂ
ବର୍ଷାଦିନିଆ କୋହଲା ପାଗ ସାଙ୍ଗକୁ ଥଣ୍ଡା ଥଣ୍ଡା ପବନରେ ବୁଲିବାର ମଜା ନେବାକୁ ବେଶ୍ ଆଗ୍ରହୀ ଯୁବପିଢ଼ି। ହେଲେ ଏମିତିରେ ସାମାନ୍ୟ ଅବହେଳା ସାଜିପାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ… ବର୍ଷାଦିନିଆ ଥଣ୍ଡା ପାଗରେ ସାଙ୍ଗସାଥୀଙ୍କ ସହ ବିଭିନ୍ନ ସ୍ଥାନ ବୁଲିଯିବାର…
ରାସ୍ତାକୁ ପଙ୍କମାଟି ଖସି ଯାତାୟାତରେ ଅସୁବିଧା
ପଟ୍ଟାମୁଣ୍ଡାଇ,୧୦।୭(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ଉତିକଣ ବନ୍ୟା ନିରୋଧକ ପୁରୁଣା ପଟ୍ଟାମୁଣ୍ଡାଇ-ରାଜନଗର ପୂର୍ତ୍ତ ବିଭାଗ ରାସ୍ତାର ଅଳଭାଠାରୁ ମଦନପୁର ମଧ୍ୟ ଦେଇ ରାଜନଗର ପର୍ଯ୍ୟନ୍ତ ରାସ୍ତା ଯାଇଛି। ୪ ମାସ ତଳେ ଟେଣ୍ଡର ମାଧ୍ୟମରେ ଏହି ରାସ୍ତା ନିର୍ମାଣ ଆରମ୍ଭ ହୋଇଥିଲା।…
ପ୍ରାଥମିକ କୃଷି ସମବାୟ ସମିତିରେ ଅବ୍ୟବସ୍ଥା
ପଟ୍ଟାମୁଣ୍ଡାଇ,୧୦।୭(ସ୍ବ.ପ୍ର.): ଚାଷୀଙ୍କ ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଗଠନ କରାଯାଇଛି କୃଷି ସମବାୟ ସମିତି। ଏହା ମାଧ୍ୟମରେ କୃଷିଋଣଠାରୁ ଆରମ୍ଭ କରି ଗ୍ରୁପ୍ ଋଣ, ରିହାତି ଦରରେ ବିହନ ଯୋଗାଣ, ମଣ୍ଡି ମାଧ୍ୟମରେ ଚାଷୀଙ୍କଠାରୁ ଧାନ, ମୁଗ ଆଦି ସରକାରୀ ଦରରେ…
ମାର୍ଶାଘାଇ, ମହାକାଳପଡ଼ା, ପାଟକୁରାରେ ପ୍ରତିଷ୍ଠା ହେବ କୋର୍ଟ
କେନ୍ଦ୍ରାପଡ଼ା ଅଫିସ,୧୦।୭: ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ରାଜ୍ୟର ୩୮ଟି ନୂତନ କୋର୍ଟ ପାଇଁ କର୍ମଚାରୀ ନିଯୁକ୍ତି ସମ୍ପର୍କରେ ଗତ ୫ ତାରିଖରେ ଆକାଉଣ୍ଟ ଜେନେରାଲଙ୍କୁ ଚିଠି (ନଂ- ଆଇଜେ-୬୧/ ୨୦୨୧- ୭୫୦୨) ହୋଇଛି ା ଏହି ଚିଠିରେ କେନ୍ଦ୍ରାପଡ଼ା…
ବାଇକରେ କେଦାରନାଥ ଯାତ୍ରା
ଭୁବନେଶ୍ୱର,୧୦।୭(ବ୍ୟୁରୋ): କଟକରୁ ବାଇକରେ ଉତ୍ତରାଖଣ୍ଡର କେଦାରନାଥ ଯାତ୍ରା କରିଛନ୍ତି ରାଜେଶ ମହାରଣା। ଶନିବାର କଟକର ଗଡ଼ଗଡ଼େଶ୍ୱର ମନ୍ଦିରରେ ଭଗବାନଙ୍କ ଆଶୀର୍ବାଦ ନେଇ ସେ ବାହାରିଛନ୍ତି। ତାଙ୍କର କେତେଜଣ ବନ୍ଧୁ ରାସ୍ତାରେ ତାଙ୍କ ସହ ଯୋଗଦେବେ। କଟକରୁ କେଦାରନାଥ ଯିବାକୁ ପ୍ରାୟ ୨୨…

